ଅନ୍ତର୍ଜାତୀୟ

୪୪ ବର୍ଷରେ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିଛି ୬୦ ପ୍ରତିଶତ: ପ୍ରତିଦିନ ଶହେ ହାତୀଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୨୫।୭: ପୃଥିବୀରେ ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ନକାରାତ୍ମକ ପ୍ରଭାବ ଜଙ୍ଗଲ ପରିସୀମା ଉପରେ ପଡ଼ିବାରେ ଲାଗିଛି। ଜଙ୍ଗଲ ଅଭାବ ଯୋଗୁ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିବାରେ…

5 years ago

ସାଜିଦ୍‌ ଜାଭିଦ୍‌ ହେବେ ବ୍ରିଟେନ୍‌ ଅର୍ଥମନ୍ତ୍ରୀ

ଲଣ୍ଡନ,୨୫ା୭(ପି.ଟି.): ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ପୂର୍ବତନ ଗୃହମନ୍ତ୍ରୀ ସାଜିଦ୍‌ ଜାଭିଦ୍‌ଙ୍କୁ ଦେଶର ଅର୍ଥମନ୍ତ୍ରୀ କରିବାକୁ ଘୋଷଣା କରିଛନ୍ତି। ଫିଲିପ୍‌ ହାମୋଣ୍ଡ୍‌ଙ୍କ ସ୍ଥାନରେ ଜାଭିଦ୍‌ଙ୍କୁ ଏହି ନୂତନ…

5 years ago

ତିନି ତଲାକ୍‌ ଦେଲେ ମାଲେସିଆ ପୂର୍ବତନ ରାଜା

କୁଆଲାଲମ୍ପୁର,୨୫ା୭(ପି.ଟି.): ମାଲେସିଆର ପୂର୍ବତନ ରାଜା ସୁଲତାନ୍‌ ମହମ୍ମଦ ପଞ୍ଚମ କିଛିମାସ ତଳେ ବିବାହ କରିଥିବା ରୁଷୀୟ ସୁନ୍ଦରୀ ତଥା ପୂର୍ବତନ ରାଣୀ ରିହାନା ଓଜାନା ଗୋର୍ବାତେଙ୍କୋଙ୍କୁ ତିନି…

5 years ago

ହାଫିଜ୍‌ଙ୍କ ରିମାଣ୍ଡ ଅବଧି ୧୪ ଦିନ ବଢ଼ିଲା

ଲାହୋର,୨୫ା୭(ପି.ଟି.): ବମ୍ବେ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଜମାତ୍‌-ଉଦ୍‌-ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ୍‌ ସୟିଦ୍‌ଙ୍କ ରିମାଣ୍ଡ ଅବଧି ୧୪ ଦିନ ବୃଦ୍ଧି କରାଯାଇଛି। ଆତଙ୍କବାଦ ପାଇଁ ପାଣ୍ଠି ଯୋଗାଣ…

5 years ago

ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍‌ ହେଉଛନ୍ତି ଭାରତର ଜ୍ୱାଇଁ

ଲଣ୍ଡନ, ୨୪।୭: ବ୍ରିଟେନର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ସହ ଏକ ଖାସ୍‌ ସମ୍ପର୍କ ରହିଛି। ବୋରିସ୍‌ ଗତବର୍ଷ ଛାଡପତ୍ର ଦେଇଥିବା ସ୍ତ୍ରୀ ମ୍ୟାରିନା ହ୍ବିଲର୍‌ଙ୍କ…

5 years ago

ପାକିସ୍ତାନରେ ରହିଛି ୪୦ ଆତଙ୍କବାଦୀ ସଂଗଠନ: ଇମ୍ରାନ୍‌

ଓ୍ବାଶିଂଟନ,୨୪।୭: ପାକିସ୍ତାନରେ ୪୦ ଆତଙ୍କବାଦୀ ସଂଗଠନ କାମ କରୁଛି। ଏସବୁ ସଂଗଠନରେ ୩୦ରୁ ୪୦ ହଜାର ସଦସ୍ୟ ରହିଛନ୍ତି।ଏନେଇ ପୂର୍ବରୁ କ୍ଷମତାରେ ଥିବା ସରକାର ଗତ ୧୫…

5 years ago

ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ଗିରଫ

ସରଜେଭୋ, ୨୪।୭: ବିଶିଷ୍ଟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ପ୍ରମୋଦ ମିତ୍ତଲଙ୍କୁ ୟୁରୋପ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୯.୩୨ କୋଟି ଟଙ୍କା ହେରଫେର…

5 years ago

ପାକିସ୍ତାନର ରାଧେ ମା’: ବୋହୂ ବେଶରେ ସଜେଇ ହୋଇ ଦେଉଛନ୍ତି ଜ୍ଞାନ

ଇସଲମାବାଦ, ୨୪।୭: ଭାରତରେ ଥିବା ରାଧେ ମା’ଙ୍କ କଥା ଶୁଣିଥିବେ, କିନ୍ତୁ ପାକିସ୍ତାନରେ ମଧ୍ୟ ସେମିତି ଜଣେ ବ୍ୟକ୍ତି ନିଜକୁ ବୋହୂ ବେଶରେ ସଜାଇ ଜ୍ଞାନ ବାଣ୍ଟୁଥିବାର…

5 years ago

ଶେଷରେ ମାନିଲା ପାକିସ୍ତାନ: ପୁଲଓ୍ବାମା ଆକ୍ରମଣରେ ରହିଛି ଜୈଶ୍‌ର ହାତ

ଇସଲମାବାଦ, ୨୪।୭: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପାକିସ୍ତାନ ଆତଙ୍କବାଦ ସଂଗଠନ ଜୈଶ-ଏ-ମହମ୍ମଦର ହାତ ଅଛି ବୋଳି ସ୍ବୀକାର କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌।…

5 years ago

ଦେଶରେ ପ୍ରତିିଦିନ ଭୋକରେ ରହୁଛନ୍ତି ୨୦ କୋଟି: ବର୍ଷକୁ ନଷ୍ଟ ହେଉଛି ୬ ହଜାର ୬ ଶହ କୋଟି କିଗ୍ରା ଖାଦ୍ୟ

ଓ୍ବାଶିଂଟନ,୨୪।୭: ଭାରତରେ ପ୍ରତିଦିନ ୨୦ କୋଟି ଭୋକିଲାଙ୍କୁ ଖାଦ୍ୟ ମିଳୁନି। ମାତ୍ର ଦେଶରେ ପ୍ରତିବର୍ଷ ହାରାହାରି ୬ ହଜାର ୬ଶହ ୩୦ କୋଟି କିଲୋଗ୍ରାମ୍‌ ଖାଦ୍ୟ ନଷ୍ଟ…

5 years ago