ଅନ୍ତର୍ଜାତୀୟ

ୟୁକ୍ରେନ୍‌ର ୪ ଅଞ୍ଚଳରେ ଗଣଭୋଟ

କିଭ୍‌/ମସ୍କୋ,୨୪ା୯: ମସ୍କୋ ଦଖଲରେ ଥିବା ୪ ଅଞ୍ଚଳ ଡୋନେସ୍କ, ଲୁହାନ୍‌ସ୍କ, ଖେରସୋନ ଓ ଜାପୋରିଝିଆ ରୁଷିଆରେ ସାମିଲ ହେବ ନା ପୂର୍ବବତ୍‌ ୟୁକ୍ରେନ୍‌ରେ ରହିବ ତାହା ହେଉଛି…

2 years ago

ମ୍ୟାନ୍‌ମାର ଗଲେ ମୃତ୍ୟୁ ଭୟ

ବ୍ୟାଙ୍କକ୍‌,୨୪ା୯: ଗତବର୍ଷ ଥାଇଲାଣ୍ଡର ଏକ ସୁନ୍ଦରୀ ପ୍ରତିଯୋଗିତା ମଞ୍ଚରେ ମ୍ୟାନ୍‌ମାର ସାମରିକ ଶାସକଙ୍କୁ ସମାଲୋଚନା କରି ଚର୍ଚ୍ଚାକୁ ଆସିଥିତ୍ଲେ ମଡେଲ ଥାଓ୍ବ ନନ୍ଦାର ଅଙ୍ଗ୍‌। ହାନ୍‌ ଲେ…

2 years ago

ଯୁଦ୍ଧ ଅପରାଧ ଘଟାଇଛି ରୁଷିଆ

ଜେନେଭା,୨୪ା୯: ୟୁକ୍ରେନ୍‌ ଆକ୍ରମଣ ପରଠାରୁ ରୁଷିଆ ସେଠାରେ ଯୁଦ୍ଧ ଅପରାଧ ଘଟାଇଚାଲିଛି। ପ୍ରାଥମିକ ତଦନ୍ତରୁ ଆପାତତଃ ଏହାର ପ୍ରମାଣ ମିଳିଛି ବୋଲି ଜାତିସଂଘର ସର୍ବୋଚ୍ଚ ମାନବାଧିକାର ସଂସ୍ଥା…

2 years ago

ୟୁଏନଜିଏରେ ପାକିସ୍ତାନ ପୁଣି ଓଗାଳିଲା କଶ୍ମୀର ରାଗ, କହିଲା ଯୁଦ୍ଧ କୌଣସି ବିକଳ୍ପ ନୁହେଁ, କଥାବର୍ତ୍ତାରେ ହେବ ସମାଧାନ

ନ୍ୟୁୟର୍କ,୨୪ ।୯: ମିଳିତ ଜାତିସଂଘ ସାଧାରଣ ସଭାରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି । ସେ କହିଛନ୍ତି ଭାରତ ସମେତ ଆମେ ସମସ୍ତ…

2 years ago

କାବୁଲରେ ପୁଣି ବିସ୍ଫୋରଣ

କାବୁଲ,୨୩।୯: ଆଫଗାନିସ୍ତାନର ରାଜଧାନୀ କାବୁଲରେ ପୁଣି ଥରେ ବିସ୍ଫୋରଣ ଘଟିଛି। ୱାଜିର ମହମ୍ମଦ ଆକବର ଖାନ ମସ୍‌ଜିଦ ନିକଟରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା। ଏହି…

2 years ago

ୟୁକ୍ରେନ ଦଖଲ ପାଇଁ ରୁଷିଆର ନୂଆ ଚାଲ୍‌

ମସ୍କୋ,୨୩।୯: ଅସ୍ତ୍ରଶସ୍ତ୍ର ଆଧାରରେ ୟୁକ୍ରେନକୁ କାବୁ କରିବାକୁ ସମସ୍ତ ଚେଷ୍ଟା ବିଫଳ ହେବା ପରେ ରୁଷିଆ ବର୍ତ୍ତମାନ ଏକ ନୂଆ କୌଶଳ ଆପଣାଇବାକୁ ଚେଷ୍ଟା କରିବାକୁ ଯାଉଛି।…

2 years ago

ଭାରତ-ପାକିସ୍ତାନ ସମ୍ପର୍କରେ କୌଣସି ଉନ୍ନତି ସମ୍ଭାବନା ନାହିଁ: ବିଲାଓ୍ବାଲା ଭୁଟ୍ଟୋ

ନ୍ୟୁୟର୍କ,୨୩।୯: ବନ୍ୟା ଯୋଗୁ ପାକିସ୍ତାନ ସ୍ଥିତି ସମ୍ପୂର୍ଣ୍ଣ ଖରାପ ହୋଇଯାଇଛି। ଦେଶ ଆର୍ଥିକ ଭାବେ ଦୁର୍ବଳ ମଧ୍ୟ ହୋଇପଡିଛି। କିନ୍ତୁ ପାକିସ୍ତାନର ନେତାମାନେ ନିଜ ଦେଶର ସ୍ଥିତି…

2 years ago

ହିଜାବ ପିନ୍ଧିବାକୁ ମନାକଲେ ମହିଳା ନ୍ୟୁଜ ଆଙ୍କର, ଆମେରିକାରେ ହୋଇପାରିଲାନି ଇରାନ ରାଷ୍ଟ୍ରପତିଙ୍କ ସାକ୍ଷାତ୍‌କାର କାର୍ଯ୍ୟକ୍ରମ

ନ୍ୟୁୟର୍କ,୨୩ ।୯: ଇରାନରେ ହିଜାବ ପିନ୍ଧିବାକୁ ନେଇ ଉପୁଜିଥିବା ବିବାଦ ମଧ୍ୟରେ ଆମେରିକାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କୁ ଅସୁବିଧାର ସମ୍ମୁଖିନ ହେବାକୁ ପଡିଛି । ଇରାନ…

2 years ago

ମେକ୍ସିକୋ ବାରରେ ଫାୟରିଂ, ୧୦ ମୃତ

ମେକ୍ସିକୋ ସିଟି,୨୩ ।୯: ମେକ୍ସିକୋର ଏକ ବାରରେ ଜଣେ ଅଜ୍ଞାତ ବନ୍ଧୁକ ଧାରୀ ଆଖିବୁଜା ଗୁଳିଚାଳନା କରିବାରୁ ଅତିକମରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

2 years ago

ଶେଷ ହୋଇନାହିଁ ମହାମାରୀ, ହେଲେ ଦେଖାଯାଉଛି ଏହାର ଅନ୍ତ: ଡବ୍ଲୁଏଚଓ ମୁଖ୍ୟ

ନ୍ୟୁୟର୍କ,୨୩ ।୯: କରୋନା ମହାମାରୀ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ । ହେଲେ ଏହାର ଅନ୍ତ ଖୁବ୍ ନିକଟରୁ ଦେଖାଯାଉଛି । ନ୍ୟୁୟର୍କରେ ଆୟୋଜିତ ୟୁଏନଜିଏ ବୈଠକରେ…

2 years ago