ଅନ୍ତର୍ଜାତୀୟ

ଇରାନରେ କରୋନାର ପଞ୍ଚମ ଲହର: ପ୍ରତିଦିନର ମୃତ୍ୟୁସଂଖ୍ୟା ୬୦୦!

ତେହେରାନ,୧୫ ।୮: ଇସଲାମିକ ଦେଶ ଇରାନରେ କରୋନା ସଂକ୍ରମଣର ପଞ୍ଚମ ଲହର ବା ଏପର୍ଯ୍ୟନ୍ତ ଆସିଥିବା ସବୁଠାରୁ ଭୟଙ୍କର ଲହର ଆରମ୍ଭ ହୋଇ ଯାଇଛି ବୋଲି କୁହାଯାଉଛି । ଦେଶର ସମସ୍ତ ହସ୍ପିଟାଲ ଭର୍ତ୍ତି ହୋଇଯାଇଥିବା ବେଳେ ହସ୍ପିଟାଲ ବାହାରେ...

କାବୁଲରେ ତାଲିବାନ, ଶାନ୍ତିପୂର୍ଣ୍ଣ ଭାବେ ହେବ କ୍ଷମତା ହସ୍ତାନ୍ତର କହିଲେ ମନ୍ତ୍ରୀ…

କାବୁଲ,୧୫।୮: ଆଫଗାନିସ୍ତାନର କାବୁଲରେ ତାଲିବାନ ସଦସ୍ୟ ପ୍ରବେଶ କରିଛନ୍ତି। ସହରର ଆକାଶରେ ସୈନ୍ୟ ବାହିନୀ ହେଲିକପ୍ଟର ଉଡ଼ିବୁଲି ସ୍ଥିତି ଅନୁଧ୍ୟାନ କରୁଛି। ଏପରିସ୍ଥଳେ ଗୃହମନ୍ତ୍ରୀ ଅବଦୁଲ୍‌ ସତାର ମିର୍ଜାକ୍ୱାଲ କହିଛନ୍ତି ଯେ, ସହର ଉପରେ ଆକ୍ରମଣ ହୋଇନାହିଁ। କ୍ଷମତା ହସ୍ତାନ୍ତର...

ହାଇତିରେ ୭.୨ ତୀବ୍ରତାର ଭୂକମ୍ପ: ୩୦୦ରୁ ଊର୍ଦ୍ଧ୍ୱ ମୃତ

ପୋର୍ଟ-ଓ-ପ୍ରିନ୍ସ,୧୫ ।୮: ହାଇତିରେ ଶନିବାର ହୋଇଥିବା ଭୂକମ୍ପର ତୀବ୍ରତା ରହିଥିଲା ୭.୨ । ଏଥିରେ ବହୁ ପରିମାଣରେ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି । ଏବେସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ଏହି ଭୂକମ୍ପରେ ଅତିକମରେ ୩୦୪ଜଣଙ୍କ ମୃତ୍ୟୁ ହେବା ସହ...

୫,୦୦୦ ଆମେରିକା ସୈନ୍ୟ ଯିବେ ଆଫଗାନିସ୍ତାନ…

କାବୁଲ,୧୫।୮: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଆଫଗାନିସ୍ତାନକୁ ୫,୦୦୦ ସୈନ୍ୟ ପଠାଇବା ଲାଗି ଘୋଷଣା କରିଛନ୍ତି। ସୈନ୍ୟମାନେ ଆଫଗାନିସ୍ତାନରେ ଥିବା ଆମେରିକା ନାଗରିକ ତଥା ସାମରିକ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କ୍ଷେତ୍ରରେ ଆବଶ୍ୟକ ସହାୟତା ଯୋଗାଇଦେବେ। ଆଫଗାନିସ୍ତାନରେ...

ସୋମବାରଠାରୁ ସପ୍ତାହେ ପାଇଁ ଏହି ଦେଶରେ ଲକ୍‌ଡାଉନ୍‌…

ତେହେରାନ,୧୫।୮: କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଇରାନ୍‌ରେ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟରୁ ଦେଶରେ ସୋମବାରଠାରୁ ସପ୍ତାହେ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଏହି ସମୟରେ ଅଗଷ୍ଟ ୨୧ ପର୍ଯ୍ୟନ୍ତ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ...

ସ୍ୱାଧିନତା ଦିବସର ଶୁଭେଚ୍ଛା ଜଣାଇଲେ ଆମେରିକା ରାଷ୍ଟ୍ରପତି

ୱାଶିଂଟନ,୧୫ ।୮: ଭାରତ ପାଳନ କରୁଛି ସ୍ୱାଧିନତାର ୭୫ ବର୍ଷ । ଏଥିଲାଗି ସାରା ଦେଶରେ ଉତ୍ସାହ ଦେଖିବାକୁ ମିଳିଛି । ଭାରତର ଏହି ଖୁସିରେ ସାମିଲ ହୋଇଛି ଆମେରିକା । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୭୫ ବର୍ଷ...

କାବୁଲ ଚାରିପଟେ ତାଲିବାନ୍‌

କାବୁଲ୍‌,୧୫।୮: ଆଫଗାନିସ୍ତାନ ରାଜଧାନୀ କାବୁଲର ଦକ୍ଷିଣରେ ଥିବା ଲୋଗାର ପ୍ରଦେଶକୁ ତାଲିବାନ ଆତଙ୍କବାଦୀମାନେ ଦଖଲ କରିବା ସହ ଶନିବାର ମଜାର-ଇ-ଶରିଫ୍‌ ଉପରେ ଆକ୍ରମଣ ଅବ୍ୟାହତ ରଖିଛନ୍ତି। ଆମେରିକା ସୈନ୍ୟ ସମ୍ପୂର୍ଣ୍ଣ ପ୍ରତ୍ୟାହାର ହେବାକୁ ଆଉ ୩ ସପ୍ତାହରୁ କମ୍‌ ସମୟ...

ତୁର୍କୀରେ ଭୟଙ୍କର ବନ୍ୟା

ଇସ୍ତାନବୁଲ୍‌,୧୫।୮: ତୁର୍କୀରେ ବନ୍ୟା ଓ ଭୂସ୍ଖଳନରେ ୪୦ ଜଣଙ୍କ ମୃତ୍ୟୁ ହୋଇଥିବା ଦେଶର ଜରୁରୀ ତଥା ବିପର୍ଯ୍ୟୟ ସଂସ୍ଥା ପକ୍ଷରୁ କୁହାଯାଇଛି। ବୁଧବାରଠାରୁ ବାର୍‌ଟିନ, କାଷ୍ଟାମୋନୁ, ସିନୋପ ପ୍ରଦେଶରେ ଲଗାଣ ବର୍ଷାରେ ୫ ବ୍ରିଜ୍‌ ଓ ଅନେକ ଘର ଭୁଶୁଡ଼ି...

ରାଷ୍ଟ୍ରପତି ଖୋଲିଲେ ମୁହଁ, ଯୁଦ୍ଧ ନୁହେଁ ସମାଧାନ-ପ୍ରଥମେ ଦେଶର ସୁରକ୍ଷା…

କାବୁଲ,୧୪।୮: ଆଫଗାନିସ୍ତାନରେ ତାଲିବାନର ଶକ୍ତି ବୃଦ୍ଧି ପାଉଛି। ଇତିମଧ୍ୟରେ ଅତାଙ୍କବାଦୀ ସଂଗଠନ ପକ୍ଷରୁ ଦେଶର ବହୁ ସହରକୁ ଦଖଲ କରାଯାଇଛି। ଦେଶରେ ଜାରି ରହିଥିବା ଭୟଙ୍କର ଗୃହଯୁଦ୍ଧ ମଧ୍ୟରେ ରାଷ୍ଟ୍ରପତି ଆଶରଫ ଘାନି ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି।...

ବେଡ୍‌ରୁମ୍‌ରୁ ଶୁଭୁଥିଲା ନାଗ ସାପର ସୁ-ସୁ ଗର୍ଜନ, ଡରିଗଲେ ମହିଳା; ପାଖକୁ ଯାଇ ଦେଖିବାରୁ…

ସିଙ୍ଗାପୁର: ସାପ ନାଁ ଶୁଣିଲେ ଭୟରେ ଦେହ ଥରି ଉଠେ। ଆଉ ଯଦି ନାଗ ସାପର ନାଁ କାନରେ ପଡ଼ିଯାଏ ତେବେ ଦେହରୁ ଗମ୍‌ଗମ୍‌ ଝାଳ ବୋହିଯାଏ। ତୁରନ୍ତ ସୁରକ୍ଷିତ ସ୍ଥାନକୁ ଲୋକେ ଦୌଡ଼ନ୍ତି। ଏମିତି ଏକ ଘଟଣା ଘଟିଛି...

ମହାତ୍ମା ଗାନ୍ଧୀଙ୍କୁ ଆମେରିକା ଦେବ ସର୍ବୋଚ୍ଚ ନାଗରିକ ସମ୍ମାନ!

ନ୍ୟୁୟର୍କ/ନୂଆଦିଲ୍ଲୀ,୧୪ ।୮: ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଆମେରିକାର ସର୍ବୋଚ୍ଚ ନାଗରିକ ସମ୍ମାନ ଦିଆଯାଇପାରେ । ଏ ସମ୍ପର୍କରେ ଆମେରିକା ସଂସଦରେ ପୁଣିଥରେ ପ୍ରସ୍ତାବ ଦିଆଯାଇଛି । ଯାହାକୁ ନ୍ୟୁୟର୍କର ଜଣେ ସାଂସଦ ଦେଇଛନ୍ତି । ଶାନ୍ତି ଓ ଅହିଂସାକୁ...

୫ ମାସ ଧରି ନିଖୋଜ ଥିଲେ ଯୁବତୀ, ଫ୍ରିଜ୍‌ରୁ ମିଳିଲା ମୃତଦେହ; ପୂରା ଘଟଣା ଜାଣିଲେ…

କାରାକସ୍‌,୧୪ା୮: ଭେନ୍‌ଜୁଏଲାର ଅରାଗୁଆ ରାଜ୍ୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୧୯ ବର୍ଷୀୟ ଯୁବତୀ ୫ ମାସ ଧରି ନିଖୋଜ ଥିଲେ। ତେବେ ୫ ମାସ ପରେ ତାଙ୍କ ମୃତଦେହ ଏକ ଫ୍ରିଜ୍‌ ମଧ୍ୟରୁ ମିଳିଛି। ଯାଞ୍ଚକର୍ତ୍ତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri