ଅନ୍ତର୍ଜାତୀୟ

ତାଲିବାନ ନିକଟରେ ଏବେ ବିଶ୍ୱର ୮୫ ପ୍ରତିଶତ ଦେଶରୁ ଅଧିକ ବ୍ଲାକ ହଙ୍କ ହେଲିକପ୍ଟର!

ନୂଆଦିଲ୍ଲୀ,୨୮ ।୮: ତାଲିବାନ କେବଳ ଯେ ଆଫଗାନିସ୍ତାନ ଉପରେ କବଜା କରିଛି ତା’ନୁହେଁ । ଏବେ ତାଲିବାନ ନିକଟରେ ବହୁ ପରିମାଣରେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଓ ହେଲିକପ୍ଟର ବି ରହିଛି । ତାଲିବାନ ହାତରେ ଲାଗିଥିବା ଆମେରିକା ସେନାଙ୍କ ଅତ୍ୟାଧୁନିକ...

ହରିଣକୁ କରୋନା…

ଓ୍ବାଶିଂଟନ,୨୮।୮: ଆମେରିକାରେ କୁକୁର, ବିଲେଇ, ସିଂହ, ଚିତା, ଗୋରିଲା ପରି ପ୍ରାଣୀମାନଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ଏବେ ଏହା ହରିଣକୁ ବ୍ୟାପିଛି। କରୋନାର ପ୍ରଥମ ମାମଲା ହରିଣଠାରେ ଚିହ୍ନଟ ହୋଇଥିବା ଆମେରିକାର କୃଷି ବିଭାଗ ପକ୍ଷରୁ ସୂଚନା...

ତୁରନ୍ତ କାବୁଲ ବିମାନ ବନ୍ଦର ଗେଟ୍ ଛାଡିବାକୁ ନିଜ ନାଗରିକଙ୍କୁ ସୂଚନା ଦେଲା ଆମେରିକା

ୱାଶିଂଟନ,୨୮ ।୮: ଆଫଗାନିସ୍ତାନ ରାଜଧାନୀ କାବୁଲର ବିମାନ ବନ୍ଦରରେ ହୋଇଥିବା ବସ୍ଫୋରଣ ପରେ ଆମେରିକା ତା’ର ନାଗରିକଙ୍କୁ ସତର୍କ କରାଇ ଦେଇଛି । ସେ ତା’ର ନାଗରିକଙ୍କୁ ତୁରନ୍ତ ବିମାନ ବନ୍ଦର ଗେଟ ଛାଡି ଚାଲି ଯିବାକୁ କହିଛି ।...

ପ୍ରତିଶୋଧ ନେଲା ଆମେରିକା, ଆଇଏସ୍‌ ଗଡ଼ରେ ବୋମାମାଡ଼…

ଓ୍ବାଶିଂଟନ/କାବୁଲ,୨୮।୮: ଆଫଗାନିସ୍ତାନର ଆଇଏସ୍‌ ଗଡ଼ରେ ଆମେରିକା ପକ୍ଷରୁ ବୋମାମାଡ଼ କରାଯାଇଛି। ଏପରି କରି ଆମେରିକା କାବୁଲ ଆକ୍ରମଣର ପ୍ରତିଶୋଧ ନେଇଛି। କାବୁଲରେ ଆଇଏସ୍‌ ଦ୍ୱାରା ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆମେରିକାର ୧୩ ସୈନ୍ୟଙ୍କ ମୃତ୍ୟୁ ଘଟିବାର କିଛି ଘଣ୍ଟା ମଧ୍ୟରେ...

ଆମେରିକାକୁ ଆଇଏସ୍‌ ବିପଦ

କାବୁଲ/ଓ୍ବାଶିଂଟନ,୨୮ା୮: ଅଗଷ୍ଟ ୩୧ ସୈନ୍ୟ ଅପସାରଣ ଡେଡ୍‌ଲାଇନ୍‌ ପୂର୍ବରୁ କାବୁଲ ବିମାନବନ୍ଦରରେ ଆମେରିକା ନେତୃତ୍ୱାଧୀନ ବିଦେଶୀ ସାମରିକ ମେଣ୍ଟ ଉପରେ ଆଉ ଏକ ଆତଙ୍କବାଦୀ ଆକ୍ରମଣ ହୋଇପାରେ। ତାଲିବାନ ଶାସନ ଭୟରେ ଆଫଗାନିସ୍ତାନ ଛାଡ଼ି ପଳାୟନ କରୁଥିବା ଆଫଗାନ୍‌ ଓ...

ଖୋଜିକରି ମାରିବୁ: ବାଇଡେନ୍‌

କାବୁଲ/ଓ୍ବାଶିଂଟନ,୨୮ା୮: କାବୁଲ ବିସ୍ଫୋରଣ ପଛରେ ଯିଏ ଥାଆନ୍ତୁ ନା କାହିଁକି ଆମେ ତାଙ୍କୁ ଖୋଜି ବାହାର କରିବୁ। ଆମେ ଭୁଲିବୁ ନାହିଁ କି କ୍ଷମା କରିବୁ ନାହିଁ। ଆକ୍ରମଣକାରୀଙ୍କୁ ଏହାର ମୂଲ୍ୟ ଦେବାକୁ ପଡ଼ିବ। ଆତଙ୍କବାଦୀ ଆମେରିକୀୟଙ୍କୁ ଆଫଗାନିସ୍ତାନରେ ନିଜ...

କାରଖାନା ସହ ଜଳିଗଲେ ୧୬ ଶ୍ରମିକ

କରାଚୀ,୨୮।୮: ପାକିସ୍ତାନର ବାଣିଜି୍ୟକ ରାଜଧାନୀ କରାଚୀସ୍ଥିତ ଏକ ରାସାୟନିକ କାରଖାନାରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୬ ଶ୍ରମିକ ପ୍ରାଣ ହରାଇଛନ୍ତି। କାରଖାନାରେ ଆହୁରି ୨୫ ଜଣ ରହିଯାଇଥିବା ଆଶଙ୍କା କରାଯାଉଛି। ଏଣୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପାରେ। ଅଗ୍ନିକାଣ୍ଡ...

ଆକାଶରେ ପାଇଲଟ୍‌ଙ୍କୁ ହୃଦ୍‌ଘାତ, ତା’ ପରେ …

ନୂଆଦିଲ୍ଲୀ, ୨୮।୮: ଓମାନର ରାଜଧାନୀ ମସ୍କାଟରୁ ଶୁକ୍ରବାର ୧୨୬ ଯାତ୍ରୀଙ୍କୁ ଧରି ବାଂଲାଦେଶ ରାଜଧାନୀ ଢାକା ଯାଉଥିଲା ବିଜି-୨୨ ବିମାନ। ମଝି ଆକାଶରେ ଏହି ବିମାନର ପାଇଲଟ୍‌ ହୃଦ୍‌ଘାତର ସମ୍ମୁଖୀନ ହୋଇଥିଲେ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ବିମାନଟି ସଫଳତାର ସହ...

ବିମାନ ବନ୍ଦର ବିସ୍ଫୋରଣ: ସ୍ପଷ୍ଟ କଲା ପେଣ୍ଟାଗନ

ଓ୍ବାଶିଂଟନ,୨୭।୮: ଆଫଗାନିସ୍ତାନ ରାଜଧାନୀ କାବୁଲସ୍ଥିତ ହମିଦ୍‌ କାରଜାଇ ବିମାନ ବନ୍ଦରରେ ଗୁରୁବାର ରାତିରେ ଦୁଇଟି ବଡ଼ ଧରଣର ବିସ୍ଫୋରଣ ଘଟିଥିଲା। ତେବେ ବିସ୍ଫୋରଣ ପଛରେ ଜଣେ ଆତ୍ମଘାତୀ ବିସ୍ଫୋରକ ଥିଲେ ବୋଲି ପେଣ୍ଟାଗନ ପକ୍ଷରୁ କୁହାଯାଇଛି। ସେନାର ମେଜର ଜେନେରାଲ...

କାବୁଲ ବିମାନ ବନ୍ଦର ପରେ ଏବେ କାଜକସ୍ତାନ ଅସ୍ତ୍ର ଭଣ୍ଡାରରେ ବିସ୍ଫୋରଣ: ୯ ମୃତ

ନୁର-ସୁଲତାନ,୨୭ ।୮: କାବୁଲ ବିମାନ ବନ୍ଦରରେ ଗୁରୁବାର ହୋଇଥିବା ବୋମା ବିସ୍ଫୋରଣ ସମସ୍ତଙ୍କୁ ଚକିତ କରିଦେଇଥିଲା । ଏହାପରେ ଶୁକ୍ରବାର କାଜାକସ୍ତାନର ଅସ୍ତ୍ର ଭଣ୍ଡାରରେ ବିସ୍ଫୋରଣ ହୋଇଥିବା ଖବର ମିଳିଛି । ସମାଚାର ଏଜେନ୍ସି ଏଏଫ୍‌ପିର ସୂଚନା ଅନୁଯାୟୀ ଏହି...

ଶହୀଦ ସେନାଙ୍କ ସମ୍ମାନରେ ୪ ଦିନ ଅର୍ଦ୍ଧନମିତ ରହିବ ଆମେରିକାର ଜାତୀୟ ପତାକା

ୱାଶିଂଟନ,୨୭ ।୮: କାବୁଲରେ ହୋଇଥିବା ବୋମା ବିସ୍ଫୋରଣରେ ୧୩ ଆମେରିକୀୟ ଯବାନ ଶହୀଦ ହେବା ପରେ ସେଠାରେ ଆମେରିକା ପୁଣିଥରେ ସକ୍ରିୟ ହୋଇ ଉଠିଛି । ରାଷ୍ଟ୍ରପତି ଜୋ ବାଇଡେନ ଏହି ଘଟଣାକୁ ନେଇ କହିଛନ୍ତି, ଆମେ କେବେହେଲେ ଆପଣଙ୍କୁ...

‘ଏଥର କ୍ଷମା ନାହିଁ: ଖୋଜିବୁ, ଦଣ୍ଡ ଦେବୁ’

ଓ୍ବାଶିଟନ୍‌,୨୭।୮: କାବୁଲର ବିମାନବନ୍ଦରରେ ଆଇଏସଆଇଏସ ଦ୍ୱାରା ହୋଇଥିବା ଆତ୍ମଘାତୀ ଆକ୍ରମଣ ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ବାଇଡେନ କହିଛନ୍ତି, ‘ଆମେ କ୍ଷମା କରିବୁ ନାହିଁ। ଆମେ ଭୁଲି ପାରିବୁ ନାହିଁ। ଆମେ ଖୋଜିକି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri