ଅନ୍ତର୍ଜାତୀୟ

୧୩୦ଟି ବସ୍‌ରେ ଖାର୍କିଭ-ସୁମିରୁ ଉଦ୍ଧାର ହେବେ ଭାରତୀୟ

କ୍ୱିଭ୍‌,୪।୩: ୟୁକ୍ରେନରେ ଫସି ରହିଥିବା ଭାରତୀୟ ଛାତ୍ରମାନଙ୍କୁ ଉଦ୍ଧାର କରିବା ଲାଗି ରୁଷିଆ ମଧ୍ୟ ଆଗକୁ ଆସିଛି। ରୁଷିଆ ପକ୍ଷରୁ ଏଥିପାଇଁ ୧୩୦ଟି ବସ୍‌କୁ ପ୍ରସ୍ତୁତ କରାଯାଇଛି। ଏହି ବସ୍‌ରେ ୟୁକ୍ରେନ ସୀମା ଦେଇ ଭାରତୀୟଙ୍କୁ ଉଦ୍ଧାର କରାଯିବ। ଏହାପରେ...

ପେଶାୱର ମସ୍‌ଜିଦରେ ଆତ୍ମଘାତୀ ଆକ୍ରମଣ: ବିସ୍ଫୋରଣରେ ୪୬ମୃତ

ଇସ୍‌ଲାମାବାଦ,୪।୩: ପାକିସ୍ତାନର ଏକ ମସ୍‌ଜିଦ ଉପରେ ଆତ୍ମଘାତୀ ଆକ୍ରମଣ ହୋଇଛି। ଏହି ବିସ୍ଫୋରଣରେ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଶୁକ୍ରବାର ପେଶୱାର ମସ୍‌ଜିଦରେ ପ୍ରାର୍ଥନା ସମୟରେ ଏହି ବିସ୍ଫୋରଣ ଘଟିଥିବା ସୂଚନା ରହିିଛି।...

ରୁଷିଆରେ ଫେସ୍‌ବୁକ୍‌ ସହିତ ଆଉ କିଛି ଓ୍ବେବ୍‌ସାଇଟ୍‌ ଡାଉନ୍‌

ମସ୍କୋ,୪ା୩: ରୁଷିଆ-ୟୁକ୍ରେନ ମଧ୍ୟରେ ଘମାଘଟ ଯୁଦ୍ଧ ଚାଲିଛି। ଏହା ଭିତରେ ରୁଷିଆର ଅନେକ ମିଡିଆ ଓ୍ବେବସାଇଟ ଡାଉନ୍‌ ହୋଇଥିବା ଜଣାପଡ଼ିଛି। ଏଥିରେ ଫେସବୁକ୍‌ ମଧ୍ୟ ଅନ୍ତର୍ଭୁକ୍ତ। କୁହାଯାଉଛି, ଯୁଦ୍ଧ ବିରୋଧରେ ସ୍ବର ଉତ୍ତୋଳନ କରିଥିବା ଲୋକଙ୍କ ଜିଭରେ ଲଗାମ ଦେବାକୁ...

ବିଶ୍ୱରେ ବଢ଼ିବ ଖାଦ୍ୟ ଆଉ ଗରିବୀ ସମସ୍ୟା

ନୂଆଦିଲ୍ଲୀ,୪ା୩: ଜଳବାୟୁ ପରିବର୍ତ୍ତନ ଏବଂ ପାଣିପାଗର ପରିବର୍ତ୍ତନ ଯୋଗୁ ବିଶ୍ୱ ଅର୍ଥ ବ୍ୟବସ୍ଥା ପ୍ରଭାବିତ ହୋଇଛି। ଯଦି ଏହାକୁ ଗମ୍ଭୀର ସହକାରେ ଧ୍ୟାନ ଦିଆ ନ ଯାଏ, ତେବେ ଏହା ସମଗ୍ର ବିଶ୍ୱର ଲକ୍ଷ ଲକ୍ଷ ଲୋକ ଭୋକ ଏବଂ...

ନ୍ୟୁକ୍ଲିୟର ପ୍ଲାଣ୍ଟରେ ରୁଷିଆର କବ୍‌ଜା ପରେ ୟୁଏନ୍‌ ଡକାଇଲା ଜରୁରୀକାଳୀନ ବୈଠକ

ଲଣ୍ଡନ,୪।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ନବମ ଦିନରେ ପହଞ୍ଚିଛି। ବେଳକୁ ବେଳ ୨ଦେଶ ମଧ୍ୟରେ ଯୁଦ୍ଧ ଭୟଙ୍କର ହେବାରେ ଲାଗିଛି। ଶୁକ୍ରବାର ୟୁକ୍ରେନର ଜପୋରିଝିଆ ନ୍ୟୁକ୍ଲିୟର ପ୍ଲାଣ୍ଟରେ ରୁଷିଆ ସୈନ୍ୟ ଆକ୍ରମଣ କରି କବଜା...

ପରମାଣୁ ପ୍ଲାଣ୍ଟ କବ୍‌ଜା କଲା ରୁଷିଆ

କ୍ୱିଭ୍‌,୪।୩: ରୁଷିଆ ସୈନ୍ୟବାହିନୀ ୟୁକ୍ରେନର ଜାପୋରିଜିଆ ପରମାଣୁ ପାଓ୍ବାର ପ୍ଲାଣ୍ଟକୁ କବ୍ଜା କରି ନେଇଛି। ଏହାପୂର୍ବରୁ ରୁଷିଆ ସେନା ଏହାକୁ ବୋମାମାଡ଼ କରିଥିଲା, ଏହା ପରେ ପ୍ଲାଣ୍ଟ ପରିସରରେ ଧୂଆଁ ବାହାରୁଥିଲା। ଆମେରିକା, ବ୍ରିଟେନ ଇତ୍ୟାଦି ଏହା ଉପରେ ଉଦବେଗ...

ମହାକାଶ ରକେଟରେ ତ୍ରିରଙ୍ଗାକୁ ରଖି ଆମେରିକା, ଜାପାନ ପତାକା ହଟାଇଲା ରୁଷିଆ

ନୂଆଦିଲ୍ଲୀ,୪।୩: ରୁଷିଆ ସରକାରଙ୍କ ମହାକାଶ ଏଜେନ୍ସି ଆମେରିକା, ଜାପାନ ସମେତ ଅନ୍ୟ କିଛି ଦେଶର ପତାକା ହଟାଇ ଦେଇଛି। କିନ୍ତୁ ସ୍ପେସ୍‌ପୋର୍ଟ ବାଇକୋନୁରରେ ଥିବା ବିରାଟ ରକେଟରେ ଭାରତୀୟ ପତାକା ଚିତ୍ରକୁ ସ୍ଥାନ ଦିଆଯାଇଛି। ରସ୍କୋମସ ଏହି ପଦକ୍ଷେପ ଦର୍ଶାଉଛି...

ରୋମାନିଆ ମେୟର-ବିମାନ ଚଳାଚଳ ମନ୍ତ୍ରୀ ମୁହାଁମୁହିଁ

ରୋମାନିଆ,୪ା୩: ଭାରତର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ରୋମାନିଆର ମେୟର ମୁହାଁମୁହିଁ ହୋଇଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର ପାଇଁ ‘ଅପରେଶନ ଗଙ୍ଗା’କୁ ଜୋର୍‌ଦାର କରାଯାଇଛି। ଏହି ପ୍ରକ୍ରିୟାରେ ୟୁକ୍ରେନରୁ ଆସି ରୋମାନିଆରେ ପହଞ୍ଚିଥିବା...

ୟୁକ୍ରେନର ସ୍କୁଲ, ବଡ ବଡ ଘର ଉପରେ ରୁଷିଆର ଆକ୍ରମଣ: ଚେର୍ନିହିବରେ ୩୩ ଜଣଙ୍କ ମୃତ୍ୟୁ

କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ନବମ ଦିନରେ ପହଞ୍ଚିଛି । ଏବେ ୟୁକ୍ରେନର ଯୁଆଡେ ଚାହିଁଲେ ସିଆଡେ ଖାଲି ଧ୍ୱଂସ ଆଉ ଧ୍ୱଂସ । ରୁଷିଆର ଭୟଙ୍କର ଆକ୍ରମଣରେ ଏକ ପ୍ରକାର ଧ୍ୱଂସର ଦ୍ୱାର ଦେଶରେ ଠିଆ ହୋଇଛି...

ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ ଘଟଣାକୁ ନେଇ ଜେଲେନସ୍କିଙ୍କ ସହ କଥା ହେଲେ ବାଇଡେନ

ୱାଶିଂଟନ,୪ ।୩: ୟୁକ୍ରେନର ଏନରହୋଦର ସହରରେ ଥିବା ୟୁରୋପର ସବୁଠାରୁ ବଡ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ଜାପୋରଝିଆରେ ରୁଷିଆ ପକ୍ଷରୁ ବିସ୍ଫୋରଣ କରାଯିବା ପରେ ଶୁକ୍ରବାର ଏଥିରେ ଅଚାନକ ନିଆଁ ଲାଗିଯାଇଛି । ଯଦି ଏଥିରେ ବିସ୍ଫୋରଣ ହୁଏ ତେବେ...

କ୍ୱିଭରେ ଗୁଳିମାଡରେ ଜଣେ ଭାରତୀୟ ଛାତ୍ର ଆହତ

କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଘନଘଟା ମଧ୍ୟରେ ନବମ ଦିନରେ ବି ଗର୍ଜୁଛି ମିଶାଇଲ, ଜଳୁଛି ସହର ପରେ ସହର । ତେବେ ୟୁକ୍ରେନରେ ଥିବା ଭାରତୀୟଙ୍କୁ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ଶୁକ୍ରବାର ସକାଳୁ ଗୁଳି ଫୁଟିିବାରୁ ଜଣେ...

ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ ଘଟଣାକୁ ନେଇ ଚେତାବନୀ ଦେଲା ଆଇଏଇଏ

ଭିଏନା,୪ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ନବମ ଦିନରେ ପହଞ୍ଚିଥିବା ବେଳେ ବେଳକୁ ବେଳ ଏହା ଭୟଙ୍କର ରୂପ ଧାରଣ କରୁଛି । ୟୁକ୍ରେନର ପ୍ରାୟ ସବୁ ବଡ ବଡ ସହର ଏବେ ଧ୍ୱଂସ ସ୍ତୁପରେ ପରିଣତ ହୋଇଥିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri