ଅନ୍ତର୍ଜାତୀୟ

ପୁଣି ପ୍ରଧାନମନ୍ତ୍ରୀ ହେଲେ ଓଲି

କାଠମାଣ୍ଡୁ,୧୪।୫: କେପି ଶର୍ମା ଓଲି ପୁଣିଥରେ ନେପାଳର ପ୍ରଧାନମନ୍ତ୍ରୀ ଭାବରେ ନିଯୁକ୍ତ ହୋଇଛନ୍ତି। ନେପାଳ ସଂସଦରେ ବିରୋଧୀ ବହୁମତ ସାବ୍ୟସ୍ତ କରିବାରେ ବିଫଳ ହେବାରୁ ସେ ଏହି ପଦରେ ପୁଣି ବସିଛନ୍ତି। ନିକଟରେ କେପି ଓଲି ସଂସଦରେ ବହୁମତ ସାବ୍ୟସ୍ତ...

ଭାକ୍ସିନ ଡୋଜ୍‌ ସମ୍ପୂର୍ଣ୍ଣ କରିଥିଲେ ମାସ୍କ ପିନ୍ଧିବା ଅନାବଶ୍ୟକ: ସିଡିସି

ୱାଶିିଂଟନ,୧୪।୫: ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣ ଆତଙ୍କ ଖେଳାଇଥିବା ବେଳେ ଏହାର ମୁକାବିଲା ପାଇଁ ବିଭିନ୍ନ ଦେଶ କରୋନା ଟିକାକରଣକୁ ତ୍ୱରାନିତ କରିଛନ୍ତି। ଇତିମଧ୍ୟରେ ଆମେରିକାରୁ ଏକ ବଡ଼ ଖବର ଆସିଛି। କରୋନା ଭାକ୍ସିନ ଡୋଜ୍‌ ସମ୍ପୂର୍ଣ୍ଣ କରିଥିବା...

ଗାଜା ଆକ୍ରମଣ: ନିହତ ହେଲେଣି ୯୦

ଗାଜା ସିଟି,୧୪ା୫:ଇସ୍ରାଏଲ୍‌ ଓ ହମାସ ଚରମପନ୍ଥୀଙ୍କ ମଧ୍ୟରେ ଚାଲିଥିବା ସଂଘର୍ଷ ଉଗ୍ରରୂପ ଧାରଣ କରିଛି। ଇସ୍ରାଏଲ୍‌ ଆକ୍ରମଣରେ ପାଲେଷ୍ଟାଇନ୍‌ର ୧୭ ଶିଶୁ ଓ ୭ ମହିଳାଙ୍କ ସମେତ ୮୩ ଜଣଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟପକ୍ଷରେ ପାଲେଷ୍ଟାଇନ୍‌ ଆକ୍ରମଣରେ ଇସ୍ରାଏଲ୍‌ର ୭...

ଦ୍ୱିତୀୟ ଡୋଜ ବିଳମ୍ବ ହେବା ଦ୍ୱାରା ବଞ୍ଚାଇ ହେବ ଅଧିକ ଜୀବନ

ମୁମ୍ବାଇ,୧୩।୫: କରୋନା ଭାଇରସ ଟିକାର ଦ୍ୱିତୀୟ ଡୋଜ ବିଳମ୍ବ ହେବା ଦ୍ୱାରା ବଞ୍ଚାଇ ହେବ ଅଧିକ ଜୀବନ। ଏହା ଏକ ଅଧ୍ୟୟନରୁ ଜଣାପଡ଼ିଛି। ମଡର୍ନା, ଫାଇଜର-ବାୟୋଏନ୍‌ଟେକ ଓ ଅକ୍ସଫୋର୍ଡ-ଆଷ୍ଟ୍ରାଜେନେକା ଟିକା ପ୍ରସ୍ତୁତ ହେବାର ପ୍ରାରମ୍ଭିକ ପର୍ଯ୍ୟାୟରେ ପ୍ରଥମ ଡୋଜ ନେବାର...

ଆକାଶରୁ ମୂଷା ବର୍ଷା: ଭିଡ଼ିଓ ଭାଇରାଲ…

ମେଲବୋର୍ନ,୧୩।୫: ଏବେ ସୋସିଆଲ୍‌ ମିଡ଼ିଆରେ ଆକାଶରୁ ମୂଷା ବର୍ଷା ହେଉଥିବାର ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓଟି ଅଷ୍ଟ୍ରେଲିଆର। ଏକ ଖାଦ୍ୟଶସ୍ୟ ଗୋଦାମ ସଫା ସମୟରେ ଏଭଳି ଘଟିଥିବା ଭିଡ଼ିଓରେ ଦେଖିବାକୁ ମିଳୁଛି। ଗୋଦାମରେ ଥିବା ପମ୍ପ୍‌ ଭିତରୁ...

ଅଧିକ ଶିଶୁ ହେଉଛନ୍ତି କରୋନାରେ ଆକ୍ରାନ୍ତ …

ଓ୍ବାଶିଂଟନ,୧୩।୫: ଆମେରିକାରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ଏବେ ଶିଶୁମାନେ ବହୁ ସଂଖ୍ୟାରେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏହା ଯୋଗୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ବୟସ୍କ ଲୋକଙ୍କ ମଧ୍ୟରେ...

ରାଜନୈତିକ-ଧାର୍ମିକ କାର୍ଯ୍ୟକ୍ରମ ଯୋଗୁ ଭାରତରେ ବଢ଼ିଛି କରୋନା ସଂକ୍ରମଣ: ଡବ୍ଲ୍ୟୁଏଚ୍‌ଓ …

ଜେନେଭା/ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ପ୍ରତିଦିନ କାରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦେଶର ଏଭଳି ସ୍ଥିତି ପାଇଁ ରାଜନୈତିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଦାୟୀ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ...

ଶରୀରରେ କେତେ ଦିନ ରୁହେ କରୋନା ଆଣ୍ଟିବଡ଼ି, ବିଶେଷଜ୍ଞ କହିଲେ ଏପରି…

ରୋମ୍‌,୧୩।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖା ଦେଇଛି। କରୋନା ଆକ୍ରାନ୍ତଙ୍କ ଶରୀରରେ କେତେ ଦିନ ପର୍ଯ୍ୟନ୍ତ ଆଣ୍ଟିବଡ଼ି ରୁହେ ସେ ନେଇ ଇଟାଲୀର ରୋମ୍‌ ସ୍ଥିତ ଆଇଏସ୍‌ଏସ୍‌ ନ୍ୟାଶନାଲ ହେଲଥ୍‌ ଇନଷ୍ଟିଚ୍ୟୁଟର ଗବେଷକଙ୍କ ଦ୍ୱାରା ପ୍ରକାଶିତ ଏକ...

ପୁରୁଷଙ୍କ ଗୁପ୍ତାଙ୍ଗରେ ସମସ୍ୟା ସୃଷ୍ଟି କରୁଛି କରୋନା…

ଓ୍ବାଶିଂଟନ,୧୩।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀବ୍ୟାପୀ ସ୍ଥିତି ସଙ୍କଟ ଜନକ ହୋଇଛି। କରୋନା ଆକ୍ରାନ୍ତ ସୁସ୍ଥ ହେଲା ପରେ ମଧ୍ୟ ଶରୀରରେ ବହୁ ସମସ୍ୟା ଦେଖାଦେଉଛି। କେତେକଙ୍କଠାରେ ସ୍ମରଣ ଶକ୍ତି ହ୍ରାସ ପାଇବା ସମସ୍ୟା ସୃଷ୍ଟି ହେଉଛି। ସେହିପରି...

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆଶଙ୍କା

ଗାଜା ସିଟି,୧୩ା୫: ଜେରୁଜେଲମ୍‌କୁ ନେଇ ଇସ୍ରାଏଲ୍‌ ଓ ପାଲେଷ୍ଟାଇନ୍‌ର ହମାସ୍‌ ଚରମପନ୍ଥୀଙ୍କ ମଧ୍ୟରେ ସଂଘର୍ଷ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆଶଙ୍କା ସୃଷ୍ଟି କରିଛି। ପାଲେଷ୍ଟାଇନ୍‌ ଚରମପନ୍ଥୀମାନେ ୧ ହଜାରରୁ ଊର୍ଦ୍ଧ୍ୱ ରକେଟ ମାଡ଼ କରିଛନ୍ତି। ଆକାଶମାର୍ଗରୁ ଇସ୍ରାଏଲର ଆକ୍ରମଣରେ ଗାଜାର ଦୁଇଟି...

ମହିଳାଙ୍କୁ ୫ ବର୍ଷ ପାଇଁ ପାର୍କ ମନା, ଜାଣନ୍ତୁ କାରଣ

ଓ୍ବାଶିଂଟନ,୧୨।୫: ଆମେରିକାର କଲରାଡୋ ସହରରେ ରହୁଥିବା ଜଣେ ମହିଳା ଛୋଟ ଡ୍ରେସ୍‌ ପିନ୍ଧିଥିବାରୁ ତାଙ୍କୁ ହଟହଟା ହେବାକୁ ପଡ଼ିଛି। ବେଲି ବ୍ରିଡଲଭ ନାମକ ଏହି ମହିଳା ଥିମ୍‌ ପାର୍କରେ ବସିଥିଲେ। ଯେଉଁଠି କିଛି ସିକ୍ୟୁରିଟି ଗାର୍ଡ ତାଙ୍କ ଡ୍ରେସ୍‌କୁ ଛୋଟ...

ଅଧିକ ଟିକାଦାନ କରାଯାଇଥିବା ଦେଶରେ ଦୁଇଗୁଣା ହେଲା ଆକ୍ରାନ୍ତଙ୍କ ସଂଖ୍ୟା…

ଭିକ୍ଟୋରିଆ,୧୨।୫: ସର୍ବାଧିକ ଟିକାଦାନ କରାଯାଇଥିବା ଆଫ୍ରିକୀୟ ଦେଶ ସେଶେଲ୍ସ୍‌ରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଠାତ୍‌ ବୃଦ୍ଧି ପାଇ ଦୁଇଗୁଣା ହୋଇଛି। ମେ’ ୭ ପରେ ଏଠାରେ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ବୋଲି ଦେଶର ସ୍ବାସ୍ଥ୍ୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri