ଅନ୍ତର୍ଜାତୀୟ

ରୋହିଙ୍ଗ୍ୟାଙ୍କ ପାଇଁ ଘର ତିଆରି କଲା ଭାରତ

ମ୍ୟାନମାର,୧୪।୭: ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶାକୁ ଦେଖି ଏବେ ଭାରତ ମ୍ୟାନମାରରେ ୨୫୦ ଘର ତିଆରି କରି ସେଠାକାର ସରକାରଙ୍କୁ ହସ୍ତାନ୍ତର କରିଛି। ଏହାପରେ ମ୍ୟାନମାରର ବୈଦେଶିକ ସଚିବ…

5 years ago

୨୦୨୧ ସୁଦ୍ଧା ଶେଷ ହେବ ଲ୍ୟୁଲ୍‌ ନଦୀ ଉପରେ ଭାସମାନ ହୋଟେଲ: ଦିନକର ରହିବା ଭଡ଼ା ୭୫ ହଜାର

ଷ୍ଟକ୍‌ହୋମ୍‌,୧୪।୭: ସୁଇଡେନ୍‌ର ଲେପଲେଣ୍ଡ୍‌ ଅଞ୍ଚଳରେ ଥିବା ଲ୍ୟୁଲ୍‌ ନଦୀ ଉପରେ ଏକ ଭାସମାନ ହୋଟେଲ ନିର୍ମାଣ କରାଯାଉଛି। ହୋଟେଲ ନିର୍ମାଣ କାର୍ଯ୍ୟ ୨୦୨୦-୨୧ ସୁଦ୍ଧା ଶେଷ ହେବ।…

5 years ago

ଭୟଙ୍କର ହେଉଛି ନେପାଳ ବନ୍ୟା ପରିସ୍ଥିତି: ବଢୁଛି ମୃତ୍ୟୁ ସଂଖ୍ୟା

କାଠମାଣ୍ଡୁ,୧୪।୭: ନେପାଳରେ ଲାଗି ରହିଥିବା ବର୍ଷାରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଭୟଙ୍କର ରୂପ ଧାରଣ କରୁଛି। ବନ୍ୟା ଓ ଭୂସ୍ଖଳନ ଫଳରେ ଏବେସୁଦ୍ଧା ଏଠାରେ ୪୩…

5 years ago

ବାଂଲାଦେଶର ପୂର୍ବତନ ସାମରିକ ଶାସକ ମହମ୍ମଦ୍‌ ଇର୍ଶାଦ୍‌ଙ୍କ ପରଲୋକ

ଢ଼ାକା, ୧୪।୭: ବାଂଲାଦେଶର ପୂର୍ବତନ ସାମରିକ ଶାସକ ହୁସେନ୍‌ ମହମ୍ମଦ୍‌ ଇର୍ଶାଦ୍‌ଙ୍କର ରବିବାର ୯୦ ବର୍ଷ ବୟସରେ ପରଲୋକ ହୋଇଯାଇଛି। ୧୯୮୨ ଏପ୍ରିଲ୍‌ ୨୪ରେ ତତ୍‌କାଳୀନ ରାଷ୍ଟ୍ରପତି…

5 years ago

ମାଡ଼ି ଆସୁଛି ‘ବାରୀ’ ପ୍ରବଳ ବର୍ଷା ସହ ହେବ ଭୂସ୍ଖଳନ

ଓ୍ବାଶିଂଟନ,୧୪।୭: ଆମେରିକାର ଲୁଇସିଆନା ସହରରେ ଘୂର୍ଣ୍ଣିବାତ୍ୟା ‘ବାରୀ’ର ପ୍ରଭାବରେ ପ୍ରବଳ ବର୍ଷା ହୋଇଛି। ଦିନେ ଦୁଇ ଦିନ ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରିବା ଅନୁମାନ…

5 years ago

ଅଷ୍ଟ୍ରେଲିଆରେ ଭୂକମ୍ପ

କାନ୍‌ବେରା,୧୪।୭: ଅଷ୍ଟ୍ରେଲିଆର ଉପକୂଳ ଅଞ୍ଚଳ ରିସୋର୍ଟ ଟାଉନ୍‌ ବ୍ରୁମ୍‌ଠାରେ ରବିବାର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୯ ଥିଲା ବୋଲି ଆମେରିକା ଭୂବିଜ୍ଞାନ…

5 years ago

ଜୈଶ୍‌ ଓ ଲଶ୍କର ଶିବିର ଉପରେ ଆମେରିକା ଡ୍ରୋନ୍‌ର ନଜର

ଓ୍ବାଶିଂଟନ,୧୪।୭: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନରେ ଥିବା ଜୈଶ୍‌-ଇ-ମହମ୍ମଦ୍‌ ତଥା ଲଶ୍କର-ଇ-ତୋଏବା ଆଦି ଆତଙ୍କବାଦୀ ସଂଗଠନ ସେମାନଙ୍କର ଶିବିରକୁ ସ୍ଥାନାନ୍ତର କରିଥିଲେ। ଏସବୁ ଶିବିର ପାକିସ୍ତାନ-ଆଫଗାନିସ୍ତାନ…

5 years ago

ସେପ୍ଟେମ୍ବରରେ ମୋଦିଙ୍କ ଆମେରିକା ଗସ୍ତ

ଓ୍ବାଶିଂଟନ୍‌,୧୪ା୭(ପି.ଟି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତିସଂଘର ସାଧାରଣ ସଭାରେ ଯୋଗଦେବା ଲାଗି ସେପ୍ଟେମ୍ବରରେ ଆମେରିକା ଗସ୍ତରେ ଯିବା ସମ୍ଭାବନା ଅଛି। ମୋଦି ତାଙ୍କ ଗସ୍ତକାଳରେ ହ୍ୟୁଷ୍ଟନ୍‌ରେ ସେପ୍ଟେମ୍ବର…

5 years ago

ଫିଲିପାଇନ୍ସରେ ୫.୮ ତୀବ୍ରତାର ଭୂକମ୍ପ: ୫୭ ଆହତ

ମାନିଲା,୧୩।୭: ଉତ୍ତର ଫିଲିପାଇନ୍ସରେ ଶନିବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୮। ଏହାର ପ୍ରଭାବରେ ଘର, ଚର୍ଚ୍ଚ ଓ ବଡ଼…

5 years ago

ସୋମାଲିଆ ହୋଟେଲରେ ଆତ୍ମଘାତୀ ବିସ୍ଫୋରଣ:୨୬ ମୃତ, ୫୬ ଆହତ

ମୋଗାଡିସୁ,୧୩।୭: ସୋମାଲିଆର ଦକ୍ଷିଣରେ ଥିବା ବନ୍ଦର ସହର କିସମାୟୋରେ ଶନିବାର ଆତ୍ମଘାତୀ ବିସ୍ଫୋରଣ ଓ ଅଜ୍ଞାତ ବ୍ୟକ୍ତିଙ୍କ ଗୁଳିମାଡ଼ରେ ୨୬ ଜଣଙ୍କ ମୃତ୍ୟୁ ହେବା ସହ ପ୍ରାୟ…

5 years ago