Advertisement

ଅନ୍ତର୍ଜାତୀୟ

ଆଫଗାନିସ୍ତାନରେ ଭୟାନକ ବିସ୍ଫୋରଣ: ୧୧ ମୃତଆଫଗାନିସ୍ତାନରେ ଭୟାନକ ବିସ୍ଫୋରଣ: ୧୧ ମୃତ

ଆଫଗାନିସ୍ତାନରେ ଭୟାନକ ବିସ୍ଫୋରଣ: ୧୧ ମୃତ

କାବୁଲ, ୧୪।୬: ଆଫଗାନିସ୍ତାନର ଜଲାଲାବାଦରେ ପୋଲିସ ସୁରକ୍ଷାକର୍ମୀଙ୍କ ଚେକିଂ ପୋଷ୍ଟ ନିକଟରେ ଭୟାନକ ଆତଙ୍କବାଦୀ ବିସ୍ପୋରଣ ଘଟିଛି। ଏଥିରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ…

6 years ago
ଚାଇନା ରାଷ୍ଟ୍ରପତିଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କଲେ ମୋଦିଚାଇନା ରାଷ୍ଟ୍ରପତିଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କଲେ ମୋଦି

ଚାଇନା ରାଷ୍ଟ୍ରପତିଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କଲେ ମୋଦି

ବିଶକେକ, ୧୪।୬: କିର୍ଗିଜିସ୍ତାନର ରାଜଧାନୀ ବିଶେକେକରେ ଆୟୋଜିତ ଚାଲିଥିବା ଏସସିଓ ସମ୍ମିଳନୀରେ ଭାଗ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ ଚାଇନା ରାଷ୍ଟ୍ରପତି ସି…

6 years ago
ଗୋଟିଏ କୋଣରେ ବସିରହିଲେ ଇମ୍ରାନ: ମୋଦି ହାତମିଳେଇଲେ ନାହିଁ କି କଥା ବି ହେଲେନିଗୋଟିଏ କୋଣରେ ବସିରହିଲେ ଇମ୍ରାନ: ମୋଦି ହାତମିଳେଇଲେ ନାହିଁ କି କଥା ବି ହେଲେନି

ଗୋଟିଏ କୋଣରେ ବସିରହିଲେ ଇମ୍ରାନ: ମୋଦି ହାତମିଳେଇଲେ ନାହିଁ କି କଥା ବି ହେଲେନି

ବିଶକେକ, ୧୪।୬: କିର୍ଗିଜିସ୍ତାନର ରାଜଧାନୀ ବିଶେକେକରେ ଆୟୋଜିତ ହେଉଥିବା ଏସସିଓ ସମ୍ମିଳନୀରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ…

6 years ago
ବିଦେଶ ଗସ୍ତରେ ଥାଇ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦିବିଦେଶ ଗସ୍ତରେ ଥାଇ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ବିଦେଶ ଗସ୍ତରେ ଥାଇ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ବିଶ୍‌କେକ୍‌/ଗାନ୍ଧୀନଗର,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସାଂଘାଇ ସହଯୋଗ ସଙ୍ଗଠନ (ଏସ୍‌ସିଓ) ସମ୍ମିଳନୀରେ ଯୋଗ ଦେବା ଲାଗି କିର୍‌ଗିଜସ୍ଥାନ ରାଜଧାନୀ ବିଶ୍‌କେକ୍‌ ଯାତ୍ରା କରିଛନ୍ତି। ହେଲେ ଏପଟେ…

6 years ago
ଭାରତ-ଇଂଲଣ୍ଡ ମଧ୍ୟରେ ହେବ ଫାଇନାଲ୍‌: ଗୁଗୁଲ ସିଇଓ ସୁନ୍ଦର ପିଚାଇଭାରତ-ଇଂଲଣ୍ଡ ମଧ୍ୟରେ ହେବ ଫାଇନାଲ୍‌: ଗୁଗୁଲ ସିଇଓ ସୁନ୍ଦର ପିଚାଇ

ଭାରତ-ଇଂଲଣ୍ଡ ମଧ୍ୟରେ ହେବ ଫାଇନାଲ୍‌: ଗୁଗୁଲ ସିଇଓ ସୁନ୍ଦର ପିଚାଇ

ଓ୍ବାଶିଂଟନ,୧୩।୬: ଏବେ କ୍ରିକେଟ୍‌ ବିଶ୍ୱ କପ୍‌ ନେଇ ବେଶ୍‌ ଲୋକଙ୍କ ମଧ୍ୟରେ ଉତ୍ସାହ ଜାରି ରହିଛି। ତେବେ ଫାଇନାଲରେ ମୁକାବିଲା କେଉଁ ଦୁଇ ଦେଶ ମଧ୍ୟରେ ହେବ…

6 years ago
ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ଭାରତ ପ୍ରେମ: କହିଲେ, ମୋଦି ଅଛନ୍ତି ତ ସବୁ ସମ୍ଭବଆମେରିକା ବୈଦେଶିକ ମନ୍ତ୍ରୀଙ୍କ ଭାରତ ପ୍ରେମ: କହିଲେ, ମୋଦି ଅଛନ୍ତି ତ ସବୁ ସମ୍ଭବ

ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ଭାରତ ପ୍ରେମ: କହିଲେ, ମୋଦି ଅଛନ୍ତି ତ ସବୁ ସମ୍ଭବ

ନ୍ୟୁୟର୍କ, ୧୩।୬: ଭାରତ ଏବଂ ଆମେରିକା ମଧ୍ୟରେ ଆଗକୁ ସମ୍ପର୍କ ଦୃଢ ହେବା ନେଇ ଆଶାବାଦୀ ଅଛନ୍ତି ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ୍‌ ପୋମପିଓ। ଇଣ୍ଡିଆ ଆଇଡିଆଜ୍‌…

6 years ago
ପୋଲାଣ୍ଡରେ ଏକ ହଜାର ସୈନ୍ୟ ମୁତୟନ କରିବ ଆମେରିକାପୋଲାଣ୍ଡରେ ଏକ ହଜାର ସୈନ୍ୟ ମୁତୟନ କରିବ ଆମେରିକା

ପୋଲାଣ୍ଡରେ ଏକ ହଜାର ସୈନ୍ୟ ମୁତୟନ କରିବ ଆମେରିକା

ଓ୍ବାଶିଂଟନ,୧୩।୬: ପୋଲାଣ୍ଡରେ ଆମେରିକା ଅତିରିକ୍ତ ଏକ ହଜାର ସୈନ୍ୟ ମୁତୟନ କରିବ। ଏଠାରେ ରୁଷିଆର କାର୍ଯ୍ୟକାଳାପ ବୃଦ୍ଧି ପାଉଥିବାରୁ ଆମେରିକା ଏଭଳି କରିବ ବୋଲି ରାଷ୍ଟ୍ରପତି ଡୋନାଲ୍ଡ…

6 years ago
ଭାରତରେ କମୁଛି ଶାନ୍ତି : ଗୋଟିଏ ବର୍ଷରେ ୫ ପଏଣ୍ଟ ହ୍ରାସଭାରତରେ କମୁଛି ଶାନ୍ତି : ଗୋଟିଏ ବର୍ଷରେ ୫ ପଏଣ୍ଟ ହ୍ରାସ

ଭାରତରେ କମୁଛି ଶାନ୍ତି : ଗୋଟିଏ ବର୍ଷରେ ୫ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩।୬: ଗୋଟିଏ ବର୍ଷ ମଧ୍ୟରେ ଭାରତରେ ଶାନ୍ତି କମିଛି। ବାର୍ଷିକ ଗ୍ଲୋବାଲ୍‌ ପିସ୍‌ ଇଣ୍ଡେକ୍ସ୍‌ରେ ଏନେଇ ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ୧୬୩ ଦେଶ ମଧ୍ୟରେ ଭାରତ…

6 years ago
ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌

ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌

ନୂଆଦିଲ୍ଲୀ/କାଠମାଣ୍ଡୁ, ୧୩।୬: ଆତଙ୍କବାଦ ବିରୋଧରେ ଭାରତ ସ୍ବତନ୍ତ୍ର ଯୋଜନା ଉପରେ କାର୍ଯ୍ୟଧାରା ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବେ ଜମ୍ମୁ-କଶ୍ମୀର…

6 years ago
ବଳାତ୍କାରୀଙ୍କୁ ଦିଆଯିବ ନପୁଂସକ ଇଞ୍ଜେକଶନବଳାତ୍କାରୀଙ୍କୁ ଦିଆଯିବ ନପୁଂସକ ଇଞ୍ଜେକଶନ

ବଳାତ୍କାରୀଙ୍କୁ ଦିଆଯିବ ନପୁଂସକ ଇଞ୍ଜେକଶନ

ମଣ୍ଟଗୋମେରୀ,୧୨।୬: ବଳାତ୍କାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନର ଦାବିକୁ ଆଖି ଆଗରେ ରଖି ଗୋଟିଏ ରାଜ୍ୟ ଦୋଷୀଙ୍କୁ ନପୁଂସକ କରିବା ପାଇଁ ଏକ କେମିକାଲର ବ୍ୟବହାର କରିବାକୁ ନିଷ୍ପତ୍ତି…

6 years ago