ଅନ୍ତର୍ଜାତୀୟ

୨ ମାସରେ ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ କୋଟି ଛୁଇଁବା ଆଶଙ୍କା !

ଇସଲାମାବାଦ୍‌,୨୪।୩: କରୋନା ସଂକ୍ରମଣ ରୋକିବା ଲାଗି ପାକିସ୍ତାନ ସରକାର ଉଦ୍ୟମ ଅବ୍ୟାହତ ରଖିଛନ୍ତି। ଏହା ଉପରେ ନିୟନ୍ତ୍ରଣ ଅଣା ନ ଗଲେ ଆସନ୍ତା ୨ ମାସ ମଧ୍ୟରେ…

6 years ago

କରୋନା ଚିକିତ୍ସାରେ ବ୍ୟବହୃତ ହେଉଥିବା ୮ ଔଷଧ

ଓ୍ବାଶିଂଟନ,୨୪।୩: କରୋନା ସଂକ୍ରମିତଙ୍କ ଚିକିତ୍ସା କୌଣସି ଏକ ନିର୍ଦ୍ଦିଷ୍ଟ ଔଷଧରେ ସମ୍ଭବ ହୋଇପାରୁ ନାହିଁ। ଜଣକ ପାଇଁ ସଫଳ ରହିଥିବା ଔଷଧ ଅନ୍ୟ ଜଣେ ସଂକ୍ରମିତଙ୍କଠାରେ ବିଫଳ…

6 years ago

କରୋନା ପାଇଁ ଔଷଧ: ଲାଗିପାରେ ବର୍ଷେରୁ ଦେଢ଼ ବର୍ଷ; ଲକ୍‌ଡାଉନ୍‌ରେ ରହି ହେବ କି ଏତେ ଦିନ !

ଓ୍ବାଶିଂଟନ,୨୪।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ଭୂତାଣୁ ଭିନ୍ନ ଭିନ୍ନ ପରିବେଶରେ ଅଲଗା ଅଲଗା କ୍ରିୟାଶୀଳତା ଦେଖାଉଥିବାରୁ ଏହାକୁ ରୋକିବା…

6 years ago

ଆମେରିକାରେ ଭାରତୀୟଙ୍କ ଦେବଦୂତ ସାଜିଛନ୍ତି ପ୍ରମିତ

ଓ୍ବାଶିଂଟନ,୨୪।୩: ଆମେରିକାର ଇଣ୍ଡୋୟୁଏସ୍‌ ହେଲ୍‌ଥ ଇନିସିଏଟିଭର କୋ-ଫାଉଣ୍ଡର ଭାରତୀୟ ମୂଳ ବାସିନ୍ଦା ପ୍ରମିତ ମାକୋଡେ ଆମେରିକାର କରୋନା ସହ ଲଢୁଥିବା ଭାରତୀୟଙ୍କ ପାଇଁ ଦେବଦୂତ ସାଜିଛନ୍ତି। ଇନ୍ଦୋରର…

6 years ago

‘ଖବରକାଗଜ ଦ୍ୱାରା କରୋନା ବ୍ୟାପେନି’

ଜେନିଭା, ୨୪ା୩: ଖବରକାଗଜ ଦ୍ୱାରା ଜଣେ ବ୍ୟକ୍ତିଠାରୁ ଅନ୍ୟ ଜଣକୁ କରୋନା ଭାଇରସ୍‌ ବ୍ୟାପେ ନାହିଁ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି।…

6 years ago

ଚାଇନା ସରକାର ନା ପ୍ରମାଣିକ ତଥ୍ୟ କିଏ ସତ: କରୋନା ମୃତ୍ୟୁ ସଂଖ୍ୟା କ’ଣ କୋଟିଏ ୫୦ ଲକ୍ଷ !

ବେଜିଂ,୨୩।୩: ଚାଇନାରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ୩,୨୬୮ ବୋଲି ସରକାରୀ ରିପୋର୍ଟରେ ଦର୍ଶାଯାଇଛି। ତେବେ କେତେକ ପ୍ରାମାଣିକ ତଥ୍ୟ ଅନୁସାରେ ଚାଇନା ସରକାର ମିଛ…

6 years ago

ବାରମ୍ବାର ହାତ ଧୋଇଲେ ଦୂରେଇବ କରୋନା!

ଓ୍ବାଶିଂଟନ,୨୩।୩: କରୋନା ଭାଇରସ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ କିଛିଦିନ ତଳେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଥିଲା ବାରମ୍ବାର ହାତ ଧୋଇଲେ ଆମେ…

6 years ago

ଚାଇନାରେ ସୁସ୍ଥ ହୋଇଛନ୍ତି ୮୯ ପ୍ରତିଶତ କରୋନା ସଂକ୍ରମିତ ରୋଗୀ

ବେଜିଂ,୨୩।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ପ୍ରାୟ ୧୮୮ ଦେଶକୁ ବ୍ୟାପି ସାରିଲାଣି। ଚାଇନାରେ ଏହା ପ୍ରାୟ ୩ ହଜାର ୫ଶହ ମୁଣ୍ଡ ନେଇଥିବା…

6 years ago

କରୋନା ସଂକ୍ରମିତଙ୍କ ଆଣ୍ଟିବଡିରୁ ଜାପାନ ପ୍ରସ୍ତୁତ କଲା ଟିଏକେ-୮୮୮ ଔଷଧ

ଟୋକିଓ,୨୩।୩: କରୋନା ସଂକ୍ରମଣ ଯୋଗୁ ସାରା ଦୁନିଆରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାକୁ କିପରି ରୋକା ଯିବ ସେ ନେଇ ଆମେରିକା ଏବଂ ଚାଇନା ଗବେଷଣା…

6 years ago

କରୋନା ମୃତକଙ୍କ ଶେଷ ଦର୍ଶନ ପାଇଁ ଡରୁଛନ୍ତି ପରିବାର ଲୋକେ!

ରୋମ,୨୩।୩: କରୋନା ଭାଇରସ। ଏତିକି ଶୁଣିଲେ ସମସ୍ତଙ୍କ ମନରେ ଉଙ୍କି ମାରୁଛି ଭୟ। କାରଣ ଏବେ କରୋନା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଚାଇନାରୁ…

6 years ago