ଅନ୍ତର୍ଜାତୀୟ

ଜରିମାନା ଦେଲେ ପ୍ରଧାନମନ୍ତ୍ରୀ

ନରଓ୍ବେ ପ୍ରଧାନମନ୍ତ୍ରୀ ଏର୍ନା ସୋଲବର୍ଗ କୋଭିଡ୍‌-୧୯ ନିୟମ ଭାଙ୍ଗି ଜରିମାନା ଦେଇଛନ୍ତି। ତାଙ୍କ ଜନ୍ମଦିନ ପାଳନ ପାଇଁ ଏକ ପାରିବାରିକ ଉତ୍ସବର ଆୟୋଜନ କରାଯାଇଥିଲା। ସେଠାରେ ସେ ସୋସିଆଲ ଡିଷ୍ଟାନ୍ସିଂ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କଠାରୁ ୨୦,୦୦୦ କ୍ରାଉନ୍‌ (୨,୩୫୨...

ଆମେରିକାରେ ଭାରତୀୟ ଦମ୍ପତିଙ୍କ ମୃତଦେହ ଜବତ

ନ୍ୟୁଜର୍ସି /ମୁମ୍ବାଇ,୧୦ା୪: ଆମେରିକାର ନ୍ୟୁଜର୍ସି ସ୍ଥିତ ନର୍ଥ ଅର୍ଲିଂଟନର ଏକ ଆପାର୍ଟମେଣ୍ଟ ବାଲକୋନିରେ ଜଣେ ୪ ବର୍ଷର ଝିଅ କାନ୍ଦୁଥିବା ପଡ଼ୋଶୀମାନେ ଦେଖିବାକୁ ପାଇଥିଲେ। ସେମାନଙ୍କଠାରୁ ଖବର ପାଇ ପୋଲିସ ଆସି ଦେଖିବାବେଳକୁ ଘରେ ପଡ଼ିଥିଲା ଭାରତୀୟ ଦମ୍ପତିଙ୍କ ମୃତଦେହ।...

ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ସ୍ବାମୀ ଫିଲିପ୍‌ଙ୍କ ପରଲୋକ

ଲଣ୍ଡନ, ୯ା୪- ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ସ୍ବାମୀ ପ୍ରିନ୍ସ ଫିଲିପ୍‌ଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ଶେଷ ନିଃଶ୍ୱାସ ତ୍ୟାଗ କଲା ବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ ରୋଗ କାରଣରୁ ତାଙ୍କର ମୃତ୍ୟୁ ଘଟିଥିବା ବକିଂହାମ ପାଲେସ ପକ୍ଷରୁ...

ଯୁବତୀଙ୍କ ପରି ଡ୍ରେସ୍‌ ପିନ୍ଧି ଟ୍ରୋଲ୍‌ ହେଲେ ବାଇଡେନଙ୍କ ସ୍ତ୍ରୀ

ଓ୍ବାଶିଂଟନ,୯।୪: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସ୍ତ୍ରୀ ଏବେ ଚର୍ଚ୍ଚାରେ ରହିଛନ୍ତି। ୬୯ ବର୍ଷୀୟା ଜିଲ୍‌ ବାଇଡେନ ଫିଟ୍‌ନେସ ଟାଇଟ୍‌ସ, ବ୍ଲାକ୍‌ ହିଲ୍‌ ବୁଟ୍‌ସ ଏବଂ ଲେଦରର ସ୍କର୍ଟ ପିନ୍ଧିଥିବା ନଜର ଆସିଛନ୍ତି। ଏହା ପରେ ଜିଲ୍‌ ସୋସିଆଲ ମିଡିଆରେ...

ସ୍କୁଲ ନ ଯିବା ପାଇଁ ଆଶ୍ଚର୍ଯ୍ୟଜନକ ବାହାନା କଲେ ଛାତ୍ର

ଜୁରିକ୍‌, ୮।୪ : ସ୍କୁଲରେ ବଙ୍କ୍‌ ମାରିବା ପାଇଁ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ ଆସିଥିବା ମେସେଜ କରିଥିଲେ ୩ ଛାତ୍ର। ଫଳରେ ଶ୍ରେଣୀର ସମସ୍ତ ଛାତ୍ରୀଛାତ୍ରଙ୍କୁ ରହିବାକୁ ପଡ଼ିଥିଲା କ୍ୱାରେଣ୍ଟିନରେ। ସୁଇଜରଲାଣ୍ଡର ବାସେଲର କିର୍ସଗାର୍ଟେନ ଉଚ୍ଚ ବିଦ୍ୟାଳୟରେ ଘଟିଛି ଏଭଳି...

ଗିରଫ ହେଲେ ବିଶ୍ୱ ସୁନ୍ଦରୀ

କଲମ୍ବୋ,୮।୪ : ନିକଟରେ ମିସ୍‌ ଶ୍ରୀଲଙ୍କାଙ୍କ ମୁଣ୍ଡରୁ ମୁକୁଟ ଛଡ଼ାଇ ନେଇଥିବା ବର୍ତ୍ତମାନ ମିସ୍‌ ଓ୍ବାଲର୍‌ଡ (ବିଶ୍ୱ ସୁନ୍ଦରୀ) କରୋଲିନ ଜୁରିଙ୍କୁ ଗୁରୁବାର ଗିରଫ କରିଛି କଲମ୍ବୋ ପୋଲିସ। ତାଙ୍କ ବିରୋଧରେ ମଞ୍ଚ ଉପରେ ନିର୍ଯ୍ୟାତନା ଦେବା ଭଳି ଗୁରୁତର...

ଆମେରିକାରେ ଭିନ୍ନ ବିବାହ: ଦମ୍ପତି ପରସ୍ପରକୁ ଡିଜିଟାଲରେ ପିନ୍ଧାଇଲେ ରିଙ୍ଗ୍‌

ଆମେରିକାର କାଲିଫର୍ନିଆ ରାଜ୍ୟରେ ଏକ ଭିନ୍ନ ବିବାହ ଦେଖିବାକୁ ମିଳିଛି। ଏଠାରେ ଏକ ଦମ୍ପତି ରେବେକୋ ରୋଜ ଏବଂ ପିଟର କାଚେରଗିନସ୍କି ଆମେରିକାର କ୍ରିପ୍ଟୋ କରେନ୍ସି ଏକ୍ସଚେଞ୍ଜ ପ୍ଲାଟଫର୍ମରେ କାମ କରନ୍ତି। ଉଭୟ ଗତ ୧୪ ତାରିଖରେ ପରସ୍ପରଙ୍କୁ ଡିଜିଟାଲ...

ପାକିସ୍ତାନ ଯୁବକଙ୍କ ପ୍ରେମରେ ଓଡ଼ିଶାର ଏହି ମହିଳା, ଭେଟିବା ପାଇଁ ପହଞ୍ଚିଲେ ସୀମାରେ; ଆଉ ତା’ ପରେ…

ଇସଲାମାବାଦ,୮।୪: ସୋସିଆଲ ମିଡିଆ ଜରିଆରେ ଭାରତର ଜଣେ ମହିଳା ପାକିସ୍ତାନର ଯୁବକଙ୍କ ପ୍ରେମରେ ପଡ଼ିଛନ୍ତି। ଏଥିପାଇଁ ଘର ଛାଡ଼ି ପଞ୍ଜାବର ଡେରା ବାବା ନାନକସ୍ଥିତ କରତାପୁର ସୀମାରେ ପହଞ୍ଚିଛନ୍ତି। ଏହି ମହିଳା ଜଣକ ବିବାହିତ ହୋଇଥିବା ବେଳେ ତାଙ୍କର ୫...

