ଅନ୍ତର୍ଜାତୀୟ

ନଦୀ କୂଳରେ ବଜ୍ରପାତ ନେଲା ୧୭ ଜୀବନ

ଢାକା, ୪ା୮: ବାଂଲାଦେଶର ଚପାଇନଓ୍ବାଗଞ୍ଜ ଜିଲାର ପଦ୍ମ ନଦୀକୂଳରେ ବୁଧବାର ଘଟିଛି ଏକ ଦୁଃଖଦ ଘଟଣା। ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ କନ୍ୟାପକ୍ଷ ଲୋକେ ନଦୀ ପାର ହେବାକୁ ଯାଉଥିବା ବେଳେ ବଜ୍ରପାତ ଘଟିବାରୁ ୧୭ ଜଣଙ୍କ ମୃତ୍ୟୁ...

ତାଲିବାନ ସହିତ ହାତ ମିଳାଇଲା ଲଶ୍କର, ଭାରତର ସହାୟତା ଲୋଡ଼ିଲେ ଆଫଗାନିସ୍ତାନ ସରକାର…

କାବୁଲ/ନୂଆଦିଲ୍ଲୀ,୪।୮: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ଏବଂ ସୈନ୍ୟଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି। ସାଧାରଣ ଜନତାଙ୍କ ଉପରେ ତାଲିବାନ ଆତଙ୍କବାଦୀ ଆକ୍ରମଣ କରୁଛନ୍ତି। ତାଲିବାନ ସହିତ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ହାତ ମିଳାଇଛି। ତାଲିବାନ ହିଂସା ସମ୍ପର୍କରେ ଆଫଗାନିସ୍ତାନର...

କୋଭିଡ୍‌ ଟିକା ପାସ୍‌ ନ ଥିଲେ ରେଷ୍ଟୁରାଣ୍ଟ୍‌-ଜିମ୍‌ରେ ପ୍ରବେଶ ମନା…

ନ୍ୟୁୟର୍କ,୪।୮: ଆମେରିକାରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ନ୍ୟୁୟର୍କ ସହରରେ କେତେକ ସର୍ବସାଧାରଣ ସ୍ଥଳକୁ ଯିବା ଲାଗି କଟକଣା ଜାରି ହୋଇଛି। ନ୍ୟୁୟର୍କ ସିଟିରେ ରେଷ୍ଟୁରାଣ୍ଟ, ଜିମ ଏବଂ ବିଭିନ୍ନ ଶୋ ଭଳି ଇନଡୋର...

ହିନ୍ଦୁ-ଶିଖ ସମ୍ପ୍ରଦାୟଙ୍କୁ ଅସ୍ଥିି ବିସର୍ଜନ ପାଇଁ ମିଳିଲା ନୂଆ ସ୍ଥାନ

ଲଣ୍ଡନ,୩ ।୮: ବ୍ରିଟେନର ୱେଲସରେ ହିନ୍ଦୁ ଓ ଶିଖ୍ ସମ୍ପ୍ରଦାୟ ସେମାନଙ୍କ ଆତ୍ମୀୟଙ୍କ ଅସ୍ଥି ବିସର୍ଜନ କରିବାକୁ ନୂଆ ସ୍ଥାନ ମିଳିଛି । ବର୍ଷ ବର୍ଷ ଅପେକ୍ଷା ପରେ ଟ୍ୟାଫ ନଦୀ କୂଳରେ ଏବେ ଅସ୍ଥି ବିସର୍ଜନ ପାଇଁ ଅନୁମତି...

ବର୍ଷକ ପରେ ପୁଣି ଉହାନରେ କରୋନା ପଜିଟିଭ୍‌ ଚିହ୍ନଟ: ପ୍ରତ୍ୟେକ ନାଗରିକଙ୍କ ହେବ ଯାଞ୍ଚ

ବେଜିଂ,୩।୮: ଚାଇନାର ଉହାନ ସହରରେ ବର୍ଷକ ପରେ ପୁଣି ଥରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ସହରରେ ଭୟର ବାତାବରଣ ଖେଳିଯାଇଛି। ତେଣୁ ସହରର ସମସ୍ତ ଲୋକଙ୍କୁ ଯାଞ୍ଚ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଉହାନ...

ତାଲିବାନର ବର୍ବରତା, ସାଧାରଣ ଲୋକଙ୍କୁ ହତ୍ୟା-ଟାର୍ଗେଟ୍‌ରେ ସରକାରୀ କର୍ମଚାରୀ…

କାବୁଲ,୩।୮: ଆଫଗାନିସ୍ତାନରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ତାଲିବାନର ବର୍ବରତା ବୃଦ୍ଧି ପାଉଛି। ଅନ୍ତର୍ଜାତୀୟ ମାନବିକ ଆଇନ ଉଲ୍ଲଂଘନ କରି ତାଲିବାନ ସଦସ୍ୟମାନେ ସାଧାରଣ ନାଗରିକଙ୍କୁ ହତ୍ୟା କରୁଛନ୍ତି। କାନ୍ଧାହାରର ସ୍ପିନ ବୋଲଡାକ ଜିଲାର ପୂର୍ବତନ ତଥା ବର୍ତ୍ତମାନର...

ଜଳିଗଲାଣି ୨.୪୪ ଲକ୍ଷ ଏକର

ସାନ୍‌ ଫ୍ରାନ୍ସିସ୍‌କୋ, ୩।୮: ଜୁଲାଇ ୧୪ରୁ ଉତ୍ତର କାଲିଫର୍ନିଆ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ସୁଦ୍ଧା ୨.୪୪ ଲକ୍ଷ ଏକରରୁ ଊର୍ଦ୍ଧ୍ୱ ଅଞ୍ଚଳକୁ ବ୍ୟାପିଗଲାଣି। ଡିକ୍ସି ଫାୟାର ଭାବେ ନାମିତ ଏହି ନିଆଁ ପାରାଡାଇଜର ଉତ୍ତରପୂର୍ବରେ ୧୦ ମାଇଲ ଦୂରରେ...

ଚାଇନାର ଚିନ୍ତା ଡେଲ୍ଟା ଭାରିଏଣ୍ଟ

ବେଜିଂ,୨ ।୮: କରୋନା ଭାଇରସର ଡେଲ୍ଟା ଭାରିଏଣ୍ଟ ଚାଇନାରେ ବି ତା’ର ଉପଦ୍ରବ ଦେଖାଇଲାଣି । ଚାଇନା ପୂର୍ବରୁ କହିଥିଲା କି ଅନ୍ୟ ଦେଶ ତୁଳନାରେ ସେ କରୋନା ମହାମାରୀ ଉପରେ ନିୟନ୍ତ୍ରଣ ଆଣି ସରିଛି । ଏବେ ସାରା...

ଡାକ୍ତର କହିଲେ କେବେ ବି ମା’-ବାପା ହୋଇପାରିବେନି ଏହି ଦମ୍ପତି, ପରେ ଘଟିଲା ଏମିତି…

ଲଣ୍ଡନ,୨ା୮: ବ୍ରିଟେନରେ ରହୁଥିବା ଏକ ଦମ୍ପତିଙ୍କୁ ଡାକ୍ତର ସଫା ସଫା ମନା କରିଦେଇଥିଲେ ଯେ, ସେମାନେ ଜୀବନରେ କେବେ ବି ମା-ବାପା ହୋଇପାରିବେନି। ଏହି ଦମ୍ପତିଙ୍କ ମେଡିକାଲ କଣ୍ଡିଶନ ଏତେ ଖରାପ ଥିଲା କି, ସେ ସନ୍ତାନ ଜନ୍ମ କରିବା...

ପାକିସ୍ତାନରେ ମାସୁଦ୍‌ ଆଝାର, ୨ଟି ଲୁଚିବାସ୍ଥଳର ପର୍ଦ୍ଦାଫାଶ୍‌…

ଇସଲାମାବାଦ୍‌,୨।୮: ଜୈଶ-ଇ-ମହମ୍ମଦ ମୁଖ୍ୟ ମାସୁଦ ଅଜହର ପାକିସ୍ତାନରେ ସୁରକ୍ଷିତ ଭାବେ ଲୁଚି ବସିଛନ୍ତି। ତାଙ୍କର ୨ଟି ଲୁଚିବାସ୍ଥଳର ଏବେ ପର୍ଦ୍ଦାଫାଶ୍‌ ହୋଇଛି। ତାଙ୍କ ଲୁଚିବାସ୍ଥଳରେ ପାକିସ୍ତାନୀ ସୈନ୍ୟଙ୍କ କଡ଼ା ପହରା ରହିଛି। ପାକିସ୍ତାନର ପୋଶ କ୍ଷେତ୍ରର ବାହାୱାଲପୁର ସହରରେ ଥିବା...

ବିରଳ ମହାଜାଗତିକ ଦୃଶ୍ୟ, ପାଖାପାଖି ହେଲେ ପୃଥିବୀ-ଶନି…

ଓ୍ବାଶିଂଟନ,୨।୮: ଆମର ସୌରମଣ୍ଡଳରେ ସୋମବାର ଏକ ବିରଳ ମହାଜାଗତିକ ଦୃଶ୍ୟ ଘଟିଛି। ଭାରତୀୟ ସମୟ ପୂର୍ବାହ୍ନ ୧୧ଟା ୩୦ରେ ଶନିଗ୍ରହ ପୃଥିବୀର ଅତି ନିକଟତର ହୋଇଛି। ସୂର୍ଯ୍ୟ ଚାରିପଟେ ଘୂରି ବୁଲିବା ସମୟରେ ଶନି ପୃଥିବୀ ସହିତ ଏକ ସରଳ...

ବିମାନରେ ଏକାକୀ ବିଶ୍ୱ ଭ୍ରମଣ

ଲଣ୍ଡନ, ୨ା୮: ନିଜେ ବିମାନ ଉଡ଼ାଇ ସମଗ୍ର ବିଶ୍ୱ ବୁଲିବାରେ ବିରଳ ରେକର୍ଡ କରିବାକୁ ଯାଉଛନ୍ତି ବେଲ୍‌ଜିୟମ-ବ୍ରିଟିଶ ନାଗରିକ ଜାରା ରଦରଫୋର୍ଡ। ୧୯ ବର୍ଷୀୟା ଜାରା ଆସନ୍ତା ୧୧ ତାରିଖରେ ବିଶ୍ୱର ଦ୍ରୁତତମ ମାଇକ୍ରୋଲାଇଟ୍‌ ତଥା ତାଙ୍କ ଶାର୍କ ଅଲ୍‌ଟ୍ରାଲାଇଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri