ଅନ୍ତର୍ଜାତୀୟ

ମସ୍କୋ ଥର୍ମାଲ ପାଓ୍ବାର ଷ୍ଟେଶନରେ ଭୟାବହ ଅଗ୍ନିକାଣ୍ଡ: ୫୦ ମିଟର ଉଚ୍ଚକୁ ଉଠିଲା ନିଆଁ

ମସ୍କୋ,୧୧।୭: ରୁଷ ରାଜଧାନୀ ମସ୍କୋର ମିଟିଶ୍ଚି ନିକଟରେ ଥିବା ଥର୍ମାଲ ପାଓ୍ବାର ପ୍ଲାଣ୍ଟରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଏହି ନିଆଁ ଏତେ ଭୟଙ୍କର…

5 years ago

ଶୋଇବା ପାଇଁ ଏଠାରେ ଲୋକେ ଭଡାରେ ନିଅନ୍ତି କାର୍‌

ଟୋକିଓ,୧୧।୭: ଅନେକ ଦେଶରେ ଲୋକେ ଯାତ୍ରା କରିବା ପାଇଁ କାର୍‌ ଭଡାରେ ନେଇଥାଆନ୍ତି। ହେଲେ ଜାପାନରେ ଅଧିକାଂଶ ଲୋକେ କାର୍‌ ଭଡାରେ ନେଇ ରାସ୍ତା କଡରେ ପାର୍କିଂ…

5 years ago

ବ୍ରିଟିଶ ତେଲ ଟ୍ୟାଙ୍କରକୁ ଅପହରଣ ଉଦ୍ୟମ କରି ଅଡୁଆରେ ଇରାନ

ଦୁବାଇ,୧୧।୭: ତେଲ ଟ୍ୟାଙ୍କରକୁ ନେଇ ବ୍ରିଟେନ ଓ ଇରାନ ମଧ୍ୟରେ ଲାଗି ରହିଥିବା ବିବାଦ ମଧ୍ୟରେ ଏବେ ଇରାନ ଅଡୁଆରେ ପଡିଯାଇଛି। ବୁଧବାର ପର୍ସିୟାନ ଗଲ୍ଫ ଏରିଆରେ…

5 years ago

ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଲା ପାସେଞ୍ଜର୍‌ ଟ୍ରେନ୍‌: ୧୧ ମୃତ, ୬୦ ଆହତ

ଲାହୋର,୧୧।୭: ପାକିସ୍ତାନର ପୂର୍ବ ପଞ୍ଜାବ ପ୍ରଦେଶରେ ଏକ ମାଲବାହୀ ଟ୍ରେନ୍‌ ଏବଂ ପାସେଞ୍ଜର ଟ୍ରେନ୍‌ ମଧ୍ୟରେ ଧକ୍କାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୬୦ ଜଣ…

5 years ago

ଭାରତର ଦେଢ଼ କୋଟି ଆଣ୍ଡ୍ରଏଡ୍‌ ଫୋନ୍‌ରେ ଏଜେଣ୍ଟ ସ୍ମିଥ୍‌ ଭାଇରସ୍‌: ଚେକ୍‌ ପଏଣ୍ଟ୍‌ ରିପୋର୍ଟ

ନୂଆଦିଲ୍ଲୀ/ଜେରୁଜେଲମ୍‌, ୧୧।୭: ଭାରତରେ ଦେଢ଼ କୋଟି ଆଣ୍ଡ୍ରଏଡ୍‌ ଫୋନ୍‌ରେ ଭାଇରସ୍‌ ରହିଛି। ଏହି ଭାଇରସ୍‌ର ନାମ ଏଜେଣ୍ଟ୍‌ ସ୍ମିଥ୍‌। ଏନେଇ ଇସ୍ରାଏଲ୍‌ ସାଇବର ସୁରକ୍ଷା ଗବେଷଣା କମ୍ପାନୀ…

5 years ago

୬ବର୍ଷର ବାଳକ: ୨ଘଣ୍ଟାରେ ୩ହଜାର ଥର ଦଣ୍ଡ ବୈଠକ କରି ଜିତିଲେ ବିଳାସମୟ ଘର

ମସ୍କୋ,୧୧।୭: ବ୍ୟାୟାମ କରିବା ଦ୍ୱାରା ଶରୀର ସୁସ୍ଥ ରହିବା ସହ ବୁଦ୍ଧି ଓ ମନ ଶାନ୍ତ ରହିଥାଏ। ପ୍ରତିଦିନ ଦଣ୍ଡ ବୈଠକ କରିବା ଦ୍ୱାରା ମାଂସପେଶୀ ଓ…

5 years ago

ଏକ ଛତ୍ରବାଦୀ ଶାସକ କିମ୍‌ କଲେ ଉତ୍ତରକୋରିଆ ସମ୍ବିଧାନ ସଂଶୋଧନ: ହେଲେ ଦେଶର ସର୍ବୋଚ୍ଚ ଅଧିକାରୀ

ପୋୟାଙ୍ଗ୍‌ୟାଙ୍ଗ୍‌,୧୧।୭: ଉତ୍ତରକୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌-ଉନ୍‌ ଗୁରୁବାର ଦେଶର ସମ୍ବିଧାନ ସଂଶୋଧନ କରିଛନ୍ତି। ଏହାଦ୍ୱାରା କିମ୍‌ ଦେଶର ସର୍ବୋଚ୍ଚ ଅଧିକାରୀ ଭାବେ ଏବେ କାର୍ଯ୍ୟ…

5 years ago

୩୧ ବର୍ଷ ପରେ ପୃଥିବୀରେ ବୟସ୍କଙ୍କ ସଂଖ୍ୟା ଛୁଇଁବ ୨୧୦ କୋଟି

ନୂଆଦିଲ୍ଲୀ/ଜେନେଭା,୧୧।୭: ଆସନ୍ତା ୩୧ ବର୍ଷ ପରେ ୨୦୫୦ ବେଳକୁ ପୃଥିବୀରେ ବୟସ୍କଙ୍କ ସଂଖ୍ୟା ଛୋଟ ପିଲାଙ୍କ ତୁଳନାରେ ଦୁଇଗୁଣା ହେବ। ମୋଟ ଜନସଂଖ୍ୟା ୯୭୦ କୋଟିରେ ପହଞ୍ଚିବ।…

5 years ago

ଦାଉଦ୍‌ର ଅପରାଧ ସାମ୍ରାଜ୍ୟ ଏବେ ଆତଙ୍କବାଦୀ ନେଟଓ୍ବର୍କ : ଜାତିସଂଘରେ ଆଶଙ୍କା ବ୍ୟକ୍ତ କଲା ଭାରତ

ଜାତିସଂଘ,୧୧ା୭(ପି.ଟି.): ପାକିସ୍ତାନରେ ରହୁଥିବା ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ର ଅପରାଧ ସାମ୍ରାଜ୍ୟ ଏବେ ଆତଙ୍କବାଦୀ ନେଟଓ୍ବର୍କରେ ପରିଣତ ହୋଇଛି। ଡି-କମ୍ପାନୀ, ଜୈଶ-ଇ-ମହମ୍ମଦ(ଜେଇଏମ୍‌) ଏବଂ ଲଶ୍କର-ଇ-ତୋଇବା ଭାରତ ପାଇଁ…

5 years ago

ଆଇଏଫ୍‌ଏଫ୍‌ଏମ୍‌ରେ ପ୍ରଦର୍ଶିତ ହେବ ‘ବୁଲ୍‌ବୁଲ୍‌ କ୍ୟାନ୍‌ ସିଙ୍ଗ୍‌’

ମେଲବୋର୍ନ,୧୧ା୭: ଅଗଷ୍ଟ ୮ରେ ହେବାକୁ ଥିବା ଇଣ୍ଡିଆନ୍‌ ଫିଲ୍ମ ଫେଷ୍ଟିଭାଲ୍‌ ଅଫ ମେଲ୍‌ବୋର୍ନ (ଆଇଏଫ୍‌ଏଫ୍‌ଏମ୍‌)ର ଉଦ୍‌ଘାଟନୀ ମହୋତ୍ସବରେ ରିମା ଦାସଙ୍କ ଦ୍ୱାରା ନିର୍ମିତ ଅହମିୟା ଫିଲ୍ମ ‘ବୁଲ୍‌ବୁଲ୍‌…

5 years ago