ଅନ୍ତର୍ଜାତୀୟ

ଆମେରିକାରେ ବିସ୍ଫୋରଣ: ଜଣେ ପୋଲିସ ଅଧିକାରୀଙ୍କ ସମେତ ଚାଲିଗଲା ୧୦ ଜଣଙ୍କ ଜୀବନ

ଓ୍ବାଶିଂଟନ୍‌,୨୩।୩: ଆମେରିକାର କୋଲୋରୋଡର ବୋଲ୍ଡରରେ ଥିବା ଏକ ଭିଡ଼ ବହୁଳ ସୁପରମାର୍କେଟରେ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଜଣେ ପୋଲିସ କର୍ମଚାରୀଙ୍କ ସମେତ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ କହିଛି। ଜଣେ ବନ୍ଧୁକଧାରୀ ଆଖିବୁଜା ଗୁଳି ଚଳାଇ ଫେରାର...

ସୋସିଆଲ ମିଡିଆକୁ ଫେରିବା ପାଇଁ ପ୍ରସ୍ତୁତ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଟନ୍‌,୨୨।୩: ଗତ ଜାନୁଆରୀ ୬ରେ କ୍ୟାପିଟାଲ ବିଲଡିଂ ଉପରେ ହୋଇଥିବା ଆକ୍ରମଣ ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଟୁଇଟର, ଫେସବୁକ ଏବଂ ଅନ୍ୟାନ୍ୟ ସୋସିଆଲ ମିଡିଆ ସାଇଟ ଦ୍ୱାରା ନିଲମ୍ବିତ ହୋଇଥିଲେ। କିନ୍ତୁ ଏବେ ଟ୍ରମ୍ପ ନିଜର...

ଫିଲିପାଇନ୍ସ ଜଳସୀମାରେ ୨୨୦ ଚାଇନା ଜାହାଜ

ମାନିଲା,୨୨।୩: ଦକ୍ଷିଣ ଚାଇନା ସାଗରର ବିବାଦୀୟ ଅଞ୍ଚଳରେ ଚାଇନାର ୨୨୦ ଜାହାଜ ପଇଁତରା ମାରିବା ଘଟଣାରେ ଫିଲିପାଇନ୍ସ ଉଦ୍‌ବେଗ ପ୍ରକାଶ କରିଛି। ମାର୍ଚ୍ଚ ୭ରେ ଏହି ଜାହାଜଗୁଡ଼ିକ ହ୍ବିସୁନ୍‌ ରିଫ୍‌ ନିକଟରେ ଲଙ୍ଗର ପକାଇଥିବା ଫିଲିପାଇନ୍ସ ତଟସୁରକ୍ଷା ବାହିନୀ ଦେଖିବାକୁ...

ମାର୍ଚ୍ଚ ୨୩ ନିର୍ବାଚନ ପୂର୍ବରୁ ନେତାନ୍ୟାହୁଙ୍କ ବିରୋଧରେ ପ୍ରଦର୍ଶନ

ଜେରୁଜେଲମ୍‌,୨୧।୩: ଇସ୍ରାଏଲ୍‌ରେ ୨ ବର୍ଷ ମଧ୍ୟରେ ଚତୁର୍ଥ ଥର ପାଇଁ ନିର୍ବାଚନ ହେବାକୁ ଯାଉଛି। ମାର୍ଚ୍ଚ ୨୩ରେ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଲୋକେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ବିରୋଧରେ ପ୍ରଦର୍ଶନ କରିବା ଆରମ୍ଭ କରିଛନ୍ତି। ନିର୍ବାଚନରେ ବିଜୟୀ...

ହୋଟେଲ କର୍ମଚାରୀଙ୍କୁ ମୁଥ ପରେ ମୁଥ କଷିଦେଲେ ୪ ମହିଳା, ଭିଡିଓ ଦେଖିଲେ…

ଓ୍ବାଶିଂଟନ,୨୧।୩: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ୪ ଜଣ ମହିଳା ଆମେରିକାର ଫ୍ଲୋରିଡା ରେଷ୍ଟୁରାଣ୍ଟରେ କାମ କରୁଥିବା ଜଣେ କର୍ମଚାରୀ ଖୁବ୍‌ ଜୋରରେ ପିଟିବା ସହ ମୁଥ ପରେ ମୁଥ କଷି ଦେଇଛନ୍ତି। ଏହି...

ଆକାଶରୁ ଖସିଲା ଜଳନ୍ତା ଗ୍ରହପିଣ୍ଡ

ହାଭାନା,୨୧।୩: ମଧ୍ୟ ଆମେରିକା ଦେଶ କ୍ୟୁବାରେ ଶନିବାର ରାତ୍ର ୧୦ଟା ୬ରେ ଆକାଶରୁ ଏକ ଜଳନ୍ତା ଗ୍ରହପିଣ୍ଡ ପ୍ରଚଣ୍ଡ ଶବ୍ଦ କରି ଭୂପୃଷ୍ଠରେ ପଡ଼ିଛି। ଜଳନ୍ତା ଗ୍ରହପିଣ୍ଡର ଆଲୋକରେ ରାତି ବି ଦିନ ଭଳି ଆଲୋକିତ ହୋଇ ଉଠିଥିଲା। କୌଣସି...

ଆମେରିକାରେ କମିଛନ୍ତି ବିଦେଶୀ ବିଦ୍ୟାର୍ଥୀ

ଓ୍ବାଶିଂଟନ୍‌, ୨୧ା୩: ଆମେରିକାରେ ୨୦୨୦ରେ ଅଧ୍ୟୟନ କରୁଥିବା ବାହାର ଦେଶର ଛାତ୍ରୀଛାତ୍ରଙ୍କ ସଂଖ୍ୟା ୨୦୧୯ଠାରୁ କମ୍‌ ରହିଛି। ଗତ ବର୍ଷ ସେଠାରେ ପଢ଼ୁଥିବା ବିଦେଶୀ ପିଲାଙ୍କ ମଧ୍ୟରୁ ୪୭ ପ୍ରତିଶତ କେବଳ ଭାରତ ଓ ଚାଇନାର ବୋଲି ଏକ ରିପୋର୍ଟରେ...

ଜାପାନରେ ବଡ଼ ଭୂକମ୍ପ

ଟୋକିଓ,୨୧।୩ : ଜାପାନର ଉତ୍ତର-ପୂର୍ବ ଭାଗରେ ଶନିବାର ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୭.୨ ରେକର୍ଡ କରାଯାଇଛି। ଭୂକମ୍ପ ପରେ ସୁନାମି ସତର୍କ ସୂଚନା ଜାରି ହୋଇଛି। ୨୦୧୧ରେ ଉକ୍ତ ଅଞ୍ଚଳ ଭୂକମ୍ପ...

ଚାଇନା ଟିକା ନେଇଥିବା ଇମ୍ରାନଙ୍କୁ କରୋନା

ଇସ୍‌ଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ସେ ଚାଇନା ଦ୍ୱାରା ପ୍ରସ୍ତୁତ କୋଭିଡ୍‌ ଟିକାର ପ୍ରଥମ ଡୋଜ୍‌ ନେଇଥିବାବେଳେ ସେହିଦିନ ହିଁ ତାଙ୍କ ଶରୀରରେ କରୋନା ଲକ୍ଷଣ ଦେଖାଦେଇଥିଲା। ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିବା...

ଆଷ୍ଟ୍ରାଜେନିକା ଟିକା ନେଲେ ବୋରିସ ଜନ୍‌ସନ

ଲଣ୍ଡନ,୨୦।୩: ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ ଆଷ୍ଟ୍ରାଜେନିକା କୋଭିଡ-୧୯ ଟିକା ନେଇଛନ୍ତି। ପ୍ରଥମ ଡୋଜ ଟିକା ନେବାପରେ ଜନ୍‌ସନ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, କୋଭିଡ-୧୯ ଆଷ୍ଟ୍ରାଜେନିକା ଟିକା ନେବା ପରେ ସେ କୌଣସି କଷ୍ଟ ଅନୁଭବ କରିନାହାନ୍ତି। କୋଭିଡ୍‌- ୧୯...

କାଗଜରେ ପାଠ ଲେଖିଲେ ରହିବ ଅଧିକ ମନେ

ଟୋକିଓ,୨୦।୩: ପାଠ ପଢ଼ିଲେ ମଧ୍ୟ କେତେକ ଛାତ୍ରୀଛାତ୍ରଙ୍କର ଏହା ମନେ ରହି ନ ଥାଏ। ତେବେ ସମ୍ପ୍ରତି ଜାପାନର ଟୋକିିଓରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, କାଗଜରେ ପାଠ ଲେଖିଲେ ଅଧିକ ମନେ ରହିବ। ପାଠ...

ଏଠାରେ ଗୋଟିଏ ପାଣି ବୋତଲର ଦାମ୍‌ ରହିଛି…

କଥାରେ ଅଛି ଦୁନିଆରେ ସବୁ ଜିନିଷ ମିଳିଥାଏ, କେବଳ ବଜାରର ଆବଶ୍ୟକତା ରହିଛି। ସେମିତି କିଛି ଏବେ ଦେଖିବାକୁ ମିଳିଛି। ପ୍ରକୃତି ସମସ୍ତଙ୍କୁ ମାଗଣାରେ ଦଉଥିବା ପାଣି ଏବେ କିଣିବାକୁ ପଡ଼ୁଛି। କେତେକ ସ୍ଥାନରେ ଏହାର ମୂଲ୍ୟ ଏତେ ଅଧିକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri