ଅନ୍ତର୍ଜାତୀୟ

ରୁଷିଆ-ୟୁକ୍ରେନ ମଧ୍ୟରେ ଆଲୋଚନା ଆରମ୍ଭ

ମସ୍କୋ,୨୮।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ ହେବ କି ନାହିଁ, ସୋମବାର ନିଷ୍ପତ୍ତି ନିଆଯାଇପାରେ। ବେଲାରୁଷରେ ରୁଷିଆ-ୟୁକ୍ରେନ ମଧ୍ୟରେ ଆଲୋଚନା ଆରମ୍ଭ ହୋଇଛି। ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ମଧ୍ୟରେ ସୃଷ୍ଟି ହୋଇଥିବା ଗୁରୁତର ପରିସ୍ଥିତିକୁ ଦୃଷ୍ଟିରେ...

ୟୁକ୍ରେନ୍‌ ସଙ୍କଟ: କ୍ୱିଭ୍‌ରୁ ଉଠିଲା କର୍ଫ୍ୟୁ

କ୍ୱିଭ୍‌,୨୮।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ୟୁକ୍ରେନ ସରକାର ରାଜଧାନୀ କ୍ୱିଭ୍‌ରୁ ସପ୍ତାହାନ୍ତ କର୍ଫ୍ୟୁ ହଟାଇ ଦେଇଛନ୍ତି। କର୍ଫ୍ୟୁ ଉଠିବା ପରେ ଭାରତ ସମେତ ଅନ୍ୟ ଦେଶର ଦୂତାବାସକୁ...

ତ୍ରିରଙ୍ଗା ଦେଖି ଗୁଳି ଚଳାଇବା ବନ୍ଦ କରିଦେଉଛନ୍ତି ରୁଷିଆ-ୟୁକ୍ରେନ ସେନା

କ୍ୱିଭ୍‌,୨୮।୨: ୟୁକ୍ରେନ-ରୁଷିଆ ମଧ୍ୟରେ ଯୁଦ୍ଧ ଜୋରଦାର ଚାଲିଛି। ରୁଷିଆର ଆକ୍ରମଣରେ ୟୁକ୍ରେନର ବହୁତ କ୍ଷତି ହୋଇଛି।ଲୋକମାନେ ନିଜ ଜୀବନ ବଞ୍ଚାଇବା ପାଇଁ ଏଠାକୁ ଦୌଡୁଛନ୍ତି। ଏଭଳି ପରିସ୍ଥିତିରେ ୟୁକ୍ରେନରେ ଫସି ରହିଥିବା ଭାରତୀୟ ନାଗରିକମାନେ ମଧ୍ୟ ନିଜ ଦେଶକୁ ଫେରିବାକୁ...

ଆଖିରେ ଲୁହ-ମନରେ କୋହ, ମାତୃଭୂମିର ସୁରକ୍ଷା ପାଇଁ ଅସ୍ତ୍ର ଧରୁଛନ୍ତି ୟୁକ୍ରେନ୍‌ର ସାଧାରଣ ନାଗରିକ…

କ୍ୱିଭ୍‌,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୫ ଦିନ ଧରି ରକ୍ତାକ୍ତ ଯୁଦ୍ଧ ଜାରି ରହିଛି। ରୁଷିଆ ସୈନ୍ୟ ୟୁକ୍ରେନ୍‌ ରାଜଧାନୀ କ୍ୱିଭ୍‌ ଦଖଲ ପାଇଁ ଚାରିପଟୁ ଘେରିବା ଆରମ୍ଭ କରିଛନ୍ତି। ତେବେ ଏକ୍ଷେତ୍ରରେ ରୁଷିଆ ଲାଗି ବାଧା...

ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ

ମସ୍କୋ,୨୮।୨:ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧର ପଞ୍ଚମ ଦିନ। ରୁଷିଆ ସେନା ୟୁକ୍ରେନର ସବୁ ଦିଗରୁ ଘେରିବାକୁ ଚେଷ୍ଟା କରୁଛି। ଅନେକ ବିଶେଷଜ୍ଞ ଏହି ଯୁଦ୍ଧକୁ ତୃତୀୟ ବିଶ୍ୱଯୁଦ୍ଧର ଆରମ୍ଭ ବୋଲି ବିଚାର କରୁଛନ୍ତି। ତେବେ ଉଭୟ ଦେଶ ବର୍ତ୍ତମାନ...

କାନାଡାର ଏୟାରସ୍ପେସ୍‌ରେ ପଶିଲା ରୁଷିଆ ଫ୍ଲାଇଟ୍‌

ଟୋରୋଣ୍ଟୋ,୨୮।୨: ରୁଷିଆନ ଏୟାରଲାଇନ୍‌ ଏରୋଫ୍ଲଟ୍‌ ରବିବାର କାନାଡାର ଏୟାରସ୍ପେସ୍‌ ବ୍ୟବହାର କରି ପ୍ରତିବନ୍ଧକ ଉଲ୍ଲଂଘନ କରିଛି। ଏ ନେଇ ରେଗୁଲେଟର ଟ୍ରାନ୍ସପୋର୍ଟ କାନାଡା ପକ୍ଷରୁ ରବିବାର କୁହାଯାଇଛି। ୟୁକ୍ରେନ ଉପରେ ଆକ୍ରମଣ ପରେ ବିଭିନ୍ନ ନାଟୋ ସଦସ୍ୟ ଦେଶ ଭଳି...

ରୁଷିଆ-ୟୁକ୍ରେନ ମଧ୍ୟରେ କାହା ପକ୍ଷ ନେବ ଭାରତ, ରହିଛି ସମସ୍ତଙ୍କ ନଜର

କ୍ୱିଭ୍‌,୨୮ା୨: ସୋମବାର ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ମିଳିତ ଜାତିସଂଘର ସାଧାରଣ ସଭାର ବୈଠକ ଅନୁଷ୍ଠିତ ହେଉଛି। ସୁରକ୍ଷା ପରିଷଦର ବୈଠକ ପରେ ଯୁଦ୍ଧ ବନ୍ଦ କରିବା ପାଇଁ ମିଳିତ ଜାତିସଂଘର ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ସମଗ୍ର ବିଶ୍ୱବାସୀଙ୍କ...

ବୋମା ବିସ୍ଫୋରଣରେ ଥରିଉଠିଲା ଘର, ୟୁକ୍ରେନ୍‌ ମହିଳା କଲେ ଏମିତି କାମ: ସମସ୍ତେ କରୁଛନ୍ତି ପ୍ରଶଂସା

କ୍ୱିଭ୍‌,୨୮।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ରୁଷୀୟ ସୈନ୍ୟମାନଙ୍କ ଦ୍ୱାରା ସହରଗୁଡ଼ିକ ଉପରେ ଆକ୍ରମଣ ଓ ବୋମାମାଡ଼ କରାଯାଉଥିବାରୁ ୟୁକ୍ରେନ ଏବେ ଏକ ତିକ୍ତ ପରିସ୍ଥିତି ସହିତ ମୁକାବିଲା କରୁଛି। ଦୁଇ ଦେଶ ମଧ୍ୟରେ ଚାଲିଥିବା ସଙ୍କଟ ମଧ୍ୟରେ...

ରୁଷିଆ ବିରୋଧରେ ଲଢ଼ିବାକୁ ଏମିତି ପଦକ୍ଷେପ ନେଲେ ନବଦମ୍ପତି

କ୍ୱିଭ୍‌,୨୮ା୨: ୟୁକ୍ରେନ-ରୁଷିଆ ମଧ୍ୟରେ ଯୁଦ୍ଧ କମିବାର ନାଁ ନେଉନି। ରୁଷିଆ ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଥିବାରୁ ଏହାର ଜବାବ ମଧ୍ୟ ଦେଉଛି ୟୁକ୍ରେନ। ଦେଶ ମାଟିକୁ ରକ୍ଷା କରିବା ପାଇଁ ପ୍ରାଣପ୍ରଣେ ଉଦ୍ୟମ ଜାରି ରଖିଛନ୍ତି ୟୁକ୍ରେନବାସୀ। ସେ...

ବିଶ୍ୱ ରେକର୍ଡଧାରୀ ୟୁକ୍ରେନର ସ୍ୱପ୍ନକୁ ନଷ୍ଟ କରିଦେଲା ରୁଷିଆ

କ୍ୱିଭ,୨୮ ।୨: ରୁଷିଆ ବିଶ୍ୱର ସବୁଠାରୁ ବଡ ମାଲବାହୀ ବିମାନ ୟୁକ୍ରେନର ଧ୍ୱଜାବାହକ ବା ଫ୍ଲଗ କ୍ୟାରିୟର ବିମାନ ଏଏନ-୨୨୫ ମରିୟାକୁ ନଷ୍ଟ କରି ଦେଇଛି । ଏହି ସୂଚନା ୟୁକ୍ରେନର ରାଜ୍ୟ ପ୍ରତିରକ୍ଷା ଗୋଷ୍ଠୀ ଉକ୍ରୋକେରେନପ୍ରୋମ ଦ୍ୱାରା ଦିଆଯାଇଛି...

୨୪ ଘଣ୍ଟାରେ ୟୁକ୍ରେନ୍‌ର ହସ୍ପିଟାଲରେ ଶେଷ ହୋଇଯିବ ଅକ୍ସିଜେନ୍‌

କ୍ୱିଭ୍‌,୨୮।୨: ରୁଷିଆର ଆକ୍ରମଣ ପରେ ୟୁକ୍ରେନ୍‌ରେ ଗୁରୁତର ସ୍ବାସ୍ଥ୍ୟ ସଙ୍କଟ ଦେଖାଦେଇଛି। ରାଜଧାନୀ କ୍ୱିଭ୍‌ ସମେତ ସାରା ଦେଶରେ ଅକ୍ସିଜେନ୍‌ ଯୋଗାଣ ସ୍ଥିତି ବିପଜ୍ଜନକସ୍ତରରେ ପହଞ୍ଚତ୍ଛି। ଟ୍ରକ୍‌ ଯୋଗେ ପ୍ଲାଣ୍ଟରୁ ଅକ୍ସିଜେନ ନେଇ ହସ୍ପିଟାଲରେ ପହଞ୍ଚାଇବା ସମ୍ଭବ ହେଉନାହିଁ। କେତେକ...

ରୁଷିଆର ଆର୍ଥିକ ସ୍ଥିତି ସଙ୍କଟରେ, ୧୧୬ କୁବେରଙ୍କର ୧୨୬ ଶହ କୋଟି ଡଲାର କ୍ଷତି …

ମସ୍କୋ,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହା ଯୋଗୁ ରୁଷିଆର ଆର୍ଥିକ ସ୍ଥିତି ସଙ୍କଟ ଦେଇ ଗତି କରୁଛି। ଦେଶର ୧୧୬ କୁବେରଙ୍କର ଇତିମଧ୍ୟରେ ୧୨୬ ଶହ କୋଟି ଡଲାର କ୍ଷତି ହୋଇଛି। ରାଷ୍ଟ୍ରପତି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri