ଅନ୍ତର୍ଜାତୀୟ

ୟୁରୋପରେ ଜଳପ୍ରଳୟ

ବର୍ଲିନ, ୧୭।୭: କୋଭିଡ୍‌ ମହାମାରୀ ସହ ଯୁଝୁଥିବା ଜର୍ମାନୀ ଓ ବେଲ୍‌ଜିୟମ୍‌ ସମେତ ପଶ୍ଚିମ ୟୁରୋପୀୟ ରାଷ୍ଟ୍ରଗୁଡ଼ିକୁ ମାଡ଼ିଆସିଛି ଆଉ ଏକ ବିପତ୍ତି। ରେକର୍ଡ ବର୍ଷା ଅନେକ ନଦୀରେ ପ୍ରଳୟଙ୍କରୀ ବନ୍ୟା ଆଣିଛି। କିଲ୍‌ ଓ ଆହର ଭଳି ନଈଗୁଡ଼ିକର...

୯ ମାସ ପରେ ଖୋଲିଲା ଇଫେଲ୍‌ ଟାଓ୍ବାର

ପ୍ୟାରିସ୍‌, ୧୬।୭: କରୋନା ମହାମାରୀ ଯୋଗୁ ୯ ମାସ ହେଲା ବନ୍ଦ ରହିଥିବା ଇଫେଲ୍‌ ଟାଓ୍ବାର ଶୁକ୍ରବାର ଖୋଲିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏହି ଟାଓ୍ବାର କେବେ ଏତେଦିନ ବନ୍ଦ ରହି ନ ଥିଲା। ସାମାଜିକ ଦୂରତ୍ୱ ବଜାୟ ରଖିବା...

ଜଳୁଥିବା କୋଠାରୁ ଦୁଇ ବର୍ଷ ଝିଅର ଜୀବନ ବଞ୍ଚାଇବାକୁ ତଳକୁ ଫିଙ୍ଗିଦେଲେ ମା’

କେପଟାଉନ,୧୬ ।୭: ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜ୍ୟାକବ ଜୁମାଙ୍କୁ ଗିରଫ କରାଯିବା ପରେ ସେଠାରେ ହିଂସା ଜାରି ରହିଛି । ଏହାକୁ ବିଭିନ୍ନ ସହରରେ ବିରୋଧ କରାଯାଉଛି । ମିଳିଥିବା ସୂଚନା ଅନୁଯାୟୀ ଏହି ହିଂସାରେ ଏବେ ପର୍ଯ୍ୟନ୍ତ...

ରେଳ ଟ୍ରାକ୍‌ରେ ଖୁବ୍‌ ଜୋର୍‌ରେ କାର୍‌ ଚଳାଇଲେ ଯୁବକ, କାରଣ ଜାଣିଲେ…

ଲଣ୍ଡନ,୧୬ା୭: ବ୍ରିଟେନରେ ଜଣେ ଯୁବକ ରେଳ ଟ୍ରାକ୍‌ରେ ଖୁବ୍‌ ଜୋର୍‌ରେ କାର୍‌ ଚଳାଇବା ଦୃଶ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଘଟଣା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେତେବେଳେ ପୋଲିସ ହର୍ଟଫୋର୍ଡଶାୟାରର ଚେଶଣ୍ଟରେ ଏକ କାର୍‌ ଅଟକାଇବାକୁ ଚେଷ୍ଟା...

କଭରେଜ ସମୟରେ ଭାରତୀୟ ଫଟୋ ଜର୍ନାଲିଷ୍ଟଙ୍କୁ ହତ୍ୟା

କାବୁଲ,୧୬ ।୭:ଆଫଗାନିସ୍ତାନର କାନ୍ଧାର ଅଞ୍ଚଳରେ ଭାରତୀୟ ଫଟୋ ଜର୍ନାଲିଷ୍ଟ ଦାନିଶ ସିଦ୍ଦିକିଙ୍କୁ ହତ୍ୟା କରାଯାଇଛି । ଆଫଗାନିସ୍ତାନର ରାଜଦୂତ ଫରିଦ ମମୁଂଡଜେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଦାନିଶ ଆଫାଗାନ ସୁରକ୍ଷା ବଳଙ୍କ ସହ ଏକ...

ଗାଡ଼ିରେ ଲେଖାଥିଲା ପ୍ରେସ୍‌, ଭିତରୁ ବାହାରିଲା ମେଣ୍ଢା; ପୂରା ଘଟଣା ଜାଣିଲେ…

ଶ୍ରୀନଗର,୧୬ା୭: ସୋସିଆଲ ମିଡିଆରେ ଏବେ ଏକ ଫଟୋ ଖୁବ୍‌ ଭାଇରାଲ ହେଉଛି। ଯେଉଁ ଫଟୋଟି ଜମ୍ମୁ-କଶ୍ମୀରର ବୋଲି ଜଣାପଡୁଛି। ଏହି ଫଟୋରେ ଏକ ଅଟୋରେ ପ୍ରେସ୍‌ ଲେଖା ହୋଇଛି। ମାତ୍ର ଏହା ଭିତରେ ଏକ ମେଣ୍ଢା ଥିବା ଦେଖିବାକୁ ମିଳିଛି।...

