ଅନ୍ତର୍ଜାତୀୟ

ମୂଳ ଭାରତୀୟ ବାସିନ୍ଦା ପ୍ରିୟା ପିନ୍ଧିଲେ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିୟା’ ମୁକୁଟ

ମେଲବୋର୍ନ,୨୮।୬: ଭାରତୀୟ ମୂଳ ବାସିନ୍ଦା ୨୬ ବର୍ଷୀୟା ପ୍ରିୟା ସେର୍ରଓ୍ବ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିୟା ୨୦୧୯’ର ବିଜେତା ଘୋଷିତ ହୋଇଛନ୍ତି। ୨୭ ଜଣ ପ୍ରତିଯୋଗୀଙ୍କୁ ପଛରେ ପକାଇ…

5 years ago

ଆମେରିକାରେ ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ: ରୁଷ, ଫ୍ରାନ୍ସରେ ସତର୍କତା ଜାରି

ଓ୍ବାଶିଂଟନ,୨୮।୬: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ହେଉଛନ୍ତି ଆମେରିକା ଓ ୟୁରୋପର ଅଧିକାଂଶ ଅଞ୍ଚଳ। ଏଥର ୟୁରୋପ ଅତ୍ୟଧିକ ଗରମରେ ରେକର୍ଡ ଭାଙ୍ଗିଛି। ଜର୍ମାନୀ ଓ…

5 years ago

ଜାପାନରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦି

ଓସାକା, ୨୮।୬: ଜି-୨୦ ସମ୍ମିଳନୀରେ ଭାଗନେବା ପାଇଁ ଜାପାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାକୁ ପ୍ରଶଂସା କରିଛନ୍ତି। ପ୍ରବାସୀ ଭାରତୀଙ୍କୁ ସମ୍ବୋଧିତ କରି ଓଡ଼ିଶା…

5 years ago

ଆବେଙ୍କୁ ଭେଟିଲେ ମୋଦି

ଓସାକା,୨୮।୬ (ପି.ଟି.):ଜି-୨୦ ସମ୍ମିଳନୀରେ ଯୋଗଦେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜାପାନ ପ୍ରତିପକ୍ଷ ଶିିଞ୍ଜୋ ଆବେଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି। ବିଶ୍ୱ ଅର୍ଥନୀତି, ଫେରାର…

5 years ago

ଜୀବନ ଆଶାରେ ମରଣ ମୁହଁରେ:ଆମେରିକା- ମେକ୍ସିକୋ ସୀମା ରିଓ ଗ୍ରାଣ୍ଡେ ନଦୀରେ ଭାସିଗଲେ ଶରଣାର୍ଥୀ ଓ ୨୩ ମାସର ଝିଅ

ସିଉଡାଡ୍‌ ଭିକ୍ଟୋରିଆ/ଓ୍ବାଶିଂଟନ,୨୮।୬:ମେକ୍ସିକୋ ସୀମାରେ ଆମେରିକୀୟ ସେନା ମୁତୟନ ଓ ଶରଣାର୍ଥୀଙ୍କ ପ୍ରତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କଡ଼ା ଆଭିମୁଖ୍ୟକୁ ନେଇ ପୁଣିଥରେ ସୃଷ୍ଟି ହୋଇଛି ବିରାଟ ପ୍ରଶ୍ନବାଚୀ।…

5 years ago

ମାଗଣା ଟିକେଟ୍‌ ପାଇଁ ଦଳାଚକଟା: ୧୫ ମୃତ

ଆଣ୍ଟାନାନାରିଭୋ,୨୭।୬: ମାଡାଗାସ୍କରର ମହାମାସିନା ଷ୍ଟାଡିୟମରେ ସ୍ବାଧୀନତା ଦିବସ ପାଳନ ଅବସରରେ ଦଳଚକଟା ହେବାରୁ ଅତି କମ୍‌ରେ ୧୫ ଜଣଙ୍କ ମୃତ୍ୟୁ ହେବା ସହ ୭୫ରୁ ଊର୍ଦ୍ଧ୍ୱ ଆହତ…

5 years ago

ଟ୍ରମ୍ପ୍‌ଙ୍କ ଧମକ: ଗୁଗୁଲ, ଫେସବୁକ୍‌ ଓ ଟୁଇଟର ଉପରେ ଚାଲିବ ମକଦମା

ଓ୍ବାଶିଂଟନ,୨୭।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋସିଆଲ୍‌ ମିଡ଼ିଆକୁ ଧମକ୍‌ ଦେଇଛନ୍ତି। ଗୁଗୁଲ, ଫେସବୁକ୍‌ ଓ ଟୁଇଟର୍‌ ଉପରେ ମକଦମା ଚଳାଇବାକୁ ସେ ଚେତାବନୀ ଦେଇଛନ୍ତି। ଫୋକସ୍‌…

5 years ago

ବ୍ୟାଗ୍‌ରୁ ମିଳିଲା ୨୧ ଦିନର ଶିଶୁକନ୍ୟା: ଆମେରିକା ପୋଲିସ ଝିଅଟିର ନାଁ ରଖିଲା ‘ଇଣ୍ଡିଆ’

ଓ୍ବାଶିଂଟନ୍‌, ୨୭।୬: ଆମେରିକାର ଜର୍ଜିଆ ସହରରେ ଏକ ପ୍ଲାଷ୍ଟିକ୍‌ ବ୍ୟାଗରୁ ୨୧ଦିନର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଆମେରିକା ପୋଲିସ ଶିଶୁକନ୍ୟାଟିର ନାମ ‘ଇଣ୍ଡିଆ’ ରଖିଛି। ଶିଶୁଟିର ମା’ଙ୍କୁ…

5 years ago

ଆମେରିକା ଆଗରେ ମୁଣ୍ଡ ନୁଆଁଇବ ନାହିଁ ଇରାନ:ଆୟତୁଲ୍ଲା

ତେହେରାନ,୨୭ା୬: ଆମେରିକା ସହ ଆଣବିକ ଚୁକ୍ତିନାମା ରଦ୍ଦ ହେବା ପରେ ତେହେରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଆମେରିକା ସେନାର ଏକ ଡ୍ରୋନକୁ ଇରାନ…

5 years ago

ନଦୀ କୂଳରୁ ମିଳିଲା ଶରଣାର୍ଥୀ ବାପ-ଝିଅଙ୍କ ମୃତଦେହ: ଫଟୋ ଭାଇରାଲ

ନ୍ୟୁୟର୍କ, ୨୬।୬: ୨୦୧୫ରେ ସିରିଆର ଶରଣାର୍ଥୀ ଶିଶୁ ଆଲନ କୁର୍ଦ୍ଦି ସମୁଦ୍ରକୂଳରେ ପଡିଥିବାର ଦୃଶ୍ୟ ସାରା ଦୁନିଆକୁ ସ୍ତବ୍ଧ କରିଦେଇଥିଲା। ସେମିତି ଏକ ହୃଦୟବିଦାରକ ଚିତ୍ର ପୁଣିଥରେ…

5 years ago