ଅନ୍ତର୍ଜାତୀୟ

ସାପୁଆ କେଳାଙ୍କ ନାଗେଶ୍ୱରୀ ଧ୍ୱନୀ ପିଲାଙ୍କ ମସ୍ତିଷ୍କ ବିକାଶ କରେ: ରିପୋର୍ଟ

ଜେନେଭା,୩୦।୫: ଭାରତରେ ସାପୁଆ କେଳା ସାପ ଖେଳ ସମୟରେ ବଜାଉଥିବା ନାଗେଶ୍ୱରୀ ଧ୍ୱନୀ ଛୋଟ ପିଲାଙ୍କ ମସ୍ତିଷ୍କ ବିକାଶରେ ସହାୟକ ହୋଇଥାଏ। ଏନେଇ ଜେନେଭା ବିଶ୍ୱ ବିଦ୍ୟାଳୟରେ…

5 years ago

ଭାରତ ସହ ଏକାଠି କାମ କରିବ ଆମେରିକା

ଓ୍ବାଶିଂଟନ,୩୦ା୫(ପି.ଟି.): ଭାରତ ଆମେରିକାର ବଡ ସହଯୋଗୀ ଓ ଭାଗୀଦାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିରେ ଅନେକ ପ୍ରସଙ୍ଗରେ ଟ୍ରମ୍ପ ପ୍ରଶାସନ ନୂଆଦିଲ୍ଲୀ ସହ ଘନିଷ୍ଠ ଭାବେ…

5 years ago

ଏହି ମହାଦେଶରେ ରହିଛି ମାତ୍ର ଗୋଟିଏ ଏଟିଏମ୍‌

ଓ୍ବାଶିଂଟନ ୨୯।୫: ପୃଥିବୀର ଦକ୍ଷିଣ ଗୋଲାର୍ଦ୍ଧରେ ଥିବା ଆଣ୍ଟାର୍କଟିକାରେ ରହିଛି ଗୋଟିଏ ମାତ୍ର ଏଟିଏମ୍‌। ଏଠାକାର ଏକ କୋଟି ୪୦ ଲକ୍ଷ କିଲୋମିଟର କ୍ଷେତ୍ରଫଳ ଅଞ୍ଚଳରେ ୧୯୯୮ରେ…

5 years ago

ନୂଆ ସରକାରଙ୍କୁ ପରାମର୍ଶ ଦେଲେ ଋଷି କପୁର

ନ୍ୟୁୟର୍କ,୨୯।୫: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ନେଇ ବଲିଉଡ୍‌ ଅଭିନେତା ଋଷି କପୁର ନିଜର ମତ ରଖିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ,…

5 years ago

ପାକିସ୍ତାନରେ ଏକ ମାସରେ ୭ ଶହ ଶିଶୁ ଓ ନାବାଳକ ଏଚ୍‌ଆଇଭି ସଂକ୍ରମିତ

ଲାହୋର, ୨୯।୫: ଏଡସ୍‌ ମହାମାରୀର ଦ୍ୱାରରେ ଛିଡ଼ା ହୋଇଛି ପାକିସ୍ତାନ। ଏଠାରେ ଏକମାସରେ ୭ଶହ ଶିଶୁ ଏବଂ ନାବାଳକ ଏଚ୍‌ଆଇଭି ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ବୟସ…

5 years ago

ଧନୀ ଦେଶଙ୍କ ଡମ୍ପି ଗ୍ରାଉଣ୍ଡ୍‌ ହେବନି ମାଲେସିଆ: ୩ ହଜାର ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁ ଆମେରିକା ସମେତ ଅନ୍ୟ ଦେଶକୁ ପଠାଯିବ

କୁଆଲାମ୍ପୁର,୨୯।୫: ମାଲେସିଆର ବିଭିନ୍ନ ବନ୍ଦରରେ ୩ ହଜାର ଟନ୍‌ରୁ ଅଧିକ ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁ ଜମା ହୋଇ ରହିଛି। ଏସବୁ ୬୦ଟି କଣ୍ଟେନରରେ ଏଠାକୁ ଆସିଥିବା ମାଲେସିଆ ପରିବେଶ…

5 years ago

ମୋଦିଙ୍କ ଶପଥଗ୍ରହଣ ଉତ୍ସବକୁ ପାକିସ୍ତାନକୁ ନିମନ୍ତ୍ରଣ ନାହିଁ: ସଫେଇ ଦେଲା ପାକିସ୍ତାନ

ଇସଲମାବାଦ୍‌, ୨୮।୫: ଆସନ୍ତା ୩୦ ତାରିଖରେ ଭାରତର ପ୍ରଧାନମନ୍ତ୍ରୀ ଭାବେ ଦ୍ୱିତୀୟଥର ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦି। ଏହି ଶପଥ ଗ୍ରହଣ ଉତ୍ସବକୁ ୮ ବିମ୍‌ଷ୍ଟେକ୍‌…

5 years ago

ଆଫଗାନୀସ୍ତାନରେ ସର୍ଚ୍ଚ ଅପରେଶନ୍‌ ଜୋର୍‌ଦାର୍‌: ୧୦ ତାଲିବାନ୍‌ ଆତଙ୍କବାଦୀ ନିହତ

କାବୁଲ,୨୮।୫: ଆଫଗାନୀସ୍ତାନରେ ଆତଙ୍କବାଦୀ ବିରୋଧୀ ସର୍ଚ୍ଚ ଅପରେଶନ୍‌କୁ ଜୋର୍‌ଦାର୍‌ କରାଯାଇଛି। ସ୍ଥାନୀୟ ଫରୟାବ ଅନ୍ତର୍ଗତ ଖ୍ବାଜା ସାବ୍‌ ପୋଶ୍‌ ଜିଲାରେ ସୈନ୍ୟ ବାହିନୀର ଏକ ଅପରେଶନ୍‌ରେ ୧୦…

5 years ago

ମୁସଲମାନ୍‌ଙ୍କ ପାଇଁ ଇଫତାର ଆୟୋଜନ କରୁଛି ଗୁରୁଦ୍ୱାର

ଦୁବାଇ,୨୮।୫: ରମଜାନ୍‌ ମାସରେ ମୁସଲମାନ୍‌ଙ୍କ ପାଇଁ ଦୁବାଇର ଏକ ଗୁରୁଦ୍ୱାର ଇଫତାର ଆୟୋଜନ କରୁଛି। ପୂର୍ବରୁ ଗୁରୁଦ୍ୱାର ପକ୍ଷରୁ ରମଜାନ୍‌ ମାସରେ କେବଳ ଗୋଟିଏ ଦିନ ଇଫତାର୍‌…

5 years ago

ଏଭରେଷ୍ଟରେ ୧୧ ଟନ୍‌ ବର୍ଜ୍ୟବସ୍ତୁ ସଫା କଲା ନେପାଳ: ମିଳିଲା ୪ ପର୍ବତ୍ୟାରୋହୀଙ୍କ ମୃତଦେହ

କାଠମାଣ୍ଡୁ,୨୮।୫: ଏଭରେଷ୍ଟରେ ବର୍ଜ୍ୟବସ୍ତୁ ଗଦା ହେବାରେ ଲାଗିଛି। ନେପାଳ ପକ୍ଷରୁ ଏଭରେଷ୍ଟ ସଫା ଅଭିଯାନ ଅନ୍ତର୍ଗତ ୧୧ ଟନ୍‌ ବର୍ଜ୍ୟବସ୍ତୁ ସଫା କରାଯାଇଛି। ଏଥି ପାଇଁ ୨…

5 years ago