ଓ୍ବାଶିଂଟନ,୧୨।୪: କାଲିଫର୍ନିଆ ରାଜ୍ୟ ବିଧାନସଭା ଆମେରିକି କଂଗ୍ରେସକୁ ଔପଚାରିକ ଭାବେ ଭାରତରେ ୧୯୮୪ ହୋଇଥିବା ଶିଖ ବିରୋଧି ହିଂସାକୁ ନରସଂହାର ଭାବେ ମାନ୍ୟତା ଦେବା ଓ ନିନ୍ଦା…
ନାପିଦ୍ୱ,୧୨।୪ : ମ୍ୟାନମାରର କେନ୍ଦ୍ରୀୟ ଅଞ୍ଚଳରେ ସାମରିକ ଶାସକ ଲୋକଙ୍କ ଉପରେ ଆଖିବୁଜା ଗୁଳିବର୍ଷା କରିଛନ୍ତି। ଏଥିରେ ୧୦୦ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…
କିଭ୍, ୧୨ା୪ : ୟୁକ୍ରେନ୍ର ଜାପୋରିଝିଆ ଓବ୍ଲଷ୍ଟେରେ ରୁଷିଆ ୪୫ ମାଇଲ (ପ୍ରାୟ ୭୨ କି.ମି.) ପ୍ରତିରକ୍ଷା ଖାଇ ଖୋଳିଥିବା ସାଟେଲାଇଟ୍ ଚିତ୍ରରୁ ଜଣାପଡ଼ିଛି। ନିକଟରେ ସେଣ୍ଟିିନେଲ୍-୨…
ମସ୍କୋ, ୧୨।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଆରମ୍ଭ ହେବା ପରଠାରୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍୍ଙ୍କ ସ୍ବାସ୍ଥ୍ୟାବସ୍ଥା ସବୁବେଳେ ଖବରର ଶିରୋନାମା ପାଲଟିଛି। ସଦ୍ୟ ପ୍ରକାଶିତ ରିପୋର୍ଟ ମୁତାବକ…
ମସ୍କୋ,୧୨।୪ : ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ରୁଷିଆ-ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଅତିରିକ୍ତ ମାନବିକ ସହାୟତା ପଠାଇବାକୁ…
ଓ୍ବାଶିଂଟନ, ୧୨ା୪: ପେଗାସସ୍ ଭଳି ଆଉ ଏକ ସ୍ପାଏଓ୍ବେର ଆକ୍ରମଣ ମଙ୍ଗଳବାର ସାମ୍ନାକୁ ଆସିଛି। ଉତ୍ତର ଆମେରିକା, କେନ୍ଦ୍ରୀୟ ଏସିଆ, ଦକ୍ଷିଣପୂର୍ବ ଏସିଆ, ୟୁରୋପ ଏବଂ ମଧ୍ୟପ୍ରାଚ୍ୟର…
ଓ୍ବାଶିଂଟନ , ୧୨ା୪ : ଆମେରିକାର ସାମରିକ ଦସ୍ତାବିଜ୍ ଲିକ୍ ଯୋଗୁ କେବଳ ଏହି ଦେଶର ଗୁରୁତ୍ୱର୍ପୂ୍ଣ୍ଣ ତଥ୍ୟ ଲିକ୍ ହୋଇଛି ତାହା ନୁହେଁ, ଅନ୍ୟ ଦେଶଗୁଡ଼ିକ…
ଲଣ୍ଡନ, ୧୨।୪: ବ୍ରିଟେନର ସାଇବର-ସ୍ପାଇଂ ଏଜେନ୍ସି ଗଭର୍ନମେଣ୍ଟ କମ୍ୟୁନିକେଶନ୍ସ ହେଡ୍କ୍ୱାର୍ଟର୍ସ (ଜିସିଏଚ୍କ୍ୟୁ)ର ମୁଖ୍ୟ ପଦ ପାଇଁ ପ୍ରଥମ ମହିଳା ଭାବେ ଆନେ କିଷ୍ଟ-ବଟଲର ଦାୟିତ୍ୱ ଗ୍ରହଣ କରିବେ।…
ଓ୍ବାଶିଂଟନ୍, ୧୨।୪: ଶୀତଋତୁରେ ମଶା ନିଷ୍କ୍ରିୟ ହୋଇପଡ଼ନ୍ତି। ଫଳରେ ଶୀତଦିନେ ମଶା କାମୁଡ଼ାରୁ ସାମାନ୍ୟ ଆଶ୍ୱସ୍ତି ମିଳିଥାଏ। କିନ୍ତୁ ସହରାଞ୍ଚଳରେ ବଢ଼ୁଥିବା ଆଲୋକ ପ୍ରଦୂଷଣ ଯୋଗୁ ଏଣିକି…
ସାନ୍ଫ୍ରାନ୍ସିସ୍କୋ, ୧୨।୪: ମାଇକ୍ରୋ ବ୍ଲଗିଂ ଜାଏଣ୍ଟ ଟୁଇଟରରୁ ବାହାର ହୋଇଥିବା ପୂର୍ବତନ ସିଇଓ ପରାଗ ଅଗ୍ରଓ୍ବାଲଙ୍କ ସମେତ ଆଉ ୨ ପୂର୍ବତନ ଏକ୍ଜିକ୍ୟୁଟିଭ୍ ଏଲନ ମସ୍କଙ୍କ ବିରୋଧରେ…