Advertisement

ଅନ୍ତର୍ଜାତୀୟ

୫ବର୍ଷ ପରେ ସାମ୍ନାକୁ ଆସିଲା ଆଇଏସ୍‌ ନେତାଙ୍କ ଭିଡିଓ୫ବର୍ଷ ପରେ ସାମ୍ନାକୁ ଆସିଲା ଆଇଏସ୍‌ ନେତାଙ୍କ ଭିଡିଓ

୫ବର୍ଷ ପରେ ସାମ୍ନାକୁ ଆସିଲା ଆଇଏସ୍‌ ନେତାଙ୍କ ଭିଡିଓ

ଦାମସ୍‌କସ୍‌,୩୦।୪: ଇସଲାମିକ୍‌ ଷ୍ଟେଟର ନେତା ସୋମବାର ଏକ ଭିଡିଓ ଜାରି କଲାପରେ ଏବେ ଏହା ଚର୍ଚ୍ଚାକୁ ଆସିଛି। ଉକ୍ତ ଭିଡିଓରେ ଇଷ୍ଟରରେ ଶ୍ରୀଲଙ୍କାରେ ହୋଇଥିବା ବିସ୍ଫୋରଣ ଓ…

6 years ago
ରଖେ ହରି ମାରେ କିଏ?: ଶ୍ରୀଲଙ୍କା ବିସ୍ଫୋରଣରେ ରକ୍ଷା ପାଇଥିବା ମୂଳ ଭାରତୀୟ ଦମ୍ପତ୍ତି ୨୬/୧୧ ମୁମ୍ବାଇ ଆକ୍ରମଣରେ ମଧ୍ୟ ଥିଲେ ସୁରକ୍ଷିତରଖେ ହରି ମାରେ କିଏ?: ଶ୍ରୀଲଙ୍କା ବିସ୍ଫୋରଣରେ ରକ୍ଷା ପାଇଥିବା ମୂଳ ଭାରତୀୟ ଦମ୍ପତ୍ତି ୨୬/୧୧ ମୁମ୍ବାଇ ଆକ୍ରମଣରେ ମଧ୍ୟ ଥିଲେ ସୁରକ୍ଷିତ

ରଖେ ହରି ମାରେ କିଏ?: ଶ୍ରୀଲଙ୍କା ବିସ୍ଫୋରଣରେ ରକ୍ଷା ପାଇଥିବା ମୂଳ ଭାରତୀୟ ଦମ୍ପତ୍ତି ୨୬/୧୧ ମୁମ୍ବାଇ ଆକ୍ରମଣରେ ମଧ୍ୟ ଥିଲେ ସୁରକ୍ଷିତ

କଲମ୍ବୋ,୨୯।୪: କଥାରେ ଅଛି ରଖେ ହରି ମାରେ କିଏ?। ଏହା ମୂଳ ଭାରତୀୟ ଦମ୍ପତ୍ତି ଅଭିନବ ଚାରି ଏବଂ ତାଙ୍କ ସ୍ତ୍ରୀ ନବରୂପ ଚାରିଙ୍କ ପାଇଁ ସତ୍ୟରେ…

6 years ago
ଶ୍ରୀଲଙ୍କା ଆକ୍ରମଣରେ ମୃତକଙ୍କ ଭାଇରାଲ ହୋଇଥିବା ଫଟୋ ୧୩ ବର୍ଷର ପୁରୁଣାଶ୍ରୀଲଙ୍କା ଆକ୍ରମଣରେ ମୃତକଙ୍କ ଭାଇରାଲ ହୋଇଥିବା ଫଟୋ ୧୩ ବର୍ଷର ପୁରୁଣା

ଶ୍ରୀଲଙ୍କା ଆକ୍ରମଣରେ ମୃତକଙ୍କ ଭାଇରାଲ ହୋଇଥିବା ଫଟୋ ୧୩ ବର୍ଷର ପୁରୁଣା

କଲମ୍ବୋ,୨୯।୪: ଶ୍ରୀଲଙ୍କାରେ ଏପ୍ରିଲ ୨୧ ଇଷ୍ଟର ଉତ୍ସବ ପାଳିତ ହେଉଥିବା ବେଳେ ସିରିଏଲ ବିସ୍ଫୋରଣ ହୋଇଥିଲା। ଏହି ଆକ୍ରମଣରେ ୨୫୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଶହରୁ ଊର୍ଦ୍ଧ୍ୱ…

6 years ago
ଭାରତୀୟ ଶିଶୁ ପାଇଁ ନିୟମ ଭାଙ୍ଗିଲା ୟୁଏଇଭାରତୀୟ ଶିଶୁ ପାଇଁ ନିୟମ ଭାଙ୍ଗିଲା ୟୁଏଇ

ଭାରତୀୟ ଶିଶୁ ପାଇଁ ନିୟମ ଭାଙ୍ଗିଲା ୟୁଏଇ

ଆବୁଧାବି,୨୯।୪: ଜଣେ ଭାରତୀୟ ଶିଶୁକୁ ଜନ୍ମ ପ୍ରମାଣ ପତ୍ର ଦେବା ଲାଗି ୟୁନାଇଟେଡ୍‌ ଆରବ ଏମିରେଟ୍ସ(ୟୁଏଇ) ତା’ର ନିୟମ ଭଙ୍ଗ କରିଛି। ଏହି ଆଧାରରେ ୟୁଏଇ ସରକାର…

6 years ago
ହଂକଂରେ ମୃତଦେହ ପୋତିବାକୁ ଭରିବାକୁ ପଡ଼ୁଛି କୋଟି କୋଟି ଟଙ୍କାହଂକଂରେ ମୃତଦେହ ପୋତିବାକୁ ଭରିବାକୁ ପଡ଼ୁଛି କୋଟି କୋଟି ଟଙ୍କା

ହଂକଂରେ ମୃତଦେହ ପୋତିବାକୁ ଭରିବାକୁ ପଡ଼ୁଛି କୋଟି କୋଟି ଟଙ୍କା

ହଂକଂ,୨୯।୪: ହଂକଂ ସହରରେ ସ୍ଥାନାଭାବ ଚିନ୍ତାର କାରଣ ହୋଇଛି। ଦର ବୃଦ୍ଧି ଯୋଗୁ ଲୋକଙ୍କ ମୃତଦେହକୁ ପୋତିବା ପାଇଁ ଜମି ମିଳୁନାହିଁ। ତେଣୁ ମୃତଦେହକୁ ପୋତିବା ପାଇଁ…

6 years ago
ଦକ୍ଷିଣ କୋରିଆରେ ପିଲାଙ୍କ ସଂଖ୍ୟା କମ୍‌ ଥିବାରୁ ବରିଷ୍ଠ ନାଗରିକ ଯାଉଛନ୍ତି ସ୍କୁଲଦକ୍ଷିଣ କୋରିଆରେ ପିଲାଙ୍କ ସଂଖ୍ୟା କମ୍‌ ଥିବାରୁ ବରିଷ୍ଠ ନାଗରିକ ଯାଉଛନ୍ତି ସ୍କୁଲ

ଦକ୍ଷିଣ କୋରିଆରେ ପିଲାଙ୍କ ସଂଖ୍ୟା କମ୍‌ ଥିବାରୁ ବରିଷ୍ଠ ନାଗରିକ ଯାଉଛନ୍ତି ସ୍କୁଲ

ସିଓଲ,୨୯।୪: ଦକ୍ଷିଣ କୋରିଆରେ ଏବେ ଜନସଂଖ୍ୟା ଏତେ ପରିମାଣରେ କମିବାରେ ଲାଗିଛି ଯେ ଏଠାରେ ସ୍କୁଲ ଯିବା ପାଇଁ ପିଲାଙ୍କର ଅଭାବ ପରିଲକ୍ଷିତ ହେଉଛି। ତେଣୁ ନିଜ…

6 years ago
ମରୁଭୂମିରେ ୯୫ ହଜାର କୋଟିରେ ନିର୍ମିତ ହେଉଛି ସୋଲାର ପାର୍କ: ୧୩ ଲକ୍ଷ ଘରକୁ କରିବ ଆଲୋକିତମରୁଭୂମିରେ ୯୫ ହଜାର କୋଟିରେ ନିର୍ମିତ ହେଉଛି ସୋଲାର ପାର୍କ: ୧୩ ଲକ୍ଷ ଘରକୁ କରିବ ଆଲୋକିତ

ମରୁଭୂମିରେ ୯୫ ହଜାର କୋଟିରେ ନିର୍ମିତ ହେଉଛି ସୋଲାର ପାର୍କ: ୧୩ ଲକ୍ଷ ଘରକୁ କରିବ ଆଲୋକିତ

ଆବୁଧାବି,୨୯।୪: ଦୁବାଇର ମରୁଭୂମିରେ ୟୁଏଇ ପ୍ରଧାନମନ୍ତ୍ରୀ ମହମ୍ମଦ୍‌ ବିନ୍‌ ଶହିଦ୍‌ ଅଲ୍‌ ମକତୁମ୍‌ଙ୍କ ନାମରେ ଏକ ସୋଲାର ପାର୍କ ନିର୍ମାଣ କରାଯାଉଛି। ଏଥିରେ ୯୫ ହଜାର ୨…

6 years ago
ଶ୍ରୀଲଙ୍କାରେ ମୁହଁ ଘୋଡ଼ାଇବା ହେଲା ନିଷେଧଶ୍ରୀଲଙ୍କାରେ ମୁହଁ ଘୋଡ଼ାଇବା ହେଲା ନିଷେଧ

ଶ୍ରୀଲଙ୍କାରେ ମୁହଁ ଘୋଡ଼ାଇବା ହେଲା ନିଷେଧ

କଲମ୍ବୋ,୨୯।୪: ଇଷ୍ଟର ସଣ୍ଡେ ବିସ୍ଫୋରଣ ପରେ ଶ୍ରୀଲଙ୍କାରେ ସମସ୍ତ ପ୍ରକାର ମୁହଁ ଘୋଡ଼ାଇବାକୁ ନିଷେଧ କରାଯାଇଛି। ଏହା ଦ୍ୱାରା ଲୋକଙ୍କୁ ଚିହ୍ନଟ କରିବା କଷ୍ଟକର ହେଉଥିବାରୁ ରାଷ୍ଟ୍ରପତି…

6 years ago
ଲଣ୍ଡନ ମାରାଥନ୍‌ରେ ଦୌଡ଼ିଲେ ୪୦ହଜାରଲଣ୍ଡନ ମାରାଥନ୍‌ରେ ଦୌଡ଼ିଲେ ୪୦ହଜାର

ଲଣ୍ଡନ ମାରାଥନ୍‌ରେ ଦୌଡ଼ିଲେ ୪୦ହଜାର

ଲଣ୍ଡନ, ୨୯ା୪: ରବିବାର ବିଶ୍ୱପ୍ରସିଦ୍ଧ ୩୯ତମ ଲଣ୍ଡନ ମାରାଥନ୍‌ରେ ୪୦ହଜାରରୁ ଊର୍ଦ୍ଧ୍ୱ ବ୍ୟକ୍ତି ଭାଗନେଇଥିଲେ। ଅଧିକାଂଶ ଦୌଡାଳି ଗିନିଜ୍‌ ବିଶ୍ୱରେକର୍ଡ ହାସଲ କରିବାକୁ ଲକ୍ଷ୍ୟ ରଖିଥିଲେ। ସେମାନେ…

6 years ago
୨୭୨ ନିର୍ବାଚନ କର୍ମଚାରୀ ମୃତ,୧,୮୭୮ ଅସୁସ୍ଥ୨୭୨ ନିର୍ବାଚନ କର୍ମଚାରୀ ମୃତ,୧,୮୭୮ ଅସୁସ୍ଥ

୨୭୨ ନିର୍ବାଚନ କର୍ମଚାରୀ ମୃତ,୧,୮୭୮ ଅସୁସ୍ଥ

ଜାକର୍ତ୍ତା,୨୯ା୪: ଇଣ୍ଡୋନେସିଆ ନିର୍ବାଚନ ଭୋଟ ଗଣତିବେଳେ କାର୍ଯ୍ୟ ଚାପରେ ୨୭୨ ଜଣଙ୍କ ମୃତ୍ୟୁ ହୋଇଛି। ଏକ ସଙ୍ଗେ ରାଷ୍ଟ୍ରପତି ନିର୍ବାଚନ ସହ ଜାତୀୟ ପାର୍ଲାମେଣ୍ଟ ଓ ଆଞ୍ଚଳିକ…

6 years ago