ଅନ୍ତର୍ଜାତୀୟ

ଭାରତର କୋଭିଡ୍‌ ଭାକ୍ସିନକୁ ମିଳୁଛି ବିଶ୍ୱ ସ୍ତରରେ ପ୍ରଶଂସା; ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ

ନୂଆଦିଲ୍ଲୀ,୨୪।୧: କୋଭିଡ୍‌ -୧୯ ବିରୋଧରେ ଭାରତର ଭାରତର ଆଭିମୁଖ୍ୟକୁ ବିଶ୍ୱ ସ୍ତରରେ ମିଳୁଛି ପ୍ରଶଂସା। ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛି ଡବ୍ଲ୍ୟୁଏଚ୍‌ଓ। ଏହି ବିପଦ ସମୟରେ ବିଶ୍ୱର ବିଭିନ୍ନ ଦେଶକୁ ସହାୟତା...

କିଏ ଏହି ମଡେଲ, ଯାହାଙ୍କୁ ଟ୍ରମ୍ପ୍‌ କରିଥିଲେ ବ୍ଲକ; ବାଇଡେନ କରୁଛନ୍ତି ଫଲୋ

ଓ୍ବାଶିଂଟନ,୨୪।୧ : ଆମେରିକାର ନବନିଯୁକ୍ତ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଅଫିସିଆଲ ଟୁଇଟର ଆକାଉଣ୍ଟ ମିଳିଛି। ଏହି ଆକାଉଣ୍ଟରେ ସେ ୧୩ ଜଣ ଲୋକଙ୍କୁ ଫଲୋ କରୁଛନ୍ତି। ଏହି ୧୩ ଜଣଙ୍କ ମଧ୍ୟରେ ବାଇଡେନଙ୍କ ସ୍ତ୍ରୀ ଜିଲ୍‌ ବାଇଡେନ, କମଳା ହାରିସଙ୍କ...

ମାଡ଼ି ଆସୁଛି ବିପଦ: ପୁରୁଣା ନଦୀବନ୍ଧ ଯୋଜନା ସୃଷ୍ଟି କରିବ ଆତଙ୍କ

ଜେନେଭା, ୨୪।୧: ପୃଥିବୀ ଉପରେ ବଡ଼ ଧରଣର ବିପଦ ମାଡ଼ି ଆସୁଛି। ଦିନେ ଲୋକଙ୍କ ସୁରକ୍ଷା ପାଇଁ ନିର୍ମାଣ କରାଯାଇଥିବା ନଦୀ ବନ୍ଧ ଯୋଜନା ଯୋଗୁ ଆଗାମୀ ଦିନରେ ସଙ୍କଟ ସୃଷ୍ଟି ହେବ। ଏନେଇ ଜାତିସଂଘର ଏଜିଂ ଓ୍ବାଟର ଇନଫ୍ରାଷ୍ଟ୍ରକଚର...

ଏଲେକ୍ସି ନଭାଲନିଙ୍କ ମୁକ୍ତି ପାଇଁ ମାଇନସ୍ ୫୦ ଡିଗ୍ରୀରେ ପ୍ରଦର୍ଶନ କଲେ ସମର୍ଥକ

ମସ୍କୋ,୨୪ ।୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଆଲୋଚନା ଓ ବିରୋଧୀ ନେତା ଏଲେକ୍ସି ନଭାଲନିଙ୍କ ସମର୍ଥକ ଓ ପୋଲିସ ମଧ୍ୟରେ ଶନିବାର ଟଣାଭିଡା ହୋଇଯାଇଛି । ଯାହାକୁ ବିଭିନ୍ନ ନେତା ନିନ୍ଦା କରିଛନ୍ତି । ଏହି ପ୍ରଦର୍ଶନ ସମୟରେ...

ସମୟ ଖରାପ ପଡ଼ିଲେ କେହି ପାଖ ମାଡ଼ନ୍ତି ନାହିଁ, ସେ ବିଶ୍ୱର ସବୁଠୁ ଶକ୍ତିଶାଳୀ ବ୍ୟକ୍ତି ପଛେ ହୁଅନ୍ତୁ ନା କାହିଁକି

ସମୟ ଯେତେବେଳେ ଖରାପ ପଡ଼େ, କେହି ପାଖ ମାଡ଼ନ୍ତି ନାହିଁ। ଏହା ପ୍ରକୃତିର ନିୟମ। ପ୍ରକୃତି ଆଗରେ ସମସ୍ତେ ସମାନ। ବିଶ୍ୱର ସବୁଠୁ ଶକ୍ତିଶାଳୀ ପଦରେ ଅଧିଷ୍ଠିତ ଥିବା ବ୍ୟକ୍ତି ହୁଅନ୍ତୁ ନା କହିଁକି। ପ୍ରକୃତିର ନିୟମ କାହା ପାଇଁ...

ପ୍ରତିଶୋଧ ନିଆଯିବ

ଲଣ୍ଡନ,୨୪।୧: ଇରାନର ସବୁଠୁ ଶକ୍ତିଶାଳୀ ସାମରିକ ବଳ ହେଉଛି ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରି ଗାର୍ଡ କର୍ପ୍ସ (ଆଇଆର୍‌ଜିସି)। କାସିମ ସୋଲେମାନି ୧୯୯୮ରୁ ମୃତ୍ୟୁ ପର୍ଯ୍ୟନ୍ତ ଏହାର ମେଜର ଜେନେରାଲ ଥିଲେ। ଏହି ଦୁର୍ଦ୍ଧର୍ଷ କମାଣ୍ଡରଙ୍କୁ ଗତବର୍ଷ ଜାନୁୟାରୀ ୩ରେ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶକ୍ରମେ...

