ଅନ୍ତର୍ଜାତୀୟ

୩୫୦୦ ଫୁଟ ଉଚ୍ଚରେ ଉଡୁଥିବା ବିମାନକୁ ଗୁଳିମାଡ଼, ଜଣେ ଆହତ

ବର୍ମା,୨ା୧୦: ମ୍ୟାନମାରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ୩୫୦୦ ଫୁଟ ଉଚ୍ଚରେ ଉଡ଼ୁଥିବା ବିମାନକୁ ଶୁକ୍ରବାର କେହି ଦୁର୍ବୃତ୍ତ ଗୁଳି ଚଳାଇବାରୁ ଏଥିରେ ବସିଥିବା ଜଣେ…

2 years ago

ତାଇଓ୍ବାନ ଉପରେ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଛି ଚାଇନା, ଉପଗ୍ରହ ଚିତ୍ରରୁ ମିଳିଲା ସୂଚନା…

ବେଜିଂ,୨।୧୦ : ଚାଇନା ତାଇୱାନ ଉପରେ ଆକ୍ରମଣ କରିବାକୁ ପ୍ରସ୍ତୁତ ହୋଇଛି କି? ପିପୁଲ୍ସ ଲିବରେଶନ ଆର୍ମି (ପିଏଲଏ) ଟାର୍ଗେଟ ଲକ୍‌ କରିଛି କି? ଅକ୍ଟୋବର ୧୬…

2 years ago

ଜାତିସଂଘରେ ୬ ଘଣ୍ଟା ୫୦ ମିନିଟ ଭାଷଣ ଦେଲେ ମହାତ୍ମା ଗାନ୍ଧୀ…

ଜେନେଭା,୨।୧୦ : ମହାତ୍ମା ଗାନ୍ଧୀ ମିଳିତ ଜାତିସଂଘରେ ଶୁକ୍ରବାର ଏକ ବିଶେଷ ପ୍ରଦର୍ଶନ କରିଥିଲେ। ଏହି ସମୟରେ ସେ ମୋଟ ୬ ଘଣ୍ଟା ୫୦ ମିନିଟ ଭାଷଣ…

2 years ago

ୟୁକ୍ରେନ ଉପରେ ଆଣବିକ ଆକ୍ରମଣ କରୁ ରୁଷିଆ, ପୁଟିନଙ୍କ ବନ୍ଧୁଙ୍କ ଦାବି …

ମସ୍କୋ,୨।୧୦ : ୟୁକ୍ରେନ ଉପରେ ରୁଷିଆର ଦଖଲ ଦୁର୍ବଳ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ ରୁଷୀୟ ସୈନ୍ୟ ୟୁକ୍ରେନ ଉପରେ ଆଣବିକ ଆକ୍ରମଣର ଆଶଙ୍କା ରହିଛି। ଏହି…

2 years ago

ଜାତିସଂଘରେ ଗାନ୍ଧିଜୀଙ୍କ ହଲୋଗ୍ରାମ

ଜାତିସଂଘ, ୨ା୧୦: ଅହିଂସା ଓ ଶାନ୍ତିର ପ୍ରତୀକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ ଅବସରରେ ଜାତିସଂଘରେ ଗାନ୍ଧିଜୀଙ୍କୁ ସ୍ବତନ୍ତ୍ର ଭାବେ ଉପସ୍ଥାପନ କରାଯାଇଛି। ଅକ୍ଟୋବର ୨କୁ ସାରା…

2 years ago

ରାସ୍ତାରେ ବୋଟ୍‌, ସମୁଦ୍ରରେ କାର୍‌

ଫର୍ଟ ମ୍ୟେର୍ସ ବିଚ୍‌/ଚାର୍ଲେଷ୍ଟନ୍‌,୨।୧୦: ପ୍ରଳୟଙ୍କରୀ ସାମୁଦ୍ରିକ ବାତ୍ୟା ଇଆନ୍‌ ଆମେରିକାର ଫ୍ଲୋରିଡ଼ା ଉପକୂଳକୁ ବିପର୍ଯ୍ୟସ୍ତ କରିଦେଇଛି। ବାତ୍ୟାରେ ବହୁସଂଖ୍ୟାରେ ବୋଟ୍‌ ସମୁଦ୍ରରୁ ଭାସିଆସି ବିଭିନ୍ନ ରାସ୍ତାରେ ଲାଗିଥିବାବେଳେ…

2 years ago

ୟୁଏନ୍‌ଏସ୍‌ସିରେ ରୁଷିଆ ବିରୋଧରେ ନିନ୍ଦା ପ୍ରସ୍ତାବ: ବିରତ ରହିଲା ଭାରତ

ନୂଆଦିଲ୍ଲୀ,୨।୧୦: ଗଣଭୋଟ ଜରିଆରେ ୟୁକ୍ରେନ୍‌ର ୧୫ ପ୍ରତିଶତ ଅଞ୍ଚଳ ରୁଷିଆ ନିଜ ଭୂଖଣ୍ଡରେ ମିଶାଇବା ନିଷ୍ପତ୍ତିକୁ ବିରୋଧ କରି ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଅଣାଯାଇଥିବା ନିନ୍ଦା…

2 years ago

ଲିମ୍ୟାନ୍‌ରୁ ରୁଷୀୟ ସୈନ୍ୟଙ୍କ ପଳାୟନ: ରୁଷିଆ କବଳରୁ ମୁକୁଳିଲା ୫ ୟୁକ୍ରେନ୍‌ ଗାଁ

କିଭ୍‌/ମସ୍କୋ/ଓ୍ବାଶିଂଟନ୍‌, ୨ା୧୦: ବନ୍ଧୁକ ମୁନରେ ଭୋଟିଂ କରାଇ ରୁଷିଆ ବେଆଇନ ଭାବେ ପୂର୍ବ ୟୁକ୍ରେନ୍‌ର ଡୋନେସ୍କ, ଲୁହାନ୍‌ସ୍କ ସମେତ ଜାପୋରିଝିଆ ଏବଂ ଖେରସନ୍‌କୁ ନିଜର ବୋଲି ଘୋଷଣା…

2 years ago

ଦାରିଦ୍ର୍ୟ ଦୂର କରିବ ରୋବୋ

ଓ୍ବାଶିଂଟନ୍‌, ୨ା୧୦: ବିଶ୍ୱର ସବୁଠୁ ଧନୀ ଏଲନ ମସ୍କଙ୍କ ବୈଦ୍ୟୁତିକ୍‌ କାର ନିର୍ମାଣକାରୀ କମ୍ପାନୀ ଟେସ୍‌ଲା ଏହାର ବାର୍ଷିକ ଏଆଇ ଦିବସ ପାଳନ ଅବସରରେ ଏକ ହୁମ୍ୟାନଏଡ୍‌…

2 years ago

ବିଚାରପତିଙ୍କୁ ନେଇ ଟିପ୍ପଣୀ ମାମଲା, ଇମ୍ରାନଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି…

ଇସଲାମାବାଦ,୧।୧୦ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କର ସମସ୍ୟା ବଢ଼ିବାରେ ଲାଗିଛି। ଏବେ ତାଙ୍କ ବିରୋଧରେ ଗିରଫ ଓ୍ବାରେଣ୍ଟ ଜାରି ହୋଇଛି। ବିଚାରପତିଙ୍କୁ ନେଇ ଟିପ୍ପଣୀ…

2 years ago