୬୩୦୦ ଫୁଟ ଉଚ୍ଚରେ ଦୋଳି ଖେଳୁଥିଲେ ଯୁବତୀ, ଛିଡ଼ିଗଲା ଜଞ୍ଜିର; ଆଉ ତା’ ପରେ…

ଦୋଳି ଖେଳିବା ଦୁଇ ଯୁବତୀଙ୍କୁ ମହଙ୍ଗା ପଡ଼ିଛି। ରୁଷିଆର ପାହାଡ଼ ପାଦ ଦେଶରେ ଲାଗିଥିବା ଦୋଳିରେ ଦୁଇଜଣ ଯୁବତୀ ଝୁଲୁଥିଲେ। କୌଣସି କାରଣ ବଶତଃ ଜଞ୍ଜିର ଛିଡ଼ି ଯିବାରୁ ୬୩୦୦ ଫୁଟ ଉଚ୍ଚରୁ ଖାଲ ଭିତରକୁ ଦୁହେଁ ଖସିପଡ଼ିଲେ। ଏହା...

୧୦୦ ବର୍ଷରେ ସବୁଠୁ ପ୍ରଳୟଙ୍କରୀ ବନ୍ୟା

ବର୍ଲିନ,୧୫।୭: ୧୦୦ ବର୍ଷର ଇତିହାସରେ ୟୁରୋପର ପୂର୍ବାଞ୍ଚଳରେ ଆସିଛି ସବୁଠୁ ପ୍ରଳୟଙ୍କରୀ ବନ୍ୟା। ଏପର୍ଯ୍ୟନ୍ତ ବନ୍ୟାରେ ୪୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୦ଜଣ ନିଖୋଜ ଅଛନ୍ତି। ବନ୍ୟାରେ ଭାସିଯାଇଛି ଶତାଧିକ କାର୍‌। ଭୁଶୁଡ଼ି ପଡ଼ିଛି ଅନେକ ବିଲ୍ଡିଂ ।...

ଗଗନୟାନ ଇଞ୍ଜିନର ସଫଳ ପରୀକ୍ଷା ପରେ ଏଲୋନ ମସ୍କଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୫।୭: ଦେଶର ସବୁଠୁ ବଡ଼ ମହାକାଶ ମିଶନ ‘ଗଗନୟାନ’ କ୍ଷେତ୍ରରେ ସୋମବାର ପାଦେ ଆଗକୁ ବଢ଼ିଛି ଇସ୍ରୋ। ଭାରତୀୟଙ୍କୁ ମହାକାଶକୁ ପଠାଇବା ପାଇଁ ପ୍ରସ୍ତୁତ ବିକାଶ ଇଞ୍ଜିନ(ଯାନ)ର ପରୀକ୍ଷା ସଫଳ ହୋଇଛି। ଏଥିଲାଗି ଭାରତୀୟ ମହାକାଶ ରିସର୍ଚ୍ଚ ଅର୍ଗାନାଇଜେଶନ (ଇସ୍ରୋ)କୁ...

ପୁଣି ବିପଦ, ପୃଥିବୀରେ ଆରମ୍ଭ ହେଲାଣି କରୋନାର ତୃତୀୟ ଲହର…

ଜେନେଭା,୧୫।୭: ପୃଥିବୀରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇ ସାରିଛି। ଏବେ ଏହା ପ୍ରାଥମିକ ପର୍ଯ୍ୟାୟରେ ରହିଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ତୃତୀୟ ଲହର ଆସିଥିବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପ୍ରମୁଖ ଟେଡ୍ରୋସ୍‌ ଆଧାନୋମ୍‌ ଘେବ୍ରିୟେସସ୍‌ ଗୁରୁବାର ସତର୍କ ସୂଚନା...

ରାଷ୍ଟ୍ରପତିଙ୍କୁ ୧୦ ଦିନ ଧରି ହାକୁଟି, ହସ୍ପିଟାଲରେ ଭର୍ତ୍ତି…

ରିଓ ଡି ଜେନେରିଓ,୧୫।୭: ବ୍ରାଜିଲ୍‌ର ରାଷ୍ଟ୍ରପତି ଜେୟର ବୋଲସୋନାରୋଙ୍କୁ ଗତ ୧୦ ଦିନ ଧରି ହାକୁଟି ଆସୁଛି। ହାକୁଟି ବନ୍ଦ ନ ହେବାରୁ ତାଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବରୁ ରାଷ୍ଟ୍ରପତି କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର...

ଜଳନ୍ତା କୋଠାରୁ ଶିଶୁପୁତ୍ରକୁ ତଳକୁ ଫିଙ୍ଗିଦେଲେ ମହିଳା, ଭିଡିଓ ଭାଇରାଲ

କେପ୍‌ଟାଉନ,୧୫ା୭: ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜ୍ୟାକବ୍‌ ଜୁମା ଗିରଫ ହେବା ପରେ କେତେକ ସହରରେ ହିଂସା ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିସାରିଲାଣି। ପରିସ୍ଥିତି ଏତେ ଖରାପ ଯେ, ଜଣେ ମହିଳା ଜଳୁଥିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri