ଅନ୍ତର୍ଜାତୀୟ

ସାମୁଦ୍ରିକ ଝଡ଼ରେ ମୃତ୍ୟୁ ସଂଖ୍ୟା ୯୮ ଛୁଇଁଲା, ୫ ଲକ୍ଷରୁ ଅଧିକ ପରିବାର ପ୍ରଭାବିତ…

ମାନିଲା,୩୧।୧୦ : ଫିଲିପାଇନ୍ସର ପ୍ରବଳ ଟ୍ରପିକାଲ ଝଡ ପାଙ୍ଗ (ନାଲ୍ଗେ) ରେ ମୃତ୍ୟୁ ସଂଖ୍ୟା ୯୮କୁ ବୃଦ୍ଧି ପାଇଛି। ଫିଲିପାଇନ୍ସ ମିଡିଆ ରିପୋର୍ଟ ଅନୁଯାୟୀ, ଜାତୀୟ ବିପର୍ଯ୍ୟୟ…

2 years ago

ତୁର୍କୀ ଆବଶ୍ୟକ କରୁଛି ନୂଆ ସମ୍ବିଧାନ: ରାଷ୍ଟ୍ରପତି…

ଆଙ୍କରା,୩୧।୧୦ : ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏର୍ଦୋଗନ ଏକ ନୂତନ ସମ୍ବିଧାନର ପ୍ରତିଶ୍ରୁତି ଦେଇଛନ୍ତି। ଆଙ୍କରାରେ ନିଜ ଭାଷଣରେ ନାଗରିକଙ୍କ ଅଧିକାର ଏବଂ ସ୍ବାଧୀନତାକୁ ନିଶ୍ଚିତ…

2 years ago

ଖାଦ୍ୟଶସ୍ୟ ଯୋଗାଣ ଚୁକ୍ତି ସ୍ଥଗିତ ରଖିଲା ରୁଷିଆ…

ମସ୍କୋ,୩୧।୧୦ : ଖାଦ୍ୟଶସ୍ୟ ଯୋଗାଣ ଚୁକ୍ତିରେ ଅଂଶଗ୍ରହଣକୁ ସ୍ଥଗିତ ରଖିବାକୁ ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ଘୋଷଣା କରିଛି। ଏକ ବିବୃତ୍ତିରେ ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ ସେବାଷ୍ଟୋପୋଲ…

2 years ago

ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସହଯୋଗ କହିବ ଆମେରିକା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୧।୧୦ : ରଣନୈତିକ ଦୃଷ୍ଟିକୋଣରୁ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ସ୍ଥିରତା ପାଇଁ ଭାରତର ଭୂମିକାକୁ ବୃଦ୍ଧି କରାଇବାକୁ ଆମେରିକା ସହଯୋଗ କରିବ। ଆମେରିକାର ପ୍ରତିରକ୍ଷା ବିଭାଗ ପେଣ୍ଟାଗନ…

2 years ago

ବୋଲସୋନାରୋ କ୍ଷମତାରୁ ହଟିଲେ,ବାମପନ୍ଥୀ ଲୁଲାଙ୍କ ବିଜୟ…

ବ୍ରାସିଲିଆ,୩୧।୧୦: ବ୍ରାଜିଲର ରାଷ୍ଟ୍ରପତି ନିର୍ବାଚନରେ ବାମପନ୍ଥୀ ୱାର୍କର୍ସ ପାର୍ଟିର ଲୁଇଜ ଇନାସିଓ ଲୁଲା ଡା ସିଲଭା ବିଜୟ ହାସଲ କରିଛନ୍ତି। ସେ ବର୍ତ୍ତମାନର ରାଷ୍ଟ୍ରପତି ଜାୟର ବୋଲସୋନାରୋଙ୍କୁ…

2 years ago

ଆମେରିକାରେ ୫୪ ରାଜ୍ୟ: ବାଇଡେନ୍‌

ଓ୍ବାଶିଂଟନ୍‌, ୩୧ା୧୦: ୫୦ ରାଜ୍ୟକୁ ନେଇ ଗଠିତ ୟୁନାଇଟେଡ ଷ୍ଟେଟ୍ସ ଅଫ୍‌ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାର ହୋଇଛି।…

2 years ago

ଟୁଇଟରକୁ ଟକ୍କର ଦେବ ବ୍ଲୁସ୍କାଏ

ଓ୍ବାଶିଂଟନ୍‌, ୩୧।୧୦: ବିଶ୍ୱର ସବୁଠାରୁ ଧନୀ ଏଲନ ମସ୍କ ଟୁଇଟର କିଣିବା ପରେ ଏକାଧିକ ଟପ୍‌ ଏକ୍‌ଜିକ୍ୟୁଟିଭ୍‌ମାନଙ୍କୁ ଚାକିରିରୁ ବାହାର କରିଦେଇସାରିଲେଣି। ଟିଇଟରକୁ ଏକ ନୂଆ ରୂପରେ…

2 years ago

ପୁଟିନ୍‌ଙ୍କୁ ରାଷ୍ଟ୍ରପତି ପଦରୁ ହଟାଇବାକୁ ଯୋଜନା କରୁଛି ୟୁକ୍ରେନ୍‌

ମସ୍କୋ/କିଭ୍‌, ୩୦ା୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ପଦରୁ ହଟାଇବା ପାଇଁ ରୁଷିଆ ଅଧିକାରୀଙ୍କ ସହ ଆଲୋଚନା ଚାଲିଥିବା ୟୁକ୍ରେନ୍‌ ପ୍ରତିରକ୍ଷା ଗୋଇନ୍ଦା ମୁଖ୍ୟ କିରିଲୋ ବୁଦାନୋଭ୍‌…

2 years ago

କାର ବୋମା ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ୧୦୦ ଟପିଲା, ୫ ବର୍ଷ ତଳେ ଉକ୍ତ ସ୍ଥାନରେ ହୋଇଥିଲା ବିସ୍ଫୋରଣ

ମୋଗାଡିଶୁ(ସୋମାଲିଆ),୩୦।୧୦: ସୋମାଲିଆ ରାଜଧାନୀ ମୋଗାଡିଶୁର ବ୍ୟସ୍ତବହୁଳ ଅଞ୍ଚଳରେ ଶନିବାର ଦୁଇଟି କାର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁସଂଖ୍ୟା ୧୦୦ ଟପିଛି। ପାଞ୍ଚବର୍ଷ ତଳେ ଏହି…

2 years ago

ସିଓଲ ହଲୋଇନ ପାର୍ଟିରେ ଦଳାଚକଟା: ମୃତ୍ୟୁସଂଖ୍ୟା ୧୫୩କୁ ବୃଦ୍ଧି

ସିଓଲ, ୩୦ା୧୦:ଦକ୍ଷିଣ କୋରିଆ ରାଜଧାନୀ ସିଓଲରେ ଶନିବାର ହଲୋଇନ୍‌ ଉତ୍ସବ ପାଳନବେଳେ ଦଳାଚକଟା ଯୋଗୁ ମୃତ୍ୟୁସଂଖ୍ୟା ୧୫୩କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ଯୁବବର୍ଗ ରହିଛନ୍ତି,…

2 years ago