ଅନ୍ତର୍ଜାତୀୟ

ଝରକା ବାଟେ ଘରେ ପଶିଲା ୧୧ ଫୁଟ କୁମ୍ଭୀର

ଫ୍ଲୋରିଡା,୩।୬: ଏକା ଥିବା ଜଣେ ୭୭ ବର୍ଷ ବୟସ୍କା ବୃଦ୍ଧାଙ୍କ ଘରେ ୧୧ ଫୁଟ ଲମ୍ବା କୁମ୍ଭୀର ପଶିଥିବା ଖବର ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ…

5 years ago

ଆମେରିକାକୁ ଚାଇନା ଦେଖାଇଲା ନାଲି ଆଖି

ବେଜିଂ,୨।୬: ତାଇଓ୍ବାନ ସମ୍ପର୍କରେ ଆମେରିକା ଦେଇଥିବା ମନ୍ତବ୍ୟ ନେଇ ଚାଇନା ନାଲି ଆଖି ଦେଖାଇଛି। ଏଭଳି ମନ୍ତବ୍ୟ ଯୋଗୁ ଚାଇନା ଆମେରିକା ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

5 years ago

ସେପ୍ଟେମ୍ବର ସୁଦ୍ଧା ସରିବ କରତାରପୁର କରିଡର

ଇସଲାମାବାଦ,୨।୬: ପାକିସ୍ତାନ କହିଛି କରତାରପୁର କରିଡରର ନିର୍ମାଣ କାର୍ଯ୍ୟ ୯୦ ପ୍ରତିଶତ ସରିଛି। ତେଣୁ ଆସନ୍ତା ସେପ୍ଟେମ୍ବର ୩୦ ସୁଦ୍ଧା ଏହାର ନିର୍ମାଣ କାର୍ଯ୍ୟ ଶେଷ ହୋଇଯିବ।…

5 years ago

ଭାରତୀୟ ଉଚ୍ଚାୟୁକ୍ତଙ୍କ ଇଫତାର୍‌ ପାର୍ଟିରେ ଅତିଥିଙ୍କୁ ଧମକାଇଲେ ପାକିସ୍ତାନ ଅଧିକାରୀ

ଇସଲାମାବାଦ୍‌,୨।୬: ପାକିସ୍ତାନରେ ଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ ପକ୍ଷରୁ ଆୟୋଜିତ ହୋଇଥିବା ଇଫତାର୍‌ ପାର୍ଟିରେ ଏକ ଅଭାବନୀୟ ଘଟଣା ଘଟିଛି । ଏଠାରେ ଯୋଗଦେଇଥିବା ଅତିଥିମାନଙ୍କୁ ପାକିସ୍ତାନ ଅଧିକାରୀମାନେ…

5 years ago

ଆମେରିକା ଭିଜା: ଆବେଦନକାରୀଙ୍କୁ ଦେବାକୁ ହେବ ୫ ବର୍ଷର ସୋସିଆଲ ମିଡ଼ିଆ ତଥ୍ୟ

ଓ୍ବାଶିଂଟନ,୨।୬: ଆମେରିକା ଭିଜା ବ୍ୟବସ୍ଥାରେ ଏବେ ନୂଆ ନିୟମ ସଂଯୁକ୍ତ କରାଯାଇଛି। ଏବେ ଏଥିପାଇଁ ଆବେଦନକାରୀଙ୍କୁ ସୋସିଆଲ୍‌ ମିଡ଼ିଆ ତଥ୍ୟ, ଇମେଲ୍‌ ଠିକଣା ତଥା ଫୋନ୍‌ ନମ୍ବର…

5 years ago

ଲିବିୟା ବିସ୍ଫୋରଣ: ୧୮ ଆହତ

ଡେରନା,୨।୬: ଲିବିୟାନ୍‌ ନ୍ୟାଶନାଲ୍‌ ଆର୍ମି(ଏଲ୍‌ଏନ୍‌ଏ)ର ହେଡ୍‌କ୍ୱାଟର ନିକଟରେ ରବିବାର ହୋଇଥିବା ୨ଟି ବିସ୍ଫୋରଣରେ ଅତିକମ୍‌ରେ ୧୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଖଲିଫା ହଫ୍‌ତାର ସେନା…

5 years ago

ରୁଷିଆ ପ୍ଲାଣ୍ଟରେ ବିସ୍ଫୋରଣ

ମସ୍କୋ,୨ା୬(ଏଏଫ୍‌ପି): କେନ୍ଦ୍ରୀୟ ରୁଷିଆର ଏକ ପ୍ଲାଣ୍ଟରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୪୨ ଆହତ ହୋଇଥିବାବେଳେ ଆଖପାଖର ୨୦୦ କୋଠା ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଏହାସହ ୨…

5 years ago

୫ ମହିଳାଙ୍କୁ ଚୁମ୍ବନ ଦେଲେ ଡୁଟେର୍ଟେ

ଟୋକିଓ,୨ା୬(ଆଇଏଏନ୍‌ଏସ୍‌ ): ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ବିଚିତ୍ର କାରନାମାକୁ ନେଇ ଏବେ ଚର୍ଚ୍ଚାରେ। ସେ ଜାପାନର ରାଜଧାନୀ ଟୋକିଓରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେବାବେଳେ…

5 years ago

ଚନ୍ଦ୍ରକୁ ଉପକରଣ ପଠାଇବ ନାସା

ଓ୍ବାଶିଂଟନ୍‌: ୧୯୭୦ ପରେ ପ୍ରଥମଥର ପାଇଁ ଆମେରିକା ଚନ୍ଦ୍ରପୃଷ୍ଠକୁ ବୈଜ୍ଞାନିକ ଉପକରଣ ପଠାଇବା ପାଇଁ ଯୋଜନା ପ୍ରସ୍ତୁତ କରୁଛି। ୨୦୨୦ ଓ ୨୦୨୧ରେ ଏହି ଉପକରଣ ପଠାଯିବା…

5 years ago

ଭର୍ଜିନିଆରେ ଗୁଳିକାଣ୍ଡ : ୧୨ ଜଣଙ୍କ ପ୍ରାଣ ହାନି, ୬ ଗୁରୁତର

ଓ୍ବାଶିଂଟନ,୧ା୬: ଆମେରିକାସ୍ଥିତ ଭର୍ଜିନିଆର ଏକ ସରକାରୀ ଅଟ୍ଟାଳିକାରେ ଗୁଳିକାଣ୍ଡ ଯୋଗୁ ଜଣେ ବନ୍ଧୁକଧାରୀଙ୍କ ସମେତ ୧୨ ଜଣଙ୍କର ପ୍ରାଣ ହାନି ଘଟିଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି।…

5 years ago