ଅନ୍ତର୍ଜାତୀୟ

ଥରିଲା ଆଫଗାନୀସ୍ତାନ

କାବୁଲ,୪।୭: ଆଫଗାନୀସ୍ତାନ ହିନ୍ଦୁ କୁଶ ଅଞ୍ଚଳରେ ଗୁରୁବାର ସକାଳ ୯ଟା ୫୦ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ଥିଲା ବୋଲି ଆମେରିକା…

5 years ago

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ୨୩ ମାମଲା ଦାଏର କଲା ପାକିସ୍ତାନ

ଇସଲାମାବାଦ୍‌,୪।୭: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡ କୁହାଯାଉଥିବା ଜମାତ୍‌-ଉଦ୍‌-ଦାଓ୍ବା ମୁଖ୍ୟ ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ପାକିସ୍ତାନ ସରକାର ୨୩ଟି ମାମଲା ଦାଏର କରିଛନ୍ତି। ଏସବୁ ଆତଙ୍କବାଦୀଙ୍କୁ…

5 years ago

ମଦ ବୋତଲରେ ଗାନ୍ଧିଜୀଙ୍କ ଛବି

ଜେରୁଜେଲମ୍‌,୪ା୭(ପି.ଟି.): ଇସ୍ରାଏଲ୍‌ର ୭୧ତମ ସ୍ବାଧୀନତାର ସ୍ମାରକୀ ସ୍ବରୂପ ସ୍ଥାନୀୟ ଏକ କମ୍ପାନୀ ଏହାର ମଦବୋତଲରେ ମହାତ୍ମା ଗାନ୍ଧୀଙ୍କ ଛବି ରଖି ବିବାଦୀୟ ହୋଇପଡ଼ିଛି। ଏହାଦ୍ୱାରା ଭାରତ ସରକାର…

5 years ago

ଆମେରିକା ରାଷ୍ଟ୍ରପତି ଦୌଡ଼: ଡେମୋକ୍ରାଟ ଦଳର ୨ୟ ସ୍ଥାନରେ କମ୍‌ଲା ହାରିସ୍‌

ଓ୍ବାଶିଂଟନ,୪ା୭(ପି.ଟି.): ଆମେରିକାରେ ୨୦୨୦ ରାଷ୍ଟ୍ରପତି ନିର୍ବାଚନ ଲାଗି ଡେମୋକ୍ରାଟ ଦଳରୁ ୨୦ରୁ ଊର୍ଦ୍ଧ୍ୱ ଆଶାୟୀ ରହିଥିବାବେଳେ ସେମାନଙ୍କ ମଧ୍ୟରେ ଭାରତୀୟ ବଂଶୋଦ୍ଭବ କମ୍‌ଲା ହାରିସ୍‌ ଦ୍ୱିତୀୟ ସ୍ଥାନକୁ…

5 years ago

ବିଏଲ୍‌ଏ ଆତଙ୍କବାଦୀ ସଂଗଠନ : ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୪ା୭(ପି.ଟି.): ବେଲୁଚିସ୍ତାନ ଲିବରେଶନ ଆର୍ମି (ବିଏଲ୍‌ଏ)କୁ ଆମେରିକା ବିଶ୍ୱ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କରିଛି। ବେଲୁଚିସ୍ତାନରେ ପାକିସ୍ତାନୀ ଶାସନକୁ ବିରୋଧ କରୁଥିବା ଏହି ବିଚ୍ଛିନ୍ନତାବାଦୀ ଗୋଷ୍ଠୀ…

5 years ago

ଜଟିଳ ହେଉଛି ଲିବ୍ୟା ସଙ୍କଟ

ତ୍ରିପୋଲି,୪ା୭: ଦିନକୁ ଦିନ ଜଟିଳ ହେବାରେ ଲାଗିଛି ଲିବ୍ୟା ସଙ୍କଟ। ଉତ୍ତର ଆଫ୍ରିକାର ଏହି ଦେଶକୁ ସର୍ବାଧିକ ସମୟ ଶାସନ କରିଥିବା ଏକଚ୍ଛତ୍ରବାଦୀ ମୁଆମାର ଅଲ୍‌-ଗଦ୍ଦାଫିଙ୍କ ୨୦୧୧ରେ…

5 years ago

ଆମାଜନ୍‌ ସିଇଓଙ୍କ ମହଙ୍ଗା ଛାଡ଼ପତ୍ର: ସ୍ତ୍ରୀଙ୍କୁ ଦେବାକୁ ପଡ଼ିବ ୩୮ ଶହ କୋଟି ଡଲାର

ସାନ୍‌ ଫ୍ରାନ୍ସିସ୍‌କୋ,୩।୭: ଆମାଜନ ସିଇଓ ଜେଫ୍‌ ବେଜୋସ୍‌ ପୃଥିବୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର ଦେବେ। ଏଥିପାଇଁ ସ୍ତ୍ରୀ ମୈକେଜି ବେଜୋସଙ୍କୁ ସେ ୩୮ ଶହ କୋଟି ଡଲାର…

5 years ago

ସୁପ୍ରିମ୍‌କୋର୍ଟଙ୍କ ରାୟ ଆଗରେ ନୋଇଁଲେ ଟ୍ରମ୍ପ୍‌: ୨୦୨୦ ଜନଗଣନାରେ ରହିବନି ନାଗରିକତା ପ୍ରଶ୍ନ

ଓ୍ବାଶିଂଟନ,୩।୭: ଆମେରିକା ସୁପ୍ରିମ୍‌କୋର୍ଟଙ୍କ ରାୟ ଆଗରେ ରାଷ୍ଟ୍ରପ୍ରତି ଡୋନାଲ୍ଡ ଟ୍ରମ୍ପ୍‌ ନୋଇଁବାକୁ ବାଧ୍ୟ ହୋଇଛନ୍ତି। ଫଳରେ ଏଣିକି ୨୦୨୦ରେ ଆମେରିକାରେ ହେବାକୁଥିବା ଜନଗଣନାରେ ନାଗରିକତା ପ୍ରଶ୍ନକୁ ବାଦ୍‌…

5 years ago

ଲାହୋର ବିମାନବନ୍ଦରରେ ଗୁଳିଚାଳନା: ଦୁଇ ମୃତ

ଲାହୋର, ୩।୭: ପାକିସ୍ତାନର ଲାହୋର ବିମାନବନ୍ଦରରେ ଅଚାନକ ଗୁଳିଚାଳନା କରାଯାଇଛି। ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ପୋଲିସ ଗୁଳିଚାଳନା କରିଥିବା ବ୍ୟକ୍ତିଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ…

5 years ago

ଶରଣାର୍ଥୀ ଶିବିରରେ ଏୟାର ଷ୍ଟ୍ରାଇକ୍‌: ୪୪ ମୃତ

ତ୍ରିପୋଲି,୩।୭: ଲିବିୟାର ଏକ ପ୍ରବାସୀ କେନ୍ଦ୍ର ଉପରେ ହୋଇଥିବା ଏୟାର ଷ୍ଟ୍ରାଇକ୍‌ରେ ୪୦ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।…

5 years ago