ଅନ୍ତର୍ଜାତୀୟ

ନର୍ଦନ ଆଲାଏନ୍ସ୍‌ ମୁଖ୍ୟ କମାଣ୍ଡରଙ୍କ ମୃତ୍ୟୁ…

କାବୁଲ,୬।୯: ପଞ୍ଜଶିରର ରକ୍ତାକ୍ତ ସଂଘର୍ଷରେ ନର୍ଦନ ଆଲାଏନ୍ସ୍‌ ମୁଖ୍ୟ କମାଣ୍ଡର ସାଲେହ ମହମ୍ମଦଙ୍କ ମୃତ୍ୟୁ ଘଟିଛି। ତାଲିବାନ୍‌ କହିଛି ଏବେ ପଞ୍ଜଶିର ପୂର୍ଣ୍ଣ ଦଖଲରେ ରହିଛି। ପଞ୍ଜଶିରରେ ଆତଙ୍କବାଦୀ ସଂଗଠନ ତାଲିବାନର ପତାକା ଲଗାଯାଇଛି। ଏଥିରୁ ତାଲିବାନର ଦାବି ସତ୍ୟ...

ରେଜିଷ୍ଟାନ୍ସ ଫ୍ରଣ୍ଟ ତାଲିବାନ ସହିତ ବୁଝାମଣା ପାଇଁ ରାଜି…

କାବୁଲ,୬।୯: ଆଫଗାନିସ୍ତାନର କାବୁଲର ଉତ୍ତରରେ ଥିବା ପଞ୍ଜଶିର ଉପତ୍ୟକାରେ ତାଲିବାନ ବାହିନୀକୁ ବିରୋଧ କରୁଥିବା ଆଫଗାନିସ୍ତାନ ବିରୋଧୀ ଦଳର ନେତା ଯୁଦ୍ଧ ବନ୍ଦ କରିବା ସହିତ ବୁଝାମଣା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହା ଦ୍ୱାରା ଗୃହଯୁଦ୍ଧରୁ ଦେଶ ରକ୍ଷା ପାଇ...

ବରାଦରଙ୍କୁ ହକ୍କାନି ଗୁଳି

କାବୁଲ,୬।୯: ପଡ଼ୋଶୀ ଆଫଗାନିସ୍ତାନରେ ପାଶ୍ଚାତ୍ୟ ସମର୍ଥତ୍ତ ଅଶ୍ରଫ୍‌ ଗନିଙ୍କ ନାଗରିକ ସରକାରଙ୍କୁ କ୍ଷମତାଚ୍ୟୁତ କରିଦେଲା ସିନା, ନିଜେ ସରକାର ଗଠନ କରିପାରି ନାହିଁ ତାଲିବାନ୍‌। ଦୁଇ ସପ୍ତାହ ବିତିଯାଇଥିଲେ ସୁଦ୍ଧା ତାଲିବାନ୍‌ ଓ ହକ୍କାନି ନେଟ୍‌ଓ୍ବର୍କ ମଧ୍ୟରେ ଭାଗବଣ୍ଟା ଛିଣ୍ଡି...

ସାର୍କ ଆକ୍ରମଣରେ ଗଲା ଜୀବନ

ସିଡନୀ,୫।୯: ଅଷ୍ଟ୍ରେଲିଆର ଏମରଲାଡ୍‌ ବେଳାଭୂମିରେ ସାର୍କ ଆକ୍ରମଣରେ ଜଣେ ୨୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି। ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଏହା ଦ୍ୱିତୀୟ ସାର୍କ ଆକ୍ରମଣ ଘଟଣା। ଇନ୍ସପେକ୍ଟର କ୍ରିସ ୱିଲସନ କହିଛନ୍ତି ଯେ, ରବିବାର ସମୁଦ୍ର କୂଳରେ ସାର୍କ...

ଜିନ୍ସ ପିନ୍ଧି ପାର୍ଲାମେଣ୍ଟ ଆସିବା ମନା

ଲଣ୍ଡନ, ୫।୯: ସୋମବାର ଆରମ୍ଭ ହେବ ବ୍ରିଟିଶ ପାର୍ଲାମେଣ୍ଟ। ଏହି ପରିପ୍ରେକ୍ଷୀରେ ହାଉସ୍‌ ଅଫ୍‌ କମନ୍ସର ବାଚସ୍ପତି ଏମ୍‌ପିମାନଙ୍କ ପାଇଁ ଥିବା ଡ୍ରେସ୍‌ କୋଡ୍‌କୁ କଡ଼ାକଡ଼ି କରିଛନ୍ତି। ଜିନ୍ସ ଏବଂ ସ୍ପୋଟର୍‌ସଓ୍ବେର ପାର୍ଲାମେଣ୍ଟ ପୋଷାକ ନୁହେଁ। ଉପଯୁକ୍ତ ପୋଷାକ ପରିଧାନ...

ଚେତାବନୀ ଦେଲେ ନେପାଳ ସରକାର

କାଠମାଣ୍ଡୁ,.୫।୯: ନେପାଳ ସରକାର ରବିବାର ନାଗରିକମାନଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ, ସେମାନେ ଏପରି ଲଜ୍ଜାଜନକ କାର୍ଯ୍ୟ କରିବା ଉଚିତ ନୁହେଁ, ଯାହା ଦ୍ୱାରା ବନ୍ଧୁତ୍ୱପୂର୍ଣ୍ଣ ଦେଶ ସହ ସମ୍ପର୍କକୁ ପ୍ରଭାବିତ କରିବ। କିଛିଦିନ ତଳେ ନେପାଳର କିଛି ଲୋକ...

ଇରାକ୍‌ରେ ଆତଙ୍କବାଦୀଙ୍କ ବଡ଼ ଧରଣର ଆକ୍ରମଣ

ର୍କିକୁକ(ଇରାକ),୫।୯: ତାଲିବାନ୍‌ ଆତଙ୍କବାଦୀ ସଙ୍ଗଠନ ଆଫ୍‌ଗାନିସ୍ତାନ ଦଖଲ ପରେ ବର୍ତ୍ତମାନ ଇରାକ୍‌ରେ ଆତଙ୍କବାଦୀ ଆଇଏସ୍‌ଆଇଏସ୍‌ର ବର୍ବର କାଣ୍ଡ ଦେଖିବାକୁ ମିଳିଛି। ଆଇଏସ୍‌ଆଇଏସ୍‌ ଆତଙ୍କବାଦୀଙ୍କ ଗୁଳିରେ ୧୩ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନେକ ଲୋକ ଗୁରୁତର ଆହତ...

ସନ୍ତାନ ପ୍ରସବ ସମୟରେ ବାହାରକୁ ବାହାରିଆସିଲା ମହିଳାଙ୍କ ଗର୍ଭାଶୟ, ଆଉ ତା’ ପରେ…

ସନ୍ତାନ ପ୍ରସବ କରିବା ଜଣେ ମା’ ପାଇଁ କେତେ କଷ୍ଟ ତାହା କେବଳ ଜଣେ ମା ହିଁ କହିପାରିବେ। ଏମିତି ଜଣେ ମହିଳାଙ୍କ କ୍ଷେତ୍ରରେ ଘଟିଛି। ସନ୍ତାନ ପ୍ରସବ ସମୟରେ ଏକ ଭୟାନକ ପରିସ୍ଥିତିର ସାମ୍ନା କରିଛନ୍ତି ଯୁକ୍ତରାଷ୍ଟ୍ର ଆମେରିକାର...

ବସ୍‌ ବିସ୍ଫୋରଣରେ ୩ ସୁରକ୍ଷାକର୍ମୀ ମୃତ, ୨୦ରୁ ଅଧିକ ଆହତ…

କ୍ୱେଟା,୫।୯: ପାକିସ୍ତାନର ଅଶାନ୍ତ ବାଲୁଚିସ୍ତାନ ପ୍ରଦେଶର ରାଜଧାନୀ କ୍ୱେଟାରେ ରବିବାର ସକାଳେ ଏକ ବସ୍‌ ବିସ୍ଫୋରଣ ଘଟିଛି। ଏହି ଘଟଣାରେ ୩ ଜଣ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହେବା ସହିତ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କ ଉଦ୍ଧାର କରି...

ରକ୍ତାକ୍ତ ସଂଘର୍ଷ, ୬୦୦ ତାଲିବାନୀ ନିହତ, ୧୦୦୦ରୁ ଅଧିକଙ୍କ ଆତ୍ମସମର୍ପଣ…

କାବୁଲ,୫।୯: ଆଫଗାନିସ୍ତାନର ପଞ୍ଜଶିରରେ ନର୍ଦନ ଆଲାଏନ୍ସ୍‌ ଏବଂ ତାଲିବାନ ଆତଙ୍କବାଦୀଙ୍କ ମଧ୍ୟରେ ଭୟଙ୍କର ରକ୍ତାକ୍ତ ସଂଘର୍ଷ ଜାରି ରହିଛି। କ୍ଷମତା ଦଖଲ ନେଇ ପଞ୍ଜଶିର ଏବେ ରକ୍ତରେ ଲାଲ ହୋଇଯାଇଛି। ପଞ୍ଜଶିରର ଉତ୍ତର-ପୂର୍ବ ଅଞ୍ଚଳରେ ୬୦୦ ତାଲିବାନୀଙ୍କ ମୃତ୍ୟୁ ଘଟିଛି।...

ଆସନ୍ତା ସପ୍ତାହକୁ ଅପେକ୍ଷା

କାବୁଲ,୪।୯: ଆଫଗାନିସ୍ତାନରେ ନୂଆ ସରକାର ଗଠନକୁ ତାଲିବାନ ଆସନ୍ତା ସପ୍ତାହକୁ ସ୍ଥଗିତ ରଖିଛି। ତାଲିବାନ ମୁଖପାତ୍ର ଜବିଉଲ୍ଲା ମୁଜାହିଦ୍‌ ଶନିବାର ଏହି ସୂଚନା ଦେଇଛନ୍ତି। ଅନ୍ତର୍ଜାତୀୟ ସମୁଦାୟରେ ଗ୍ରହଣୀୟ ହେବା ଭଳି ସହମତି ଭିତ୍ତିକ ସମାବେଶୀ ପ୍ରଶାସନ ଗଠନ କରିବା...

ଉତ୍ସବରେ ନାଚି ନାଚି ଗୁଳି ଚଲାଉଥିଲେ, ଚାଲିଗଲା ୧୭ ଜୀବନ

କାବୁଲ,୪।୯: ପଞ୍ଜଶିର ପ୍ରଦେଶକୁ ଦଖଲ କରିବା ସହ ପୂରା ଆଫଗାନିସ୍ତାନକୁ କବ୍‌ଜା କରି ନେଇଛି ତାଲିବାନ୍‌। ଏଥି ଲାଗି ଦେଶର ବିଭିନ୍ନ ପ୍ରଦେଶରେ ଉତ୍ସବର ମାହୋଲ। ମାତ୍ର ଉତ୍ସବ ମନାଉଥିବା ତାଲିବାନୀମାନେ ନାଚି ନାଚି ଖୋଲା ଗୁଳି ଚଲାଉଛନ୍ତି। ଏଥି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri