ଅନ୍ତର୍ଜାତୀୟ

ନେତାନ୍ୟାହୁ, ହମାସ୍‌ ନେତାଙ୍କ ନାଁରେ ଗିରଫ ପରଓ୍ବାନା ଜାରି କରିବ ଆଇସିସି

ହେଗ୍‌,୨୧ା୫: ଯୁଦ୍ଧ ଅପରାଧରେ ସମ୍ପୃକ୍ତ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ୍‌ ଗାଲାଣ୍ଟ, ହମାସ୍‌ ନେତା ୟାହୟା ସିନ୍‌ଓ୍ବାର, ମହମ୍ମଦ ଡିଆବ ଇବ୍ରାହିମ ଅଲ୍‌-ମସ୍ରି ଏବଂ ଇସ୍‌ମାଇଲ୍‌ ହାନିୟେହଙ୍କ ବିରୋଧରେ ଅନ୍ତର୍ଜାତୀୟ ଆପରାଧିକ ଅଦାଲତ (ଆଇସିସି) ଗିରଫ ପରଓ୍ବାନା...

ମହମ୍ମଦ ମୋଖବେର ଇରାନର କାର୍ଯ୍ୟକାରୀ ରାଷ୍ଟ୍ରପତି

ଦୁବାଇ,୨୦ା୫: ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ମୃତ୍ୟୁ ଘଟିବା ପରେ ଦେଶର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇ ସୋମବାର ପ୍ରଥମ ଉପରାଷ୍ଟ୍ରପତି ମହମ୍ମଦ ମୋଖବେରଙ୍କୁ କାର୍ଯ୍ୟକାରୀ ରାଷ୍ଟ୍ରପତି ନିଯୁକ୍ତ କରିଛନ୍ତି। ରଇସିଙ୍କ ପରଲୋକରେ ଖାମନେଇ ଦେଶରେ...

ଶେଷ ହେଉଛି ଜେଲନସ୍କିଙ୍କ ଟର୍ମ, ଏବେ ପ୍ରଶ୍ନ କ’ଣ ହେବ ୟୁକ୍ରେନରେ

କ୍ୱିଭ,୨୦।୫: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ କାର୍ଯ୍ୟକାଳ ନିୟମ ଅନୁଯାୟୀ ଆଜି ବା ସୋମବାର ଶେଷ ହେଉଛି, କିନ୍ତୁ ସେ ତାଙ୍କ ପଦରେ ରହିବେ। ତେବେ ସେଠାକାର ସମ୍ବିଧାନ ଏହାକୁ ନେଇ ସନ୍ଦେହ ପୂର୍ଣ୍ଣ ରହିଛି। ରୁଷିଆର ରାଷ୍ଟ୍ରପତି ପୁଟିନ...

ସେନାକୁ ମିଳିଲା ଇରାନ ରାଷ୍ଟ୍ରପତିଙ୍କ ମୃତ ଦେହ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ଇରାନର ଅଧିକାରୀମାନେ କହିଛନ୍ତି ଯେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରର ଧ୍ୱଂସାବଶେଷ ସେନାକୁ ମିଳିଛି। ରବିବାର ଇବ୍ରାହିମ ରଇସି ଏବଂ କେତେଜଣ ଇରାନ ଅଧିକାରୀଙ୍କୁ ନେଇ ଯାଉଥିବା ହେଲିକପ୍ଟର...

ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟୁ ପରେ କିଏ ସମ୍ଭାଳିବେ ଏହି ପଦ? କ’ଣ କହୁଛି ସମ୍ବିଧାନ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଇରାନର ଉଦ୍ଧାରକାରୀ ଦଳ ରେଡ କ୍ରେସେଣ୍ଟ ଘଣ୍ଟା ଘଣ୍ଟା ପରିଶ୍ରମ ପରେ ହେଲିକପ୍ଟର ଦୁର୍ଘଟଣାସ୍ଥଳରେ ପହଞ୍ଚିଥିଲେ, ଯେଉଁଠାରେ କେହି ବଞ୍ଚିବାର କୌଣସି ଚିହ୍ନ ନଥିଲା।...

ଅଧା ରହିଗଲା ଇରାନ ରାଷ୍ଟ୍ରପତିଙ୍କ ସ୍ବପ୍ନ

ତେହେରାନ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଆଉ ନାହାଁନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇବ୍ରାହିମ ରାଇସିଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ହୁସେନ ଆମୀର ଅବଦୁଲ୍ଲାୟାନ ମଧ୍ୟ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ସ୍ପେକ୍ଟର୍‌ ଇଣ୍ଡେକ୍ସ ଏହି ସୂଚନା...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି ଭାରତ-ଇରାନ ଦ୍ୱିପାକ୍ଷିକ ସମ୍ପର୍କକୁ...

ସୌଦି କିଙ୍ଗ ସଲମାନ ଅସୁସ୍ଥ

ରିୟାଦ,୨୦।୫: ସୌଦି ଆରବର ରାଜା ସଲମାନ ବିନ ଅବଦୁଲ ଅଜିଜ ଅଲ ସାଉଦଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଛି। ସେ ଫୁସଫୁସ ସଂକ୍ରମଣରେ ପୀଡିତ ହୋଇ ଆଣ୍ଟିବାୟୋଟିକ ଚିକିତ୍ସା କରୁଛନ୍ତି। ରବିବାର ରାଜାଙ୍କ ସ୍ବାସ୍ଥ୍ୟ ଉପରେ ରୟାଲ କୋର୍ଟ ତାଜା...

ଶେଷରେ ଈଶ୍ୱର ଦେଲେ ଦଣ୍ଡ, ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁରେ ଇସ୍ରାଏଲ୍‌ରେ ଖୁସିର ମାହୋଲ

ଜେରୁଜେଲମ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀ ଆମୀର ଅବଦୁଲ୍ଲାୟାନଙ୍କ ପରଲୋକ ଘଟିଛି। ଏଥି ସହିତ ଇସ୍ରାଏଲର ଧାର୍ମିକ ନେତାମାନେ ଏହି ଦୁର୍ଘଟଣା ପରେ ନିଜ ଖୁସି ବ୍ୟକ୍ତ କରୁଛନ୍ତି। ଧାର୍ମିକ ନେତାମାନେ ଏହାକୁ...

ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର ଠାବ, ଇରାନ ରାଷ୍ଟ୍ରପତି ମୃତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି।ଆଜରବଇଜାନରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ସମୟରେ ହେଲିକପ୍ଟରର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏଥିରେ ରାଷ୍ଟ୍ରପତି ଇବ୍ରାହିମ ରଇସି ଏବଂ ତାଙ୍କ ବୈଦେଶିକ ମନ୍ତ୍ରୀ ହୋସେନ୍...

୧୭ ଘଣ୍ଟା ପରେ ମିଳିଲା ଇରାନ ରାଷ୍ଟ୍ରପତି ରଇସିଙ୍କ ହେଲିକପ୍ଟର ଠାବ, ମିଳିନି ରାଷ୍ଟ୍ରପତିଙ୍କ ସନ୍ଧାନ

ନୂଆଦିଲ୍ଲୀ,୨୦।୫: ଇରାନର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଉଦ୍ଧାରକାରୀ ଦଳ ପାଇଛନ୍ତି। ତେବେ ରାଷ୍ଟ୍ରପତି ରଇସି ଏବଂ ହେଲିକପ୍ଟରରେ ତାଙ୍କ ସହ ଯାତ୍ରା କରୁଥିବା ଅନ୍ୟ ଲୋକମାନେ ଜୀବିତ ନା ନାହିଁ ସେନେଇ ସୂଚନା ମିଳିପାରି ନାହିଁ।...

ୟୁକ୍ରେନ୍‌ର ୧୦୩ ଡ୍ରୋନ୍‌, ୧୨ ମିଶାଇଲ୍‌କୁ ଖସାଇଲା ରୁଷିଆ

ମସ୍କୋ,୧୯ା୫: ରୁଷିଆର ଏୟାର ଡିଫେନ୍ସ ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ୍‌ର ୧୦୩ଟି ଡ୍ରୋନ୍‌ ଓ ୧୨ଟି ଆମେରିକା ନିର୍ମିତ ଏଟିଏସିଏମ୍‌ଏସ ମିଶାଇଲ ଖସାଇଥିବା ରବିବାର ଦାବି କରିଛି। ୟୁକ୍ରେନ୍‌ ସୈନ୍ୟ କ୍ରିମିଆ ଉପରକୁ ୯ଟି କ୍ଷେପଣାସ୍ତ୍ର ମାଡ଼ କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri