ଅନ୍ତର୍ଜାତୀୟ

ଆଉ ଭାରତକୁ ଆସିବେ ନାହିଁ ଆମେରିକୀୟ

ଓ୍ବାଶିଂଟନ,୨୩।୪: କରୋନାର ଉଗ୍ରରୂପ ଦେଖାଦେଇଥିବା ଭାରତକୁ ନ ଯିବା ପାଇଁ ଆମେରିକୀୟ ନାଗରୀକଙ୍କୁ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ। କେବଳ ଭାରତ ନୁହେଁ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନ ଏବଂ ମାଳଦ୍ୱୀପକୁ ନ ଯିବାକୁ ସରକାରୀ ସ୍ତରରେ କୁହାଯାଇଛି। ଗୁରୁବାର...

ସୌଦି ଆରବ ଛାତ୍ରୀଛାତ୍ର ପଢ଼ିବେ ରାମାୟଣ, ମହାଭାରତ

ରିୟାଦ,୨୩।୪: ସୌଦି ଆରବର ଶିକ୍ଷା କ୍ଷେତ୍ରରେ ପ୍ରିନ୍ସ ମହମ୍ମଦ ବିନ ସଲମାନଙ୍କ ନୂଆ ଭିଜନର ଏକ ଅଂଶ ଭାବେ, ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ଦେଶର ସଂସ୍କୃତି ବିଷୟରେ ପଢ଼ାଯିବ। ଯାହା ଫଳରେ ଅନ୍ୟ ଦେଶର ଇତିହାସ ଏବଂ ସଂସ୍କୃତି ସମ୍ପର୍କରେ ଛାତ୍ରୀଛାତ୍ର...

ପାକିସ୍ତାନରେ ଟ୍ରେଣ୍ଡ କରୁଛି ‘#ଇଣ୍ଡିଆ ନିଡ୍ସ ଅକ୍ସିଜେନ୍‌’; ଲୋକେ କହିଲେ…

ଇସଲାମାବାଦ,୨୩।୪: କରୋନା ମହାମାରୀର ଦ୍ୱିତୀୟ ଲହରକୁ ସାମ୍ନା କରୁଛି ଭାରତ। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ବିଭିନ୍ନ ଡାକ୍ତରଖାନାରେ ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି। ଏଥିପାଇଁ କେନ୍ଦ୍ର ସରକାର ବାୟୁସେନାକୁ ସେବାରେ ଲାଗାଇଛନ୍ତି। ସେନାର ପରିବହନ ବିଭାଗ...

କରୋନା ଟିକା ନେବା ପରେ ଏହି ସମସ୍ୟାର ସମ୍ମୁଖୀନ ହେଲେ ମହିଳା

ଲଣ୍ଡନ,୨୩।୪: କରୋନା ମହାମାରୀ ସମଗ୍ର ବିଶ୍ୱରେ ପୁଣି ଆତଙ୍କ ଖେଳାଇଲାଣି। ଏହି ସଂକ୍ରମଣକୁ କମ୍‌ କରିବା ପାଇଁ ପୂରା ଦୁନିଆରେ ଟିକାକରଣ ଅଭିଯାନ ଜୋରଦାର ଚାଲିଛି। ମାତ୍ର ଗ୍ଲାସଗୋର ଜଣେ ମହିଳା କରୋନା ଟିକା ନେବା ପରେ ଏକ ଅଜବ...

ଏହି ଦେଶରେ କରୋନା ଟିକା ନେଲେ ମାଗଣାରେ ମିଳିବ ଅଣ୍ଡା

ବେଜିଂ,୨୨।୪: କରୋନା ମହାମାରୀ ସମଗ୍ର ବିଶ୍ୱରେ ତା’ର କାୟା ବିସ୍ତାର କରିସାରିଛି। ଏହି ଭାଇରସ୍‌ ପ୍ରଥମେ ଚାଇନାରୁ ହିଁ ଆସିଥିଲା। ଏବେ କେତେକ ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଛି। ତେବେ ଚାଇନା ପ୍ରଥମେ ଏହି ରୋଗ ମୁକାବିଲା କରିବାରେ...

ବଜାରରେ ନକଲି ଫାଇଜର ଟିକା

ଓ୍ବାଶିଂଟନ, ୨୩।୪: ଆମେରିକାର ଫାଇଜର ଏବଂ ବାୟୋଏନ୍‌ଟେକ୍‌ କମ୍ପାନୀ ଦ୍ୱାରା ପ୍ରସ୍ତୁତ କୋଭିଡ୍‌ ଟିକାର ବିଶ୍ୱବ୍ୟାପୀ ଚାହିଦା ବଢ଼ିଥିବାବେଳେ ସେହି ଅନୁଯାୟୀ ଯୋଗାଇବା ସମ୍ଭବ ହେଉନାହିଁ। ଅପରାଧୀମାନେ ଏହାକୁ ସୁଯୋଗ ଭାବେ ନେଇ ଅର୍ଥ ଉପାର୍ଜନ କରିବା ପାଇଁ ିଫାଇଜର...

ମା’ଙ୍କୁ ହତ୍ୟା ପରେ ଟିକଟିକ୍‌ କରି ଖାଇ ଦେଲା ପୁଅ

ମାଡ୍ରିଡ୍‌,୨୨।୪ : ସ୍ପେନର ଜଣେ ବ୍ୟକ୍ତି ମା’ଙ୍କୁ ହତ୍ୟା କରିବା ପରେ ଟିକଟିକ୍‌ କରି କାଟି ଦେଇଥିଲେ। କେବଳ ଏତିକି ନୁହେଁ, ମୃତଦେହର ଟିକ ଟିକ ଅଂଶକୁ ନିଜେ ଖାଇବା ସହ ପୋଷା କୁକରକୁ ଖୁଆଇ ଦେଲେ। ଏହି ଅଭିଯୋଗରେ...

ଏହି ମାସ୍କ୍‌ ପିନ୍ଧିଲେ ହେବନି କରୋନା…

ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଆମେରିକାର ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ୍‌ ପ୍ରିଭେନଶନ୍‌(ସିଡ଼ିସି) ପକ୍ଷରୁ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ କେଉଁ ମାସ୍କ୍‌...

ଜର୍ଜ ଫ୍ଲୟଡ୍‌ଙ୍କୁ ନ୍ୟାୟ

ମିନିଆପଲିସ/ଓ୍ବାଶିଂଟନ,୨୨ା୪: ୨୦୨୦ ମେ’ ୨୫ର ବିଚଳିତ କରିଦେବା ଭଳି ଏହି ଦୃଶ୍ୟ ଅନେକଙ୍କ ମନରୁ ଲିଭିପାରିନି ଏଯାଏ। ଶ୍ୱେତାଙ୍ଗ ପୋଲିସ ଦମନରେ କୃଷ୍ଣକାୟ ଜର୍ଜ ଫ୍ଲୟଡ୍‌ଙ୍କ ମୃତ୍ୟୁ ଆମେରିକା ସମେତ ସାରା ବିଶ୍ୱକୁୁ ସ୍ତବ୍ଧ କରିଦେଇଥିଲା। ଏଇଠୁ ମୁଣ୍ଡ ଟେକିଥିଲା...

ଟାଇଟଲ ଛାଡ଼ିଲେ କାରୋଲିନ୍‌

ଶ୍ରୀଲଙ୍କାର ଏକ ବିୟୁଟି ପ୍ରତିଯୋଗିତା ମଞ୍ଚ ଉପରେ ଅଶୋଭନୀୟ ଆଚରଣ ସହ ଆପରାଧିକ ମାମଲାରେ ଜଡ଼ିତ ମିସେସ୍‌ ଓ୍ବାଲର୍‌ଡ ବିଜେତା କାରୋଲିନ୍‌ ଜୁରି ତାଙ୍କ ଟାଇଟଲ ତ୍ୟାଗ କରିଛନ୍ତି। ୪ ଏପ୍ରିଲରେ ଶ୍ରୀଲଙ୍କା ରାଜଧାନୀ କଲମ୍ବୋ ଥିଏଟରରେ ମିସେସ୍‌ ଓ୍ବାଲର୍‌ଡର...

ଡେରେକ୍‌ ଚଉଭିନ୍‌ ଦୋଷୀ

ଓ୍ବାଶିଂଟନ୍‌, ୨୨ା୪: ଆମେରିକାର କୃଷ୍ଣକାୟ ଜର୍ଜ ଫ୍ଲୟଡ୍‌ଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ମିନିଆପଲିସ୍‌ର ପୂର୍ବତନ ପୋଲିସ ଅଫିସର ଡେରେକ୍‌ ଚଉଭିନ୍‌(୪୫)ଙ୍କୁ ହେନେପିନ୍‌ କାଉଣ୍ଟି କୋର୍ଟ ମଙ୍ଗଳବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ପ୍ରାୟ ୧୦ ଘଣ୍ଟା ଧରି ବିଚାର ଚାଲିବା ପରେ...

ମହାମାରୀ ସମୟରେ ବି ସର୍ବାଧିକ ମୃତ୍ୟୁଦଣ୍ଡ…

ରିୟାଦ,୨୧।୪: କରୋନା ସଂକ୍ରମଣରେ ଲୋକଙ୍କ ମୃତ୍ୟୁ ମହାମାରୀରେ ହେଉଥିବାବେଳେ ପୃଥିବୀର ବିଭିନ୍ନ ଦେଶରେ ଦୋଷୀଙ୍କ ମୃତ୍ୟୁ ଦଣ୍ଡାଦେଶ ବି ଯଥେଷ୍ଟ ବଢ଼ିଛି। ଏହି ସଙ୍କଟ ସମୟରେ ପୃଥିବୀର ୪ ଦେଶରେ ଅଧିକ ଦୋଷୀଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଛି। ଏନେଇ ଏମନେଷ୍ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri