ଅନ୍ତର୍ଜାତୀୟ

ଆମେରିକା ୯/୧୧ ଆତଙ୍କବାଦୀ ଆକ୍ରମଣକୁ ପୂରଣ ହେଲା ୨୧ ବର୍ଷ, ଥରି ଉଠିଥିଲା ଦେଶ

ୱାଶିଂଟନ,୧୧ ।୯: ଆମେରିକାର ୯/୧୧ ଆତଙ୍କବାଦୀ ଆକ୍ରମଣକୁ ଆଜି ୨୧ ବର୍ଷ ପୁରଣ ହୋଇଛି । ଏହି ଦିନକୁ ଆମେରିକା ପାଇଁ କଳା ଦିବସ ବୋଲି କୁହାଯାଏ…

2 years ago

ଶେଷକୃତ୍ୟରେ ସାମିଲ ହେବେ ବାଇଡେନ୍‌

ଓ୍ବାଶିଂଟନ୍‌, ୧୧ା୯: ବ୍ରିଟେନ ମହାରାଣୀ ଏଲିଜାବେଥ୍‌ଙ୍କ ଶେଷକୃତ୍ୟ କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଯୋଗଦେବେ ବୋଲି କହିଛନ୍ତି। କିଙ୍ଗ୍‌ ଚାଲର୍‌ସ ତୃତୀୟଙ୍କ ସହ ଏ ଯାଏ…

2 years ago

ଏଲିଜାବେଥ୍‌ଙ୍କ ପରେ ମାର୍ଗାରେଟ୍‌

କୋପେନ୍‌ହାଗେନ, ୧୧ା୯: ଏଲିଜାବେଥ୍‌ ଦ୍ୱିତୀୟଙ୍କ ପରଲୋକ ପରେ ଏବେ ଡେନ୍‌ମାର୍କର କୁଇନ୍‌ ମାର୍ଗାରେଟ୍‌ ଦ୍ୱିତୀୟ ୟୁରୋପର ସର୍ବାଧିକ କାଳ ଶାସନରେ ଥିବା ମହାରାଣୀ ହୋଇଛନ୍ତି। ବାପା ଫ୍ରେଡ୍ରିକ୍‌…

2 years ago

ଖାରକିଭରୁ ପଛକୁ ହଟିଲେ ରୁଷିଆ ସେନା, ଜେଲନସ୍କି କହିଲେ ଭଲ ନିଷ୍ପତ୍ତିି

କ୍ୱିଭ,୧୧ ।୯: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଗୁୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକ ଆସିଛି । ପ୍ରଥମଟି ହେଉଛି ୟୁକ୍ରେନର ଉତ୍ତର-ପୂର୍ବର ପ୍ରମୁଖ ରେଲୱେ ସହର କୁପିୟାଂସ୍କ…

2 years ago

ତିମି ସହ ଧକ୍କା ଦେଇ ଓଲଟି ପଡ଼ିଲା ବୋଟ୍‌, ୫ ଜଣଙ୍କ ଜୀବନ ଗଲା

ଓ୍ବେଲିଂଟନ,୧୦ା୯: ନ୍ୟୁଜିଲାଣ୍ଡର ଏକ ଚାର୍ଟର ବୋଟ୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବୋଟ୍‌ଟି କାଇକୌରାର ସାଉଥ୍‌ ଆଇଲାଣ୍ଡ ସହର ନିକଟରେ ଏକ ତିମି ସହ ଧକ୍କା ଦେଇ ଓଲଟି…

2 years ago

ବୈଜ୍ଞାନିକଙ୍କ ଚେତାବନୀ: ଏହି ଦେଶରେ ଦେଖାଦେବ ମରୁଡ଼ି, ଉତ୍ତାପ, ନିଆଁ ଆଉ ବନ୍ୟା

ଲସ୍‌ଏଞ୍ଜେଲ୍‌ସ,୧୦ା୯: କାଲିଫର୍ନିଆରେ ୧୦ ଦିନର ରେକର୍ଡ ଭାଙ୍ଗିଛି ଗରମ। ଯାହାକି ଅତ୍ୟନ୍ତ ଅସ୍ବାଭାବିକ ଥିଲା। ଲସ୍‌ ଆଞ୍ଜେଲ୍ସର କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ଜଳବାୟୁ ବୈଜ୍ଞାନିକ ଡାନିଏଲ ସ୍ବେଡ଼୍‌ ତାଙ୍କ…

2 years ago

ଚାଇନାରେ ମେଡିକାଲ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କୁ ଭାରତର ଚେତାବନୀ

ନୂଆଦିଲ୍ଲୀ/ବେଜିଂ,୧୦ା୯: ଚାଇନାରେ ମେଡିକାଲ ପଢ଼ିବାକୁ ଅପେକ୍ଷା କରିଥିବା ଛାତ୍ରୀଛାତ୍ରଙ୍କୁ ଭାରତ ଚେତାବନୀ ଦେଇଛି। ନୂତନ ଛାତ୍ର ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବା ପରେ ଚାଇନାରେ ଅଧ୍ୟୟନର ପରବର୍ତ୍ତୀ…

2 years ago

ବାଂଲାଦେଶରେ ବାୟୁ ପ୍ରଦୂଷଣ

ଢାକା,୧୦ା୯: ବାଂଲାଦେଶ ରାଜଧାନୀ ଢାକାରେ ବାୟୁର ଗୁଣବତ୍ତା ଦିନକୁ ଦିନ ଖରାପ ହେବାରେ ଲାଗିଛି। ଏଠାରେ ବାୟୁ ଗୁଣବତ୍ତା ଶନିବାର ଅତ୍ୟନ୍ତ ଅସ୍ବାସ୍ଥ୍ୟକର ହୋଇପଡ଼ିଛି। ଦୁନିଆର ଅନ୍ୟତମ…

2 years ago

ପାକିସ୍ତାନ ବନ୍ୟାରେ ୩୦ ବିଲିୟନ ଡଲାର କ୍ଷତି

ଇସ୍‌ଲାମାବାଦ,୧୦।୯: ପାକିସ୍ତାନରେ ଲଗାଣ ବର୍ଷା ଜନିତ ପ୍ରଳୟଙ୍କରୀ ବନ୍ୟାରେ ୩୦ ବିଲିୟନ ଡଲାର ମୂଲ୍ୟର କ୍ଷୟକ୍ଷତି ହୋଇଥିବା ସରକାର ଆକାଳନ କରିଛନ୍ତି। ଶୁକ୍ରବାର ବନ୍ୟାଞ୍ଚଳ ଗସ୍ତରେ ଆସିଥିବା…

2 years ago

ବ୍ରିଟେନର ନୂଆ ରାଜା ଚାଲର୍ସ ତୃତୀୟ…

ଲଣ୍ଡନ, ୧୦।୯ : ରାଣୀ ଏଲିଜାବେଥଙ୍କ ପରେ ବ୍ରିଟେନ ଆନୁଷ୍ଠାନିକ ଭାବରେ ଏହାର ନୂତନ ରାଜା ପାଇଛି। ଶନିବାର ସେଣ୍ଟ ଜେମ୍ସ ପ୍ୟାଲେସରେ ଆକ୍ସେସନ କାଉନସିଲର ଏକ…

2 years ago