ଅନ୍ତର୍ଜାତୀୟ

ଆଇପିଏଲ୍‌ରେ ସାମିଲ ଖେଳାଳିଙ୍କୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ଜବାବ

ମେଲବୋର୍ନ,୨୭।୪: ଆଇପିଏଲ ୨୦୨୧ରେ ଅଂଶଗ୍ରହଣ କରୁଥିବା ତାଙ୍କ ଦେଶର କ୍ରିକେଟରମାନଙ୍କୁ ଘରକୁ ଫେରିବା ପାଇଁ ନିଜସ୍ବ ବ୍ୟବସ୍ଥା କରିବାକୁ ପଡ଼ିବ ବୋଲି ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ମଙ୍ଗଳବାର କହିଛନ୍ତ। ଭାରତରେ କରୋନାର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଅଷ୍ଟ୍ରେଲିଆ...

ଛାତି ଥରାଇ ଦେଉଛି ଭାରତର କରୋନା ସ୍ଥିତି: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା/ନୂଆଦିଲ୍ଳୀ,୨୭।୪: ଭାରତର କରୋନା ମହାମାରୀ ସଂକ୍ରମଣ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଭାରତର କରୋନା ସ୍ଥିତି ଛାତି ଥରାଇ ଦେଉଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ଟ୍ରେଡୋସ୍‌ ଅଧୋନମ୍‌ ଘେବ୍ରେସିୟସ୍‌ କହିଛନ୍ତି। ଭାରତ...

ବିନା ମାସ୍କ୍‌ରେ ନାଚିଲେ ଲୋକେ: ସଂକ୍ରମଣ ସମୟରେ ବଡ଼ ମ୍ୟୁଜିକ୍‌ କନସର୍ଟ…

ଓ୍ବିଲିଂଟନ,୨୭।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ମାସ୍କ୍‌ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବାକୁ ପରାମର୍ଶ ଦିଆଯାଇଛି। ତେବେ...

ଜରିମାନା ଦେଲେ ପ୍ରଧାନମନ୍ତ୍ରୀ

କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ମାସ୍କ ଅପରିହାର୍ଯ୍ୟ ହୋଇଥିବାବେଳେ ଏହି ନିୟମ ଉଲ୍ଲଂଘନ କରିଛନ୍ତି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପ୍ରୟୁତ୍‌ ଚାନ୍‌-ଓ-ଚା। ଏଥିପାଇଁ ଦଣ୍ଡ ସ୍ବରୂପ ତାଙ୍କୁ ୬ ହଜାର ବହଟ୍‌ ବା ପ୍ରାୟ ୧୪ ହଜାର ଟଙ୍କା ଜରିମାନା ହୋଇଛି।...

ସାମାନ୍ୟ ଥଣ୍ଡା-କାଶକୁ ଡରନ୍ତୁ ନାହିଁ, ହୋଇଯାନ୍ତୁ ଖୁସି: କାରଣ..

ଗ୍ଲାସଗୋ,୨୬।୪: ବିଶ୍ୱବ୍ୟାପୀ କରୋନା ମହାମାରୀ ବିପର୍ଯ୍ୟୟର କାରଣ ହୋଇଛି। ଭାରତରେ ପରିସ୍ଥିତି ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ୩ ଲକ୍ଷ ୫୩ ହଜାର ନୂତନ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୨୮୦୦ରୁ ଅଧିକ...

ସବୁଠୁ ମହଙ୍ଗା ଛାଡ଼ପତ୍ର: ପିତାଙ୍କ ପକ୍ଷରୁ ପୁଅ ମା’ଙ୍କୁ ଦେବେ ୭୬୦ କୋଟି ଟଙ୍କା, ଜାଣନ୍ତୁ ପୂରା ମାମଲା…

ଲଣ୍ଡନ,୨୬।୪: ଅଧିକାଂଶ ଛାଡ଼ପତ୍ର ମାମଲା ସାମ୍ନାକୁ ଆସିଥାଏ। ଯେଉଁଥିରେ ଗୋଟିଏ ପକ୍ଷ ଅନ୍ୟ ପକ୍ଷକୁ ଭରଣପୋଷଣ ବାବଦ ବହୁ ଅର୍ଥ ଦେବାକୁ ପଡ଼ିଥାଏ ବୋଲି ନଜିର ରହିଛି। ମାତ୍ର ବ୍ରିଟେନ୍‌ରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠି ସ୍ବାମୀ-ସ୍ତ୍ରୀଙ୍କ...

ବିପଦ ବେଳର ବନ୍ଧୁ: ମଜଭୁତ ରହିବା ପାଇଁ ଭାରତକୁ ନିଆରା ବାର୍ତ୍ତା ଦେଲା ୟୁଏଇ

ଆବୁଧାବି,୨୬।୪: ଭାରତ କରୋନା ମହାମାରୀ ସହ ସଂଘର୍ଷ କରୁଛି। ଦିନକୁ ଦିନ ପରିସ୍ଥିତି ଖରାପ ହେବାରେ ଲାଗିଛି। ଏହି ଗୁରୁତର ସଙ୍କଟବେଳେ ଅନେକ ଦେଶ ଭାରତକୁ ସହାୟତାର ହାତ ବଢାଇଛନ୍ତି। କରୋନା ବିରୋଧରେ ଯୁଦ୍ଧରେ ଜିତିବା ପାଇଁ ନିଆରା ଢଙ୍ଗରେ...

ଭାଇ ଚାହୁଁଥିଲେ ୫ମ ସନ୍ତାନ, ଏହି ଇଚ୍ଛାକୁ ସ୍ତ୍ରୀ ନୁହନ୍ତି; ଏମିତି ପୂରଣ କଲେ ଭଉଣୀ

ଓ୍ବାଶିଂଟନ,୨୬।୪: ସମାଜରେ ଭାଇ-ଭଉଣୀ ସମ୍ପର୍କ ସବୁଠୁ ପବିତ୍ର ସମ୍ପର୍କ ବୋଲି କୁହାଯାଏ। ମାତ୍ର ଯେତେବେଳେ ଶୁଣିବାକୁ ମିଳେ ଯେ, ଭାଇଙ୍କ ପିଲାକୁ ଭଉଣୀ ଜନ୍ମ ଦେଇଛନ୍ତି ତାହା ନିଶ୍ଚିତ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ ହୋଇଛି ଓ୍ବାଶିଂଟନ୍‌ରେ। ଭାଇଙ୍କ...

୨୫ ହଜାର ବର୍ଷ ଧରି କନ୍ଦାଉଛି କରୋନା, କହିଲେ ବିଶେଷଜ୍ଞ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୬।୪: ପୃଥିବୀରେ ସମ୍ପ୍ରତି ଦେଖା ଦେଇଥିବା କରୋନା ମହାମାରୀ ନେଇ ଏକ ନୂଆ ଗବେଷଣା ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଉଲ୍ଲେଖ କରାଯାଇଛି ଯେ, ଏବେ ନୁହେଁ କରୋନା ମହାମାରୀ ଗତ ୨୫ ହଜାର ବର୍ଷ ଧରି ମାନବ ସଭ୍ୟତାକୁ...

ବିନା ଚାକିରିରେ ୧୫ ବର୍ଷ ଧରି ଆକାଉଣ୍ଟକୁ ଆସୁଥିଲା ଟଙ୍କା, ଜଣା ପଡ଼ିବାରୁ…

ରୋମ,୨୬।୪: ଚାକିରି କରୁଥିବା ଲୋକ ସବୁବେଳେ ଭାବିଥାନ୍ତି ଯେତେ ପରିଶ୍ରମ କରୁଛନ୍ତି ସେହି ଅନୁଯାୟୀ ତାଙ୍କୁ ଦରମା ମିଳୁ। ମାତ୍ର କିଛି ଲୋକ ନିଜ ଦରମାକୁ ନେଇ ସନ୍ତୁଷ୍ଟ ନ ହୋଇ ଆଉ କିଛି ଇଚ୍ଛା ରଖିଥାନ୍ତି, ଯେମିତି କି...

ଭାରତକୁ ସହାୟତା ପାଇଁ ଆଗେଇ ଆସିଲା ଗୁଗ୍‌ଲ, ମାଇକ୍ରୋସଫ୍ଟ

ଓ୍ବାଶିଂଟନ୍‌,୨୬।୪: ସମଗ୍ର ଦେଶରେ ଦ୍ରୁତ ଗତିରେ କରୋନା ବ୍ୟାପି ଚାଲିଛି। ଏହି ସଙ୍କଟ ମଧ୍ୟରେ ଗୁଗଲର ସିଇଓ ସୁନ୍ଦର ପିଚାଇ ଭାରତକୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ସେ ଭାରତକୁ ୧୩୫ କୋଟି ଟଙ୍କା ସହାୟତା ଘୋଷଣା କରିଛନ୍ତି। ସୁନ୍ଦର...

ଗୁଗଲ୍‌ ସିଇଓଙ୍କ ଦରମା କେତେ ଜାଣନ୍ତି

ଭାରତୀୟ ମୂଳ ସୁନ୍ଦର ପିଚାଇ ଏବେ ଗୁଗଲ୍‌ ସିଇଓ ଭାବେ କାର୍ଯ୍ୟ କରୁଛନ୍ତି। ୨୦୧୯ରେ ଗୁଗଲ୍‌ର ପ୍ୟାରେଣ୍ଟ କମ୍ପାନୀ ଆଲ୍‌ଫାବେଟ୍‌ର କାର୍ଯ୍ୟଭାର ମଧ୍ୟ ତାଙ୍କୁ ଦିଆଯାଇଥିଲା। ଏହାପରେ ସୁନ୍ଦର ପିଚାଇଙ୍କ କାର୍ଯ୍ୟ ଆଗ ଅପେକ୍ଷା ବଢିଯାଇଛି। କେବଳ କାର୍ଯ୍ୟ ନୁହେଁ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri