ଅନ୍ତର୍ଜାତୀୟ

ରାଫାହ ଖାଲି କଲା ଇସ୍ରାଏଲ୍‌

ଜେରୁଜେଲମ୍‌,୭ା୫: ଗାଜାର ଦକ୍ଷିଣ ଭାଗରେ ଥିବା ରାଫାହ ସହରରୁ ୧ ଲକ୍ଷ ପାଲେଷ୍ଟିନୀୟଙ୍କୁ ଖାଲି କରିବା ପାଇଁ ଇସ୍ରାଏଲୀ ସେନା ନିର୍ଦ୍ଦେଶ ଦେବା ପରେ ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି। ଉକ୍ତ ଅଞ୍ଚଳରେ ଇସ୍ରାଏଲ ଦୀର୍ଘମିଆଦୀ ସ୍ଥଳଯୁଦ୍ଧ ଚଳାଇବାକୁ ଯାଉଥିବାର ସଙ୍କେତ...

ଇସ୍ରାଏଲ ସେନା ଘାଟି ଉପରେ ଡ୍ରୋନ୍‌ ଆକ୍ରମଣ

ବିରୁଟ୍‌/ଜେରୁଜେଲମ୍‌,୬ା୫: ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅଧୀନ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି ମୃତାହତ ହୋଇଥିବା କଥା ଇସ୍ରାଏଲ ସେନା ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ। ଲେବାନନ...

ଚାଇନାରେ ପୁଣିଥରେ ବଢୁଛି କି ମହାମାରୀ? ହସ୍ପିଟାଲରେ ଆଇସିୟୁ ବେଡ ବଢାଇବାକୁ ସୁପାରିସ

ବେଜିଂ,୬।୫: ନିକଟରେ ଚାଇନାରେ କରୋନା ମହାମାରୀ ଯୋଗୁ ସାରା ଦେଶ ବିପର୍ଯ୍ୟସ୍ତ ହୋଇପଡିଥିଲା। ଦେଶରେ ଏହି ମହାମାରୀ ଯୋଗୁଁ ହଜାର ହଜାର ଲୋକ ପ୍ରାଣ ହରାଇଥିଲେ। ଏଥି ସହିତ ଚାଇନା ବର୍ତ୍ତମାନ ମହାମାରୀ ହେତୁ ମୃତ୍ୟୁରୁ ଏକ ଶିକ୍ଷା ଲାଭ...

ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ

ଓ୍ବାଶିଂଟନ୍‌,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ ଅଭିଜ୍ଞ ନାସା ମହାକାଶଚାରୀ ସମସ୍ତେ ବୋଇଙ୍ଗର ଷ୍ଟାରଲିନର୍‌ ମହାକାଶଯାନରେ ମହାକାଶକୁ ଯିବେ। ଏହା...

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ ଆସିଛି, ଯେଉଁଥିରେ ସେ ବର୍ତ୍ତମାନର ରାଷ୍ଟ୍ରପତିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଟ୍ରମ୍ପ...

ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ ଉପରେ ଭାରି ପଡିଛି। ଏପର୍ଯ୍ୟନ୍ତ ୩୦ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି।...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର ତାଙ୍କ ପ୍ରଶଂସକଙ୍କୁ ଚକିତ କରିଛି। ବାର୍ବାରା ଡିକ୍ସନ ଏହି ଖବର ଶେୟାର କରିଛନ୍ତି।...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ କତାରର ଗ୍ଲୋବାଲ ନ୍ୟୁଜ ଚ୍ୟାନେଲ ଅଲ ଜଜିରାର ସ୍ଥାନୀୟ ଶାଖା ବନ୍ଦ କରିବାକୁ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି ବିବରଣୀ ଦିଆଯାଇ ନାହିଁ। ରୁଷିଆର ସରକାରୀ ସମ୍ବାଦ ଏଜେନ୍ସି TASS ଶନିବାର ଗୃହ...

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ୫୬ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ଏଥିସହ ଏକ ହଜାରରୁ ଅଧିକ...

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ ଏହି ନର୍ସ ୨୦୨୦ରୁ ୨୦୨୩ ତିନି ବର୍ଷ ମଧ୍ୟରେ ୫ଟି ହସ୍ପିଟାଲରେ ୧୭...

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ଇସ୍‌ଲାମାବାଦର କ୍ୟାପିଟାଲ ଡେଭେଲପମେଣ୍ଟ ଅଥରିଟି (ସିଡିଏ)ର ଫେସ୍‌ବୁକ୍‌ ପେଜ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri