ଅନ୍ତର୍ଜାତୀୟ

ଫେସ୍‌ବୁକ୍‌-ଇନଷ୍ଟାଗ୍ରାମ୍‌ ସେବା ବନ୍ଦ ହେବା ଆଶଙ୍କା ଘନେଇଲା…

ଓ୍ବାଶିଂଟନ, ୭।୨ : ଗତ ବର୍ଷ ଅକ୍ଟୋବରରେ ଫେସବୁକର ନାମ ପରିବର୍ତ୍ତନ କରାଯାଇଥିଲା, ଯାହା ପରେ କମ୍ପାନୀ ମେଟା ଭାବରେ ପରିଚିତି ହାସଲ କରିଥିଲା। ମେଟା ସିଇଓ ମାର୍କ ଜୁକରବର୍ଗ କହିଛନ୍ତି ଯେ ସେ ଚାହୁଁଛନ୍ତି ବିଶ୍ୱରେ ତାଙ୍କ କମ୍ପାନୀ...

ଆମେରିକାର ଦାବି, ୟୁକ୍ରେନ୍‌ ଆକ୍ରମଣ ପାଇଁ ୭୦ ପ୍ରତିଶତ ପ୍ରସ୍ତୁତି ଶେଷ କରିଛି ରୁଷିଆ…

ଓ୍ବାଶିଂଟନ, ୭।୨ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ପାଇଁ ୭୦ ପ୍ରତିଶତ ପ୍ରସ୍ତୁତି ଶେଷ କରିଛି। ଆମେରିକାର ଅଧିକାରୀମାନେ ଏହା ଦାବି କରିଛନ୍ତି। ସେମାନେ କହିଛନ୍ତି ଯେ ରୁଷିଆ ବର୍ତ୍ତମାନ ୟୁକ୍ରେନ ଉପରେ ଏକ ବଡ଼ ଧରଣର ଆକ୍ରମଣ...

କାମିଲା ପରବର୍ତ୍ତୀ ରାଣୀ ହେବେ

ଲଣ୍ଡନ,୭।୨: ପ୍ରିନ୍ସ ଚାଲର୍‌ସ ବ୍ରିଟେନର ରାଜା ହେଲେ ଡଚେସ୍‌ ଅଫ୍‌ କର୍ନଓ୍ବାଲ କାମିଲା ରାଣୀ ହେବେ ବୋଲି ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଶନିବାର ମହାରାଣୀ ତାଙ୍କର ପ୍ଲାଟିନମ୍‌ ଜୁବିଲି ଉଦ୍‌ବୋଧନ ବେଳେ ୭୪ ବର୍ଷୀୟା...

ଆତଙ୍କବାଦୀଙ୍କ ପାଖରେ ବୋମାବର୍ଷୀ ଡ୍ରୋନ୍‌…

ଓ୍ବାଶିଂଟନ, ୬।୨ : ଏବେ ଆତଙ୍କବାଦୀଙ୍କ ସହିତ ଲଢ଼େଇ କରିବା କଷ୍ଟକର ହେବାକୁ ଯାଉଛି। ଏନେଇ ଅନ୍ତର୍ଜାତୀୟସ୍ତରରେ ବିକଶିତ ରାଷ୍ଟ୍ରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସୌଦି ଏବଂ ୟୁଏଇରେ ଡ୍ରୋନ୍‌ ଆକ୍ରମଣ ଘଟଣା ବଢ଼ିବାରେ ଲାଗିଛି। ଏହି ଦୁଇ ଦେଶରେ...

ଆମେରିକା-ଚାଇନା ବିବାଦର ସମାଧାନ କରିବାକୁ ଚାହାନ୍ତି ଇମ୍ରାନ

ଇସଲାମାବାଦ,୬ା୨: ଆମେରିକା-ଚାଇନା ମଧ୍ୟରେ ବିବାଦର ସମାଧାନ ପାଇଁ ପାକିସ୍ତାନ ଏହାର ଭୂମିକା ଗ୍ରହଣ କରିବାକୁ ପ୍ରସ୍ତୁତ। ପାକିସ୍ତାନର ଫେଡେରାଲ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଚୌଧୁରୀ ଫଓ୍ବାଦ ହୁସେନ ଏହା କହିଛନ୍ତି। ସେ କହିଛନ୍ତି, ଥିଙ୍କ ଟ୍ୟାଙ୍କଙ୍କ ସହ ସାକ୍ଷାତ...

ଲତାଙ୍କ ମୃତ୍ୟୁରେ ପାକିସ୍ତାନରେ ଶୋକ: ମନ୍ତ୍ରୀ କହିଲେ, ସ୍ବରର ଯାଦୁ ସବୁଦିନ ପାଇଁ ରହିବ

ଇସଲାମାବାଦ,୬।୨: ଭାରତ ରତ୍ନ ଲତା ମଙ୍ଗେସ୍‌କରଙ୍କ ମୃତ୍ୟୁରେ କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ଶୋକର ଛାୟା ଖେଳିଯାଇଛି। କିମ୍ବଦନ୍ତୀ ଗାୟିକାଙ୍କୁ ପାକିସ୍ତାନର ସୂଚନା ମନ୍ତ୍ରୀ ଫୱାଦ ଚୌଧୁରୀ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଲତା ସଙ୍ଗୀତ ଜଗତରେ ଦୀର୍ଘ...

ପୁଟିନ୍‌ଙ୍କ ଯୋଜନା, ରୁଷିଆ-ବେଲାରୁଷ୍‌-ୟୁକ୍ରେନ୍‌ ମିଶି ହେବ ‘ୟୁନିଅନ୍‌ ଷ୍ଟେଟ୍‌’ ଗଠନ…

ମସ୍କୋ, ୬।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧର ଆଶଙ୍କା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ଆମେରିକା ଏବଂ ବ୍ରିଟେନ ପୂର୍ବ ୟୁରୋପରେ ନାଟୋର ହାତକୁ ମଜବୁତ କରୁଥିବାବେଳେ ଅନ୍ୟ ପଟେ ରୁଷିଆ ଏହାର ବିନାଶକାରୀ...

୨୫ ବର୍ଷରେ ତରଳିଛିି ୧୮୦ ଫୁଟ୍‌ ବରଫ

ଓ୍ବାଶିଂଟନ୍‌, ୬ା୨: ବିଶ୍ୱର ଉଚ୍ଚତମ ପର୍ବତ ଏଭରେଷ୍ଟରେ ଜଳବାୟୁ ପରିବର୍ତ୍ତନର ଗମ୍ଭୀର ପ୍ରଭାବ ପଡ଼ିଛି। ଏଭରେଷ୍ଟ ଶିଖରରେ ହଜାର ହଜାର ବର୍ଷ ମଧ୍ୟରେ ଜମିଥିବା ବରଫ ଏବେ ତୀବ୍ରଗତିରେ ତରଳିବାରେ ଲାଗିଛି। ସାଇଣ୍ଟିଫିକ୍‌ ଜର୍ନାଲ ‘ନେଚର’ରେ ପ୍ରକାଶିତ ଏକ ରିପୋର୍ଟ...

ଆମେରିକା ବିରୋଧରେ ସ୍ବର ଉତ୍ତୋଳନ କଲା ଚାଇନା

ବେଜିଂ,୫ା୨: ଆମେରିକା ବିରୋଧରେ ଚାଇନା ଖୋଲାଖୋଲି ଭାବେ ସ୍ବର ଉତ୍ତୋଳନ ଆରମ୍ଭ କରିଛି। ଏଥର ଚାଇନା ତା’ର ମିତ୍ର ରାଷ୍ଟ୍ର ଉତ୍ତରକୋରିଆ ସପକ୍ଷରେ ସ୍ବର ଉତ୍ତୋଳନ କରିଛନ୍ତି। ଉତ୍ତରକୋରିଆ ସହ ତିକ୍ତତା ହ୍ରାସ କରିବାକୁ ଚାଇନା ଆମେରିକାକୁ ନିବେଦନ କରିଛି।...

ପାକିସ୍ତାନ ସୈନ୍ୟ-ବାଲୁଚି ବିଦ୍ରୋହୀଙ୍କ ମଧ୍ୟରେ ୫୫ ଘଣ୍ଟା ଧରି ମୁହାଁମୁହିଁ ସ୍ଥିତି…

କରାଚି, ୫।୨ : ପାକିସ୍ତାନର ବାଲୁଚିସ୍ତାନରେ ସ୍ଥିତି ସଙ୍କଟ ଜନକ ରହିଛି। ପାକିସ୍ତାନ ସୈନ୍ୟ ଏବଂ ବାଲୁଚି ବିଦ୍ରୋହୀଙ୍କ ମଧ୍ୟରେ ୫୫ ଘଣ୍ଟା ଧରି ମୁହାଁମୁହିଁ ସ୍ଥିତି ଜାରି ରହିଛି। ଏହାଯୋଗୁ ସ୍ଥାନୀୟ ଲୋକେ ଭୋକ ଉପାସରେ ଗତ ୩...

ସୀମାରେ କୁକୁର ରୋବଟ ଚଳାଇବ ଗୁଳି…

ଓ୍ବାଶିଂଟନ, ୫।୨ : ଖୁବ୍‌ ଶୀଘ୍ର ଆମେରିକା ସୀମା ସୁରକ୍ଷା ଦାୟିତ୍ୱ ରୋବଟ କୁକୁରକୁ ପ୍ରଦାନ କରାଯିବ। ଏହି କୁକୁର ସୀମାରେ ପାଟ୍ରୋଲିଂ କରିବା ସହିତ ଆବଶ୍ୟକ ପଡ଼ିଲେ ଶତ୍ରୁ ଉପରକୁ ଗୁଳି ମଧ୍ୟ ଚଳାଇବ। ମେକ୍ସିକୋ ସୀମାର ଦକ୍ଷିଣ...

ଆମେରିକାବାସୀଙ୍କୁ ଡରାଉଛି କରୋନା, ମୃତ୍ୟୁ ସଂଖ୍ୟା ୯ ଲକ୍ଷ ଉପରେ

ୱାଶିଂଟନ,୫ ।୨: କରୋନା ମହାମାରୀରେ ସାରା ବିଶ୍ୱ ଛଟପଟ ହେଉଥିବା ବେଳେ ଏବେ କିନ୍ତୁ ଆମେରିକାର ମୃତ୍ୟୁ ସଂଖ୍ୟା ଭୟଙ୍କର ରୂପ ନେଇଛି । ଏବେ ପର୍ଯ୍ୟନ୍ତ ଆମେରିକାରେ କରୋନା ମହାମାରୀରେ ୯ ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri