Advertisement

ଅନ୍ତର୍ଜାତୀୟ

ପାକିସ୍ତାନରେ ୫୦୦ ଏଚ୍‌ଆଇଭି ସଂକ୍ରମିତପାକିସ୍ତାନରେ ୫୦୦ ଏଚ୍‌ଆଇଭି ସଂକ୍ରମିତ

ପାକିସ୍ତାନରେ ୫୦୦ ଏଚ୍‌ଆଇଭି ସଂକ୍ରମିତ

ରାତୋଦରୋ,୧୮।୫: ଦକ୍ଷିଣ ପାକିସ୍ତାନର ଅବହେଳିତ ଜିଲା ଲାର୍‌କାନାର ବିଭିନ୍ନ ଗଁାରେ ପାଖାପାଖି ୫ଶହ ଜଣ ଏଚ୍‌ଆଇଭିର ଶିକାର ହୋଇଛନ୍ତି। ତନ୍ମଧ୍ୟରେ ୪ଶହ ପିଲା ସଂକ୍ରମିତ। ଜନୈକ ଡାକ୍ତରଙ୍କ…

6 years ago
ଆମେରିକାର ଏଫ୍‌-୧୬ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତଆମେରିକାର ଏଫ୍‌-୧୬ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

ଆମେରିକାର ଏଫ୍‌-୧୬ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

କାଲିଫର୍ନିଆ,୧୭।୫: ଆମେରିକା ବାୟୁସେନାର ଏଫ୍‌-୧୬ ଯୁଦ୍ଧ ବିମାନ ଏକ ବ୍ୟବସାୟ ପ୍ରତିଷ୍ଠାନ ଉପରେ ପଡିଯିବା ଫଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଦୁର୍ଘଟଣା ପୂର୍ବରୁ ପାଇଲଟ ସୁରକ୍ଷିତ ଭାବେ…

6 years ago
ପାକିସ୍ତାନରେ ଏବେ ଏଚ୍‌ଆଇଭି ଭୟପାକିସ୍ତାନରେ ଏବେ ଏଚ୍‌ଆଇଭି ଭୟ

ପାକିସ୍ତାନରେ ଏବେ ଏଚ୍‌ଆଇଭି ଭୟ

ରାଟୋଡରୋ,୧୭।୫: ଦକ୍ଷିଣ ପାକିସ୍ତାନର ଏକ ଗାଁରେ ପାଖାପାଖି ୪ଶହ ଲୋକ ଏଚ୍‌ଆଇଭିର ଶିକାର ହୋଇଥିବା ଜଣାପଡିଛି। ଜଣେ ଡାକ୍ତରଙ୍କ ଅବହେଳା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିବା କୁହାଯାଉଛି।…

6 years ago
୪୭ ଆତଙ୍କବାଦୀ ନିହତ୪୭ ଆତଙ୍କବାଦୀ ନିହତ

୪୭ ଆତଙ୍କବାଦୀ ନିହତ

କାଏରୋ,୧୭।୫: ଇଜିପ୍ଟର ସିନାଇ ଅଞ୍ଚଳରେ ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାରୁ ୫୨ ଜଣଙ୍କ ପ୍ରାଣହାନି ଘଟିଛି। ୪୭ ଆତଙ୍କବାଦୀ ନିହତ ହୋଇଥିବାବେଳେ…

6 years ago
୨୩ରେ ଅଣଏନ୍‌ଡିଏ ଦଳ ବୈଠକ୨୩ରେ ଅଣଏନ୍‌ଡିଏ ଦଳ ବୈଠକ

୨୩ରେ ଅଣଏନ୍‌ଡିଏ ଦଳ ବୈଠକ

ନୂଆଦିଲ୍ଲୀ,୧୭।୫:ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆସନ୍ତା ୨୩ରେ ଅଣଏନ୍‌ଡିଏ ଦଳଗୁଡ଼ିକର ନେତାଙ୍କୁ ନେଇ ଏକ ବୈଠକ କରିବେ। ଏଥିଲାଗି ଧର୍ମନିରପେକ୍ଷ ଦଳଗୁଡ଼ିକୁ ସେ ନିମନ୍ତ୍ରଣ କରଛନ୍ତି। ଏନ୍‌ସିପି…

6 years ago
ଇଫେଲ ଟାଓ୍ବାରକୁ ୧୩୦ ବର୍ଷଇଫେଲ ଟାଓ୍ବାରକୁ ୧୩୦ ବର୍ଷ

ଇଫେଲ ଟାଓ୍ବାରକୁ ୧୩୦ ବର୍ଷ

ପ୍ୟାରିସ,୧୭।୫(ଏଏଫ୍‌ପି):ପ୍ୟାରିସ୍‌ର ଉଚ୍ଚତମ ଇଫେଲ ଟାଓ୍ବାର ୧୩୦ ବର୍ଷରେ ପଦାର୍ପଣ କରିଛି। ରଙ୍ଗାରଙ୍ଗ ଆଲୋକ ସଜ୍ଜା ମଧ୍ୟରେ ଏହାର ପ୍ରତିଷ୍ଠା ଉତ୍ସବ ପାଳନ କରାଯାଇଛି। ୧୮୮୯ରେ ପ୍ରତିଷ୍ଠିତ ଏହି…

6 years ago
ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ବବ୍‌ଙ୍କ ପରଲୋକଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ବବ୍‌ଙ୍କ ପରଲୋକ

ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ବବ୍‌ଙ୍କ ପରଲୋକ

ସିଡ୍‌ନୀ,୧୬ା୫(ଏଏଫ୍‌ପି):ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ବବ୍‌ ହକ୍‌ଙ୍କର ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ସେ ୧୯୮୩ରୁ ୧୯୯୧ ପର୍ଯ୍ୟନ୍ତ ଲେବର ପାର୍ଟିର ନେତା ଥିଲେ…

6 years ago
ଆମେରିକାରେ ସାଇବର ଆକ୍ରମଣ ଆଶଙ୍କା: ଜରୁରୀ କାଳୀନ ପରିସ୍ଥିତି ଜାରି କଲେ ଟ୍ରମ୍ପ୍‌ଆମେରିକାରେ ସାଇବର ଆକ୍ରମଣ ଆଶଙ୍କା: ଜରୁରୀ କାଳୀନ ପରିସ୍ଥିତି ଜାରି କଲେ ଟ୍ରମ୍ପ୍‌

ଆମେରିକାରେ ସାଇବର ଆକ୍ରମଣ ଆଶଙ୍କା: ଜରୁରୀ କାଳୀନ ପରିସ୍ଥିତି ଜାରି କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୬।୫: ଆମେରିକାରରେ ସାଇବର ଆକ୍ରମଣ ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜରୁରୀ କାଳୀନ ପରିସ୍ଥିତି ଜାରି କରିଛନ୍ତି। ଆମେରିକା ଯୋଗାଯୋଗ ବ୍ୟବସ୍ଥାକୁ…

6 years ago
ଜହ୍ନମାମୁର କଳଙ୍କ ପାଇଁ ଓଲିଭାଇନ୍‌ ଏବଂ କ୍ୟାଲସିୟମ୍‌ ଦାୟୀଜହ୍ନମାମୁର କଳଙ୍କ ପାଇଁ ଓଲିଭାଇନ୍‌ ଏବଂ କ୍ୟାଲସିୟମ୍‌ ଦାୟୀ

ଜହ୍ନମାମୁର କଳଙ୍କ ପାଇଁ ଓଲିଭାଇନ୍‌ ଏବଂ କ୍ୟାଲସିୟମ୍‌ ଦାୟୀ

ବେଜିଂ,୧୬।୫: ଜହ୍ନରେ ଦେଖାଯାଉଥିବା କଳା କଳା ଅଂଶକୁ କେହି କେହି କଳଙ୍କ ବୋଲି କହିଥାନ୍ତି। ତେବେ ଏହା କିପରି ସୃଷ୍ଟି ହୋଇଛି ତାହାର ଉତ୍ତର ଏବେ ଚାଇନାର…

6 years ago
୩୩ ବର୍ଷ ତଳେ ବିମାନ ବନ୍ଦରରେ ହଜିଥିବା ୧୦ଦିନର ଶିଶୁପୁତ୍ର ଯୁବକ ହୋଇ ଘରକୁ ଫେରିଲେ୩୩ ବର୍ଷ ତଳେ ବିମାନ ବନ୍ଦରରେ ହଜିଥିବା ୧୦ଦିନର ଶିଶୁପୁତ୍ର ଯୁବକ ହୋଇ ଘରକୁ ଫେରିଲେ

୩୩ ବର୍ଷ ତଳେ ବିମାନ ବନ୍ଦରରେ ହଜିଥିବା ୧୦ଦିନର ଶିଶୁପୁତ୍ର ଯୁବକ ହୋଇ ଘରକୁ ଫେରିଲେ

ଲଣ୍ଡନ,୧୬।୫: କଥାରେ ଅଛି ରଖେ ହରି ମାରେ କିଏ। ଏହା ଷ୍ଟିଭ୍‌ ହାଇଇସ୍‌ଙ୍କ କ୍ଷେତ୍ରରେ ସତ୍ୟ ପ୍ରମାଣିତ ହୋଇଛି। ଷ୍ଟିଭ୍‌ଙ୍କ କାହାଣୀ ଫିଲ୍ମ ପରି। ତାଙ୍କୁ ୧୦…

6 years ago