ଅନ୍ତର୍ଜାତୀୟ

ଦୁର୍ନୀତି ମାମଲାରେ ଜର୍ଦ୍ଦାରୀ ଗିରଫ

ଇସ୍‌ଲାମାବାଦ,୧୧ା୬: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ତଥା ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର ସହ-ଅଧ୍ୟକ୍ଷ ଅସିଫ ଅଲି ଜର୍ଦ୍ଦାରୀଙ୍କୁ ଜାଲ୍‌ ବ୍ୟାଙ୍କ ଆକାଉଣ୍ଟ ଦୁର୍ନୀତି ମାମଲାରେ ଗିରଫ କରାଯାଇଛି।…

5 years ago

ମୋଦି ବର୍ଷାରେ ଓଦା ନ ହେବା ପାଇଁ ଛତା ଧରିଥିଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୧୦।୬: ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ପଦ ସମ୍ଭାଳିଥିବା ନରେନ୍ଦ୍ର ମୋଦି ତାଙ୍କ ପ୍ରଥମ ବିଦେଶ ଗସ୍ତ କାର୍ଯ୍ୟକ୍ରମରେ ମାଲଦ୍ୱୀପ ଯାଇଥିଲେ। ସେଠାରୁ ସେ ଶ୍ରୀଲଙ୍କା ଗସ୍ତ…

5 years ago

ଚାଇନା କୋଇଲା ଖଣିରେ ଅଘଟଣ: ୯ ମୃତ, ୧୦ ଆହତ

ବେଜିଂ,୧୦।୬: ଚାଇନାର ଉତ୍ତର ପୂର୍ବରେ ଥିବା ଜିଲିନ୍‌ ଅଞ୍ଚଳରେ ଏକ କୋଇଲା ଖଣିରେ ଦୁର୍ଘଟଣା ଘଟି ୯ ଜଣ ଶ୍ରମିକଙ୍କ ମୃତ୍ୟୁ ହେବା ସହ ୧୦ ଆହତ…

5 years ago

ବାଲାକୋଟ ଷ୍ଟ୍ରାଇକ୍‌ ଏବଂ ଏଫ୍‌ଏଟିଏଫ୍‌ ଭୟ: ପିଓକେରେ ୧୧ ଆତଙ୍କବାଦୀ ଶିବିର ବନ୍ଦ

ଇସଲାମାବାଦ୍‌,୧୦।୬: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ ଏବଂ ଫାଇନାନ୍ସିଆଲ ଆକ୍ସନ୍‌ ଟ୍ୟାକ୍ସ୍‌ ଫୋର୍ସ(ଏଫ୍‌ଏଟିଏଫ୍‌) ଭୟ ପାକିସ୍ତାନକୁ ଘାରିଛି। ତେଣୁ ଗତ କିଛିମାସ ମଧ୍ୟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଚାଲିଥିବା…

5 years ago

କାଜାଖସ୍ତାନରେ ନୂଆ ନେତାଙ୍କୁ ବିରୋଧ: ୫୦୦ ଗିରଫ

ଅଲମାଟି,୧୦ା୬(ଏଏଫ୍‌ପି): କାଜାଖସ୍ତାନ ରାଷ୍ଟ୍ରପତି ନୁର୍‌ସୁଲତାନ୍‌ ନଜାର୍ବାୟେବ୍‌ଙ୍କ ୩୦ ବର୍ଷ ଶାସନର ଅନ୍ତ ଘଟିବା ପରେ ଦେଶବାସୀ କାସିମ୍‌ ଜୋମ୍‌ରାଟ-ଟୋକାୟଭ୍‌ଙ୍କୁ ନୂଆ ନେତା ଭାବେ ନିର୍ବାଚିତ କରିଥିବାବେଳେ ଏହାକୁ…

5 years ago

ଆତଙ୍କବାଦ ବିରୋଧରେ ମିଳିତ କାର୍ଯ୍ୟାନୁଷ୍ଠାନ ଆହ୍ବାନ

କଲମ୍ବୋ,୧୦ା୬(ପି.ଟି.): ଦ୍ୱିରାଷ୍ଟ୍ରୀୟ ଗସ୍ତର ଦ୍ୱିତୀୟ ଚରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କଲମ୍ବୋରେ ପହଞ୍ଚତ୍ ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ସିରିସେନା ଓ ଅନ୍ୟ ଶୀର୍ଷ ନେତାମାନଙ୍କ ସହ…

5 years ago

ହଂକଂରେ ବିକ୍ଷୋଭ ବେଳେ ହିଂସା

ହଂକଂ,୧୦ା୬(ଏଏଫ୍‌ପି): ଚାଇନାର ପ୍ରତ୍ୟର୍ପଣ ଆଇନକୁ ବିରୋଧ କରି ହଂକଂରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଲକ୍ଷ ଲକ୍ଷ ଜନସାଧାରଣ ଭାଗ ନେଇ ଶୋଭାଯାତ୍ରାରେ ବାହାରିଥିବାବେଳେ ସେମାନଙ୍କୁ…

5 years ago

ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌ ଦେଖିବାକୁ ଷ୍ଟାଡିୟମରେ ପହଞ୍ଚିଲେ ବିଜୟ ମାଲ୍ୟା

ଲଣ୍ଡନ, ୯।୬: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଓଭାଲରେ ଚାଲିଥିବା ବିଶ୍ୱକପ ମ୍ୟାଚ୍‌ ଦେଖିବାକୁ ଯାଇଛନ୍ତି ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା। ଭାରତର ବିଭିନ୍ନ ବ୍ୟାଙ୍କ୍‌ରୁ ୯…

5 years ago

ମୋଦିଙ୍କୁ ଖାସ୍‌ ଉପହାର ହେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ, ୯।୬: ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀଲଙ୍କା ଗସ୍ତରେ ଯାଇ ସେଠାକାର ରାଷ୍ଟ୍ରପତି ମୈତ୍ରିପାଲା ସିରିସେନାଙ୍କୁ ଭେଟିଛନ୍ତି। ମୋଦିଙ୍କୁ ଏକ ଖାସ୍‌ ଉପହାରଟିଏ ଦେଇଥିଲେ ମୈତ୍ରିପାଲା। ଧ୍ୟାନ…

5 years ago

ଉଦ୍ଧାର ହୋଇଥିବା ୪ ପର୍ବତାରୋହୀଙ୍କ ମୃତ ଦେହ ଚିହ୍ନଟ ପାଇଁ ସହାୟତା ଲୋଡିଲା ନେପାଳ

କାଠମାଣ୍ଡୁ,୯।୬: ଏଭରେଷ୍ଟ ଗିରି ଶୃଙ୍ଗ ଆରୋହଣ ବାଟରୁ ଉଦ୍ଧାର ହୋଇଥିବା ୪ ପର୍ବତାରୋହୀଙ୍କ ମୃତ ଦେହ ଚିହ୍ନଟ ପାଇଁ ନେପାଳ ଅନ୍ତର୍ଜାତୀୟସ୍ତରରେ ସହାୟତା ଲୋଡିଛି। ମୃତ ଦେହଗୁଡିକର…

5 years ago