ଅନ୍ତର୍ଜାତୀୟ

ଓମିକ୍ରନ ସଂକ୍ରମଣ: ବ୍ରିଟେନ ପ୍ରଧାନମନ୍ତ୍ରୀ ନେଲେ ବୁଷ୍ଟର ଡୋଜ, ଶେୟାର କଲେ ଭିଡିଓ

ଲଣ୍ଡନ,୩ ।୧୨: ସାରା ବିଶ୍ୱରେ ଏବେ କରୋନା ଭାଇରସର ନୂଆ ଭାରିଏଣ୍ଟକୁ ନେଇ ଚିନ୍ତା ପ୍ରକଟ କରାଯାଇଥିବା ବେଳେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ ନେଇଛନ୍ତି । ଏହି ସୂଚନା ସେ ନିଜେ ତାଙ୍କ...

୨୯ ଦେଶକୁ ମାଡ଼ିଲାଣି ଓମିକ୍ରନ: ୩୭୩ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ,୨ା୧୨: ଆଜି ଭାରତରେ ପଶିଛି ଓମିକ୍ରନ। ଏହାକୁ ମିଶାଇ ୨୯ ଦେଶକୁ ମାଡ଼ି ସାରିଲାଣି ଏହି ଭାରିଆଣ୍ଟ। ବର୍ତ୍ତମାନ ସୁଦ୍ଧା ୩୭୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ସୂଚନାନୁଯାୟୀ, ଡେଲ୍‌ଟା...

ଏହି ବୟସର ଲୋକଙ୍କୁ ‘ଓମିକ୍ରନ’ ଆଶଙ୍କା ବେଶୀ

କେପଟାଉନ୍‌,୨।୧୨: ଦକ୍ଷିଣ ଆଫ୍ରିକାରେ କରୋନା ଭାଇରସର ଏକ ନୂତନ ପ୍ରକାର ଭାରିଆଣ୍ଟ ‘ଓମିକ୍ରନ’ ମିଳିବା ପରେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ୨୦ରୁ ଅଧିକ ଦେଶରେ ଏହାର ଭାରିଆଣ୍ଟ ଦେଖିବାକୁ ମିଳିଛି। ଏହି ନୂତନ ଭାରିଆଣ୍ଟ ନେଇ ଦକ୍ଷିଣ...

ସପ୍ତାହରେ ସଂକ୍ରମଣ ୪୦୩% ବୃଦ୍ଧି

ଜୋହାନ୍ସବର୍ଗ, ୨ା୧୨: ଦକ୍ଷିଣ ଆଫ୍ରିକାରେ କରୋନା ଭୂତାଣୁର ଓମିକ୍ରନ୍‌ ଭାରିଆଣ୍ଟ ପ୍ରଥମ ଚିହ୍ନଟ ହେବା ପରଠାରୁ ସଂକ୍ରମଣ ସ୍ଥିତି ଚିନ୍ତାଜନକ ରହିଛି। ସପ୍ତାହକ ମଧ୍ୟରେ ସେଠାରେ କୋଭିଡ୍‌ ପଜିଟିଭ୍‌ ମାମଲା ୪୦୩ ପ୍ରତିଶତ ବୃଦ୍ଧି ପାଇଛି। ମଙ୍ଗଳବାର ୪,୪୭୩ ସଂକ୍ରମିତ...

ଓମିକ୍ରନ୍‌କୁ ନେଇ ଚିନ୍ତାରେ ଜାପାନ, ଆରମ୍ଭ କଲା ବୁଷ୍ଟର ଟିକାକରଣ

ଟୋକିଓ,୧ା୧୨: ଏବେ ସମଗ୍ର ବିଶ୍ୱ କରୋନା ମହାମାରୀ ସହିତ ସଂଗ୍ରାମ କରୁଥିବା ବେଳେ ଏହାର ଆଉ ଏକ ନୂତନ ଭାଇରସ ‘ଓମିକ୍ରନ୍‌’ ବିଶ୍ୱବାସୀଙ୍କ ଚିନ୍ତା ବଢ଼ାଇ ଦେଇଛି। ଏଭଳି ପରିସ୍ଥିତିରେ ଜାପାନରେ କରୋନା ଟିକାର ବୁଷ୍ଟର୍‌ ଡୋଜ୍‌ ଦେବା ଆରମ୍ଭ...

ପ୍ୟାରିସ କି ସିଙ୍ଗାପୁର ନୁହେଁ, ଏହା ହେଉଛି ବିଶ୍ୱର ସବୁଠୁ ମହଙ୍ଗା ସହର

ଲଣ୍ଡନ,୧।୧୨: ଲଣ୍ଡନର ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟ ବିଶ୍ୱର ସବୁଠୁ ଦାମୀ ସହରଗୁଡ଼ିକର ତାଲିକା ପ୍ରକାଶ କରିଛି । ଏଥର ପ୍ୟାରିସ କିମ୍ବା ସିଙ୍ଗାପୁର ନୁହେଁ, ଏହି ତାଲିକାରେ ଇସ୍ରାଏଲର ସହର ତେଲ ଅଭିଭ ପ୍ରଥମ ସ୍ଥାନରେ ରହିଛି। ତେଲ ଅଭିଭ...

ଟୁଇଟର୍‌ ଆଣିଲା ନୂଆ ନିୟମ

ନୂଆଦିଲ୍ଲୀ,୧।୧୨: ନୂଆଦିଲ୍ଲୀ,୧।୧୨: ଟୁଇଟର୍‌ ଦାୟିତ୍ୱ ନେବା ମାତ୍ରେ ପରାଗ ଅଗ୍ରୱାଲ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି। ଟୁଇଟ୍‌ ସିଇଓ ପରାଗ ଟୁଇଟର ସମ୍ବନ୍ଧରେ ନୂତନ ନିୟମ କାର୍ଯ୍ୟକାରୀ କରିଛନ୍ତି। ନୂତନ ନିୟମ ଅନୁଯାୟୀ, କୌଣସି ୟୁଜର୍ସ ସମ୍ମତି ବିନା ଅନ୍ୟର...

ଓମିକ୍ରନ୍‌ ଆଗରେ ବର୍ତ୍ତମାନର କରୋନା ଟିକା ଅକାମୀ, ମାନିଲେ ଭାକ୍ସିନ୍‌ ନିର୍ମାତା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୧୨: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ର ଆତଙ୍କ ଆରମ୍ଭ ହୋଇଛି। ଏପରିସ୍ଥଳେ ବିଶେଷଜ୍ଞଙ୍କ ପକ୍ଷରୁ ଜାରି ହୋଇଥିବା ବିବୃତ୍ତି ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିଶେଷଜ୍ଞଙ୍କ ଅନୁଯାୟୀ, କରୋନା ଭୂତାଣୁ ଓମିକ୍ରନ୍‌ର ସ୍ପାଇକ ପ୍ରୋଟିନରେ ବହୁ ପରିବର୍ତ୍ତନ ହୋଇଛି।...

ସଂସଦରେ ବ୍ୟଭିଚାର, ଅଷ୍ଟ୍ରେଲିଆରେ ୬୩ ପ୍ରତିଶତ ମହିଳା ସାଂସଦ-କର୍ମଚାରୀଙ୍କୁ ଯୌନ ନିର୍ଯାତନା…

ମେଲବୋର୍ନ,୧।୧୨: ମହିଳା ସାଂସଦ ଏବଂ କର୍ମଚାରୀଙ୍କ ପ୍ରତି ଯୌନ ଉତ୍ପୀଡ଼ନର ଏକ ସମ୍ବେଦନଶୀଳ ମାମଲା ଅଷ୍ଟ୍ରେଲିଆ ସଂସଦରେ ସାମ୍ନାକୁ ଆସିଛି। ପ୍ରତି ତିନିଜଣ ମହିଳା କର୍ମଚାରୀଙ୍କ ମଧ୍ୟରୁ ଜଣେ ଯୌନ ଉତ୍ପୀଡ଼ନର ଶିକାର ହେଉଥିବା ପ୍ରକାଶିତ ଏକ ସରକାରୀ ରିପୋର୍ଟରେ...

ଏଡ୍‌ସରେ ୭୭ ଲକ୍ଷଙ୍କ ମୃତ୍ୟୁ ଆଶଙ୍କା

ଜେନେଭା, ୧ା୧୨: ଏଚ୍‌ଆଇଭି ବିଶ୍ୱସ୍ତରୀୟ ପ୍ରମୁଖ ସ୍ବାସ୍ଥ୍ୟ ସଙ୍କଟ ପାଲଟିଛି। ଆସନ୍ତା ୧୦ ବର୍ଷ ମଧ୍ୟରେ ବିଶ୍ୱର ପ୍ରାୟ ୭୭ ଲକ୍ଷ ଲୋକଙ୍କ ଏଡ୍‌ସ କିମ୍ବା ଏହାଜନିତ ରୋଗରେ ମୃତ୍ୟୁ ହେବାର ଆଶଙ୍କା ରହିଛି ବୋଲି ଏଚ୍‌ଆଇଭି ଏବଂ ଏଡ୍‌ସ...

କରୋନାର ନୂଆ ରୂପ ‘ଓମିକ୍ରନ’ର ଲକ୍ଷଣ ଜାଣନ୍ତୁ

କେପଟାଉନ,୧।୧୨: ଦକ୍ଷିଣ ଆଫ୍ରିକାରେ କରୋନା ଭାଇରସର ଏକ ନୂତନ ପ୍ରକାର ଭାରିଏଣ୍ଡ ‘ଓମିକ୍ରନ’ ମିଳିବା ପରେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ଏହି ସମୟରେ, ଦକ୍ଷିଣ ଆଫ୍ରିକାର ଜଣେ ଡାକ୍ତର ନୂତନ କୋଭିଡ ଭାରିଆଣ୍ଟ ଓମିକ୍ରନର ଲକ୍ଷଣ କ’ଣ...

ସ୍ବାଧିନତା ଲାଭ କଲା ବାରବାଡୋସ୍‌, ୪୦୦ ବର୍ଷର ବ୍ରିଟିଶ ଶାସନ ଶେଷ…

ବ୍ରିଜ୍‌ଟାଉନ୍‌,୩୦।୧୧: ପ୍ରାୟ ୪୦୦ ବର୍ଷ ଧରି ବ୍ରିଟିଶ ଶାସନରେ ରହିବା ପରେ କାରିବିଆନ ଦେଶ ବାରବାଡୋସ୍‌ ସ୍ବାଧୀନତା ଲାଭ କରିଛି। ବାରବାଡୋସ ନିଜକୁ ଏକ ଗଣତନ୍ତ୍ର ଭାବେ ଘୋଷଣା କରି ବ୍ରିଟେନର ରାଜତନ୍ତ୍ରକୁ ଦେଶରେ ରଦ୍ଦ କରିଛି। ସ୍ବାଧିନତା ହାସଲ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri