ଅନ୍ତର୍ଜାତୀୟ

ହିନ୍ଦୁ ସମ୍ପଦାୟର ଲୋକଙ୍କୁ କ୍ଷମା ମାଗିଲେ ପାକିସ୍ତାନ ଏମ୍‌ପି

ଇସଲମାବାଦ,୨୬।୨: ପାକିସ୍ତାନରେ ଇମ୍ରାନ ଖାନଙ୍କ ଶାସକ ଦଳର ଏମ୍‌ପି ଆମିର ଲିଆକତ ହୁସେନ ହିନ୍ଦୁମାନଙ୍କ ଭାବନାକୁ ଆଘାତ ଦେଇଥିବା ଟୁଇଟ୍‌ ଯୋଗୁ କ୍ଷମା ମାଗିଛନ୍ତି। ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଦଳର ସଦସ୍ୟ ଆମିର ଲିଆକତ ହୁସେନ ବିରୋଧୀ ଦଳର ନେତା...

ମୁଣ୍ଡରେ ଭୁଲ୍‌ ସ୍ବସ୍ତିକ ଚିହ୍ନ ଆଙ୍କିଥିବା ଏହି ବ୍ୟକ୍ତିଙ୍କୁ ଖୋଜୁଛି ପୋଲିସ, କାରଣ ଜାଣିଲେ…

କାନବେରା,୨୬।୨: ଅଷ୍ଟ୍ରେଲିଆ ପୋଲିସ ଏମିତି ଜଣେ ବ୍ୟକ୍ତିଙ୍କୁ ଖୋଜୁଛି ଯାହାଙ୍କ ମୁଣ୍ଡରେ ସ୍ବସ୍ତିକ ଚିହ୍ନ ଅଙ୍କାଯାଇଛି। ଏହି ବ୍ୟକ୍ତି ଜଣକ ମା ଏବଂ ଝିଅ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ମହିଳାଙ୍କ ହାତ ଜଳି ଯାଇଥିଲା। ମାତ୍ର ଝିଅର...

କାରଖାନାରେ ବିସ୍ଫୋରଣ: ୩ ଶ୍ରମିକଙ୍କ ଜୀବନଗଲା

ସିଙ୍ଗାପୁର,୨୫।୨: ସିଙ୍ଗାପୁରର ଏକ କାରଖାନାରେ ବିସ୍ଫୋରଣ ଘଟି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଘଟଣାରେ ଅନ୍ୟ ୫ ଜଣ ଶ୍ରମିକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଶରୀରର ପ୍ରାୟ ଭାଗ ପୋଡି ଯାଇଥିବା ବେଳେ ତାଙ୍କୁ ସ୍ଥାନୀୟ ଏକ...

ସୁନା ଖଣିରେ ଭୂସ୍ଖଳନ: ୫ ମୃତ, ୭୦ ନିଖୋଜ

ଜାକର୍ତ୍ତା,୨୫।୨: ଇଣ୍ଡୋନେସିଆରେ ଏକ ସୁନା ଖଣିରେ ଭୂସ୍ଖଳନ ଯୋଗୁ ୫ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୭୦ ଜଣ ନିଖୋଜ ଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଉଛି। କେନ୍ଦ୍ରୀୟ ସୁଲା ଓ୍ବେସି ପ୍ରଦେଶର ପାରିଗି ମୌଟୋଙ୍ଗ ଜିଲାର...

ଏହି କାରଣ ପାଇଁ ପ୍ରଥମ ସ୍ତ୍ରୀଙ୍କୁ ସାଢ଼େ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବେ ସ୍ବାମୀ

ବେଜିଂ,୨୫।୨: ଚାଇନା କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଜଣେ ବ୍ୟକ୍ତି ତାଙ୍କ ପ୍ରଥମ ସ୍ତ୍ରୀଙ୍କୁ ୭୭୦୦ ଡଲାର ଅର୍ଥାତ୍‌ ସାଢ଼େ ୫ ଲକ୍ଷ ଟଙ୍କା ଦେବାକୁ କୋର୍ଟ ଆଦେଶ ଦେଇଛନ୍ତି। ବେଜିଂ କୋର୍ଟ କହିବା ଅନୁଯାୟୀ, ଗତ ୫...

ଭାରତ ବିରୋଧରେ ଛାୟାଯୁଦ୍ଧ ଆରମ୍ଭ କରିଛି ପାକିସ୍ତାନ

ଜେନେଭା,୨୫।୨: ଆତଙ୍କବାଦୀ ସଂଗଠନଗୁଡ଼ିକର ସହାୟତାରେ ପାକିସ୍ତାନ ଭାରତ ବିରୋଧରେ ଛାୟାଯୁଦ୍ଧ ଆରମ୍ଭ କରିଛି। ଜାତିସଂଘ ମାନବାଧିକାର ବଠକରେ ଏଭଳି ଅଭିଯୋଗ କରି ପାକିସ୍ତାନକୁ ଘେରିଛି। ଜାତିସଂଘରେ ଅବସ୍ଥାପିତ ଥିବା ଭାରତ ସ୍ଥାୟୀ ପ୍ରତିନିଧି ନାଗରାଜ ନାଇଡୁ ପାକିସ୍ତାନର ନାମ ନ...

ପ୍ରସ୍ତୁତ ହେଲା ସିଙ୍ଗଲ ଡୋଜ୍‌ କରୋନା ଟିକା

ଓ୍ବାଶିଂଟନ,୨୫।୨: କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏପରିସ୍ଥଳେ ଭାରତ ସମେତ କେତେକ ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ମଧ୍ୟ ଆରମ୍ଭ ହୋଇସାରିଛି। ଏସବୁ ପ୍ରତିଷେଧକ ଟିକାର ୨ଟି ଡୋଜ୍‌ ନେବାକୁ ପଡୁଛି। କିଛି ଦିନ ବ୍ୟବଧାନରେ ଏହି ୨...

ଆତ୍ମହତ୍ୟା ରୋକିବାକୁ ମନ୍ତ୍ରଣାଳୟ

ଟୋକିଓ, ୨୫ା୨: କୋଭିଡ୍‌-୧୯ ମହାମାରୀ ସମୟରେ ଜାପାନରେ ଆତ୍ମହତ୍ୟା ରୋକିବାକୁ ସେଠାକାର ସରକାର କ୍ୟାବିନେଟରେ ନୂଆ ମନ୍ତ୍ରଣାଳୟ ଯୋଗ କରିଛନ୍ତି। ପ୍ରଧାନମନ୍ତ୍ରୀ ୟୋଶୀହିଦେ ସୁଗା ଏହି ମନ୍ତ୍ରଣାଳୟ ପାଇଁ ତେତ୍‌ସୁଶି ସାକାମୋଟୋଙ୍କୁ ମନ୍ତ୍ରୀ (ମିନିଷ୍ଟର ଫର୍‌ ଲୋନ୍‌ଲିନେସ୍‌) ଭାବେ ନିଯୁକ୍ତ...

ଏୟାର ଷ୍ଟ୍ରାଇକ୍‌ରେ ଗଡ଼ିଲା ୮ ଆତଙ୍କବାଦୀଙ୍କ ମୁଣ୍ଡ

ହେଲମଣ୍ଡ,୨୩।୨: ଆଫଗାନିସ୍ତାନରେ ମିଳିତି ସୁରକ୍ଷାକର୍ମୀଙ୍କ ଏୟାର ଷ୍ଟ୍ରାଇକ୍‌ରେ ୮ ତାଲିବାନ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ହେଲମଣ୍ଡ ପ୍ରଦେଶର ଦକ୍ଷିଣରେ ଥିବା ନହର-ଇ-ସରାଜ ଜିଲାରେ ଥିବା ଆତଙ୍କବାଦୀ ଶିବିର ଉପରେ ବାୟୁସେନା ପକ୍ଷରୁ ବୋମାମାଡ଼ କରାଯାଇଥିଲା। ଏହି ଅଞ୍ଚଳରେ ତାଲିବାନ୍‌ ଆତଙ୍କବାଦୀ...

ନାବାଳିକାଙ୍କୁ ବିବାହ କରି ହରଡ଼ଘଣାରେ ପାକିସ୍ତାନ ଏମ୍‌ପି

ଇସଲାମାବାଦ୍‌,୨୩।୨: ଜଣେ ୧୪ ବର୍ଷ ବୟସ୍କା ନାବାଳିକାଙ୍କୁ ବିବାହ କରିଥିବା ଅଭିଯୋଗରେ ପାକିସ୍ତାନ ପୋଲିସ ଏମ୍‌ପି ମୌଲାନା ସଲ୍ଲାଉଦ୍ଦିନ୍‌ ଆୟୁବିଙ୍କ ବିରୋଧରେ ତଦନ୍ତ ଆରମ୍ଭ କରିଛି। ଆୟୁବି ଜାମିଆତ୍‌-ଉଲେମା-ଇ-ଇସଲାମ୍‌ର ସଦସ୍ୟ। ସେ ବାଲୁଚିସ୍ତାନର ଏମ୍‌ପି। ମହିଳାଙ୍କ କଲ୍ୟାଣ ପାଇଁ କାର୍ଯ୍ୟ...

କରୋନାରେ ମୃତ ୫ ଲକ୍ଷ ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବାଇଡେନ୍‌

ୱାଶିଂଟନ,୨୩ ।୨: କରୋନା ମହାମାରୀରେ ପ୍ରାୟ ଗୋଟିଏ ବର୍ଷ ମଧ୍ୟରେ ଆମେରିକାରେ ପାଖାପାଖି ୫ ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି । ଏହା ଆମେରିକାବାସୀଙ୍କ ପାଇଁ ସବୁଠାରୁ ବଡ ଦୁଃଖଦ ସମୟ ବୋଲି କହିଛନ୍ତି ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି...

ଇଟାଲୀ ରାଷ୍ଟ୍ରଦୂତଙ୍କୁ ହତ୍ୟା

ରୋମ୍‌, ୨୩ା୨: ଡେମୋକ୍ରାଟିକ୍‌ ରପବ୍ଲିକ ଅଫ୍‌ କଙ୍ଗୋରେ ଇଟାଲୀ ରାଷ୍ଟ୍ରଦୂତ ଲୁକା ଆଟେନେସିଓଙ୍କୁ ସୋମବାର ହତ୍ୟା କରାଯାଇଛି। ଏ ନେଇ ଇଟାଲୀ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆଟେନେସିଓ ଜାତିସଂଘର ଏକ କନ୍‌ଭେରେ ଯାଉଥିବାବେଳେ ତାଙ୍କ ଗାଡ଼ି ଉପରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri