ଅନ୍ତର୍ଜାତୀୟ

ଲିବ୍ୟା ଗୃହଯୁଦ୍ଧରେ ୩ ମାସରେ ହଜାରେରୁ ଅଧିକ ମୃତ; ଆହତଙ୍କ ସଂଖ୍ୟା ୫ ହଜାରରୁ ବେଶି: ବିଶ୍ୱସ୍ବାସ୍ଥ୍ୟ ସଂଗଠନ

ତ୍ରିପୋଲି, ୧୦।୭: ଲିବ୍ୟା ଗୃହଯୁଦ୍ଧରେ ଏପ୍ରିଲ୍‌ଠାରୁ ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ଏଥିରେ ଏକ ହଜାର ୪୮ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୫ ହଜାର ୫ଶହ…

5 years ago

ପାକିସ୍ତାନୀ ଅଭିନେତ୍ରୀଙ୍କ ପରଲୋକ

କରାଚୀ,୧୦ା୭(ପି.ଟି.): ପାକିସ୍ତାନର କିମ୍ବଦନ୍ତୀ ଅଭିନେତ୍ରୀ ଜାହିନ୍‌ ତାହିରା ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୭୯ବର୍ଷ ହୋଇଥିଲା। ତାହିରାଙ୍କ ବିୟୋଗ ଖବର ତାଙ୍କ ନାତି ଡାନିଏଲ ଶାହଜାଦ୍‌ ସୋସିଆଲ୍‌…

5 years ago

୩ ହଜାର ଫୁଟ ପାହାଡ଼ ଉପରେ ପ୍ରେମିକାଙ୍କୁ ପ୍ରପୋଜ୍‌ କଲେ ପ୍ରେମିକ

ଓସଲୋ,୯।୭: ନରଓ୍ବେରେ ଜଣେ ପ୍ରେମିକାଙ୍କୁ ତାଙ୍କ ପ୍ରେମିକ ୩ ହଜାର ଫୁଟ ପାହାଡ଼ ଉପରେ ପ୍ରପୋଜ୍‌ କରିଛନ୍ତି। ଏହା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।…

5 years ago

ଅନଶନରେ ବସିବେ ମରିୟମ୍‌

ଇସ୍‌ଲାମାବାଦ,୯।୭: ଜେଲ୍‌ରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜ ଆମରଣ ଅନଶନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଯଦି ବର୍ତ୍ତମାନର ସରକାର…

5 years ago

ଗ୍ରହଖଣ୍ଡ ଏମ୍‌ବି-୪ ଏବଂ ଏନ୍‌ଏନ୍‌-୩ ଅଳ୍ପ ଘଣ୍ଟା ମଧ୍ୟରେ ପୃଥିବୀର ହେବେ ନିକଟତର: ଧକ୍କା ଲାଗିବାର ରହିଛି ଆଶଙ୍କା

ଓ୍ବାଶିଂଟନ,୯।୭: ଗ୍ରହଖଣ୍ଡ ଏମ୍‌ବି-୪ ଏବଂ ଏନ୍‌ଏନ୍‌-୩ ଏବେ ପୃଥିବୀର ନିକଟତର ହେବାରେ ଲାଗିଛନ୍ତି। ଅଳ୍ପ କିଛି ଘଣ୍ଟା ମଧ୍ୟରେ ଏହି ଗ୍ରହଖଣ୍ଡ ଦ୍ୱୟ ପୃଥିବୀର ଅତି ନିକଟତର…

5 years ago

ପ୍ରବଳ ବର୍ଷାରେ ବେହାଲ୍‌ ଆମେରିକା : ହ୍ବାଇଟ୍‌ ହାଉସରେ ପଶିଲା ପାଣି

ଓ୍ବାଶିଂଟନ,୯।୭: ଗତ ସୋମବାର ଆମେରିକାରେ ପ୍ରବଳ ବର୍ଷା ହେବା ଫଳରେ ବିଭିନ୍ନ ସହର ଜଳମଗ୍ନ ହେବା ସହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏମିତିକି ଆମେରିକାର ରାଷ୍ଟ୍ରପତି…

5 years ago

୪୫ ଶହ ବର୍ଷ ପୁରାତନ ଉଲ୍‌କା ପିଣ୍ଡରୁ ନିର୍ମିତ ପିସ୍ତଲ ୧୦ କୋଟିରେ ହେବ ନିଲାମ

ଓ୍ବାଶିଂଟନ,୯।୭: ଆମେରିକା ଡଲାସ୍‌ରେ ଦୁଇଟି ପିସ୍ତଲର ନିଲାମ୍‌ ଜୁଲାଇ ୨୦ରେ କରାଯିବ। ଏଥିପାଇଁ ସର୍ବନିମ୍ନ ନିଲାମ ଡାକ ୬ କୋଟି ଟଙ୍କା ରହିଛି। ଏହାକୁ ୧୦ କୋଟି…

5 years ago

କଶ୍ମୀର ସ୍ଥିତି ସୁଧାରିବାରେ ଭାରତ-ପାକ୍‌ ବିଫଳ

ଜେନିଭା,୯ା୭ (ପି.ଟି.): ଭାରତ ଓ ପାକିସ୍ତାନ କଶ୍ମୀର ସ୍ଥିତି ସୁଧାରିବାରେ ବିଫଳ ହୋଇଛନ୍ତି। ପୂର୍ବ ରିପୋର୍ଟ ମୁତାବକ ପ୍ରମୁଖ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା କରାଯାଇ ନାହିଁ କି…

5 years ago

ପାକିସ୍ତାନରେ ଆର୍ଥିକ ସଙ୍କଟ: ଆମେରିକା ଗସ୍ତବେଳେ ମହଙ୍ଗା ହୋଟେଲରେ ରହିବେ ନାହିଁ ଇମ୍ରାନ

ଇସଲାମାବାଦ, ୮।୭: ଘୋର ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଛି ପାକିସ୍ତାନର ଅର୍ଥ ବ୍ୟବସ୍ଥା। ପୂର୍ବ ଋଣ ପାକିସ୍ତାନ ସରକାର ପରିଶୋଧ ନ କରିପାରିବା ଫଳରେ…

5 years ago

ଇରାନ୍‌ରେ ଭୂକମ୍ପ

ତେହେରାନ୍‌, ୮।୭: ଇରାନ୍‌ର ପଶ୍ଚିମ ଅଞ୍ଚଳରେ ସୋମବାର ଭୂକମ୍ପ ଅନୁଭୁତ ହୋଇଛି। ସ୍ଥାନୀୟ ଅହଭାଜ୍‌ ଅଞ୍ଚଳରେ ଏହା ହୋଇଥିବା କୁହାଯାଉଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭…

5 years ago