ଅନ୍ତର୍ଜାତୀୟ

୩୩୦ କୋଟି ଦେଲେ ସ୍କଟ୍‌

ଆମେରିକାର ଶିକାଗୋ ସହରରେ ଥିବା ୨ଟି କଲେଜକୁ ଆମାଜନ ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌ଙ୍କ ପୂର୍ବତନ ସ୍ତ୍ରୀ ମାକ୍‌କେଞ୍ଜି ସ୍କଟ୍‌ ୪୫ ମିଲିୟନ ଡଲାର (ପ୍ରାୟ ୩୩୦ କୋଟି ଟଙ୍କା) ଦାନ କରିଛନ୍ତି। ସିଟି କଲେଜ ଅଫ୍‌ ଶିକାଗୋର ଏକ ବ୍ରାଞ୍ଚ୍‌...

ଲିନା ଏଫ୍‌ଟିସି ମୁଖ୍ୟ

ଫେସ୍‌ବୁକ୍‌, ଗୁଗଲ, ଆମାଜନ, ଆପଲ୍‌ ଭଳି ଟେକ୍‌ କମ୍ପାନୀଗୁଡ଼ିକର ପ୍ରମୁଖ ସମାଲୋଚିକା ତଥା ପାକିସ୍ତାନ ବଂଶୋଦ୍ଭବ ଲିନା ଖାନ୍‌(୩୨)ଙ୍କୁ ଆମେରିକା ଫେଡେରାଲ ଟ୍ରେଡ୍‌ କମିଶନ(ଏଫ୍‌ଟିସି)ର ମୁଖ୍ୟ ଭାବେ ରାଷ୍ଟ୍ରପତି ଜୋ ବାଇଡେନ୍‌ ନିଯୁକ୍ତ କରିଛନ୍ତି। କମିଶନ୍‌ର ୫ ସଦସ୍ୟଙ୍କ ମଧ୍ୟରୁ...

ଶାରଳା ଆମେରିକାରେ ବିଚାରପତି

ଭାରତୀୟ ବଂଶୋଦ୍ଭବ ଶାରଳା ବିଦ୍ୟା ନାଗଲାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କନେକ୍ଟିକଟ୍‌ ରାଜ୍ୟରେ ବିଚାରପତି ନିଯୁକ୍ତ କରିଛନ୍ତି। ନାଗଲା ୨୦୧୭ରୁ କନେକ୍ଟିକଟ୍‌ ଜିଲାର ଆମେରିକା ଆଟର୍ନି ଅଫିସ୍‌ରେ ମେଜର କ୍ରାଇମ୍‌ ୟୁନିଟ୍‌ର ଡେପୁଟି ଚିଫ୍‌ ଅଛନ୍ତି। ବିଚାରପତି ପଦରେ...

କେହି କାହାର ଚିର ଶତ୍ରୁ ନୁହନ୍ତି କି ମିତ୍ର ନୁହନ୍ତି: ବାଇଡେନ

ଓ୍ବାଶିଂଟନ,୧୬ା୬: ଅନ୍ତର୍ଜାତୀୟ ରାଜନୀତିରେ ସମ୍ପର୍କକୁ ନେଇ ଏକ ପ୍ରବାଦ ଅଛି ଯେ ‘କେହି କାହାର ସ୍ଥାୟୀ ବନ୍ଧୁ ନୁହନ୍ତି କିମ୍ବା ସ୍ଥାୟୀ ଶତ୍ରୁ ନୁହନ୍ତି’। ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ ଏହି କଥା କହିଛନ୍ତି। ଆମେରିକାର ରାଷ୍ଟ୍ରପତି ନିର୍ବାଚନ ସମୟରେ ବାଇଡେନ...

୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍‌: ପୁଣି ଦିଆଯିବ ଡୋଜ୍‌…

ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍‌ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ ଫାଇଜର ଭାକ୍ସିନ୍‌ର ଏକ୍ସପାୟର ଡୋଜ୍‌ ଦିଆଯାଇଛି। ଜୁନ୍‌ ୫ରୁ ଜୁନ୍‌ ୧୦ ମଧ୍ୟରେ...

ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…

ବ୍ରାସିଲିଆ,୧୬ା୬: ବିବାହ ପରେ ବରକନ୍ୟାଙ୍କ ଜୀବନରେ ପ୍ରଥମ ରାତିକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ମାତ୍ର ବ୍ରାଜିଲରେ ଏକ ନବଦମ୍ପତିଙ୍କ ସହ ଏମିତି ଘଟିଛି ଯାହା କେବେ କଳ୍ପନା କରି ହେବ ନାହିଁ। ଏକ ରିପୋର୍ଟ ଅନୁଯାୟୀ, ବିବାହ ପରେ...

ଗୋଟିଏ ଭୁଲ୍‌ ପାଇଁ କ୍ଷତି ହେଲା ୩୦ ହଜାର କୋଟି…

ଲିସବନ୍‌,୧୬।୬: ଗୋଟିଏ ଭୁଲ୍‌ ପାଇଁ ସାଙ୍ଗେ ସାଙ୍ଗେ ୩୦ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦...

ଡୋଜ୍‌ ନେଲା ପରେ ବି ହେଉଛି କରୋନା: ବଢୁଛି ଚିନ୍ତା…

ଓ୍ବାଶିଂଟନ/ଲଣ୍ଡନ/ନୂଆଦିଲ୍ଲୀ,୧୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ର ଦୁଇ ଡୋଜ୍‌ ନେବା ପରେ ବି ଲୋକେ କରୋନାରେ ପୁଣି ଆକ୍ରାନ୍ତ ହେଉଛନ୍ତି। ତେଣୁ...

ବନ୍ଦ ହେବ ଓ୍ବିଣ୍ଡୋଜ୍‌ ୧୦

ଜୁନ୍‌ ୨୪ରେ ଅପରେଟିଂ ସିଷ୍ଟମ୍‌ ଓ୍ବିଣ୍ଡୋଜ୍‌ର ନୂଆ ଭର୍ସନ ଆସିଯିବ। ପରେ ୨୦୨୫ ଅକ୍ଟୋବରରେ ମାଇକ୍ରୋସଫ୍ଟ ପକ୍ଷରୁ ଓ୍ବିଣ୍ଡୋଜ୍‌ ୧୦ ସପୋର୍ଟକୁ ବନ୍ଦ କରିଦିଆଯିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସପୋର୍ଟ ପେଜ୍‌ରେ କମ୍ପାନୀ ଏ ବାବଦରେ ଅପଡେଟ୍‌ ଦେଇଛି।...

ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ

ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍‌ର ରୂପ ନେଇଛି। ଏହି ଷ୍ଟ୍ରେନ୍‌ ବ୍ରିଟେନରେ ଆତଙ୍କ ସୃଷ୍ଟି କରିବାରୁ ଏହାର ମୁକାବିଲା ପାଇଁ ବୋରିସ୍‌ ଜନ୍‌ସନ ସରକାର ଅନ୍‌ଲକ୍‌ ପ୍ରକ୍ରିୟାକୁ...

୧୮ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା…

କାବୁଲ,୧୫।୬: ଆଫଗାନିସ୍ତାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ହେଲମଣ୍ଡ୍‌ ପ୍ରଦେଶର ନହର-ଇ-ସାରାଜ ଏବଂ ନାଦ ଆଲି ଜିଲାରେ ହୋଇଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ୧୮ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଛି। ଏହି ଘଟଣାରେ ୯ ଜଣ ଆତଙ୍କବାଦୀ...

ପୃଥିବୀ ମୁହାଁ ବିରାଟ ଗ୍ରହାଣୁପିଣ୍ଡ: ଜୁନ୍‌ ୨୫ରେ କରିବ ଅତିକ୍ରମ…

ଓ୍ବାଶିଂଟନ,୧୫।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆଉ ଏକ ନୂଆ ବିପଦ ଆଶଙ୍କା ଦେଖାଦେଇଛି। ବିରାଟ ଗ୍ରହାଣୁପିଣ୍ଡ ୪୪୧୯୮୭ (୨୦୧୦-ଏନ୍‌ଓ୍ବାଇ-୬୫) ପୃଥିବୀ ମୁହାଁ ହୋଇଛି। ଏହା ଜୁନ୍‌ ୨୫ରେ ପୃଥିବୀକୁ ଅତିକ୍ରମ କରିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri