ଅନ୍ତର୍ଜାତୀୟ

କ୍ରାଉନ୍‌ ପ୍ରିନ୍ସଙ୍କୁ ଦଣ୍ଡ ମିଳୁ

ରିୟାଧ, ୨ା୩: ସାଉଦି ପତ୍ରକାର ଜମାଲ ଖାଶୋଗୀଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ସାଉଦି ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନଙ୍କୁ ଦଣ୍ଡ ଦେବାକୁ ଦାବି କରିଛନ୍ତି ଖାଶୋଗୀଙ୍କ ପ୍ରେମିକା ହାଟିସ୍‌ ସେଙ୍ଗିଜ୍‌। ଏହା ଦ୍ୱାରା କେବଳ ଖାଶୋଗୀଙ୍କୁ ନ୍ୟାୟ ମିଳିବ ତାହା ନୁହେଁ...

ମୁମ୍ବାଇକୁ ଅନ୍ଧାର କରିଥିଲା ଚାଇନା

ଓ୍ବାଶିଂଟନ୍‌, ୨ା୩ :ଚାଇନା ଟାର୍ଗେଟରେ ଭାରତର ଶକ୍ତି କ୍ଷେତ୍ର। ସାରା ଦେଶକୁ ଅନ୍ଧାର କରିବା ପାଇଁ ବେଜିଂ କରିଚାଲିଛି ସାଇବର ଆକ୍ରମଣ। ଗତ ବର୍ଷ ଲଦାଖ ସୀମା ଗଲ୍‌ଓ୍ବାନ ଘାଟିରେ ଦୁଇ ଦେଶର ସୈନ୍ୟ ମୁହାଁମୁହିଁ ହେବାରୁ ଶହୀଦ ହୋଇଥିଲେ...

ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତିଙ୍କୁ ବର୍ଷେ ଜେଲ

ପ୍ୟାରିସ,୧।୩ : ଦୁର୍ନୀତି ଓ ପେଡଲିଂ ଅଭିଯୋଗରେ ଏକ ଫ୍ରେଞ୍ଚ କୋର୍ଟରେ ସୋମବାର ଦୋଷି ସାବ୍ୟସ୍ତ ହୋଇଛନ୍ତି ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତି ନିକୋଲାସ ସାର୍କୋଜି। ତାଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି, ଯେଉଁଥିରୁ ଦୁଇ ବର୍ଷ ବାତିଲ କରି...

ହାଇଓ୍ବେରେ ମଶା ଝଡ଼: ଲୋକେ ଆତଙ୍କିତ

ବୁଇନୋସ୍‌ ଆରିସ୍‌,୧।୩: ସାଧାରଣତଃ ଧୂଳିଝଡ ଦେଖାଯାଇଥାଏ। ତେବେ ମଶା ଝଡ଼ ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଏଭଳି ଏକ ଝଡ଼ ଆର୍ଜେଣ୍ଟିନାର ହାଇଓ୍ବେ ନମ୍ବର ୭୪ରେ ଦେଖିବାକୁ ମିଳିଛି। ଏହା ଦୂରରୁ ଧୂଳିଝଡ଼ ଭଳି ଦେଖାଯାଉଥିବାବେଳେ ପାଖକୁ...

ଟିକାର ଚମତ୍କାରିତା: କରୋନା ସହ ଭଲ ହେଉଛି ଅନ୍ୟସବୁ ରୋଗ

ଲଣ୍ଡନ,୧।୩: କରୋନା ଟିକା ଆସିବା ପରେ କେବଳ ଏହି ମାରାତ୍ମକ ରୋଗ ଯେ ଭଲ ହେଉଛି ତାହା ନୁହେଁ, ଏଥିସହ ଅନ୍ୟାନ୍ୟ ରୋଗ ମଧ୍ୟ ଭଲ ହେଉଛି। ଇଂଲଣ୍ଡରେ ରହୁଥିବା ଜୋଆନ ନାମକ ଜଣେ ୭୨ ବର୍ଷୀୟା ବୃଦ୍ଧା ୬...

ବିନା ଚାଳକରେ ବୋମା ବର୍ଷା କରିବ ଟ୍ୟାଙ୍କ

ମସ୍କୋ,୧।୩: ଧୀରେଧୀରେ ଯୁଦ୍ଧକୁ ଆଧୁନିକ କରାଯିବାର ପ୍ରୟାସ ଜାରି ରହିଛି। ଏହି ମର୍ମରେ ରଷିଆ ଏହାର ଟି-୧୪ ଆର୍ମଟା ଟ୍ୟାଙ୍କକୁ ସ୍ବୟଂଚାଳିତ କରିବା ଲାଗି ଯୋଜନା କରୁଛି। ଏଣିକି ଏହି ଟ୍ୟାଙ୍କ ବିନା ଚାଳକରେ ଯୁଦ୍ଧ କ୍ଷେତ୍ରରେ ଶତ୍ରୁ ଉପରେ...

୮୧ ବର୍ଷ ପରେ ଫୁଟିଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ବୋମା

ଲଣ୍ଡନ,୧।୩: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ଏକ ବୋମାକୁ ୮୧ ବର୍ଷ ପରେ ଫୁଟାଯାଇଛି। ବ୍ରିଟେନ୍‌ର ଏକ୍ସେଟର ସହରରେ ବୋମା ନିଷ୍କ୍ରିୟକାରୀ ଟିମ୍‌ ରବିବାର ପହଞ୍ଚି ରିମୋର୍ଟ କଣ୍ଟ୍ରୋଲର ସହାୟତାରେ ଏଭଳି କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ସହରକୁ ସମ୍ପୂର୍ଣ୍ଣ ଖାଲି କରି...

ଶିକ୍ଷା ବଜେଟ କମାଇଛନ୍ତି ୬୫% ଦେଶ

ନୂଆଦିଲ୍ଲୀ, ୧।୩: କରୋନା ମହାମାରୀ ପରେ ୬୫ ପ୍ରତିଶତ ନିମ୍ନ ଏବଂ ନିମ୍ନ-ମଧ୍ୟମ ଆୟକାରୀ ଦେଶ ସେମାନଙ୍କ ଶିକ୍ଷା ବଜେଟ ହ୍ରାସ କରିଛନ୍ତି। କେବଳ କମ୍‌ ଆୟକାରୀ ନୁହନ୍ତି, ଉଚ୍ଚ ଆୟକାରୀ ଦେଶ ମଧ୍ୟ ଶିକ୍ଷା ବାବଦ ଖର୍ଚ୍ଚ କମାଇଥିବା...

ମ୍ୟାନ୍‌ମାର ବିକ୍ଷୋଭକାରୀଙ୍କୁ ଗୁଳି: ୧୮ ମୃତ

ୟାଙ୍ଗୁନ୍‌, ୧।୩: ମ୍ୟାନ୍‌ମାରରେ ରବିବାର ସାମରିକ ଶାସନ ପ୍ରତିବାଦରେ ବିକ୍ଷୋଭ ଚାଲିଥିବାବେଳେ ବିଭିନ୍ନ ସହରରେ ପୋଲିସ ଗୁଳିରେ ୧୮ ଜଣଙ୍କ ମୃତ୍ୟୁ ହେବା ସହ ୩୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ୟାଙ୍ଗୁନ, ଦାଓ୍ବେଇ, ମାଣ୍ଡାଲେ, ମ୍ୟେଇକ୍‌, ବାଗୋ ଏବଂ ପୋକୋକ୍କୁ...

ଯୌନ ନିର୍ଯାତନା ମାମଲାରେ ଗଭର୍ନର

ନ୍ୟୁୟର୍କ, ୧ା୩: ନ୍ୟୁୟର୍କ ଗଭର୍ନର ଆଣ୍ଡ୍ରିୟୁ କ୍ୟୁମୋ(୬୩)ଙ୍କ ବିରୋଧରେ ଆଉ ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। କ୍ୟୁମୋ ୨୦୨୦ରେ ତାଙ୍କ ପୂର୍ବତନ ସ୍ବାସ୍ଥ୍ୟନୀତି ପରାମର୍ଶଦାତା ୨୫ ବର୍ଷୀୟା ଚାରୋଲ୍ଟ ବେନେଟ୍‌ଙ୍କୁ ଯୌନ ନିର୍ଯାତନା ଦେଇଥିଲେ ବୋଲି ଚାରୋଲ୍ଟ...

ଏମିତି ଦେଶ, ଯେଉଁଠି ସବୁଠୁ ଶସ୍ତାରେ ମିଳେ ପେଟ୍ରୋଲ

କାରାକସ୍‌,୨୮।୨: ଆଜିକାଲି ଆମ ଦେଶରେ ପେଟ୍ରୋଲ, ଡିଜେଲ ଦର ଆକାଶଛୁଆଁ ହେଲାଣି। ଏମିତିକି ଆମ ଦେଶର କିଛି ସହରରେ ପେଟ୍ରୋଲ ଦାମ୍‌ ଲିଟର ପ୍ରତି ୧୦୦ ଟଙ୍କା ଉପରେ ରହିଛି। ମାତ୍ର ବିଶ୍ୱରେ କିଛି ଦେଶ ଅଛି, ଯେଉଁଠି ପେଟ୍ରୋଲ...

ପୃଥିବୀ ପାଇଁ ନୂଆ ବିପଦ: ଭାଙ୍ଗିଲା ବିରାଟ ହିମ ପାହାଡ଼

ଓ୍ବାଶିଂଟନ,୨୮।୨: ପୃଥିବୀ ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। ଅଣ୍ଟାର୍କଟିକାରେ ଏକ ବିରାଟ ହିମ ପାହାଡ଼ ଭାଙ୍ଗି ପଡ଼ିଛି। ଏହାର ଆକାର ୧୨୭୦ ବର୍ଗ କିଲୋମିଟର। ଯାହାକି ରାଜଧାନୀ ଦିଲ୍ଲୀର ଆକାର ସହିତ ପ୍ରାୟ ସମାନ। ଦିଲ୍ଲୀର ଆକାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri