ଅନ୍ତର୍ଜାତୀୟ

ରୁଷିଆ ସହ ଲଢ଼ି ଶକ୍ତିର ପ୍ରମାଣ ଦେଇଛୁ: ଜେଲେନ୍‌ସ୍କି

କ୍ୱିଭ୍‌, ୧ା୩: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ସୋମବାର ଉଭୟ ପକ୍ଷ ମଧ୍ୟରେ ବେଲାରୁଷ ସୀମାରେ ପ୍ରଥମ ଥର ପାଇଁ ଶାନ୍ତି ଆଲୋଚନା ନିମନ୍ତେ ବୈଠକ ବସିଥିଲେ ବି ସେଥିରୁ କୌଣସି ନିଷ୍କର୍ଷ ବାହାରିପାରିନାହିଁ। ରୁଷିଆର ଦାବିକୁ...

ଟାର୍ଗେଟ୍‌ ଆକ୍ରମଣ ଯୋଜନା କରୁଛି ରୁଷିଆ, ଲୋକଙ୍କ ଘର ଉପରେ ସନ୍ଦିଗ୍ଧ ଚିହ୍ନ…

କ୍ୱିଭ୍‌,୧।୩ : ରୁଷିଆ ଏବେ ୟୁକ୍ରେନ୍‌ରେ ଟାର୍ଗେଟ୍‌ ଆକ୍ରମଣର ଯୋଜନା କରୁଥିବା ଅଭିଯୋଗ ହୋଇଛି। କ୍ୱିଭ୍‌ର ବହୁ ଲୋକଙ୍କ ଘର ଉପରେ ସନ୍ଦିଗ୍ଧ ଚିହ୍ନ ଦେଖିବାକୁ ମିଳିଛି। ତେବେ ଏଭଳି ଚିହ୍ନ କିଏ କାହିଁକି କରିଛି ତାହା ମଧ୍ୟ ସମ୍ପୃକ୍ତ...

ଆମେରିକା ହିଁ ୟୁକ୍ରେନ୍‌ ଯୁଦ୍ଧ ପାଇଁ ଦାୟୀ, ଇରାନ୍‌ ସୁପ୍ରିମ୍‌ ଲିଡରଙ୍କ ଆକ୍ଷେପ…

ତେହେରାନ,୧।୩ : ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ନେଇ ଇରାନ୍‌ର ସୁପ୍ରିମ୍‌ ଲିଡର ଆୟତୁଲା ଅଲ୍ଲୀ ଖାମନେଇ ଆମେରିକା ଉପରେ ଦୋଷ ବୋଳିଛନ୍ତି। ସେ କହିଛନ୍ତି ଯେ, ଆମେରିକା ମାଫିଆ ଭଳି କାର୍ଯ୍ୟ କରୁଛି। ଆମେରିକା ଜାଣିଶୁଣି ଯୁଦ୍ଧ ସ୍ଥିତି...

ୟୁକ୍ରେନ୍‌ ରାଷ୍ଟ୍ରପତିଙ୍କ ପାଇଁ ଛିଡ଼ା ହୋଇ ତାଳି ମାରିଲେ ଇୟୁ ସଦସ୍ୟ

କ୍ୱିଭ୍‌,୧।୩: ଲଗାତାର ୬ ଦିନ ଧରି ରୁଷିଆର ଘନଘନ ଆକ୍ରମଣ ସତ୍ତ୍ୱେ ପଛକୁ ହଟିବାକୁ ନାରାଜ ୟୁକ୍ରେନ୍‌। ଉଭୟ ଦେଶ ମଧ୍ୟରେ ଲଢ଼େଇ ଜାରି ରହିଛି। ରୁଷିଆର ବିରୋଧ ସତ୍ତ୍ୱେ ଭୋଲୋଡିମିରି ଜେଲେନ୍‌ସ୍କି ୟୁରୋପୀୟ ସଂଘ(ଇୟୁ)ର ସଦସ୍ୟତା ପାଇଁ ଆବେଦନ...

ଖାଦ୍ୟ କିଣିବାକୁ ଧାଡ଼ିରେ ଛିଡ଼ା ହୋଇଥିଲେ ନବୀନ, ହଠାତ୍‌ ହୋଇଥିଲା ବୋମାମାଡ଼

କ୍ୱିଭ୍‌,୧।୩: ଯୁଦ୍ଧଭୂମି ୟୁକ୍ରେନ୍‌ରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର ଲାଗି ଗୋଟିଏ ପଟେ ଭାରତ ସରକାର ଅଭିଯାନ ଜାରି ରଖିଥିବା ବେଳେ ଆସିଛି ଦୁଃଖଦ ଖବର। ଖାର୍କିଭ୍‌ରେ ଘଟିଥିବା ବୋମାମାଡ଼ରେ ଭାରତୀୟ ଛାତ୍ର ନବୀନ ଶେଖରପ୍ପା(୨୧)ଙ୍କ ମୃତ୍ୟୁ ଘଟିଛି। ଏନେଇ...

