ଅନ୍ତର୍ଜାତୀୟ

‘ରୁଷିଆର ଆକ୍ରମଣାତ୍ମକ ଆଚରଣକୁ ଉଚିତ୍‌ ଜବାବ ଦିଆଯିବ’

ଓ୍ବାଶିଂଟନ,୮ା୧: ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ କହିଛନ୍ତି, ସୀମାରେ ରୁଷିଆ ସୈନିକଙ୍କ ଚାପ ବୃଦ୍ଧି ପାଇଁ ୟୁକ୍ରେନ ଏକ କୂଟନୈତିକ ସମାଧାନ କରିଛି। ଏହା ମଧ୍ୟ ଯଥାର୍ଥ, କିନ୍ତୁ ରୁଷିଆର ଆକ୍ରମଣାତ୍ମକ ଆଚରଣକୁ ନାଟୋ ଉପଯୁକ୍ତ ଉତ୍ତର ଦେବାକୁ...

ପ୍ରବଳ ତୁଷାରପାତ: କାର୍‌ରେ ଫସି ରହିଥିବା ୧୬ ପର୍ଯ୍ୟଟକଙ୍କ ମୃତ୍ୟୁ

ଇସଲାମାବାଦ,୮ା୧: ଉତ୍ତର ପାକିସ୍ଥାନରେ ପ୍ରବଳ ତୁଷାରପାତ ହେତୁ କାର୍‌ରେ ଫସି ରହିଥିବା ୧୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ପାଖାପାଖି ୧୦୦୦ ଗାଡ଼ି ଏବେ ବି ଅଟକି ରହିଛି। ରାଜଧାନୀ ଇସଲାମାବାଦଠାରୁ ୬୪ କିଲୋମିଟର ଉତ୍ତର-ପୂର୍ବରେ ଅବସ୍ଥିତ ମୁରିକୁ ସରକାର ଏକ...

ଫ୍ରାନ୍ସରେ ମିଳିଥିବା କରୋନାର ନୂଆ ଭାରିଏଣ୍ଟ ‘ଆଇଏଚ୍‌ୟୁ’ ନୁହେଁ ଭୟଙ୍କର

ପ୍ୟାରିସ,୮ ।୧: ଫ୍ରାନ୍ସରେ ମିଳିଥିବା କରୋନାର ନୂଆ ଭାରିଏଣ୍ଟ ‘ଆଇଏଚ୍‌ୟୁ’ କୁ ନେଇ ଅଧ୍ୟୟନ କରାଯିବା ପରେ ଏକ ଆଶ୍ୱସ୍ତିକର ଖବର ଆସିଛି । ବିଶେଷଜ୍ଞମାନେ କହିଛନ୍ତି କି ‘ଆଇଏଚ୍‌ୟୁ’ ଭାରିଏଣ୍ଟର ସଂକ୍ରମଣ ଖୁବ୍ କମ୍ । ତେଣୁ ଏହାକୁ...

ଆନ୍ଦୋଳନକାରୀଙ୍କୁ ଗୁଳି କରିବାକୁ ନିର୍ଦ୍ଦେଶ

ଆଲମାଟି,୮।୧: ଗ୍ୟାସ୍‌ ଦର ବୃଦ୍ଧିକୁ ବିରୋଧ କରି କାଜାଖସ୍ତାନରେ ଉତ୍ତେଜନା ସୃଷ୍ଟି ହୋଇଛି। ସରକାର ଏଲ୍‌ପିଜି ଦର ଦ୍ୱିଗୁଣିତ କରିବା ପରେ ସାଧାରଣ ଜନତା ଏହାର ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି। ପରିସ୍ଥିତି ଏଭଳି ଯେ, ବିକ୍ଷୋଭକାରୀଙ୍କୁ ଦେଖିଲା ମାତ୍ରେ ସୈନ୍ୟବାହିନୀକୁ...

‘ଓମିକ୍ରନକୁ ସାମାନ୍ୟ ଭାବନ୍ତୁ ନାହିଁ ’

ଜେନେଭା,୭।୧: କରୋନା ଭୂତାଣୁର ଓମିକ୍ରନ୍‌ ଭାରିଆଣ୍ଟ ସାରା ବିଶ୍ୱରେ ଲୋକଙ୍କ ଜୀବନ ନେଉଛି। ତେଣୁ ନୂଆ ଭାରିଆଣ୍ଟକୁ ସାମାନ୍ୟ ଭାବି ଅବହେଳା ନ କରିବା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ବହୁସଂଖ୍ୟାରେ ଲୋକ ନୂଆ ଭାରିଆଣ୍ଟ ଦ୍ୱାରା...

ଚାଇନାର ଆଣବିକ ଅସ୍ତ୍ର ଦେଖି ଆମେରିକା ଛାନିଆ

ଓ୍ବାଶିଂଟନ,୭ା୧: ଆମେରିକା ପ୍ରତିରକ୍ଷା ବିଭାଗର ଏକ ରିପୋର୍ଟରେ କୁହାଯାଇଛି, ଚାଇନା ଆଣବିକ ଅସ୍ତ୍ରକୁ ଖୁବ୍‌ ଶୀଘ୍ର ବଢ଼ାଇ ଦେଇଛି। ଏନେଇ ଆମେରିକା ଚିନ୍ତାରେ ପଡ଼ିଛି। ତେବେ ଗତବର୍ଷର ସାଟେଲାଇଟ୍‌ ଫଟୋ ସାହାଯ୍ୟରେ ଆମେରିକା ଏହି ନୂତନ ସୂଚନାକୁ ସାର୍ବଜନୀନ କରିଛି।...

ଓମିକ୍ରନ୍ ସଂକ୍ରମିତଙ୍କ ପାଇଁ ଅଭାବ ପଡିଲାଣି ଭେଣ୍ଟିଲେଟର!

ଲସ ଆଞ୍ଜେଲସ,୭ ।୧: ଆମେରିକାରେ ପ୍ରତିଦିନ ୧୦ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହେବା ଫଳରେ ହସ୍ପିଟାଲରେ ବେଡ୍‌ର ଅଭାବ ପରିଲକ୍ଷିତ ହେଲାଣି । ଏହାରି ଭିତରେ ଆଇସିୟୁରେ ରୋଗୀଙ୍କ ସଂଖ୍ୟା କମ୍ ଥିବା କୁହାଯାଉଥିଲା । ହେଲେ...

ଏଲ୍‌ପିଜି ନିଆଁରେ କାଜାଖସ୍ତାନ

ନୂର୍‌ ସୁଲତାନ, ୭ା୧:୧୯୯୧ରେ ସୋଭିଏଟ୍‌ ସଂଘରୁ ଅଲଗା ହୋଇଥିବା କାଜାଖସ୍ତାନ ବିଶ୍ୱର ନବମ ବୃହତ୍ତମ ଦେଶ। ଏହାର ଉତ୍ତରରେ ରୁଷିଆ ଓ ପୂର୍ବରେ ରହିଛି ଚାଇନା ସୀମା। ଭରପୂର ତୈଳ ଉତ୍ସ ରଣନୈତିକ ଓ ଆର୍ଥିକ କ୍ଷେତ୍ରରେ କେନ୍ଦ୍ରୀୟ ଏସିଆରେ...

ଓମିକ୍ରନ୍‌କୁ ମାଇଲ୍ଡ ବୋଲି ବୁଝିବା ବଡ ଭୁଲ୍ ହେବ: ଡବ୍ଲୁଏଚଓ

ଜେନେଭା,୭ ।୧: କରୋନା ଭାଇରସର ଓମିକ୍ରନ୍ ଭାରିଏଣ୍ଟ ଏବେ ସାରା ବିଶ୍ୱରେ ତାଣ୍ଡବ ରଚି ଚାଲିଛି । ଏହା କିନ୍ତୁ ଡେଲ୍ଟା ଭଳି ପ୍ରାଣଘାତି ନୁହେଁ ବୋଲି ବିଶେଷଜ୍ଞମାନେ କହୁଛନ୍ତି । କିନ୍ତୁ ଏହା ଡେଲ୍ଟାଠାରୁ ଦ୍ରୁତ ବେଗରେ ସଂକ୍ରମଣ...

ପାକିସ୍ତାନ ସୁପ୍ରିମକୋର୍ଟର ପ୍ରଥମ ମହିଳା ବିଚାରପତି

ଇସ୍‌ଲାମାବାଦ,୭।୧: ଲାହୋର ହାଇକୋର୍ଟର ବିଚାରପତି ଆୟେଶା ମଲିକଙ୍କୁ ପାକିସ୍ତାନ ସୁପ୍ରିମକୋର୍ଟର ପ୍ରଥମ ମହିଳା ବିଚାରପତି ଭାବେ ପଦୋନ୍ନତି ଦିଆଯାଇଛି। ପାକ୍‌ ନ୍ୟାୟିକ କମିଶନ ଗୁରୁବାର ଜଷ୍ଟିସ୍‌ ଆୟେଶାଙ୍କ ପଦୋନ୍ନତିକୁ ମଞ୍ଜୁରୀ ପ୍ରଦାନ କରିଛି। ଫଳରେ ସେ ପାକିସ୍ତାନ ସର୍ବୋଚ୍ଚ ଅଦାଲତର...

ଆମେରିକାର ନିଦ ହଜାଇଲା ଉତ୍ତର କୋରିଆ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୬ା୧: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌-ଜୋଙ୍ଗ-ଉନ୍‌ ଜଣେ ବିଶ୍ୱ ବ୍ୟକ୍ତିତ୍ୱ, ଯିଏ କ୍ରମାଗତ ଭାବରେ ମିଡିଆରେ ଚର୍ଚ୍ଚାରେ ରହିଥାନ୍ତି। ଚର୍ଚ୍ଚାର କାରଣ ମଧ୍ୟ କିଛି ଅଲଗା। ବାସ୍ତବରେ କିମ୍‌ ନିଜର ଶାସକଦଳର ମନୋଭାବ ଅନୁସରଣ କରି ଦେଶର ଶକ୍ତି...

କେଶ ଝଡ଼ିବା ଓମିକ୍ରନ୍‌ର ନୂଆ ଲକ୍ଷଣ, ସାବଧାନ !…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୬।୧ : କେଶ ଝଡ଼ିବା ସମସ୍ୟା ଅତି ସାଧାରଣ। କିନ୍ତୁ ଏନେଇ ଏବେ ସାବଧାନ ରହିବାକୁ ପଡ଼ିବ। ଏହା କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ରେ ଆକ୍ରାନ୍ତ ହେବାର ଲକ୍ଷଣ ବୋଲି ଡାକ୍ତରମାନେ ଚେତାବନୀ ଦେଇଛନ୍ତି। ନିକଟରେ ହୋଇଥିବା ଏକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri