ଅନ୍ତର୍ଜାତୀୟ

ପାକିସ୍ତାନର ଅର୍ଥନୀତିର ଦୁର୍ବଳ ଚିତ୍ର ଉପସ୍ଥାପନ କଲା ଆଇଏମଏଫ୍‌

ଓ୍ବାଶିଂଟନ୍‌,୧।୨: ପଡୋଶୀ ଦେଶ ପାକିସ୍ତାନରେ ଅର୍ଥନୀତି ଦିନକୁ ଦିନ ଖରାପ ଆଡକୁ ଗତି କରୁଛି। ଏହାର ଅର୍ଥବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ପାଇଁ ତୁରନ୍ତ କୋଟି କୋଟି ଟଙ୍କା…

2 years ago

୧୪୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ

ଓ୍ବାଶିଂଟନ,୧ା୨: ଆମେରିକାରେ ପ୍ରବଳ ତୁଷାରପାତ ଯୋଗୁ ବୁଧବାର ୧୪୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ ହୋଇଛି। ଟେକ୍ସାସରୁ ଓ୍ବେଷ୍ଟ ଭର୍ଜିନିଆ ପର୍ଯ୍ୟନ୍ତ ବରଫର ଆସ୍ତରଣ ଜମିଛି। ଏଭଳି…

2 years ago

ଥରିଲା ଫିଲିପାଇନ୍ସ

ମାନିଲା, ୧।୨: ଦକ୍ଷିଣ ଫିଲିପାଇନ୍ସରେ ବୁଧବାର ଭୂକମ୍ପ ଝଟ୍‌କା ଲାଗିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରହିଛି। ଏଥିରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ନ୍ୟୁ…

2 years ago

ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଲଢିପାରନ୍ତି ଭାରତୀୟ ବଂଶୋଦ୍ଭବ ନିକ୍କି ହାଲି

ଓ୍ବାଶିଂଟନ୍‌,୧।୨: ଭାରତୀୟ ବଂଶୋଦ୍ଭବ ନିକ୍କି ହେଲି ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସମ୍ଭାବନା ରହିଛି। ସେ ଫେବୃଆରୀରେ ରିପବ୍ଲିକାନ ପାର୍ଟିରୁ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ…

2 years ago

ମହିଳାଙ୍କ ପ୍ରତି ବଢୁଛି ନିର୍ଯାତନା

ଇସଲାମାବାଦ,୧ା୨: ପାକିସ୍ତାନର ମହିଳାଙ୍କ ଅବସ୍ଥା ଆଫଗାନିସ୍ତାନ ମହିଳାଙ୍କ ଅପେକ୍ଷା ଅତ୍ୟନ୍ତ ଖରାପ ଅଟେ। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନରେ ମହିଳା, ଧାର୍ମିକ ସଂଖ୍ୟାଲଘୁ ଏବଂ ଟ୍ରାନ୍ସଜେଣ୍ଡର ହିଂସା,…

2 years ago

ଶେଷରେ ମାନିଲା ପାକିସ୍ତାନ

ଇସଲାମାବାଦ୍‌,୧।୨: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତ ସମ୍ପର୍କରେ ଏକ ଅଜବ ବିବୃତ୍ତି ଦେଇଛନ୍ତି। ପେଶୱାର ମସଜିଦରେ ହୋଇଥିବା ଆତ୍ମଘାତୀ ଆକ୍ରମଣ ବିଷୟରେ ପାକିସ୍ତାନୀ ପ୍ରତିରକ୍ଷା…

2 years ago

ଚାଇନାରେ ପୁଣି କରୋନା କଟକଣା: ଦକ୍ଷିଣ କୋରିଆ ନାଗରିକଙ୍କ ପାଇଁ ପିସିଆର ଟେଷ୍ଟ ବାଧ୍ୟତାମୂଳକ…

ବେଜିଂ,୧।୨ : ଚାଇନାରେ କରୋନା ମହାମାରୀର ତାଣ୍ଡବ ଜାରି ରହିଛି। ଦେଶରୁ କିଛି ଦିନ ତଳେ ଶୂନ କୋଭିଡ଼ ନୀତି ହଟାଇଥିବା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ସରକାର…

2 years ago

ପେଶାଓ୍ବର ପରେ ପାକିସ୍ତାନରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ

ଇସ୍‌ଲାମାବାଦ୍‌,୧।୨: ପାକିସ୍ତାନର ସମସ୍ୟା ଥମିବାର ନାମ ନେଉନି। ଗୋଟିଏ ପଟେ ଅର୍ଥନୈତିକ ସଙ୍କଟ ଏବଂ ଅନ୍ୟ ପଟେ ଆତଙ୍କବାଦ ଦେଶର ମେରୁ ହାଡ଼ ଭାଙ୍ଗିଦେଇଛି। ବର୍ତ୍ତମାନ ଦେଶ…

2 years ago

ଭାରତ-ଅଷ୍ଟ୍ରେଲିଆ ପ୍ରତିରକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ ୭ ଫେବୃୟାରୀରୁ…

ମେଲବୋର୍ନ/ନୂଆଦିଲ୍ଲୀ,୧।୨ : ଭାରତ-ଅଷ୍ଟ୍ରେଲିଆ ପକ୍ଷରୁ ଏକ ନୂତନ ପ୍ରତିରକ୍ଷା କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ଫେବୃଆରୀ ୭ ରେ ଏହା କାନବେରାରେ ଶୁଭାରମ୍ଭ ହେବ। ଏହି କାର୍ଯ୍ୟକ୍ରମର ନେତୃତ୍ୱ…

2 years ago

ଚାଟ ଜିପିଟି ଜ୍ଞାନର ମୂଳଦୁଆ ପାଇଁ ସୃଷ୍ଟି କରୁଛି ବିପଦ…

ଟରଣ୍ଟୋ/ନୂଆଦିଲ୍ଲୀ,୧।୨ : ସମ୍ପ୍ରତି ଇଣ୍ଟରନେଟ ଦୁନିଆରେ ଚାଟ ଜେନେରେଟିଭ ପ୍ରି-ଟ୍ରେଣ୍ଡ ଟ୍ରାନ୍ସଫର୍ମର ଅର୍ଥାତ ଚାଟ ଜିପିଟି ବିଷୟରେ ଅନେକ ଆଲୋଚନା ଚାଲିଛି। ଚାଟ ଜିପିଟି ଜ୍ଞାନର ମୂଳଦୁଆ…

2 years ago