ବ୍ରାଜିଲ ରାଷ୍ଟ୍ରପତି କହିଲେ, ‘ଧନ୍ୟବାଦ ମୋଦି’

ନୂଆଦିଲ୍ଲୀ,୨୩।୧: ବ୍ରାଜିଲ ରାଷ୍ଟ୍ରପତି ଜେଏର୍‌ ବୋଲ୍ସୋନାରୋ ୨୦ ଲକ୍ଷ କୋଭିଡ-୧୯ ଟିକା ଦେବା ଲାଗି ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁମ୍ବାଇ ବିମାନବନ୍ଦରରୁ ୨୦ ଲକ୍ଷ କୋଭିସିଲ୍ଡ ଟିକା ସହ ଏକ ବିମାନ ଶୁକ୍ରବାର ବ୍ରାଜିଲ ଅଭିମୁଖେ...

ଦୁବାଇରେ ଚମକିଲା ଭାରତୀୟ ଯୁବ ଇଞ୍ଜିନିୟରଙ୍କ ଭାଗ୍ୟ

ଦୁବାଇ,୨୩।୧: ଦୁବାଇରେ ରହୁଥିବା ଜଣେ ଭାରତୀୟ ଯୁବ ଇଞ୍ଜନିୟରଙ୍କ ଭାଗ୍ୟ ଚମକିଛି। ଶିଭିନ୍‌ ଓ୍ବିଲସନ ନାମକ ଜଣେ ଇଞ୍ଜିନିୟର ଏକ ସାପ୍ତାହିକ ଲକି ଡ୍ରରେ ୪୦ ଲକ୍ଷ ଟଙ୍କାର ଲଟେରି ଜିତିଛନ୍ତି। କେରଳର ଏହି ଯୁବ ଇଞ୍ଜିନିୟର ୧୬ ଜାନୁୟାରୀରେ...

ମୋଦିଙ୍କୁ ଧନ୍ୟବାଦ ଦେଲେ ଡବ୍ଲୁଏଚ୍‌ଓର ମହାନିର୍ଦ୍ଦେଶକ

ଜେନେଭା,୨୩ ।୧: କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଥିବା ବେଳେ ଏଥିରୁ ମୁକୁଳିବା ପାଇଁ ପ୍ରାୟତଃ ସବୁ ବିକାଶଶୀଳ ଦେଶ ଭ୍ୟାକ୍ସିନ ପ୍ରସ୍ତୁତି କାମରେ ଲାଗିଥିଲେ । ଏବେ କରୋନା ଭ୍ୟାକ୍ସିନ ବିଭିନ୍ନ ଦେଶରେ ଉପଲବ୍ଧ ହେଉଥିବା ବେଳେ...

ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ : ମୁତୟନ ହୋଇଥିବା ୨୦୦ ସୁରକ୍ଷାକର୍ମୀ କରୋନା ପଜିଟିଭ୍‌

ଓ୍ବାଶିଂଟନ, ୨୩।୧: ଆମେରିକାର ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସୁରକ୍ଷା କାର୍ଯ୍ୟରେ ମୁତୟନ ହୋଇଥିବା ୨୦୦ ସୁରକ୍ଷାକର୍ମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପିଜିଟିଭ୍‌ ଆସିଛି। ସୁରକ୍ଷା କାର୍ଯ୍ୟରେ ୨୫ ହଜାର ସୁରକ୍ଷାକର୍ମୀଙ୍କୁ ନିୟୋଜିତ...

ଭାରତ ସଚ୍ଚୋଟ ବନ୍ଧୁ: ଆମେରିକା

ୱାଶିଂଟନ,୨୩ ।୧: ଭାରତକୁ ଏବେ ପ୍ରଶଂସା କରିଛି ଆମେରିକା । କୋଭିଡ ମହାମାରୀଠାରୁ ଦୂରେଇ ରହିବାକୁ ଭାରତ ଏବେ ବିଭିନ୍ନ ଦେଶକୁ କରୋନା ଟିକା ଯୋଗାଇ ଦେଉଛି । ଏହାକୁ ଦେଖିବା ପରେ ଆମେରିକା କହିଛି ଭାରତ ଏକ ସଚ୍ଚୋଟ...

ମୋଦିଙ୍କୁ ଧନ୍ୟବାଦ୍‌ ଜଣାଇଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ

ଢାକା,୨୨।୧: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତୀୟ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ୍‌ ଜଣାଇଛନ୍ତି। ପଡ଼ୋଶୀ ଦେଶକୁ ଉପହାର ଆକାରରେ ୨ ନିୟୁତ କୋଭିଡ୍‌-୧୯ କୋଭିଡିଲ୍ଡ ଭାକ୍ସିନ ଯୋଗାଇଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ବାଂଲାଦେଶରେ ଏବେ କରୋନା ସଂକ୍ରମିତଙ୍କ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri