ଅନ୍ତର୍ଜାତୀୟ

ମଙ୍ଗଳରେ ମିଳିଲା କାର୍ବନ

ନୂଆଦିଲ୍ଲୀ, ୨୦ା୧: ପୃଥିବୀରେ ଜୀବନର ମୂଳ ଆଧାର କାର୍ବନର ଉପସ୍ଥିତି ଅନ୍ୟଗ୍ରହରେ ଅଛି କି ନାହିଁ ଜାଣିବା ବୈଜ୍ଞାନିକଙ୍କ ପାଇଁ ଚ୍ୟାଲେଞ୍ଜ ହୋଇଥିବାବେଳେ ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସାର କ୍ୟୁରିଓସିଟି ରୋଭର ଏ ଦିଗରେ ନୂଆ ଆଶା ସଞ୍ଚାର...

୫ଜି ପ୍ରଭାବ: ଆମେରିକାକୁ ବହୁ ବିମାନ ବାତିଲ

ନ୍ୟୁୟର୍କ,୨୦ା୧: ଆମେରିକାରେ ଟେଲିକମ୍‌ କମ୍ପାନୀ ଏଟିଆଣ୍ଡଟି ଏବଂ ଭେରିଜନ୍‌ ପକ୍ଷରୁ ବୁଧବାର ନୂଆ ୫ଜି ସେବା ଆରମ୍ଭ ହେବାର ଅବ୍ୟବହିତ ପୂର୍ବରୁ ବିମାନ ଚଳାଚଳ କ୍ଷେତ୍ରରେ ସଙ୍କଟ ଦେଖାଦେଇଛି। ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ବହୁ ସଂଖ୍ୟକ ଯାତ୍ରୀବାହୀ ଓ...

ଟିକା ବିରୋଧି ଅଭିଯାନରେ ସାମିଲ ହୋଇଥିବା ଗାୟିକାଙ୍କର କରୋନାରେ ମୃତ୍ୟୁ

ପ୍ରାଗ,୨୦ ।୧: ଚେକ ଗଣରାଜ୍ୟର ଜଣେ ଲୋକ ଗାୟିକା ହାନା ହୋରକାଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହି ଖବର ତାଙ୍କ ପ୍ରୁଅ ଦେଇଛନ୍ତି । ୫୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି । ସେ କରୋନାର କୌଣସି...

ଶେଷ ହେଲା କରୋନା: ବୋରିସ ଜନସନ

ଲଣ୍ଡନ,୨୦ ।୧: ସାରା ବିଶ୍ୱରେ କରୋନା ମହାମାରୀର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ବ୍ରିଟେନରେ କରୋନାର ସମସ୍ତ କଟକଣାକୁ ହଟାଇ ଦିଆଯାଇଛି । ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି ଆମ ଦେଶର...

‘ଓମିକ୍ରନ୍‌କୁ ହାଲୁକା ଭାବରେ ନିଅନ୍ତୁ ନାହିଁ’

ଓ୍ବାଶିଂଟନ,୧୯ା୧: କରୋନା ଭାଇରସ ବିଶେଷକରି ଓମିକ୍ରନକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ ଆଡାନମ ଘେବ୍ରେୟେସସ୍‌ ପୁଣି ଥରେ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ବିଶ୍ୱ କରୋନା ମହାମାରୀରୁ ମୁକ୍ତି ପାଇପାରିନାହିଁ। ଓମିକ୍ରନକୁ ହାଲୁକା ଭାବରେ...

ହଂକଂରେ ୨,୦୦୦ ହାମଷ୍ଟରଙ୍କୁ ହତ୍ୟା କରାଯିବ…

ସିଟି ଅଫ୍‌ ଭିକ୍ଟୋରିଆ, ୧୯।୧ : କରୋନାରେ ସଂକ୍ରମିତ ହୋଇଥିବା ପ୍ରାୟ ୨,୦୦୦ ହାମଷ୍ଟରଙ୍କୁ ହତ୍ୟା କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏକ ଗୃହପାଳିତ ପ୍ରାଣୀ ଦୋକାନରେ ହାମଷ୍ଟର ସଂକ୍ରମିତ ହୋଇଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସେଠାରେ...

ଦିନକରେ ୨୦ ଲକ୍ଷ ୭୧ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୧୯।୧ : ଗୋଟିଏ ଦିନରେ ପୃଥିବୀରେ ୨୦ ଲକ୍ଷ ୭୧ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୫ ହଜାର ୨୮୬ ଜଣଙ୍କର ମୃତ୍ୟୁ ଘଟିଛି। ଆମେରିକାରେ ଏହି ସମୟ ମଧ୍ୟରେ...

ଆମେରିକାର ଚେତାବନୀ, ୟୁକ୍ରେନ୍‌ ଉପରେ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଛି ରୁଷିଆ…

ଓ୍ବାଶିଂଟନ, ୧୯।୧ : ରୁଷିଆ ୟୁକ୍ରେନ ମଧ୍ୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ଆମେରିକା ଚେତାବନୀ ଦେଇଛି । ଆମେରିକା କହିଛି ରୁଷିଆ ଯେ କୌଣସି ସମୟରେ ୟୁକ୍ରେନ ଉପରେ ଆକ୍ରମଣ କରିବା ଲାଗି ପ୍ରସ୍ତୁତ ହେଉଛି।ବିପଜ୍ଜନକ ପରିସ୍ଥିତି ସତ୍ତ୍ୱେ ୱାଶିଂଟନ...

ବିମାନ ଚଳାଚଳକୁ ୫ଜି ବିପଦ

ଓ୍ବାଶିଂଟନ,୧୯।୧: ଟେଲିକମ୍‌ କମ୍ପାନୀ ଏଟିଆଣ୍ଡଟି ଏବଂ ଭେରିଜନ୍‌ ପକ୍ଷରୁ ଖୁବ୍‌ଶୀଘ୍ର ନୂଆ ୫ଜି ସେବା ଆରମ୍ଭ ହେବାକୁ ଥିବାବେଳେ ବିମାନ ଚଳାଚଳ କ୍ଷେତ୍ରରେ ଏହା ବଡ଼ ସଙ୍କଟ ସୃଷ୍ଟି କରିବ ବୋଲି ଆମେରିକାର ବୃହତ୍‌ ଯାତ୍ରୀବାହୀ ଓ କାର୍ଗୋ କ୍ୟାରିୟର୍‌ଗୁଡ଼ିକର...

ଟେସଲା କାର୍‌କୁ ହ୍ୟାକ୍‌ କରି ଦେଖାଇଲେ

ନୁୟର୍କ,୧୮।୧: ଜର୍ମାନୀର ୧୯ ବର୍ଷୀୟ ସାଇବର ସିକ୍ୟୁରିଟି ରିସର୍ଚ୍ଚର ଡେଭିଡ୍‌ କଲମ୍ବୋ ଦୁର୍ଘଟଣା ବଶତଃ ଏକ ବଡ଼ ଆବିଷ୍କାର କରିଛନ୍ତି। ସେ ଏକ ଫ୍ରେଞ୍ଚ କମ୍ପାନୀର ସିକ୍ୟୁରିଟି ଅଡିଟ୍‌ କଲା ବେଳେ ଅସାଧାରଣ ସଫ୍ଟଓ୍ବେୟାର ପ୍ରୋଗ୍ରାମ ତାଙ୍କ ଦୃଷ୍ଟି ଆକର୍ଷଣ...

‘ କେବଳ ମିଳିତ ଉଦ୍ୟମ ଦ୍ୱାରା ମହାମାରୀର ଅନ୍ତ ସମ୍ଭବ’

ଡାଭୋସ,୧୮।୧: କରୋନା ମହାମାରୀରୁ ମୁକ୍ତି ପାଇବାକୁ ହେଲେ ମିଳିତ ଉଦ୍ୟମ ଜରୁରୀ ବୋଲି ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ କହିଛନ୍ତି। ସାରା ବିଶ୍ୱରେ ଟିକାର ସୁଷମ ବଣ୍ଟନ ଏବଂ ଟିକାକରଣ ବଢ଼ାଇବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ତେବେ ପରସ୍ପରକୁ...

ଚେତାବନୀ, ସମସ୍ତଙ୍କର ଟିକାକରଣ ନ ହେଲେ, ଆସୁଥିବ ନୂଆ ନୂଆ ଭାରିଆଣ୍ଟ…

ନୂଆଦିଲ୍ଲୀ, ୧୮।୧ : ଜାତିସଂଘର ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ ୨୦୨୨ ବର୍ଷରେ ବହୁବିଧ ସଂସ୍କାର ଆଣିବା ସହିତ ଉପଯୁକ୍ତ ପଦକ୍ଷେପ ନେବାକୁ ବିଶ୍ୱ ନେତାମାନଙ୍କୁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ କରୋନା ମହାମାରୀର ମୁକାବିଲା ସମାନତା ଏବଂ ନିରପେକ୍ଷତାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri