ଅନ୍ତର୍ଜାତୀୟ

ଚାଇନାରେ ପୁଣି କାୟା ବିସ୍ତାର କଲା କରୋନା: ୨ କୋଟିରୁ ଅଧିକ ଲୋକଙ୍କୁ ଘରୁ ବାହାରିବା ମନା

ବେଜିଂ,୧।୯: କରୋନା ମହାମାରୀ ହେତୁ ଚାଇନାର ଅନେକ ସହରରେ ପୁଣି ଲକଡାଉନ ଘୋଷଣା କରାଯାଇଛି। ଚେଙ୍ଗଡୁ ସହରରେ ଶହ ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଦୁଇ…

2 years ago

ଭୁଲ୍‌ରେ ବ୍ୟାଙ୍କ ଆକାଉଣ୍ଟରେ ଟ୍ରାନ୍ସଫର୍‌ ହୋଇଗଲା ୫୭ କୋଟି ଟଙ୍କା: ଆଉ ତା’ପରେ

ମେଲବୋର୍ଣ୍ଣ,୧।୯: ସାଧାରଣତଃ ଅନେକ ଥର ଭୁଲରେ ଲୋକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ବିପୁଳ ପରିମାଣର ଅର୍ଥ ଟ୍ରାନ୍ସଫର୍‌ ହୋଇଯାଏ। ଏଭଳି ପରିସ୍ଥିତିରେ ଟଙ୍କା ପାଇଥିବା ଲୋକଙ୍କୁ ବ୍ୟାଙ୍କକୁ ଟଙ୍କା…

2 years ago

ଯୁଦ୍ଧ ମୁହାଁ ଇସ୍ରାଏଲ-ଇରାନ! ଗୋଟିଏ ଘଣ୍ଟାରେ ସିରିଆର ଦୁଇଟି ବିମାନ ବନ୍ଦରରେ ଇସ୍ରାଏଲର ମିଶାଇଲ ମାଡ

ଜେରୁଜେଲମ,୧ ।୯: ଇସ୍ରାଏଲ ଓ ଇରାନ ମଧ୍ୟରେ ଖୁବଶୀଘ୍ର ଯୁଦ୍ଧ ଆଶଙ୍କା କରାଯାଉଛି । କାରଣ ଇସ୍ରାଏଲ ଏବେ ଇରାନ ବିମାନ ବନ୍ଦରକୁ ଟାର୍ଗେଟ କରିଛି ।…

2 years ago

ମୋବାଇଲ ଫୋନ ଅଧିକ ବ୍ୟବହାର କଲେ ବୃଦ୍ଧି ହୋଇପାରେ ମେଦବହୁଳତା, ଗବେଷଣା ରିପୋର୍ଟ…

ଓ୍ବାଶିଂଟନ, ୧।୯ : ମୋବାଇଲ ଫୋନ ଠାରୁ ଆରମ୍ଭ କରି ଲାପଟପ ଏବଂ ଟ୍ୟାବ ଆଦି ସହିତ ଅଧିକ ସମୟ ବିତାଇବା ଦ୍ୱାରା ମେଦବହୁଳତା ତଥା ମାନସିକ…

2 years ago

ଶିନଜିଆଙ୍ଗରେ ମୁସଲମାନ ମହିଳାଙ୍କୁ ବଳାତ୍କାର କରୁଛନ୍ତି ଚାଇନା ସୈନ୍ୟ: ଜାତିସଂଘ ରିପୋର୍ଟ…

ଜେନେଭା, ୧।୯ : ମିଳିତ ଜାତିସଂଘର ମାନବିକ ଅଧିକାର ରିପୋର୍ଟ ଅନୁଯାୟୀ, ଚାଇନା ଏହାର ଶିନଜିଆଙ୍ଗ ପ୍ରଦେଶରେ ମୁସଲମାନମାନଙ୍କ ଉପରେ ନିର୍ମମ ଭାବେ ଅତ୍ୟାଚାର ଜାରି ରଖିଛି।…

2 years ago

ସୋଭିଏଟ୍‌ର ପତନ ଓ ଗୋର୍ବାଚେଭ୍‌

ମସ୍କୋ, ୧ା୯: ୧୯୧୭ରେ ବୋଲସେଭିକ୍‌ କ୍ରାନ୍ତି ଓ ଜାର୍‌ ନିକୋଲାସ୍‌ ଦ୍ୱିତୀୟ ଶାସନରୁ ହଟିବା ପରେ ସୋଭିଏଟ୍‌ ସଂଘ ଗଠନ ହୋଇଥିଲା। ହେଲେ ଦେଶରେ ରାଜନୈତିକ ଅସ୍ଥିରତା…

2 years ago

ବିପ୍ଳବୀ ନେତା ଚେ ଗୁଏଭାରାଙ୍କ ପୁଅ କାମିଲୋଙ୍କ ପରଲୋକ

ବୁଏନ୍ସ ଏୟାର୍ସ,୧।୯: ଆଜେଣ୍ଟିନା ଜନ୍ମିତ ମାର୍କ୍ସବାଦୀ ବିପ୍ଳବୀ ନେତା ଏର୍ନେଷ୍ଟୋ ଚେ ଗୁଏଭାରାଙ୍କ ପୁଅ କାମିଲୋ ଗୁଏଭାରା ମାର୍ଚଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୬୦ ବର୍ଷ ହୋଇଥିଲା।…

2 years ago

ବିଶ୍ୱର ଅଧା ହସ୍ପିଟାଲରେ ସ୍ବଚ୍ଛତାର ଅଭାବ: ଜାତିସଂଘ

ଜେନେଭା: ବିଶ୍ୱର ଅଧା ହସ୍ପିଟାଲରେ ଚିକିତ୍ସା କ୍ଷେତ୍ରରେ ଜରୁରୀ ସ୍ବଚ୍ଛତା ଆପଣାଯାଉ ନାହିଁ। ଏଥିଯୋଗୁ ପ୍ରାୟ ୪ ବିଲିୟନ୍‌ ଲୋକ ସଂକ୍ରମିତ ହେବା ଆଶଙ୍କା ସୃଷ୍ଟି ହୋଇଛି…

2 years ago

ବଙ୍କିହାମ ପ୍ୟାଲେସରେ ଶପଥ ନେବେନି ନୂଆ ପ୍ରଧାନମନ୍ତ୍ରୀ, ପ୍ରଥମଥର ଭାଙ୍ଗିବ ରାଜକୀୟ ପରମ୍ପରା

ଲଣ୍ଡନ,୩୧ା୮: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ  ସେପ୍ଟେମ୍ବର ୫ରେ ଶପଥ ନେବେ। ତେବେ ବ୍ରିଟେନର ରାଣୀ ଦ୍ୱିତୀୟ ଏଲିଜାବେଥ ବର୍ତ୍ତମାନ ସ୍କଟ୍‌ଲ୍ୟାଣ୍ଡରେ ଅଛନ୍ତି। ଏହି ସମୟ ମଧ୍ୟରେ ସେ…

2 years ago

ପର୍ତ୍ତୁଗାଲରେ ଭାରତୀୟ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ହଙ୍ଗାମା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଇସ୍ତଫା

ଲିସବନ,୩୧।୮: ଜଣେ ଭାରତୀୟ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ପର୍ତ୍ତୁଗାଲରେ ହଙ୍ଗାମା ସୃଷ୍ଟି ହୋଇଛି। ଏହି ଘଟଣାରେ ପର୍ତ୍ତୁଗାଲର ସ୍ବାସ୍ଥ୍ୟମନ୍ତ୍ରୀ ମାର୍ଟା ଟେମିଡୋ ତାଙ୍କ ପଦରୁ ଇସ୍ତଫା…

2 years ago