ଦେହସାରା ବ୍ୟାଣ୍ଡେଜ୍‌ ବାନ୍ଧି ବିବାହ କଲେ ଯୁବକ

ଜାକର୍ତ୍ତା,୮।୪: ବିବାହରେ ବର କନ୍ୟା ବିଳାସପୂର୍ଣ୍ଣ ଦାମିକା ପୋଷାକ ପିନ୍ଧିଥାନ୍ତି। ଦେହସାରା ବ୍ୟାଣ୍ଡେଜ୍‌ ବାନ୍ଧି ବିବାହ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏଭଳି ଏକ ଘଟଣା ଇଣ୍ଡୋନେସିଆରେ ଘଟିଛି। ଜଣେ ଯୁବକ ବିବାହରେ ଦେହରେ ବ୍ୟାଣ୍ଡେଜ୍‌...

୨୮ ଏପ୍ରିଲ୍‌ ଯାଏଁ ଭାରତୀୟଙ୍କୁ ନ୍ୟୁଜିଲାଣ୍ଡ ଯିବା ମନା

ଓ୍ବିଲିଂଣ୍ଟନ/ନୂଆଦିଲ୍ଲୀ,୮।୪: ଦେଶରେ କରୋନା ସଂକ୍ରମଣ ପୁଣି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ନ୍ୟୁଜିଲାଣ୍ଡ ପକ୍ଷରୁ ୧୧ ଏପ୍ରିଲ୍‌ରୁ ୨୮ ଏପ୍ରିଲ୍‌ ଯାଏଁ ନ୍ୟୁଜିଲାଣ୍ଡ ଯିବାକୁ ବାରଣ କରାଯାଇଛି। ୧୧ ଏପ୍ରିଲ୍‌ ଅପରାହ୍ନ ୪ଟାରୁ ନ୍ୟୁଜିଲାଣ୍ଡରେ ଏହି...

ସଙ୍କଟରେ କାର୍ଗୋ ଶିପ୍‌

ହ୍ୟାଗ୍‌,୮ା୪: ନେଦରଲାଣ୍ଡସ୍‌ର କାର୍ଗୋ ଶିପ୍‌ ଏମ୍‌ସ୍ଲିଫ୍ଟ୍ଟ ହେଣ୍ଡ୍ରିକା ପେଟ୍ରୋଲ ଓ ଡିଜେଲ ନେଇ ଯାଉଥିବାବେଳେ ନରଓ୍ବେଜିଆନ୍‌ ସି’ରେ ଡ଼ୁବିଯିବା ଅବସ୍ଥାରେ ରହିଛି। ୧୨ କ୍ରିଉ ମେମ୍ବର ସମୁଦ୍ରକୁ ଡେଇଁବା ପରେ ସେମାନଙ୍କୁ ହେଲିକପ୍ଟରରେ ଉଦ୍ଧାର କରାଯାଇଛି। ନରଓ୍ବେର ତଟରକ୍ଷୀ ପ୍ରଶାସନ...

ବଳାତ୍କାର ବୃଦ୍ଧି ପାଇଁ ପାଶ୍ଚାତ୍ୟ ସଂସ୍କୃତି ଦାୟୀ: ଇମ୍ରାନ

ଇସଲାମାବାଦ, ୮ା୪: ଦିନକୁ ଦିନ ବଳାତ୍କାର ମାମଲା ବୃଦ୍ଧି ପାଇଁ ଅଶ୍ଳୀଳତା, ପାଶ୍ଚାତ୍ୟ ସଂସ୍କୃତି ଦାୟୀ ବୋଲି କହି ବିବାଦରେ ଫସିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ଫୋନ୍‌ ଇନ୍‌ କାର୍ଯ୍ୟକ୍ରମରେ ଦେଶବାସୀଙ୍କ ସହ କଥାବାର୍ତ୍ତାବେଳେ ବଳାତ୍କାର ବଢ଼ିବା ପଛର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri