ଅନ୍ତର୍ଜାତୀୟ

୬୩ ଦେଶରେ ପହଞ୍ଚିଲା ଓମିକ୍ରନ୍‌…

ଜେନେଭା, ୧୩।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୩ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ...

ମିସ୍‌ ୟୁନିଭର୍ସ ଟାଇଟେଲ୍‌ ଜିତି ଇତିହାସ ରଚିଥିବା ହରନାଜ୍‌ ସାନ୍ଧୁଙ୍କ ବିଷୟରେ ଜାଣନ୍ତୁ

ଜେରୁଜେଲମ୍‌,୧୩।୧୨: ଅଭିନେତ୍ରୀ-ମଡେଲ ହର୍‌ନାଜ୍‌ ସାନ୍ଧୁ ସୋମବାର ଇତିହାସ ସୃଷ୍ଟି କରିଛନ୍ତି। ସେ ମିସ ୟୁନିଭର୍ସ ୨୦୨୧ ଟାଇଟେଲ୍‌ ଜିତିଛନ୍ତି। ୨୧ ବର୍ଷ ପରେ ସେ ଭାରତ ପାଇଟାଇଟଲ ଜିତିଛି – ୮୦ ଟି ଦେଶରୁ ପ୍ରତିଯୋଗୀଙ୍କୁ ପରାସ୍ତ କରିଛି। ସାନ୍ଧୁଙ୍କ...

‘ଅନ୍ୟ ସହ ନିଜକୁ ତୁଳନା ନ କରି ଆତ୍ମବିଶ୍ୱାସ ବୃଦ୍ଧି କରିବା ଉଚିତ’ ଉତ୍ତର ଦେଲେ ହରନାଜ୍‌…

ଇଲାଟ୍‌, ୧୩।୧୨: ଲାରା ଦତ୍ତା ମିସ୍‌ ୟୁନିଭର୍ସ ଭାବରେ ବିଜୟୀ ହେବାର ୨୧ବର୍ଷ ପରେ ପୁଣି ଥରେ ଭାରତ ପାଇଁ ଗର୍ବର ଏକ ମୁହୂର୍ତ୍ତ ଆସିଛି। ଭାରତର ହରନାଜ କୌର ସାନ୍ଧୁଙ୍କୁ ମିସ୍‌ ୟୁନିଭର୍ସ ଭାବେ ଚୟନ କରାଯାଇଛି। ତାଙ୍କୁ...

ବ୍ରହ୍ମାଣ୍ଡ ସୁନ୍ଦରୀ ହେଲେ ଭାରତ ଝିଅ ହରନାଜ

ମୁମ୍ବାଇ,୧୩।୧୨: ଦୀର୍ଘ ୨୧ ବର୍ଷ ପରେ ମିସ୍‌ ୟୁନିଭର୍ସ ମୁକୁଟ ପିନ୍ଧିଛନ୍ତି ଭାରତର ଝିଅ ହରନାଜ ସାନ୍ଧୁ। ସେ ୨୦୨୧ ମସିହା ବ୍ରହ୍ମାଣ୍ଡ ସୁନ୍ଦରୀ ପ୍ରତିଯୋଗିତାରେ ଏହି ମୁକୁଟ ହାସଲ କରିଛନ୍ତି। ଇସ୍ରାଏଲର ଇଲାଟରେ ଅନୁଷ୍ଠିତ ୭୦ତମ ମିସ୍‌ ୟୁନିଭର୍ସରେ...

ଭଗ୍ନାବଶେଷ ତଳେ ଆତ୍ମୀୟଙ୍କ ସନ୍ଧାନ

ନ୍ୟୁୟର୍କ,୧୩।୧୨: ଆମେରିକାର କେଣ୍ଟକିରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ୬ ରାଜ୍ୟରେ ତାଣ୍ଡବ ରଚିଛି। ଏଥିରେ ୯୪ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଥିଲେ ହେଁ ପ୍ରକୃତ ସଂଖ୍ୟା ୧୦୦ରୁ ଅଧିକ ହେବ ବୋଲି ଆଶଙ୍କା କରାଯାଉଛି। ଝଡ଼ବର୍ଷାରେ ଘରଦ୍ୱାର ଭାଙ୍ଗିଯାଇଛି,...

ଓମିକ୍ରନ୍ ଟେଷ୍ଟ ପାଇଁ କୋରିଆ ବୈଜ୍ଞାନିକଙ୍କ ନୂଆ ଟେକ୍‌ନିକ୍‌, ୨୦ ମିନିଟରେ ଆସିଯିବ ରିପୋର୍ଟ

ସିଓଲ,୧୩ ।୧୨: ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଥିବା କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଏବେ ଏହି ଓମିକ୍ରନ୍‌ର ଚିହ୍ନଟ ପାଇଁ କୋରିଆର ବୈଜ୍ଞାନିକମାନେ ଏକ ନୂଆ ଟେକ୍‌ନିକ୍ ବାହାର...

ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି କରୋନା ସଂକ୍ରମିତ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର

କେପଟାଉନ,୧୩ ।୧୨: ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି । ତାଙ୍କ ନିକଟରେ ସାମାନ୍ୟ ଲକ୍ଷଣ ଥିବା ବେଳେ ଡାକ୍ତର ରାମାଫୋସାଙ୍କ ସ୍ୱାସ୍ଥ୍ୟ ଉପରେ...

ଆମେରିକାକୁ ଉଜାଡିଦେଲା ବାତ୍ୟା

ମେଫିଲ୍ଡ, ୧୨।୧୨: ଆମେରିକାର ମଧ୍ୟପଶ୍ଚିମ ଓ ଦକ୍ଷିଣ ଭାଗରେ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପ୍ରଳୟଙ୍କରୀ ବାତ୍ୟାରେ ଆମେରିକାର ୫ଟି ରାଜ୍ୟରେ ବ୍ୟାପକ କ୍ଷତି ହୋଇଛି। ଆର୍କାନସାସ୍‌, ମିସୌରି, ଟେନେସି, କେଣ୍ଟୁକିରେ ୫୫ ନିୟୁତରୁ ଊର୍ଦ୍ଧ୍ୱ ଲୋକ ବାତ୍ୟା ଦ୍ୱାରା...

୩୦ବର୍ଷରୁ ଊର୍ଦ୍ଧ୍ୱଙ୍କୁ ବୁଷ୍ଟର ଡୋଜ୍‌

ଲଣ୍ଡନ,୧୨।୧୨: କରୋନାର ଓମିକ୍ରନ୍‌ ଭାରିଆଣ୍ଟ ସଂକ୍ରମଣ ବଢ଼ୁଥିବାରୁ ବ୍ରିଟେନରେ ୩୦ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କୁ କୋଭିଡ୍‌ ଟିକାର ବୁଷ୍ଟର ଡୋଜ୍‌ ଦେବା ନେଇ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ସୋମବାରଠାରୁ ବୁକିଂ ଆରମ୍ଭ ହେଉଛି। ବ୍ରିଟେନରେ ୩୦ରୁ ୩୯...

ଜୁମ୍‌ ମିଟିଂରେ ୯୦୦ କର୍ମଚାରୀଙ୍କୁ ଚାକିରିରୁ ବିଦା କରିବା ପରେ ଛୁଟିରେ ଗଲେ ସିଇଓ

ନ୍ୟୁୟର୍କ,୧୨।୧୨: ଆମେରିକାର ବେଟର୍‌ ଡଟ କମର ସିଇଓ ବିଶାଲ ଗର୍ଗ ଛୁଟିରେ ଯାଇଛନ୍ତି। ଜୁମ କଲ ସମୟରେ ୯୦୦ କର୍ମଚାରୀଙ୍କୁ ଚାକିରିରୁ ବିଦା କରିଥିବା ବିଶାଲ ଗର୍ଗଙ୍କୁ କମ୍ପାନୀ ଏକ ଦୀର୍ଘ ଛୁଟିରେ ପଠାଇଛି। ଜୁମ ମିଟିଂ ସମୟରେ କମ୍ପାନୀରୁ...

ଆମେରିକାରେ ଭେଣ୍ଟିଲେଟର ଅଭାବ, ସ୍ବିଜରଲାଣ୍ଡରେ ଲକ୍‌ଡାଉନ୍‌ ସ୍ଥିତି…

ଓ୍ବାଶିଂଟନ, ୧୨।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏବେ ଓମିକ୍ରନ୍‌ ଅଣାୟତ୍ତ ହୋଇ ତାଣ୍ଡବ ଆରମ୍ଭ କରିଛି। ଆମେରିକା ଏବଂ ୟୁରୋପରେ କରୋନା...

୨୪ ଘଣ୍ଟାରେ ୧୦ ଥର ନେଲେ କରୋନା ଡୋଜ୍‌…

ଓ୍ବିିଲିଂଣ୍ଟନ୍‌, ୧୨।୧୨: ଥରେ ନୁହେଁ ଦୁଇଥର ନୁହେଁ। ଲାଗ ଲାଗ ୧୦ ଥର କରୋନା ଡୋଜ୍‌ ନେଇଛନ୍ତି ନ୍ୟୁଜିଲାଣ୍ଡର ଜଣେ ବ୍ୟକ୍ତି। ସେ ୨୪ ଘଣ୍ଟାରେ ୧୦ ଥର କରୋନା ଡୋଜ୍‌ ନେଇଛନ୍ତି। ଖବର ପ୍ରକାଶ ପାଇବା ପରେ ସ୍ବାସ୍ଥ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri