Advertisement

ଅନ୍ତର୍ଜାତୀୟ

ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼: ୭କୋଟି ଲୋକ ପ୍ରଭାବିତଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼: ୭କୋଟି ଲୋକ ପ୍ରଭାବିତ

ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼: ୭କୋଟି ଲୋକ ପ୍ରଭାବିତ

ଓ୍ବାଶିଂଟନ,୧୯।୫: ମଧ୍ୟ ଆମେରିକାରେ ଗୋଟିଏ ପରେ ଗୋଟିଏ ପ୍ରାୟ ୫୦ଟି ଘୂର୍ଣ୍ଣିଝଡ଼ ଆସିବାରୁ ଏଠାକାର ସ୍ଥିତି ଖରାପ ହୋଇଯାଇଛି। ଗତ ଶନିବାର ଏଠାରେ ହୋଇଥିବା ଘୂର୍ଣ୍ଣିଝଡ଼ରେ ଅଧିକାଂଶ…

6 years ago
ହଣ୍ଡୁରାସରେ ବିମାନ ଦୁର୍ଘଟଣା : ୫ ମୃତହଣ୍ଡୁରାସରେ ବିମାନ ଦୁର୍ଘଟଣା : ୫ ମୃତ

ହଣ୍ଡୁରାସରେ ବିମାନ ଦୁର୍ଘଟଣା : ୫ ମୃତ

ଟେଗୁସିଗାଲପା,୧୯।୫: ହଣ୍ଡୁରାସ ଦ୍ୱୀପ ନିକଟରେ ଏକ ବଡ ବିମାନ ଦୁର୍ଘଟଣା ହୋଇଛି। ଶନିବାର ଏହି ଦୁର୍ଘଟଣା ହୋଇଥିବା ବେଳେ ଏଥିରେ ୪ଜଣ କାନାଡା ଓ ଜଣେ ଆମେରିକାର…

6 years ago
ସ୍କଟଲାଣ୍ଡର କ୍ଲେଡ୍‌ ନଦୀ ପାଲଟିବ ଗଙ୍ଗା: ଏଥିରେ ଭାରତୀୟ କରିପାରିବେ ଅସ୍ଥି ବିସର୍ଜନସ୍କଟଲାଣ୍ଡର କ୍ଲେଡ୍‌ ନଦୀ ପାଲଟିବ ଗଙ୍ଗା: ଏଥିରେ ଭାରତୀୟ କରିପାରିବେ ଅସ୍ଥି ବିସର୍ଜନ

ସ୍କଟଲାଣ୍ଡର କ୍ଲେଡ୍‌ ନଦୀ ପାଲଟିବ ଗଙ୍ଗା: ଏଥିରେ ଭାରତୀୟ କରିପାରିବେ ଅସ୍ଥି ବିସର୍ଜନ

ଲଣ୍ଡନ,୧୯।୫: ଏଣିକି ସ୍କଟଲାଣ୍ଡ୍‌ର କ୍ଲେଡ୍‌ ନଦୀ ସ୍ଥାନୀୟ ଭାରତୀୟଙ୍କ ପାଇଁ ଗଙ୍ଗା ପାଲଟିବ। ଏଥିରେ ଭାରତୀୟମାନେ ଅସ୍ଥି ବିସର୍ଜନ କରିପାରିବେ। ଏନେଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ବୀକୃତି…

6 years ago
ନବଜାତ ଶିଶୁପୁତ୍ରକୁ ଚାଷ ଜମିରେ ଜୀବନ୍ତ କବର ଦେଲେ କୁଆଁରୀ ମା’: କୁକୁର ରକ୍ଷା କଲା ଜୀବନନବଜାତ ଶିଶୁପୁତ୍ରକୁ ଚାଷ ଜମିରେ ଜୀବନ୍ତ କବର ଦେଲେ କୁଆଁରୀ ମା’: କୁକୁର ରକ୍ଷା କଲା ଜୀବନ

ନବଜାତ ଶିଶୁପୁତ୍ରକୁ ଚାଷ ଜମିରେ ଜୀବନ୍ତ କବର ଦେଲେ କୁଆଁରୀ ମା’: କୁକୁର ରକ୍ଷା କଲା ଜୀବନ

ବ୍ୟାଙ୍କକ,୧୯।୫: ଥାଇଲାଣ୍ଡରେ ଜଣେ ୧୫ ବର୍ଷୀୟା କୁଆଁରୀ ମା’ ଲୋକ ଲଜ୍ୱାକୁ ଡରି ନବଜାତ ଶିଶୁପୁତ୍ରକୁ ଚାଷ ଜମିରେ ଜୀବନ୍ତ କବର ଦେଇଛନ୍ତି। ତେବେ ପୋଷା କୁକୁର…

6 years ago
ଆଫଗାନିସ୍ତାନ ବିସ୍ଫୋରଣ: ଜଣେ ଶିଶୁଙ୍କ ସମେତ ୨ ମୃତଆଫଗାନିସ୍ତାନ ବିସ୍ଫୋରଣ: ଜଣେ ଶିଶୁଙ୍କ ସମେତ ୨ ମୃତ

ଆଫଗାନିସ୍ତାନ ବିସ୍ଫୋରଣ: ଜଣେ ଶିଶୁଙ୍କ ସମେତ ୨ ମୃତ

ହେରାତ,୧୮।୫: ଆଫଗାନିସ୍ତାନର ହେରାତ ଅଞ୍ଚଳରେ ଥିବା ଏକ ରାସ୍ତା କଡ଼ରେ ଶନିବାର ବୋମା ବିସ୍ଫୋରଣ ହେବା ଫଳରେ ଜଣେ ଶିଶୁଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ହୋଇଥିବା…

6 years ago
ଅଷ୍ଟ୍ରେଲିଆ ନିର୍ବାଚନ: ଭୋଟ ନ ଦେଲେ ଦେବାକୁ ପଡିବ ଏକ ହଜାର ଟଙ୍କା ଜରିମାନାଅଷ୍ଟ୍ରେଲିଆ ନିର୍ବାଚନ: ଭୋଟ ନ ଦେଲେ ଦେବାକୁ ପଡିବ ଏକ ହଜାର ଟଙ୍କା ଜରିମାନା

ଅଷ୍ଟ୍ରେଲିଆ ନିର୍ବାଚନ: ଭୋଟ ନ ଦେଲେ ଦେବାକୁ ପଡିବ ଏକ ହଜାର ଟଙ୍କା ଜରିମାନା

କାନବେରା,୧୮।୫: ଅଷ୍ଟ୍ରେଲିଆରେ ଶନିବାର ସାଧାରଣ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ତେବେ ୧୯୨୪ରୁ ସରକାର ଏଠାରେ ମତଦାନକୁ ଅନିର୍ବାଜ୍ୟ କରିବା ଫଳରେ ଏଠାରେ ସବୁଥର…

6 years ago
ରମଜାନ୍‌ରେ ରୋଜା ପରେ ଇଫତାର୍‌ରେ ମିଳୁନି ଗ୍ଲାସେ ମିଶ୍ରି ସର୍ବତ: ପାକିସ୍ତାନରେ ଲେମ୍ବୁ କିଲୋ ୪ ଶହରମଜାନ୍‌ରେ ରୋଜା ପରେ ଇଫତାର୍‌ରେ ମିଳୁନି ଗ୍ଲାସେ ମିଶ୍ରି ସର୍ବତ: ପାକିସ୍ତାନରେ ଲେମ୍ବୁ କିଲୋ ୪ ଶହ

ରମଜାନ୍‌ରେ ରୋଜା ପରେ ଇଫତାର୍‌ରେ ମିଳୁନି ଗ୍ଲାସେ ମିଶ୍ରି ସର୍ବତ: ପାକିସ୍ତାନରେ ଲେମ୍ବୁ କିଲୋ ୪ ଶହ

ଇସଲାମାବାଦ୍‌,୧୮।୫: ପାକିସ୍ତାନ ମୁଦ୍ରା ଡଲାର ତୁଳନାରେ ଦୁର୍ବଳ ହେବାରେ ଲାଗିଛି। ଫଳରେ ଏଠାରେ ରମଜାନ ମାସରେ ରୋଜା ରଖିଥିବା ଶ୍ରଦ୍ଧାଳୁଙ୍କୁ ଇଫତାର୍‌ ସମୟରେ ଗ୍ଲାସେ ମିଶ୍ର ସର୍ବତ…

6 years ago
୨୦୩୩ରେ ମଙ୍ଗଳରେ ପାଦ ଥାପିବା ହେବନି ସମ୍ଭବ; ଲାଗିପାରେ ଅଧିକ ୨୭ ବର୍ଷ୨୦୩୩ରେ ମଙ୍ଗଳରେ ପାଦ ଥାପିବା ହେବନି ସମ୍ଭବ; ଲାଗିପାରେ ଅଧିକ ୨୭ ବର୍ଷ

୨୦୩୩ରେ ମଙ୍ଗଳରେ ପାଦ ଥାପିବା ହେବନି ସମ୍ଭବ; ଲାଗିପାରେ ଅଧିକ ୨୭ ବର୍ଷ

ଓ୍ବାଶିଂଟନ,୧୮।୫: ଜହ୍ନରେ ପାଦ ଦେବା ପାଇଁ ନାସା ପକ୍ଷରୁ କରାଯାଇଛି ମାନବ ମିଶନ। ଏହା ୨୦୨୪ରେ ସମ୍ପନ୍ନ ହେବ ବୋଲି କୁହାଯାଉଛି। ଏହାପରେ ୨୦୩୩ରେ ମଙ୍ଗଳକୁ ମାନବ…

6 years ago
ବ୍ରେକ୍‌ଜିଟ୍‌ ଆଲୋଚନା ବିଫଳବ୍ରେକ୍‌ଜିଟ୍‌ ଆଲୋଚନା ବିଫଳ

ବ୍ରେକ୍‌ଜିଟ୍‌ ଆଲୋଚନା ବିଫଳ

ଲଣ୍ଡନ,୧୮ା୫(ପି.ଟି.): ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଅଲଗା ହେବା ପ୍ରକ୍ରିୟା ନେଇ ଚାଲିଥିବା ‘ବ୍ରେକ୍‌ଜିଟ୍‌’ ଆଲୋଚନା ଶେଷରେ ବିଫଳ ହୋଇଛି। ବିରୋଧୀ ଦଳ ଲେବର ପାର୍ଟି ସହ…

6 years ago
ଭୁଲ୍‌ରେ ୩୫ ପୋଲିସଙ୍କ ଜୀବନ ନେଲା ଆମେରିକାଭୁଲ୍‌ରେ ୩୫ ପୋଲିସଙ୍କ ଜୀବନ ନେଲା ଆମେରିକା

ଭୁଲ୍‌ରେ ୩୫ ପୋଲିସଙ୍କ ଜୀବନ ନେଲା ଆମେରିକା

କାବୁଲ,୧୮ା୫(ଆଇଏଏନ୍‌ଏସ୍‌): ଆମେରିକା ବାୟୁସେନା ଭୁଲ୍‌ରେ ସହଯୋଗୀ ଆଫଗାନିସ୍ତାନକୁ ଟାର୍ଗେଟ କରିଛି। ଏହି ଆକ୍ରମଣରେ ୪ ଆମେରିକୀୟ କମାଣ୍ଡରଙ୍କ ସମେତ ୩୫ ପୋଲିସ କର୍ମଚାରୀ ନିହତ ହୋଇଥିବାବେଳେ ଅନ୍ୟ…

6 years ago