ଅନ୍ତର୍ଜାତୀୟ

ମୁଁ ନରେନ୍ଦ୍ର ମୋଦି, ଆରଏସଏସକୁ କରେ ନାହିଁ ଭୟ: ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ଇସଲାମାବାଦ୍‌,୧୮।୧୨: ଜାତିସଂଘରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲୱାଲ ଭୁଟ୍ଟୋ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ଭାରତରେ ତୀବ୍ର ବିରୋଧ କରାଯାଉଛି।…

2 years ago

ପୋଲିସ ଗାଡି ଉପରକୁ ବୋମା ମାଡ: ୮ ପୋଲିସକର୍ମୀ ମୃତ୍ୟୁ

ବାଗଦାଦ,୧୮।୧୨: ଇରାକ ରାଜଧାନୀ ବାଗଦାଦଠାରୁ ପ୍ରାୟ ୨୩୮ କିଲୋମିଟର ଦୂର ତୈଳ ସମୃଦ୍ଧ କିରକୁକ ସହରରେ ଫେଡେରାଲ ପୋଲିସ କର୍ମଚାରୀଙ୍କ ଏକ ଗାଡି ଉପରକୁ ବୋମା ମାଡ…

2 years ago

ତାଇଓ୍ବାନରେ ସୈନ୍ୟ ସଙ୍କଟ…

ତାଇପେ,୧୮।୧୨ : ଯେଉଁ ସମୟରେ ଚାଇନାର ଆକ୍ରୋଶର ଆଶଙ୍କା ବଢୁଛି, ତାଇୱାନ ଏକ ଭିନ୍ନ ପ୍ରକାରର ଆହ୍ବାନର ସମ୍ମୁଖୀନ ହେଉଛି। ଦେଶର ଜନସଂଖ୍ୟା କ୍ରମାଗତ ଭାବେ ହ୍ରାସ…

2 years ago

‘ବିଶ୍ୱ ବିପର୍ଯ୍ୟୟକୁ ରୋକିପାରେ ମୋଦିଙ୍କ ମତ’

ଓ୍ବାଶିଂଟନ,୧୮ା୧୨: ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଏଜେନ୍ସି (ସିଆଇଏ)ର ନିର୍ଦ୍ଦେଶକ ବିଲ୍‌ ବର୍ନସ କହିଛନ୍ତି, ପରମାଣୁ ଅସ୍ତ୍ର ଉପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମତ ୟୁକ୍ରେନ ଯୁଦ୍ଧ ସମୟରେ…

2 years ago

ଆତଙ୍କବାଦୀ ଆକ୍ରମଣ: ୪ ପୋଲିସ କର୍ମଚାରୀ ନିହତ

ଇସଲାମାବାଦ,୧୮ା୧୨: ରବିବାର ପାକିସ୍ତାନର ଖେବର ପଖତୁନଖଓ୍ବା ପ୍ରଦେଶର ଏକ ପୋଲିସ ଷ୍ଟେଶନରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ…

2 years ago

ସୁଯୋଗ ମିଳିଲେ ପୁଟିନଙ୍କ ମୁହଁରେ ଶକ୍ତ ମୁକ୍କା ମାରିବାକୁ କହିଲେ ଜେଲେନସ୍କି…

କିଭ୍‌,୧୮।୧୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରୁଷିଆର ସୈନିକଙ୍କ ଆକ୍ରମଣରେ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି। ଶକ୍ତି…

2 years ago

ଆଣବିକ ଅସ୍ତ୍ରଶସ୍ତ୍ର ପ୍ରୟୋଗ ନେଇ ମୋଦି-ଜିନପିଙ୍ଗ୍‌ଙ୍କ ଚିନ୍ତା ଦ୍ୱାରା ପ୍ରଭାବିତ ହୋଇଛି ରୁଷିଆ: ସିଆଇଏ ମୁଖ୍ୟ…

ଓ୍ବାଶିଂଟନ,୧୮।୧୨ : ଆମେରିକାର ଗୁପ୍ତଚର ଏଜେନ୍ସି ସିଆଇଏ ମୁଖ୍ୟ ୱିଲିୟମ ବର୍ନସ କହିଛନ୍ତି ଯେ ଆଣବିକ ଅସ୍ତ୍ରଶସ୍ତ୍ର ବ୍ୟବହାରକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ…

2 years ago

ଚାଇନାରେ କରୋନା ଆତଙ୍କ: ମୃତ୍ୟୁ ସଂଖ୍ୟା ୨୧ ଲକ୍ଷ ଟପିବା ଆଶଙ୍କା…

ବେଜିଂ,୧୮।୧୨ : ଚାଇନାରେ କରୋନା ମାମଲାରେ କ୍ରମାଗତ ବୃଦ୍ଧି ଘଟିଛି। ଏଠାରେ ପରିସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଚାଇନାରେ ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ସରକାର ଜିରୋ…

2 years ago

ୟୁକ୍ରେନ ଅଧିକ ଶକ୍ତିଶାଳୀ, ସ୍ବୀକାର କଲେ ପୁଟିନ…

ମସ୍କୋ,୧୮।୧୨ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସ୍ବୀକାର କରିଛନ୍ତି ଯେ ୟୁକ୍ରେନ ଅଧିକ ଶକ୍ତିଶାଳୀ ହୋଇଛି। ଦି ନ୍ୟୁୟର୍କ ଟାଇମ୍ସର ଏକ ଖବର ଅନୁଯାୟୀ ଭ୍ଲାଦିମିର…

2 years ago

ପୃଥିବୀ ଭଳି ପାଣି ଥିବା ଦୁଇ ଗ୍ରହର ସନ୍ଧାନ, ଜୀବନର ଆଶା…

ଓ୍ବାଶିଂଟନ,୧୮।୧୨ : ପ୍ରଥମ ଥର ପାଇଁ ନାସାର ବୈଜ୍ଞାନିକମାନେ ଏହିପରି ଦୁଇଟି ବାହ୍ୟ ଗ୍ରହ(ଏକ୍ସପ୍ଲାନେଟ) ପାଇଛନ୍ତି, ଯେଉଁଥିରେ ପ୍ରଚୁର ପରିମାଣର ପାଣି ଥିବାର ସମ୍ଭାବନା ଥିବା କୁହାଯାଉଛି।…

2 years ago