ଅନ୍ତର୍ଜାତୀୟ

ୟୁକ୍ରେନ-ରୁଷିଆ ସଙ୍କଟକୁ ନେଇ ଯୁଦ୍ଧ ଆଶଙ୍କା କଲେ ଆମେରିକା ରାଷ୍ଟ୍ରପତି

ୱାଶିଂଟନ,୧୮ ।୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଶଙ୍କା କରିଛନ୍ତି ଯେ ଆଗାମୀ କିଛିଦିନ ମଧ୍ୟରେ ୟୁକ୍ରେନ ଓ ରୁଷିଆ ମଧ୍ୟରେ ଯୁ୍‌ଦ୍ଧ ହୋଇପାରେ । ଏହାସହ ସେ କହିଛନ୍ତି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ୍ କରିବାର କୌଣସି...

ପିତାଙ୍କ ଜୟନ୍ତିରେ ହଜାର ହଜାର ଲୋକଙ୍କୁ ଥଣ୍ଡାରେ ଠିଆ କରାଇଲେ କିମ୍‌

ପ୍ୟୋଙ୍ଗୟାଙ୍ଗ,୧୮ ।୨: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନଙ୍କର ଆଉ ଏକ କ୍ରୁରତା ସାମ୍ନାକୁ ଆସିଛି । କିମ୍ ତାଙ୍କ ପିତା କିମ୍ ଜନ ଇଲଙ୍କ ୮୦ ତମ ଜୟନ୍ତି ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଜନତାଙ୍କ...

ବ୍ରାଜିଲରେ ବନ୍ୟାର ଭୟଙ୍କର ସ୍ଥିତି

ରିଓ ଡି ଜେନେରିଓ,୧୭।୨: ୩ ଦିନର ଲଗାଣ ବର୍ଷା ପରେ ବ୍ରାଜିଲରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଫଳରେ ଭୂସ୍ଖଳନ ମଧ୍ୟ ହୋଇଛି । ଭୂସ୍ଖଳନରେ ୧୦୦ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୪ ଜଣଙ୍କୁ ଉଦ୍ଧାର...

ଗୁଳି ଚଳାଇଲା ରୁଷିଆ ସେନା

କ୍ୱିଭ୍‌,୧୭ା୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଆଭ୍ୟନ୍ତରୀଣ ପରିସ୍ଥିତି ଅତ୍ୟନ୍ତ ଖରାପ ହେବାରେ ଲାଗିଛି। ପୂର୍ବ ୟୁକ୍ରେନରେ ରୁଷିଆ ସେନା ଏକ ଗାଁରେ ଗୁଳି ଚଳାଇଥିବା ୟୁକ୍ରେନ କହିଛି। ଯେଉଁଥିରେ ଏକ ଶିଶୁ ଉଦ୍ୟାନକୁ ଟାର୍ଗେଟ କରାଯାଇଥିଲା। ଏହି ଆକ୍ରମଣରେ...

୨୦୧୯ରୁ ନିଖୋଜ ଥିବା ନାବାଳିକା ମିଳିଲେ ସିକ୍ରେଟ୍‌ ରୁମ୍‌ରୁ

ନ୍ୟୁୟର୍କ,୧୭।୨: ପ୍ରାୟ ୩ ବର୍ଷ ହେଲା ନିଖୋଜ ଥିବା ଜଣେ ୬ ବର୍ଷୀୟା ନାବାଳିକାଙ୍କୁ ଘରର ସିଡି ତଳେ ଥିବା ଏକ ସିକ୍ରେଟ୍‌ ରୁମ୍‌ରୁ ଲୁଚିଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ଏଭଳି ଘଟଣା ସାମ୍ନାକୁ ଆସିଛି ଆମେରିକାର ନ୍ୟୁୟର୍କ ଷ୍ଟେଟ୍‌ରୁ।...

ଶାର୍କ ଆକ୍ରମଣ ପରେ ବନ୍ଦ ହେଲା ସିଡ୍‌ନୀ ବିଚ୍‌

ସିଡ୍‌ନୀ,୧୭।୨: ସିଡ୍‌ନୀର ସମୁଦ୍ର କୂଳରେ ଶାର୍କ ଆକ୍ରମଣରେ ବୁଧବାର ଅପରାହ୍ନରେ ଜଣେ ସନ୍ତରଣକାରୀ ପ୍ରାଣ ହରାଇଛନ୍ତି। ଗତ ୬୦ ବର୍ଷ ମଧ୍ୟରେ ଶାର୍କ ଆକ୍ରମଣର ଏହା ପ୍ରଥମ ଘଟଣା। ଏଥିଯୋଗୁ ସିଡ୍‌ନୀ ସହରର ଆଇକନିକ ବୋଣ୍ଡି ଓ ବ୍ରୋଣ୍ଟେ ସମେତ...

ନେପାଳରେ ରାଜନୈତିକ ଅସ୍ଥିରତା, ଆମେରିକା-ଚାଇନା ମୁହାଁମୁହିଁ, ପ୍ରଚଣ୍ଡଙ୍କ ଧମକ…

କାଠମାଣ୍ଡୁ,୧୭।୨ : ଭାରତର ପଡୋଶୀ ଦେଶ ନେପାଳ ପୁଣି ଥରେ ରାଜନୈତିକ ଅସ୍ଥିରତା ସୃଷ୍ଟି ହୋଇଛି। ଏଥର ମଧ୍ୟ ନେପାଳରେ ଚାଲିଥିବା ରାଜନୈତିକ ଅଡୁଆରେ ଚାଇନା ସମ୍ପୃକ୍ତି ରହିଛି। ନେପାଳର ଶାସକ ଶେର୍‌ ବାହାଦୂର ଦେଓବା ସରକାରଙ୍କ ସହଭାଗୀ ଥିବା...

ରାବି ନଦୀ ପ୍ରଦୂଷଣର ଶୀର୍ଷରେ, ୨୦୨୨ ପ୍ରଦୂଷିତ ନଦୀ ତାଲିକା…

ଲାହୋର,୧୭।୨ : ପାକିସ୍ତାନର ରାବି ନଦୀ ପୃଥିବୀର ସର୍ବାଧିକ ପ୍ରଦୂଷିତ। ୨୦୨୨ ପ୍ରଦୂଷିତ ନଦୀ ତାଲିକାରେ ରାବି ନଦୀ ଶୀର୍ଷରେ ରହିଛି। ରାବି ନଦୀର ପାଣିରେ ଅଧିକାଂଶ ବିପଜ୍ଜନକ ବ୍ୟାକ୍ଟେରିଆ ମିଳିଛି। ପୃଥିବୀର ସବୁଠାରୁ ପ୍ରଦୂଷିତ ନଦୀ ତାଲିକାରେ ଲାଟିନ...

ରେଡ୍‌ ହାର୍ଟ ଇମୋଜି ପଠାଇଲେ ୨୦ ଲକ୍ଷ ଜରିମାନା, ସରକାରଙ୍କ ନୂଆ ନିୟମ…

ରିୟାଦ୍‌,୧୭।୨ : ସୌଦି ଆରବର କଠୋର ନିୟମ ବିଷୟରେ ସଭିଙ୍କୁ ଜଣା। ଅପରାଧୀଙ୍କ ଲାଗି ତ କଠୋର ନିୟମ ରହିଛି। ଏହା ସହିତ ନିତି ଦିନିଆ ଜୀବନରେ କିଛି ଭୁଲ ଦ୍ୱାରା ଲୋକଙ୍କ ଉପରେ ମଧ୍ୟ ଦଣ୍ଡାଦେଶ କରାଯାଇଥାଏ। ଏହି...

ସପ୍ତାହରେ ୪ ଦିନ କାମ…

ବ୍ରୁସେଲ୍ସ୍‌,୧୭।୨ : ବେଲଜିୟମରେ ଏବେ କର୍ମଚାରୀମାନେ ସପ୍ତାହରେ ଚାରି ଦିନ କାମ କରିବେ। ପ୍ରଧାନମନ୍ତ୍ରୀ ଆଲେକ୍ସଜାଣ୍ଡାର୍‌ ଡି କ୍ରୁ ଶ୍ରମ ଆଇନରେ ଏଭଳି ଏକ ପ୍ରମୁଖ ପରିବର୍ତ୍ତନ କରିଥିବା ସମ୍ପର୍କରେ ଘୋଷଣା କରିଛନ୍ତି। ପରିବର୍ତ୍ତନଗୁଡିକ ବିଷୟରେ ରାତାରାତି ବାର୍ତ୍ତାଳାପ ପରେ...

ଖେଳୁଛନ୍ତି ପୁଟିନ୍‌, ବାଇଡେନ୍‌ ସତର୍କ

କ୍ୱିଭ୍‌/ମସ୍କୋ/ଓ୍ବାଶିଂଟନ,୧୭ା୨: ୨୦୧୪ରେ କ୍ରିମିଆ ଦଖଲ କରି ରୁଷିଆରୁ ୟୁରୋପୀୟ ଶକ୍ତିଙ୍କୁ ବିତାଡ଼ିତ କରିବା ଥିଲା ବିଶ୍ୱକୁ ଷ୍ଟ୍ରଙ୍ଗ୍‌ମ୍ୟାନ୍‌ ଭ୍ଲାଡିମିର ପୁଟିନ୍‌ଙ୍କ ପ୍ରଥମ ସନ୍ଦେଶ। ଏବେ ପଡ଼ୋଶୀ ୟୁକ୍ରେନ୍‌ ଆମେରିକା ଆଡ଼କୁ ଢଳୁଥିବା ଦେଖି ପୁଟିନ୍‌ ଗୋଟିଏ ପଟେ ଆଲୋଚନା କଥା...

ବ୍ରାଜିଲରେ ବର୍ଷା, ଭୂସ୍ଖଳନରେ ୭୮ ଲୋକ ମୃତ

ବ୍ରାସିଲିଆ,୧୭ ।୨: ବ୍ରାଜିଲର ରିଓ ଡି ଜେନେରିଓ ରାଜ୍ୟର ପାର୍ବତୀୟ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁ ଆସିଥିବା ବନ୍ୟା ଓ ଭୂସ୍ଖଳନରେ ମୃତକଙ୍କ ସଂଖ୍ୟା ବୃଦ୍ଧିପାଇ ୭୮ରେ ପଂହଞ୍ଚିଥିବା ସୂଚନା ମିଳିଛି । ସ୍ଥାନୀୟ ଅଧିକାରୀ ବୁଧବାର ଏହି ସୂଚନା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri