ଲଣ୍ଡନ,୩ା୯(ପି.ଟି.): ପାକିସ୍ତାନ ଖୋଲାଖୋଲି ଭାବେ ଆତଙ୍କବାଦୀ କାର୍ଯ୍ୟକଳାପ ଜାରି ରଖିଛି। ଆତଙ୍କବାଦୀଙ୍କୁ ନିଯୁକ୍ତି, ପ୍ରଶିକ୍ଷଣ ଓ ଆର୍ଥତ୍କ ସହାୟତା ଯୋଗାଇ ଆସୁଛି। ଏଥିରୁ ବିରତ ନ ହେବା…
ଟୋକିଓ,୨।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜାପାନ ଗସ୍ତରେ ଯାଇ ସୋମବାର ଟୋକିଓରେ ପହଞ୍ଚିଛନ୍ତି। ଦୁଇଦେଶ ମଧ୍ୟରେ ସାମରିକ ସହଯୋଗ ବୃଦ୍ଧି ପାଇଁ ଜାପାନ ପ୍ରତିରକ୍ଷାମନ୍ତ୍ରୀ ତାକେସି…
ଇସ୍ଲାମାବାଦ,୨।୯: ପାକିସ୍ତାନରେ ବନ୍ଦୀ ଥିବା ଭାରତୀୟ କୁଳଭୂଷଣ ଯାଦବଙ୍କୁ ୩ ବର୍ଷ ପରେ କନ୍ସୁଲାର ଆକ୍ସେସ ମିଳିଛି। ସୋମବାର ଭାରତୀୟ ଡେପୁଟି ହାଇ କମିଶନର ଗୌରବ ଆଲୁଓ୍ବାଲିଆ…
ଓ୍ବାଶିଂଟନ,୨।୯: ମାଡି ଆସୁଛି ସାମୁଦ୍ରିକ ଝଡ଼ ଡୋରିଆନ। ଏହା ଉତ୍ତର ବାହାମସରେ ଲ୍ୟାଣ୍ଡଫଲ୍ କରିବାର ଅନୁମାନ କରାଯାଉଛି। ଏହା ଆମେରିକାରେ ତାଣ୍ଡବ ରଚିବ ବୋଲି କହିଛି ଆମେରିକା…
ଇସ୍ଲାମାବାଦ,୨ା୯ପି.ଟି.): ପାକିସ୍ତାନରେ ବନ୍ଦୀ ଥିବା ଭାରତର ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ ଇସ୍ଲାମାବାଦ ସୋମବାର ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଜରିଆରେ ଆଇନଗତ ସହାୟତା ଯୋଗାଇଦେବ ବୋଲି…
ହଷ୍ଟନ,୨ା୯(ପି.ଟି.): ଆମେରିକାର ଟେକ୍ସାସରେ ଗୁଳିକାଣ୍ଡ ଘଟି ୭ ଜଣ ନିହତ ହୋଇଥିବାବେଳେ ୨୧ ଆହତ ହୋଇଛନ୍ତି। ଆକ୍ରମଣକାରୀଙ୍କୁ ଟ୍ରାଫିକ୍ ଅଧିକାରୀମାନେ ଅଟକାଇବା ପରେ ସେ ଆଖିବୁଜା ଗୁଳି ଚଳାଇଥିଲା।…
ଓ୍ବାଶିଂଟନ,୨ା୯(ପି.ଟି.): ଭାରତୀୟ ବଂଶୋଦ୍ଭବ ଆଟର୍ନି ଶିରୀନ୍ ମାଥ୍ୟୁସ୍ ଆମେରିକାର ଏକ ଜିଲା କୋର୍ଟ ବିଚାରପତି ହେବାକୁ ଯାଉଛନ୍ତି। କାଲିଫର୍ନିଆ ସଦର୍ନ ଜିଲା କୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି…
ସନା,୨ା୯(ଏଏଫ୍ପି): ହଉତି ବିଦ୍ରୋହୀଙ୍କ ଦଖଲରେ ଥିବା ୟେମେନର ଧମାରସ୍ଥିତ ଏକ ଜେଲକୁ ସୌଦି ନେତୃତ୍ୱାଧୀନ ସେନା ରବିବାର ଟାର୍ଗେଟ କରିଛି। ଆକାଶମାର୍ଗରୁ ବୋମାମାଡ଼ କରାଯିବା ଫଳରେ ଶତାଧିକ…
ଭାଟିକାନ୍ ସିଟି,୧।୯: ଭାଟିକାନ୍ ସିଟିରେ ଏବେ ବିଜୁଳି ସମସ୍ୟା ଦେଖାଦେଇଛି। ରବିବାର ବିଜୁଳି ହଠାତ୍ ଚାଲଯିବାରୁ ଫଶିଯାଇଛନ୍ତି ପୋପ୍ ଫ୍ରାନସିସ୍୍। ଫଳରେ ଦମକଳ ବାହିନୀର ଏକ ଟିମ୍…
ଶ୍ରୀନଗର, ୧।୯: ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ବିଚଳିତ ହୋଇପଡିଛି ପାକିସ୍ତାନ। ଏହି ପ୍ରସଙ୍ଗକୁ ନେଇ ଦେଶର ନେତାଙ୍କଠାରୁ ଆରମ୍ଭ କରି ଖେଳାଳିମାନଙ୍କ ପର୍ଯ୍ୟନ୍ତ ଭାରତକୁ…