ଅନ୍ତର୍ଜାତୀୟ

କାମ ଦେଲାନି ଚାଇନାର ଧମକ, ନେପାଳ ସଂସଦରେ ଆମେରିକା ଏମ୍‌ସିସି ପରିଯୋଜନା…

କାଠମାଣ୍ଡୁ,୨୧।୨ : ଚାଇନାର ଧମକ କାମ ଦେଇନି। ନେପାଳ ସଂସଦରେ ଆମେରିକା ଏମ୍‌ସିସି ପରିଯୋଜନା ବିଲ୍‌ ଆଗତ ହୋଇଛି। ଆମେରିକାର ଉଚ୍ଚାଭିଳାଷୀ ପ୍ରକଳ୍ପ ମିଲେନିୟମ ଚ୍ୟାଲେଞ୍ଜ କର୍ପୋରେଶନ (ଏମ୍‌ସିସି)କୁ ନେପାଳର ସଂସଦରେ ଉପସ୍ଥାପିତ କରାଯାଇଛି। ପ୍ରାୟ ତିନିବର୍ଷ ଧରି ଏହି...

ରାଜି ହେଲେ ବାଇଡେନ-ପୁଟିନ

ୱାଶିଂଟନ,୨୧ ।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏଡାଇବାକୁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି । ଇତିମଧ୍ୟରେ ଫ୍ରାନ୍ସ ରାଷ୍ଟ୍ରପତି ଇମୈନୁଅଲ ମୌକ୍ରୋଙ୍କର ବିଶେଷ ଭୂମିକା ରହିଛି । ଫ୍ରାନ୍ସର ରାଷ୍ଟ୍ରପତି ଭବନ ଏଲସି ପ୍ୟାଲେସ ପକ୍ଷରୁ...

ଉଇଗର ନରସଂହାର, ଜାତିସଂଘ ପ୍ରତିନିଧିଙ୍କୁ ଯାଞ୍ଚ୍‌ ଅନୁମତି ଦେବାକୁ ମନାକଲା ଚାଇନା…

ବେଜିଂ,୨୧।୨ : ଚାଇନାରେ ଉଇଗୁର ମୁସଲମାନ୍‌ଙ୍କର ନରସଂହାର ନେଇ ଏବେ ଜାତିସଂଘ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ବହୁ ଅନ୍ତର୍ଜାତୀୟ ଗଣମାଧ୍ୟମ ମଧ୍ୟ ଜିନଜିଆନ ଅଞ୍ଚଳ ବିଷୟରେ କେତେକ ରିପୋର୍ଟ ପ୍ରକାଶ କରିଛନ୍ତି। ଜର୍ମାନୀରେ ଚାଲିଥିବା ମ୍ୟୁନିଚ ସୁରକ୍ଷା ସମ୍ମିଳନୀରେ...

ୟୁକ୍ରେନ ସଙ୍କଟ: ଆମେରିକା ଗୁଇନ୍ଦା ବିଭାଗର ଦାବି, ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ପୁଟିନ

ୱାଶିଂଟନ,୨୧ ।୨: ଆମେରିକା ଗୁଇନ୍ଦା ବିଭାଗ ସୂତ୍ରରୁ ଦାବି କରାଯାଇଛି କି ରୁଷିଆ ଟ୍ୟାଙ୍କ ୟୁକ୍ରେନ୍ ଆଡକୁ ଅଗ୍ରସର ହେଉଛି । ଏହି ସୂତ୍ର ଅନୁଯାୟୀ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମର ପୁଟିନ ରୁଷିଆ ସେନାଙ୍କୁ ୟୁକ୍ରେନ ଉପରେ ଆକ୍ରମଣ କରିବାକୁ...

ରୁଷିଆ ପକ୍ଷରୁ ଅପରେଶନ୍‌ ‘ଜେଡ୍‌’ ଆରମ୍ଭ…

ମସ୍କୋ/କ୍ୱିଭ୍‌,୨୧।୨ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ତିକ୍ତତା ବଢୁଥିବା ବେଳେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରୁଷର ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନଙ୍କ ସହିତ ସମସ୍ୟାର ସମାଧାନ ପାଇଁ ପ୍ରସ୍ତାବ ଦେଇଛନ୍ତି। ତେବେ ଏହି ପ୍ରସ୍ତାବ ଉପରେ ଏପର୍ଯ୍ୟନ୍ତ ରୁଷିଆ ପକ୍ଷରୁ...

ଗୁଳି ବର୍ଷୁଛି, ଆମେ ଲୁଚିଛୁ

କ୍ୱିଭ୍‌, ୨୧ା୨: ‘ଘର ନିକଟରେ ବ୍ୟାଗ୍‌ ଧରି ଛିଡ଼ା ହୋଇଥିଲି। ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବା ସହ ଗଛ ଜଳିବାକୁ ଲାଗିଲା। ଭୟରେ ଦୌଡ଼ି ଆସି ନିକଟରେ ଥିବା ଦୋକାନରେ ପଶିଗଲି। ମୋ ଶରୀରରେ ଯନ୍ତ୍ରଣା ହେଲା। ତଳକୁ ଚାହିଁଲା...

ରୁଷିଆକୁ ମନାଇଲା ଫ୍ରାନ୍ସ

ପ୍ୟାରିସ,୨୦।୨: ୟୁକ୍ରେନର ପୂର୍ବାଞ୍ଚଳ ସୀମାରେ ସିଜ ଫାୟାରିଂକୁ ରୋକିବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନଙ୍କୁ ବୁଝାଇବାରେ ସଫଳ ହୋଇଛନ୍ତି ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରନ। ଦୁଇ ରାଷ୍ଟ୍ର ନେତାଙ୍କ ମଧ୍ୟରେ ୧୦୫ ମିନିଟ୍‌ ଧରି ଫୋନ ବାର୍ତ୍ତାଳାପ ପରେ...

ସମୁଦ୍ରରେ ଖସିପଡ଼ିଲା ହେଲିକପ୍ଟର

ଓ୍ବାଶିଂଟନ,୨୦।୨: ଆମେରିକାର ଫ୍ଲୋରିଡା ଅନ୍ତର୍ଗତ ମିଆମି ବେଳାଭୂମି ନିକଟରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇ ସମୁଦ୍ରରେ ଖସିପଡ଼ିଛି। ହେଲିକପ୍ଟରରେ ୩ ଜଣ ଯାତ୍ରୀ ଥିଲେ। ସେହି ସମୟରେ ବେଳାଭୂମିରେ ପ୍ରବଳ ଗହଳି ଥିଲା। ସନ୍ତରଣ ଓ ସୂର୍ଯ୍ୟସ୍ନାନ ପାଇଁ ବହୁସଂଖ୍ୟାରେ...

୩ ଡୋଜ୍‌ ଟିକା ନେଇ ମଧ୍ୟ କରୋନା ଆକ୍ରାନ୍ତ ହେଲେ ବ୍ରିଟେନ ରାଣୀ

ଲଣ୍ଡନ,୨୦।୨: ବ୍ରିଟେନର ରାଣୀ ଏଲିଜାବେଥ-୨ କରୋନାର ଶିକାର ହୋଇଛନ୍ତି। ଏନେଇ ରବିବାର ବର୍ମିଂହାମ ପ୍ୟାଲେସ ପକ୍ଷରୁ ସୂଚନା ଦିଆଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ରାଣୀ ଏଲିଜାବେଥ-୨ କରୋନାର ଟିକାର ୩ଟି ଯାକ ଡୋଜ ନେଇଛନ୍ତି। ବ୍ରିଟେନ ନିୟମ ଅନୁଯାୟୀ...

ଯୁଦ୍ଧ ରୋକିବାକୁ ଅନ୍ତିମ ଉଦ୍ୟମ

କ୍ୱିଭ,୨୦।୨: ୟୁକ୍ରେନ ଓ ଋଷ ମଧ୍ୟରେ ହେବାକୁ ଯାଉଥିବା ଯୁଦ୍ଧକୁ ରୋକିବା ପାଇଁ ରବିବାର ଆରମ୍ଭ ହୋଇଛି ଅନ୍ତିମ କୁଟନୈତିକ ପ୍ରୟାସ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରନ ଫୋନ ଜରିଆରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦମିର ପୁଟିନଙ୍କ ସହ କଥା ହୋଇଛନ୍ତି।...

ରୁଷିଆ-ୟୁକ୍ରେନ ମଧ୍ୟରେ ଯେଉଁ ଯୁଦ୍ଧ ହେବ, ତାହା ଦ୍ୱିତୀୟ ବିଶ୍ୱଯୁଦ୍ଧଠାରୁ ଭୟଙ୍କର

ଲଣ୍ଡନ,୨୦ା୨: ରୁଷିଆ-ୟୁକ୍ରେନ ବିବାଦ ମଧ୍ୟରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏକ ଭୟାନକ କଥା କହିଛନ୍ତି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ୟୁରୋପରେ ସବୁଠାରୁ ବଡ଼ ଆକ୍ରମଣ କରିବାକୁ ରୁଷିଆ ପ୍ରସ୍ତୁତ ହେଉଛି ବୋଲି ବ୍ରିଟିଶ ପ୍ରଧାନମନ୍ତ୍ରୀ ଚେତାବନୀ ଦେଇଛନ୍ତି। ସେ...

ରୁଷିଆ-ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା: ଭାରତୀୟଙ୍କୁ ତୁରନ୍ତ ୟୁକ୍ରେନ୍‌ ଛାଡିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ/କ୍ୱିଭ୍‌,୨୦।୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ୟୁକ୍ରେନ ସୀମାନ୍ତରେ ରୁଷିଆ ଆଣବିକ ସମରାଭ୍ୟାସ ସହ ସୈନ୍ୟ ସଂଖ୍ୟା ବଢାଉଛି। ୟୁକ୍ରେନ ବିଚ୍ଛିନ୍ନତାବାଦୀଙ୍କୁ ମଧ୍ୟ ରୁଷିଆ ସମର୍ଥନ ଘୋଷଣା କରିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri