ଅନ୍ତର୍ଜାତୀୟ

କୁଲଭୂଷଣଙ୍କୁ ଫାଶୀ ଦେଇପାରିବନି ପାକିସ୍ତାନ

ନୂଆଦିଲ୍ଲୀ,୧୭।୭: ବହୁପ୍ରତୀକ୍ଷିତ କୁଳଭୂଷଣ ଯାଦବ ମାମଲାରେ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ (ଆଇସିଜେ) ବୁଧବାର ଶୁଣାଣି କରିଛନ୍ତି। ଏହି ଶୁଣାଣି ଭାରତ ସପକ୍ଷରେ ଯାଇଛି। ଆଇସିଜେ କୁଳଭୂଷଣଙ୍କ…

5 years ago

ଏଲନ୍‌ ମସ୍କଙ୍କ ଟିନି ବ୍ରେନ୍‌

ସାନ୍‌ ଫ୍ରାନ୍‌ସିସ୍କୋ: ପାରାଲିସିସ୍‌ରେ ପୀଡ଼ିିତ ଓ ମସ୍ତିଷ୍କ ସମସ୍ୟାରେ ରହିଥିବା ବ୍ୟକ୍ତିଙ୍କ ଜୀବନ ଧାରାରେ ଉନ୍ନତି ଆଣିବା ଲାଗି ଏଲନ୍‌ ମସ୍କଙ୍କ ଷ୍ଟ୍ରାର୍ଟଅପ୍‌ ନ୍ୟୁରଲିଙ୍କ୍‌ ଏକ ଚିପ୍‌…

5 years ago

ମହାକାଶରେ ପ୍ରଥମେ ଚାଷ ହେବ ଲାଲ୍‌ ଲଙ୍କା: ନାସା

ଓ୍ବାଶିଂଟନ,୧୭।୭: ମହାକାଶରେ ପ୍ରଥମେ ଲାଲ୍‌ ଲଙ୍କା ଚାଷ କରାଯିବ ବୋଲି ନାସା ପକ୍ଷରୁ କୁହାଯାଇଛି। ଲାଲ୍‌ ଲଙ୍କା ଗଛ ପ୍ରତିକୂଳ ସ୍ଥିତିରେ ସହଜରେ ଜୀବନ ଧାରଣ କରିବାକୁ…

5 years ago

କରତାରପୁର କରିଡର: ଭାରତ-ପାକିସ୍ତାନ ମଧ୍ୟରେ କଥାବାର୍ତ୍ତାକୁ ସ୍ବାଗତ କଲା ଆମେରିକା

ଓ୍ବାଶିଂଟନ, ୧୭।୭: କରତାରପୁର କରିଡରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ବିବାଦର ସମାଧାନ ହୋଇଛି। ଉଭୟ ଦେଶ ମଧ୍ୟରେ ହୋଇଥିବା ଚୁକ୍ତି ମୁତାବକ…

5 years ago

ହାଫିଜ୍‌ ସଇଦ୍‌ଙ୍କୁ ଗିରଫ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୧୭।୭: ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ୍‌ ତଥା ବିଶ୍ୱଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କୁ ପାକିସ୍ତାନ ଗିରଫ କରିଛି। ପାକିସ୍ତାନର ପଞ୍ଜାବ ପ୍ରଦେଶର ଆତଙ୍କବାଦୀ ନିରୋଧୀ ବିଭାଗର ଏକ ସ୍ବତନ୍ତ୍ର…

5 years ago

କୁଳଭୂଷଣ ଯାଦବ ମାମଲା: ଆଇସିଜେ ରାୟ ଆଜି

ନୂଆଦିଲ୍ଲୀ/ହେଗ୍‌, ୧୭ା୭(ପି.ଟି.) :କୁଳଭୂଷଣ ଯାଦବ ମାମଲାର ଚୂଡାନ୍ତ ରାୟ ଅନ୍ତର୍ଜାତୀୟ ନ୍ୟାୟାଳୟ (ଆଇସିଜେ)ରେ ବୁଧବାର ହେବାକୁ ଯାଉଛି। ମାମଲାର ରାୟ ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ…

5 years ago

ଆଫଗାନିସ୍ତାନରେ ବନ୍ଦ ହେଲା ରେଡିଓ ଷ୍ଟେଶନ

କାବୁଲ,୧୬।୭: ପୂର୍ବ ଆଫଗାନିସ୍ତାନର ଘଜନି ସହରରେ ଥିବା ସାମା ରେଡିଓ ଷ୍ଟେଶନ ଏବେ ବନ୍ଦ ହୋଇଯାଇଥିବା ସୂଚନା ଦେଇଛନ୍ତି ଷ୍ଟେଶନର ନିର୍ଦ୍ଦେଶକ ରମେଜ ଆଜମି। ସେ କହିଛନ୍ତି…

5 years ago

ପୁଣି ଥରିଲା ଇଣ୍ଡୋନେସିଆ: ଗତ ୩ ଦିନରେ ୩ ଥର ଭୂକମ୍ପ

ଜାକର୍ତ୍ତା,୧୬।୭: ଇଣ୍ଡୋନେସିଆର ବାଲିରେ ମଙ୍ଗଳବାର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।…

5 years ago

୧୪୦ ଦିନ ପରେ ଭାରତ ପାଇଁ ଏୟାରସ୍ପେସ୍‌ ଖୋଲିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୧୬।୭: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନ ଭାରତ ପାଇଁ ଏହାର ଏୟାରସ୍ପେସ୍‌କୁ ବନ୍ଦ ରଖିଥିଲା। ତେବେ ୧୪୦ ଦିନ ପରେ ମଙ୍ଗଳବାର ଏହାକୁ ଖୋଲିଦିଆଯାଇଛି। ଏଣିକି…

5 years ago

ପିଓକେରେ ବନ୍ୟା: ୨୩ ମୃତ

ଇସ୍‌ଲାମାବାବାଦ,୧୬ା୭: ପାକିସ୍ତାନ ଅଧିକୃତ କଶ୍ମୀରର ନୀଲମ୍‌ ଉପତ୍ୟକାରେ ମୂଷଳ ଧାରାରେ ବର୍ଷା ହେବା ସହ ବନ୍ୟା ପରିସ୍ଥିତି ଦେଖାଦେଇଛି। ଅଦ୍ୟାବଧି ୨୩ ଲୋକ ପ୍ରାଣ ହରାଇଥିବାବେଳେ କେତେକେ…

5 years ago