ଜାତିସଂଘରେ ଏକୁଟିଆ ରୁଷିଆ,ସଦସ୍ୟ ରାଷ୍ଟ୍ର କଲେ ଗୃହତ୍ୟାଗ…

ଜେନେଭା,୧।୩ : ୟୁକ୍ରେନ୍‌ ଉପରେ ଆକ୍ରମଣ କରି ରୁଷିଆ ଏବେ ଚାରିପଟୁ ବିରୋଧର ସମ୍ମୁଖୀନ ହେବାରେ ଲାଗିଛି। ମଙ୍ଗଳବାର ଜାତିସଂଘ ମାନବାଧିକାର ପରିଷଦ ବୈଠକରେ ବିରୋଧାଭାସର ଦୃଶ୍ୟ ଦେଖିବାକୁ ମିଳିଛି। ବୈଠକରେ ରୁଷିଆ ବୈଦେଶିକ ମନ୍ତ୍ରୀ ସେରେଜ ରାଓ୍ବରୋଓ୍ବ କହିବାକୁ...

ରୁଷିଆ ଆକ୍ରମଣ ଭୟରେ ନାଟୋ ଆହ୍ବାନକୁ ଖାରଜ କଲା ବ୍ରିଟେନ୍‌…

ଲଣ୍ଡନ,୧।୩ : ରୁଷିଆର ଆକ୍ରମଣ ଭୟରେ ବ୍ରିଟେନ୍‌ ନାଟୋର ଆହ୍ବାନକୁ ଖାରଜ କରିଛି। ନାଟୋ କଥାରେ ରାଜି ହେଲେ କାଳେ ରୁଷିଆ ଅକ୍ରମଣ କରିବ। ଏହି ଭୟରେ ବ୍ରିଟେନ୍‌ ନାଟୋର କଥାକୁ ଅଣଦେଖା କରିଛି। ବିମାନ ଉଡ଼ାଣ ପ୍ରତିବନ୍ଧକ କ୍ଷେତ୍ର...

ନରସଂହାର, ୟୁକ୍ରେନ୍‌ରେ ପଡ଼ିଛି ଭାକ୍ୟୁମ୍‌ ବୋମା, ଅକ୍ସିଜେନ୍‌ ନେଇଛି ଶୋଷି !…

କ୍ୱିଭ୍‌,୧।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ମହାଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ, କିଛି ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ ୟୁକ୍ରେନ ଯୁଦ୍ଧରେ ରୁଷିଆ ଭାକ୍ୟୁମ୍‌ ବୋମା ବ୍ୟବହାର କରିଛି। ଏହି ମହାବିନାଶକ ବୋମା ଯୋଗୁଁ ବହୁ ଲୋକଙ୍କ ଜୀବନ...

ରୁଷିଆକୁ ପୁଣି ଝଟ୍‌କା, ମାଷ୍ଟରକାର୍ଡ ପକ୍ଷରୁ ବଡ ପଦକ୍ଷେପ…

କ୍ୱିଭ୍‌,୧।୩ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ପରେ ମାଷ୍ଟରକାର୍ଡ ପକ୍ଷରୁ ମଧ୍ୟ ଏକ ବଡ ପଦକ୍ଷେପ ନେଇଛି। ୟୁକ୍ରେନ ଉପରେ ଆକ୍ରମଣ ଷଷ୍ଠ ଦିନରେ ଦ୍ୱିତୀୟ ବୃହତ୍ତମ ସହର ଖାଓର୍‌ବିଓ୍ବରେ ବିସ୍ଫୋରଣ ହୋଇଛି। ରୁଷିଆ ଉପରେ ଲାଗିଥିବା କଟକଣାକୁ...

ୟୁକ୍ରେନରେ ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

କ୍ୱିଭ,୧।୩: ରୁଷିଆ ଓ ୟୁକ୍ରେନ ଯୁଦ୍ଧର ୬ଷ୍ଠ ଦିନରେ ବି ଭୟଙ୍କର ଗୁଳିଗୋଳା ଜାରି ରହିଛି। ଇତିମଧ୍ୟରେ ୟୁକ୍ରେନରେ ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଖାର୍କ୍ୱିଭରେ ରୁଷିଆ ପକ୍ଷରୁ ହୋଇଥିବା ଗୁଳିବିନିମୟରେ ମଙ୍ଗଳବାର ସକାଳେ ଜଣେ...

ଚାଇନାର ଚିନ୍ତା ବଢ଼ିଲା, ବିବାହ ପାଇଁ ଅମଙ୍ଗ ଯୁବବର୍ଗ…

ବେଜିଂ,୧।୩ : ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି। ଯୁବବର୍ଗ ଏବେ ବିବାହ କରିବାକୁ ଅମଙ୍ଗ ହେଉଛନ୍ତି। ଫଳରେ ମାନବ ସମ୍ବଳ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦେଶରେ ବିବାହ ପଞ୍ଜିକରଣ ସଂଖ୍ୟାରେ ହ୍ରାସ ହେବା ସହିତ ଜନ୍ମ ହାର...

ରୁଷିଆ ପରେ ଏବେ ବେଲାରୁସ୍‌ କଲା ଯୁଦ୍ଧ ଘୋଷଣା

ମିନସ୍କ,୧।୩: ରୁଷିଆ ସହିତ ଯୁଦ୍ଧ ମଧ୍ୟରେ ୟୁକ୍ରେନ ପାଇଁ ଏକ ଖରାପ ଖବର ସାମ୍ନାକୁ ଆସିଛି। ରୁଷିଆ ପରେ ଏବେ ବେଲାରୁଷ ମଧ୍ୟ ୟୁକ୍ରେନ ବିରୋଧରେ ଯୁଦ୍ଧ କରିବାକୁ ଘୋଷଣା କରିଛି। ଇତିମଧ୍ୟରେ ଖୁନିକି ଉପରେ ଏକ ଯୁଦ୍ଧ ବିମାନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri